Browsing Category

ଆଜିର ଖବର

ସ୍କୁଲ ପୋଷାକରେ ବିଳମ୍ବ ପାଇଁ କାର୍ଯ୍ୟାନୁଷ୍ଠାନ:ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ସ୍କୁଲ ଯୁନିଫର୍ମ ପହଞ୍ଚିବାରେ ବିଳମ୍ବକୁ ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ପ୍ରତିକ୍ରିୟା । ମନ୍ତ୍ରୀ କହିଛନ୍ତି ଯେ ଠିକ୍ ସମୟରେ ସ୍କୁଲ ୟୁନିଫର୍ମ କିପରି ପହଞ୍ଚିବ ସେଥିପାଇଁ ପ୍ରୟାସ କରାଯାଇଛି । କିଛି ସ୍ଥାନରେ ଅବ୍ୟବସ୍ଥା ହୋଇଛି, ଆମେ କଠଓର ପଦକ୍ଷେପ ନେବୁ । ଡିଇଓ

ନିଶା ମହାରଣାଙ୍କୁ ଆଗୁଆ ଜାମିନ ଦେଲେ ହାଇକୋର୍ଟ

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ମିଳିଲା ଆଗୁଆ ଜାମିନ। ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଆଗୁଆ ଜାମିନ।। ଅଶ୍ଳୀଳ ନୃତ୍ୟୁ ପ୍ରଦର୍ଶନକୁ ନେଇ ହୋଇଥିଲା ମାମଲା । ପୋଲିସ ନିଜ ଆଡୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା । ଏହି ଘଟଣାରେ ୨ ଆୟୋଜକଙ୍କୁ

ଗଣିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରାଜ୍ୟ କାୟାକଳ୍ପ ଟିମ୍

ଗଣିଆ, (ବିଶ୍ୱରଂଜନ ସେଠି): ଗଣିଆଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରପରିଦର୍ଶନ କରିଛନ୍ତି ରାଜ୍ୟ କାୟାକଳ୍ପଟିମ୍ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀଡାକ୍ତର ମଧୁସୂଦନ ଦାଶଙ୍କ ତତ୍ତ୍ବାବଧାନରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଅଧିକାରୀ ଡାକ୍ତର ବିଜୟ କୁମାର ଧଳ, ବିଦ୍ୟାଳୟ ସ୍ବାସ୍ଥ୍ୟ

ହୋଲି ପାଇଁ ରେଳ ବିଭାଗ ଚଲାଇବ ୧୪୦୦ ନୁଆ ଟ୍ରେନ

ହୋଲି ପାଇଁ ରେଳ ବିଭାଗ ଚଲାଇବ ୧୪୦୦ ନୁଆ ସ୍ପେଶାଲ ଟ୍ରେନ। ଏହି ସଂଖ୍ୟା ୧ ,୫୦୦ କୁ ବୃଦ୍ଧି ପାଇପାରେ । ଏହି ସ୍ୱତନ୍ତ୍ର ସେବାଗୁଡ଼ିକ ପର୍ବ ସମୟରେ ବର୍ଦ୍ଧିତ ଯାତ୍ରୀ ଚାହିଦା ପୂରଣ କରିବା ଏବଂ ପ୍ରମୁଖ ସ୍ଥାନଗୁଡ଼ିକ ମଧ୍ୟରେ ଉତ୍ତମ ସଂଯୋଗ ସୁନିଶ୍ଚିତ କରିବା ପାଇଁ ଲକ୍ଷ୍ୟ ରଖିଛି। ଏହି

ତଳମୁହାଁ ହେଉଛି ସୁନା ଓ ରୁପା ଦର

ଗତ କିଛି ଦିନ ହେଲା କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି ସୁନା ଓ ରୂପା ଦର । ପ୍ରତିଦିନ ଏହାର ଦର ନିର୍ଦ୍ଧାରଣ କରାଯାଇଥାଏ । ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର ।ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୨,୩୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର

ପରୀକ୍ଷା ପେ ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଗୁରୁମନ୍ତ୍ର

ପରୀକ୍ଷୀ ପୂର୍ବରୁ ପିଏମ୍ ଦେଲେ ଗୁରୁମନ୍ତ୍ର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ 'ପରୀକ୍ଷା ପେ ଚର୍ଚ୍ଚା' ୯ମ ସଂସ୍କରଣ । ପରୀକ୍ଷା ପେ ଚର୍ଚ୍ଚାର ନବମ ତମ ସଂସ୍କରଣରେ ଏକ ମନ୍ତ୍ର ପ୍ରଦାନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଧ୍ୟୟନ ବିଷୟରେ କହିଛନ୍ତି, “ପ୍ରଥମେ ତୁମର ମନକୁ ବିକଶିତ

ରେପୋ ରେଟ୍‌ ଅପରିବର୍ତ୍ତିତ ରଖିଲା RBI

ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଚଳିତ ଆର୍ଥିକ ବର୍ଷର ଶେଷ ମୁଦ୍ରାନୀତି ଘୋଷଣା କରିଛି। ଆର୍‌ବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସୁଧ ହାର ବା ରେପୋ ରେଟ୍‌କୁ ୫.୨୫% ରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନିଆଯାଇଛି।ରେପୋ ହାର ହେଉଛି ସେହି ହାର

ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ବଡ଼ ଖବର, ଟଙ୍କା ଫେରସ୍ତ ଅବଧି ବଢାଇଲେ ସରକାର

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର। ପୁଣି ଟଙ୍କା ଫେରସ୍ତ ପାଇଁ ସମୟ ଦେଲେ ରାଜ୍ୟ ସରକାର। ପୂର୍ବରୁ ଜାନୁଆରୀ ୩୧ ଯାଏଁ ଅବଧି ଥିଲା। ଏବେ ମାର୍ଚ୍ଚ ୩୧ ଯାଏଁ ଜାରି ରହିବ ଟଙ୍କା ଫେରସ୍ତ ହେବ। ଆବେଦନକାରୀ ସମସ୍ତ ପ୍ରମାଣ ପତ୍ର ଦେଇ RIଙ୍କ ନିକଟରେ ଆବେଦନ କରିବେ। ଏହାର ୧୫ ଦିନ

ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର

ଗରିବ ଲୋକଙ୍କ ପାଇଁ ଏଣିକି ସହରାଞ୍ଚଳରେ ଆଉ ରହିବ ନାହିଁ ଘର ଭଡ଼ା ଟେନସନ। ସହରାଞ୍ଚଳରେ ବସବାସ କରୁଥିବା ସ୍ବଳ୍ପ ଆୟକାରୀ ବର୍ଗର ଲୋକଙ୍କୁ ସୁଲଭ ମୂଲ୍ୟରେ ଭଡ଼ା ଘର ମିଳିବ। ବିଭିନ୍ନ ଜିଲାରେ ଖାଲି ପଡ଼ିଥିବା ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଘରଗୁଡ଼ିକୁ ମରାମତି କରି ଆର୍ଥିକ ଅନଗ୍ରସର

ଦଶମ ଛାତ୍ରୀଙ୍କୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା

ଦଶମ ଛାତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ। ରାଉରକେଲା ପୁଲିସ ଜିଲ୍ଲା ଅଧୀନରେ ଥିବା ବିସ୍ରା ଥାନା ଅନ୍ତର୍ଗତ ଜାମବେର୍ଣ୍ଣା ଗ୍ରାମରେ ଏଭଳି ଘଟଣା ଘଟିଛି।ନାବାଳିକା ଜଣଙ୍କ ଦଶମ ଶ୍ରେଣୀରେ ପଢନ୍ତି। ଗତକାଲି ସକାଳ ସାଢେ ୯ଟାରେ ନାବାଳିକା ସାଇକଲରେ ୮ କିମି ଦୂର ସ୍କୁଲ ବାହାରିଥିଲେ।

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର: ଆବେଦନ ତାରିଖ ଆସନ୍ତା ୧୮ ତାରିଖକୁ ପୁନଃ ବୃଦ୍ଧି

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ସମୟସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଏହାକୁ ଫେବୃଆରୀ ୫ ତାରିଖ ଯାଏ ବଢ଼ାଯାଇଥିଲାବେଳେ ଏବେ ଆସନ୍ତା ୧୮ ତାରିଖକୁ ପୁନଃ ବୃଦ୍ଧି କରାଯାଇଛି। ଏଥିପାଇଁ www.msp.odisha.gov.inରେ ଆବେଦନ କରିପାରିବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ

ଭାରତ ଟ୍ୟାକ୍ସିର ଶୁଭାରମ୍ଭ ! ଓଲା,ଉବର,ରାପିଡୋ କୁ ଟକ୍କର ଦେବ

କେନ୍ଦ୍ର ମନ୍ତ୍ରୀ ଅମିତ ଶାହ ପ୍ରଥମ ସମବାୟ ନେତୃତ୍ୱାଧୀନ ରାଇଡ୍-ହେଲିଂ ପ୍ଲାଟଫର୍ମ ଭାରତ ଟ୍ୟାକ୍ସିର ଶୁଭାରମ୍ଭ କରିଛନ୍ତି ।ଏହି ସେବା ପ୍ରାରମ୍ଭିକ ଭାବରେ ଦିଲ୍ଲୀ-ଏନସିଆର ଏବଂ ଗୁଜରାଟରେ ଆରମ୍ଭ କରାଯାଇଛି । ଆଗାମୀ ଦୁଇ ବର୍ଷ ମଧ୍ୟରେ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଏହାକୁ