Browsing Category
ଆଜିର ଖବର
ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ!-->…
ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ବହୁ ସମୟରେ ଅପବ୍ୟବହାର ହେଉଥିବା ଅଭିଯୋଗ ନେଇ ଓଡ଼ିଶା ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାର ଶୁଣାଣି କରି ରାଷ୍ଟ୍ରୀୟ ପ୍ରତୀକ ଅପବ୍ୟବହାର ରୋକିବାକୁ ହାଇକୋର୍ଟ କଡା ନିର୍ଦ୍ଦେଶ ଦେଇଛନ୍ତି । ୫ଟି ବିଭାଗର ବରିଷ୍ଠ ଅଧିକାରୀଙ୍କୁ ନେଇ କମିଟି ଗଠନ କରିବାକୁ!-->…
ପିଇବା ପାଣି ପାଇଁ ରାସ୍ତାରୋକ କଲେ ଗ୍ରାମବାସୀପ୍ରତିଶୃତି ପରେ ହଟିଲା ରାସ୍ତାରୋକ
ଗଣିଆ,(ବିଶ୍ୱରଂଜନ ସେଠି) ଜଳ ବିନା ଜୀବନ ଅସମ୍ଭବ । ପାନୀୟ ଜଳ ସଂକଟୁ ଦୂରକରିବା ପାଇଁ ଘନଘନ ବୈଠକ ବସି ତାର ସମୀକ୍ଷା କରାଯାଉଥିଲେ ମଧ୍ୟ ବାସ୍ତବରେ ତାହା ଗଣିଆ ବ୍ଳକରେ ଏହି ସମସ୍ୟାର ସମାଧାନ ହୋଇପାରିନାହିଁ । ଗୁରୁବାର ପୂର୍ବାହ୍ନରେ ଗଣିଆ ବ୍ଳକ ଅନ୍ତର୍ଗତ ରାସଙ୍ଗ ପଚାଂୟତର ଯୋଡ଼ାବରରେ!-->…
IAS ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର
ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଉଷା ପାଢ଼ୀଙ୍କୁ ଇଡ୍କୋ (IDCO) ଅଧ୍ୟକ୍ଷା ଭାବେ ଦାୟିତ୍ୱ ମିଳିଛି। ଏହା ସହିତ ସେ ନଗର ଉନ୍ନୟନ ବିଭାଗର ଦାୟିତ୍ୱରେ ମଧ୍ୟ ରହିବେ। ସୁରେନ୍ଦ୍ର କୁମାରଙ୍କୁ ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି। ଏହା ବ୍ୟତୀତ ସେ!-->…
ମାଗଣା ରାଶନ ଯୋଜନାର ହିତାଧିକାରୀଙ୍କ ପାଇଁ ଶସ୍ୟ ବଦଳରେ ମିଳିବ ‘e-RUPI’ କିମ୍ବା ନଗଦ
ପାରମ୍ପରିକ ରାଶନ ବଣ୍ଟନ ବ୍ୟବସ୍ଥା (PDS)କୁ ଆହୁରି ଆଧୁନିକୀକରଣ କରିବା ପାଇଁ ସରକାର e-RUPI (ଡିଜିଟାଲ ଭାଉଚର୍) ବ୍ୟବହାର କରିବାକୁ ଯାଉଛନ୍ତି। ଚଣ୍ଡିଗଡ଼ ଭଳି ସହରରେ ସଫଳ ପରୀକ୍ଷଣ ଆରମ୍ଭ ହୋଇଛି। ହିତାଧିକାରୀମାନଙ୍କୁ ଆଉ ଶସ୍ୟ ପାଇଁ ଲମ୍ବା ଧାଡ଼ିରେ ଅପେକ୍ଷା କରିବାକୁ ପଡ଼ିବ ନାହିଁ!-->…
ସରକାରୀ ସୁବିଧା ପାଇବେ ଭାଗ ଚାଷୀ, ଓଡ଼ିଶାରେ ଆସିପାରେ ଆଇନ
ଭାଗଚାଷୀଙ୍କ ପାଇଁ ନୂଆ ଆଇନ ଆଣିପାରନ୍ତି ସରକାର । ଏନେଇ ରାଜସ୍ୱ ବିଭାଗ ବିଚାର କରିବାକୁ କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହା ହୋଇପାରିଲେ ଭାଗଚାଷୀମାନେ ସରକାରୀ ସୁବିଧା ପାଇ ପାରିବେ । ଭାଗ ଚାଷୀ ପ୍ରସଙ୍ଗରେ ରାଜସ୍ଵ ମନ୍ତ୍ରୀ ସୁରେଶ ପୁଜାରୀ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି!-->…
ଘରେ ବସି ହ୍ୱାଟସଆପରେ ମିଳିବ ରାଜସ୍ବ ସେବା, ‘ଆମ ସାଥୀ ୟୁନିଫାଏଡ୍ ହ୍ବାଟ୍ସଆପ୍ ବଟ୍’ ଉନ୍ମୋଚନ
ଆମ ସାଥୀ ୟୁନିଫାଏଡ ହ୍ୱାଟସଆପ ବଟ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉନ୍ମୋଚନ କରିଛନ୍ତି ।ରାଜସ୍ବ ବିଭାଗରେ ମଧ୍ୟସ୍ଥି ଯୁଗ ଶେଷ । ରାଜସ୍ବ ସେବା ଓ ଲେକଙ୍କ ମଧ୍ୟରେ ରହିବେନି ତୃତୀୟ ପାର୍ଟି । ଆଉ ବାରମ୍ବାର ଦୌଡ଼ିବାକୁ ପଡ଼ିବନି!-->…
ଫେବୃଆରୀ ୧୫ରୁ କଟକରେ ଘର ଗଣନା ଆରମ୍ଭ
ଫେବୃଆରୀ ୧୫ରୁ କଟକ ଜିଲ୍ଲାରେ ଆରମ୍ଭ ହେବ ଘର ଗଣନା । ଏନେଇ ସୂଚନା ଦେଲେ କଟକ ଜିଲ୍ଲାପାଳ । କହିଛନ୍ତି, ଡିଜିଟାଲ ପ୍ରକ୍ରିୟାରେ ଜନଗଣନା କାର୍ଯ୍ୟ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ୧୫ ଫେବୃଆରୀରୁ ଏପ୍ରିଲ ୧୫ ପର୍ଯ୍ୟନ୍ତ ଘର ଗଣନା ହେବ । ଘର ଗଣନା ସରିବା ପରେ ଆରମ୍ଭ ହେବ ଜନ ଗଣନା!-->…
ଭାରତ-ଆମେରିକା ନୂଆ ଟ୍ରେଡ୍ ଡିଲ୍ରେ ଓଡ଼ିଶାକୁ ମିଳିବ ଫାଇଦା: ମୁଖ୍ୟମନ୍ତ୍ରୀ
ଭାରତ ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡିଶାକୁ ଫାଇଦା । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କହିଛନ୍ତି, ଓଡିଶାର ସାମୁଦ୍ରିକ ଖାଦ୍ୟ ଅର୍ଥନୀତିକୁ ଦେବେ ଏକ ନୂଆ ପରିଚୟ । ଶୁଳ୍କ ହ୍ରାସ ଯୋଗୁଁ ଆମେରିକା ବଜାରରେ ଓଡିଶା ଖାଦ୍ୟର ଚାହିଦା ବଢିବ ।ଓଡ଼ିଶାର!-->…
ମାଲକାନଗିରି ପରେ ଏବେ କୋରାପୁଟ ଜିଲ୍ଲା ମାଓ ମୁକ୍ତ
ମାଲକାନଗିରି ପରେ ଏବେ କୋରାପୁଟ ଜିଲ୍ଲା ମାଓ ମୁକ୍ତ। ରାଜ୍ୟ ସରକାରଙ୍କ ନୂତନ ଆତ୍ମସମର୍ପଣ ଯୋଜନାରେ ଅନୁପ୍ରାଣିତ ହୋଇ ଛତିଶଗଡ଼ ରାଜ୍ୟର ବିଜାପୁର ଡିଭିଜନରେ ସାମିଲ ଥିବା ମମତା ପଡ଼ିଆମୀ ଏସଏଲଆର ସହ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ଠାରୁ ଟିଫିନ ବୋମା ସହିତ ଅଫୁଟା ଗୁଳି ଓ ଅନ୍ୟାନ!-->…
୨୪ ଘଣ୍ଟାରେ ଉଠିଲା ୨୭ଟି ସୌର ଝଡ଼ । ଏହାକୁ ନେଇ ଚିନ୍ତାରେ ଇସ୍ରୋ
ସୂର୍ଯ୍ୟରେ ବଡ଼ ହଲଚଲ। ୨୪ ଘଣ୍ଟାରେ ଉଠିଲା ୨୭ଟି ସୌର ଝଡ଼ । ଏହାକୁ ନେଇ ଚିନ୍ତାରେ ଇସ୍ରୋ ସମେତ ସାରା ବିଶ୍ୱର ମହାକାଶ ଗବେଷଣା ସଂସ୍ଥା।ଏହି ଝଡ଼କୁ ନେଇ ରେଡ଼ିଓ ବ୍ଳାକ ଆଉଟ ହେବା ନେଇ ଇସ୍ରୋ ଚେତାବନୀ ଦେଇଛି। ଏହାଫଳରେ ପୃଥିବୀ ବାୟୁମଣ୍ଡଳରେ ଚୁମ୍ବକୀୟ ବିକିରଣ ବୃଦ୍ଧି ପାଇବ ଓ!-->…
ମହିଳାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା
ରାଜ୍ୟରେ ଚହଳ ପକାଇଥିବା ବ୍ରହ୍ମପୁରର କେ.ଦୀପିକା ଓ ତପସ୍ୱିନୀ ଘଟଣା ଏବେ ବି ଲୋକଙ୍କ ମନରୁ ଲିଭିନାହିଁ । ପୁଣି ଆଉ ଏକ ଘଟଣା ସାମ୍ନାକୁ ଆସିଛି । ଆଉ ନିଜ ହକ ପାଇଁ ପୁଣି ଜଣେ ଯୁବତୀ ନିଜ ପ୍ରେମିକର ଘର ସମ୍ମୁଖରେ ଧାରଣାରେ ବସିଛନ୍ତି । ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଗୁଣ୍ଠୁପଡା!-->…