Browsing Category

ଆଜିର ଖବର

ୟୁପିଆଇ ନିୟମରେ ବଡ଼ ପରିବର୍ତ୍ତନ ! ଆଉ ବିଳମ୍ବରେ ପେମେଣ୍ଟ ହେବନି

ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ । ଏହାକୁ ଧ୍ୟାନରେ ରଖି ସରକାର ଆରବିଆଇ ଏବଂ ଏନପିସିଆଇ ଫେବୃଆରୀ ୨୦୨୬ରୁ ନୂତନ ୟୁପିଆଇ ନିୟମ ଲାଗୁ କରିବାକୁ ନିଷ୍ପତ୍ତି ନେଇଛନ୍ତି । ନୂତନ ନିୟମ ଅନୁଯାୟୀ, ୟୁପିଆଇ କାରବାର ଏବଂ ଏପିଆଇ ପ୍ରିତିକ୍ରିୟାଗୁଡିକୁ ୧୦

ହଠାତ ଶସ୍ତା ହୋଇଗଲା ସୁନା-ରୁପା

କ୍ରାଶ୍ କରିଘଲା ସୁନା ଏବଂ ରୁପା । ଆଉ ଥରେ ଦୁଇ ଦାମୀ ଧାତୁର ଦାମ୍ ଖସି ଯାଇଛି । ଏହାସହ ଦୁଇ ଦିନ ଧରି ଉପରକୁ ଉଠୁଥିବା ସେୟାର ବଜାର ମଧ୍ୟ ତଳକୁ ଖସିଛି ।ଆଜି ସକାଳେ ସେୟାର ମାର୍କେଟ ଖୋଲିବା ମାତ୍ରେ ୨୪କ୍ୟାରେଟ ସୁନାର ମୂଲ୍ୟ ୫ହଜାର ହ୍ରାସ ପାଇଛି । ୧୦ଗ୍ରାମ ପିଛା ୨୪କ୍ୟାରେଟ୍‌ ସୁନାର

UPSC ପରୀକ୍ଷା ନିୟମ ବଦଳିଲା: ଜାରି ହେଲା ‌ସଂଶୋଧିତ ନିୟମାବଳୀ

କେନ୍ଦ୍ରୀୟ ଲୋକ ସେବା ଆୟୋଗ (ୟୁପିଏସସି) ବୁଧବାର ଏହାର ନିୟମରେ ବଡ଼ ପରିବର୍ତ୍ତନ କରିଛି । କେଉଁ ପରୀକ୍ଷାର୍ଥୀ କେତେଥର ୟୁପିଏସସି ସିଭିଲ୍ ସର୍ଭିସ୍ ଏଗଜାମ୍ (ସିଏସଇ) ଦେଇପାରିବେ ଏବଂ ସେମାନଙ୍କ ଯୋଗ୍ୟତା କ’ଣ ରହିବ ସେ ବାବଦରେ ଘୋଷଣା କରାଯାଇଛି । ଏଥିସହ ୟୁପିଏସସି-୨୦୨୬ ପରୀକ୍ଷା ଲାଗି

ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ,ଖୋର୍ଦ୍ଧା ନୁହେଁ ଏଣିକି ଖୋରଧା

ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ଏଣିକି ଓଡ଼ିଆ ନାମ ଅନୁସାରେ ରହିବ ଇଂରାଜୀ ସ୍ପେଲିଙ୍ଗ ।ଖୋର୍ଦ୍ଧା ଜିଲ୍ଲାକୁ ଓଡ଼ିଆ ନାମ ଅନୁସାରେ ଖୋରଧା ଲେଖାଯିବ । ଦେବଗଡ଼ ଜିଲ୍ଲାକୁ ଆଉ

ସାତକୋଶିଆ ପାଇଁ ୧୦୦ କୋଟି

ସାତକୋଶିଆ ଅଭୟାରଣ୍ୟ ହେବ ବିଶ୍ୱସ୍ତରୀୟ ଇକୋ-ଟୁରିଜିମ୍ ହବ୍‌। ଏଥିପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ପ୍ରାୟ ୧୦୦ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଥିବା ବେଳେ ସବିଶେଷ ପ୍ରକଳ୍ପ ରିପୋର୍ଟ (DPR) କୁ ଅନୁମୋଦନ ମିଳିଛି।ପର୍ଯ୍ୟଟକଙ୍କୁ ଆକୃଷ୍ଟ

ରାଜ୍ୟରେ ବର୍ଷକୁ ବାହାରୁଛନ୍ତି ୫୫ ହଜାର କ୍ୟାନ୍ସର ରୋଗୀ

ବିଶ୍ଵ କ୍ୟାନ୍ସର ଦିବସରେ ଓଡିଶାକୁ ନେଇ ଆସିଥିବା ତଥ୍ୟ ଅନୁସାରେ, ରାଜ୍ୟରେ ବର୍ଷକୁ ବାହାରୁଛନ୍ତି ୫୫ ହଜାର କ୍ୟାନ୍ସର ରୋଗୀ । ୨୦୨୫-୨୬ ବର୍ଷରେ ରାଜ୍ୟରେ ସର୍ବାଧିକ ମୁଖ ଗହ୍ୱର କର୍କଟ ଚିହ୍ନଟ ହେଉଛନ୍ତି । ୨୦୨୫-୨୬ ଜାନୁଆରୀ ସୁଦ୍ଧା ରାଜ୍ୟରେ ୨୩ ହଜାର ୧୩୧ ଜଣ କ୍ୟାନ୍ସର ରୋଗୀ ଚିହ୍ନଟ

ଶ୍ରୀ ରାଧାମାଧବଜୀଉଙ୍କ ଏକାଦଶ ବାର୍ଷିକ ମହୋତ୍ସବ ପାଇଁ କଳସଯାତ୍ରା

ଗଣିଆ,(ବିଶ୍ୱରଂଜନ ସେଠି) ଗଣିଆ ବ୍ଲକ ମାଳତିପୁଟ ଗ୍ରାମରେ ବିରାଜିତ ଶ୍ରୀ ଶ୍ରୀ ରାଧାମାଧବ ଜୀଉଙ୍କ ଏକାଦଶ ବାର୍ଷିକ ମହୋତ୍ସବ ପାଇଁ ଶତାଧିକ ମହିଳାମାନେ ରାଉତପଡ଼ାସ୍ଥିତ ମହାନଦୀ କୂଳରେ ସୂର୍ଯ୍ୟପୂଜା ଓ ପୁଜାର୍ଚ୍ଚନା କରିବା ପରେ କଳସ ଧରି କଳସଯାତ୍ରାରେ ସାମିଲ ହୋଇଥିଲେ । ଗ୍ରାମ ପରିସରରେ

ରାଉତ ପଡା ସମ୍ପର୍କ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟଫାଇନାଲରେ ଗଣିଆ ବନାମ କିଶୋରପ୍ରସାଦ

ଗଣିଆ -(ବିଶ୍ୱରଂଜନ ସେଠି)ରାଉତପଡା ସମ୍ପର୍କ କ୍ଲବଆନୁକୁଲ୍ୟରେ ଆୟୋଜିତ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୮ ଦିବସରେ ଦ୍ଵିତୀୟ ସେମି ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ଏହି ମ୍ୟାଚରେ ପରସ୍ପର ଭେଟିଥିଲେସାଗର କ୍ରିକେଟ କ୍ଲବ୍ ଓ କିଶୋରପ୍ରସାଦ କ୍ରିକେଟ କ୍ଲବ୍। ପ୍ରଥମେ ସାଗର ଟସ୍ ଜିତି

ହାର୍ଟ ଆଟକ ରୋଗୀଙ୍କୁ ବଞ୍ଚାଇବ ‘ହାର୍ଟ ଗାର୍ଡ’ AI ମାସ୍କ ! ପୂର୍ବରୁ ମିଳିବ ଆଗୁଆ ସୂଚନା

ଏଣିକି ହୃଦଘାତ ଆସିବା ପୂର୍ବରୁ ମିଳିବ ଆଗୁଆ ସୂଚନା । ହୃଦଘାତରେ ମଣିଷର ଅମୂଲ୍ୟ ଜୀବନ ରକ୍ଷା କରିବ ‘ହାର୍ଟ ଗାର୍ଡ’ AI ମାସ୍କ ।ଏଭଳି ଅଭିନବ ଡିଭାଇସ ପ୍ରସ୍ତୁତ କରି ଚର୍ଚ୍ଚାକୁ ଆସିଛନ୍ତି ରେଭେନ୍ସା ବିଶ୍ଵବିଦ୍ୟାଳୟ ଆଇଟିଏମ ବିଭାଗ ତୃତୀୟ ବର୍ଷର ଝିଅ ଦେବଶ୍ରିତା ଦାସ । ରାଜ୍ୟ

ସୁପ୍ରିମକୋର୍ଟରେ ଏସ୍‌ଆଇଆର୍‌ ଶୁଣାଣି ; ମମତା ରଖିଲେ ପକ୍ଷ

ସୁପ୍ରିମକୋର୍ଟରେ ବୁଧବାର ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ (ଏସ୍‌ଆଇଆର୍‌) ନେଇ ଶୁଣାଣି ବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିଜେ କୋର୍ଟରେ ଉପସ୍ଥିତ ରହି ପକ୍ଷ ରଖିଛନ୍ତି ।ସମସ୍ତଙ୍କ ନଜର ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ଥିଲା, ସେ ମଧ୍ୟ ଉପସ୍ଥିତ

ବନାଗ୍ନି ନିୟନ୍ତ୍ରଣ ପାଇଁ ବନ ବିଭାଗର ପ୍ରସ୍ତୁତି

ରାଜ୍ୟରେ ଆସନ୍ତା ବନାଗ୍ନି ଋତୁକୁ ସଫଳତାର ସହ ମୁକାବିଲା କରିବା ପାଇଁ ବନ ବିଭାଗ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ବନାଗ୍ନି ମୁକାବିଲା ପାଇଁ ଏହି ବର୍ଷ ବୈଷୟିକ କୌଶଳ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଚଳିତ ବର୍ଷ ଏଆଇ କ୍ୟାମେରା ଓ ଡ୍ରୋନ ମାଧ୍ୟମରେ ରଖାଯିବ ନଜର।

୨୦ ଶିଶୁଙ୍କ ଜୀବନ ରକ୍ଷା କଲେ ଅଙ୍ଗନବାଡ଼ି ରୋଷେୟା

ମଧ୍ୟପ୍ରଦେଶର ନିମଚ୍‌ ଜିଲ୍ଲା ରନପୁର ଗାଁରେ ଜଣେ ଅଙ୍ଗନବାଡି କେନ୍ଦ୍ରର ‌ରୋଷେୟାଙ୍କ ସାହସ ଓ ତ୍ୟାଗ ଯୋଗୁ ପାଖାପାଖି ୨୦ ଜଣ କୋମଳମତି ଶିଶୁଙ୍କ ଜୀବନ ବଞ୍ଚି ଯାଇଛି । ମାଦବାଡା ପଞ୍ଚାୟତରେ ଥିବା ଅଙ୍ଗନବାଡ଼ି କେନ୍ଦ୍ରରେ ପିଲାମାନେ ଖେଳୁଥିବା ସମୟରେ ହଠାତ୍‌ ମହୁମାଛି ଦଳ ମାଡ଼ି