Browsing Category

ଆଜିର ଖବର

୨୦ ଶିଶୁଙ୍କ ଜୀବନ ରକ୍ଷା କଲେ ଅଙ୍ଗନବାଡ଼ି ରୋଷେୟା

ମଧ୍ୟପ୍ରଦେଶର ନିମଚ୍‌ ଜିଲ୍ଲା ରନପୁର ଗାଁରେ ଜଣେ ଅଙ୍ଗନବାଡି କେନ୍ଦ୍ରର ‌ରୋଷେୟାଙ୍କ ସାହସ ଓ ତ୍ୟାଗ ଯୋଗୁ ପାଖାପାଖି ୨୦ ଜଣ କୋମଳମତି ଶିଶୁଙ୍କ ଜୀବନ ବଞ୍ଚି ଯାଇଛି । ମାଦବାଡା ପଞ୍ଚାୟତରେ ଥିବା ଅଙ୍ଗନବାଡ଼ି କେନ୍ଦ୍ରରେ ପିଲାମାନେ ଖେଳୁଥିବା ସମୟରେ ହଠାତ୍‌ ମହୁମାଛି ଦଳ ମାଡ଼ି

ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ୬ ନାବାଳକ ଗିରଫ

ବଲାଙ୍ଗୀର ଜିଲ୍ଲା ତୁରେକେଲାରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ୬ ନାବାଳକ ଗିରଫ । ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଭିଡିଓ ଭାଇରାଲ ପରେ ପୋଲିସ୬ ଜଣ ନାବାଳକଙ୍କୁ ଗିରଫ କରିଛି । ସୂଚନାଯୋଗ୍ୟ, ଡିସେମ୍ବର ୨୫ ତାରିଖରେ ଗଣଦୁଷ୍କର୍ମ ପରେ ଭିଡିଓ ଭାଇରାଲ୍ ହୋଇଥିଲା ।

ମୃତ୍ୟୁ ପୂର୍ବରୁ ଏହି ବ୍ୟକ୍ତିଙ୍କୁ କଲ୍‌ କରିଥିଲେ ଅଜିତ ପାୱାର

ମହାରାଷ୍ଟ୍ରର ବାରାମତୀରେ ଘଟିଥିବା ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ଜୀବନ ଯାଇଥିଲା। ସେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି)ର ମୁଖ୍ୟ ଥିଲେ। ଏବେ ମୃତ୍ୟୁ ଘଟଣାର ତଦନ୍ତ ଚାଲିଛି । ଏହି ସମୟରେ ସାମ୍ନାକୁ ଆସିଛି ଦୁର୍ଘଟଣା ପୂର୍ବରୁ ରାଷ୍ଟ୍ରବାଦୀ

ଲାଞ୍ଜିଗଡ ରୋଡ଼ ଠାରେ ମହାବୀର ହନୁମାନ ଙ୍କ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜନ ଅନୁଷ୍ଠିତ.

*କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଅଧିନସ୍ତ ଲାଞ୍ଜିଗଡ ରୋଡ଼ ଗ୍ରାମ ଠାରେ ମହାବୀର ହନୁମାନ ଙ୍କ ମନ୍ଦିର ନିର୍ମାଣ ସକାଶେ ଭୂମି ପୂଜନ ଭୈରବୀ ଛକ ଠାରେ ଅନୁଷ୍ଠିତ ହୋଇ ଯାଇ ଅଛି l ଏହି ଅବସର ରେ ଲାଞ୍ଜିଗଡ ରୋଡ଼ ର ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ଉପସ୍ଥିତ ଥିବା ବେଳେ ମୁଖ୍ୟ ପୂଜକ ଭାବରେ

ଓଡ଼ିଶାରେ ଅତ୍ୟାଧୁନିକ କାରା-ଭାନ ଟୁରିଷ୍ଟ ସେବାର ଶୁଭାରମ୍ଭ

ଓଡ଼ିଶାରେ ଅତ୍ୟାଧୁନିକ କାରା-ଭାନ ଟୁରିଷ୍ଟ ସେବାର ଶୁଭାରମ୍ଭ ହୋଇଛି । ଧଉଳି ପର୍ଯ୍ୟଟନ କ୍ଷେତ୍ରରୁ ୨ୟ ପର୍ଯ୍ୟାୟର ଏହା ଶୁଭାରମ୍ଭ ହୋଇଛି। VGF ଯୋଜନା ଦ୍ୱାରା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁଭାରମ୍ଭ କରିଛନ୍ତି । ପର୍ଯ୍ୟଟନ କ୍ଷେତ୍ରରେ ଅତ୍ୟାଧୁନିକ ଓ ଆରାମଦାୟକ ସେବା ଯୋଗାଇବ

ସରକାରୀ ସ୍କୁଲର ଶିଶୁ ବାଟିକା ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ୟୁନିଫର୍ମ । ଆସନ୍ତା ୧୫ ସୁଦ୍ଧା ପ୍ରକ୍ରିୟା ସାରିବାକୁ…

ଶିଶୁ ବାଟିକା ପିଲାଙ୍କୁ ମିଳିବ ମାଗଣା ପୋଷାକ । ୧୫ ଫେବୃଆରୀ ସୁଦ୍ଧା ବଣ୍ଟନ ଶେଷ କରିବାକୁ ଓସେପାର ନିର୍ଦ୍ଦେଶ । ଓସେପା ଅତିରିକ୍ତ ନିର୍ଦ୍ଦେଶିକା (ସାଧାରଣ) ସଙ୍ଗୀତା ବେହେରାଙ୍କ ପକ୍ଷରୁ ଜାରି ପତ୍ର ଅନୁଯାୟୀ, ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ପଢୁଥିବା

ଏଣିକି ହ୍ୱାଟ୍ସଆପ୍‌ରେ ମିଳିବ ରାଜସ୍ୱ ସେବା

ହ୍ବାଟସଆପରେ ମିଳିବ ରାଜସ୍ବ ସେବା । ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ୨୪ ଘଣ୍ଟିଆ ସେବା ଯୋଗାଇବ ରାଜସ୍ୱ ବିଭାଗ । ହ୍ଵାଟସଆପରେ ରାଜସ୍ଵ ମନ୍ତ୍ରୀଙ୍କୁ ସିଧାସଳଖ କରିପାରିବେ ଅଭିଯୋଗ। ଦୁର୍ନୀତି ଅଭିଯୋଗ ଆସିଲେ ବଡ଼ ଆକ୍ସନ। ଆସନ୍ତାକାଲି ହ୍ୱାଟ୍ସଆପ୍ ସେବାକୁ

ଅନ୍‌ଲାଇନ୍ ଗେମ୍ ନିଶା, ଆପାର୍ଟମେଣ୍ଟରୁ ଡେଇଁ ୩ ଭଉଣୀଙ୍କ ଆତ୍ମହତ୍ୟା

ଅନଲାଇନ୍ ଗେମ୍ ପାଇଁ ଜୀବନ ହାରିଲେ ୩ ଭଉଣୀ । ଉତ୍ତର ପ୍ରଦେଶ ଗାଜିଆବାଦରେ ଜୀବନ ହାରିଲେ ୩ ନାବାଳିକା ଭଉଣୀ ।ସମସ୍ତଙ୍କ ବୟସ ୧୨, ୧୪ ଏବଂ ୧୬ ବର୍ଷ । କୋରିଆନ୍ ଲଭ୍ ଗେମ୍ ନାମକ ଅନଲାଇନ୍ ଟାସ୍କରେ ମାତିଥିଲେ ୩ ଭଉଣୀ । ଅନଲାଇନ୍ ଗେମ୍ ପାଇଁ ସବୁଦିନ ସ୍କୁଲ ମଧ୍ୟ ଯାଉ ନଥିଲେ । ଅନଲାଇନ୍

ମାର୍ଚ୍ଚ ୯ ତାରିଖରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ବାର୍ଷିକ ପରୀକ୍ଷା

ଆସନ୍ତା ମାର୍ଚ୍ଚ ୯ ତାରିଖରୁ ଆରମ୍ଭ ହେବ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବାର୍ଷିକ ପରୀକ୍ଷା। ପ୍ରଥମରୁ ଚତୁର୍ଥ, ଷଷ୍ଠରୁ ସପ୍ତମ ଶ୍ରେଣୀ ଯାଏ ସମେଟିଭ୍‌ ଆସେସ୍‌ମେଣ୍ଟ-୨ ହେବ। ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କର ବାର୍ଷିକ ପରୀକ୍ଷା ହେବ। ମାର୍ଚ୍ଚ ୬ରୁ ୭ ତାରିଖ ଯାଏ ମୌଖିକ ପରୀକ୍ଷା

ଆହୁରି ୫ଦିନ କୁହୁଡ଼ି ରହିବ

ରାଜ୍ୟର ଉପକୂଳବର୍ତ୍ତୀ କିଛି ଅଞ୍ଚଳରେ ରାତି ତାପମାତ୍ରା କମିଛି। ଉତ୍ତର ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ବଢ଼ିଛି। ତେବେ ଏଭଳି ସ୍ଥିତି ଆହୁରି ୫ଦିନ ପର୍ଯ୍ୟନ୍ତ ଲାଗିରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ପୁରୀରେ ରାତି ତାପମାତ୍ରା ୧୯

ଆଜି ବିଶ୍ୱ କର୍କଟ ଦିବସ

ଆଜି ବିଶ୍ବ କର୍କଟ ଦିବସ । ପ୍ରତିବର୍ଷ ଫେବୃଆରୀ ୪ ତାରିଖକୁ ‘ବିଶ୍ୱ କର୍କଟ ଦିବସ’ ବା (World Cancer Day) ଭାବେ ପାଳନ କରାଯାଏ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଅନୁସାରେ ବିଶ୍ୱରେ ସର୍ବାଧିକ ପ୍ରତି ୬ ଜଣରେ ଜଣେ କ୍ୟାନସରରେ ଆକ୍ରାନ୍ତ ହେଉଛନ୍ତି । ରୋଗ ସମ୍ପର୍କରେ ଲୋକଙ୍କୁ ସଚେତନତା

ହିଂସା ପରେ ମଣିପୁର ବାସୀ ପାଇଲେ ମୁଖ୍ୟମନ୍ତ୍ରୀ

ଘୋଷଣା ହେଲା ମଣିପୁରର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ। ୟୁମନାମ ଖେମଚନ୍ଦ ସିଂ ହେବେ ମଣିପୁରର ନୂଆ ମୁଖ୍ୟମନ୍ତ୍ରୀ। ୟୁମନାମ ଖେମଚାନ୍ଦ ସିଂହଙ୍କୁ ମଣିପୁର ବିଧାୟକ ଦଳର ନେତା ଭାବରେ ନିର୍ବାଚିତ କରାଯାଇଛି। ୟୁମନାମ ଖେମଚାନ୍ଦ ସିଂହ ମଣିପୁରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ।ମଣିପୁରରେ ଦୀର୍ଘ