Browsing Category
ଆଜିର ଖବର
ଆଜି ବିଶ୍ୱ କର୍କଟ ଦିବସ
ଆଜି ବିଶ୍ବ କର୍କଟ ଦିବସ । ପ୍ରତିବର୍ଷ ଫେବୃଆରୀ ୪ ତାରିଖକୁ ‘ବିଶ୍ୱ କର୍କଟ ଦିବସ’ ବା (World Cancer Day) ଭାବେ ପାଳନ କରାଯାଏ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଅନୁସାରେ ବିଶ୍ୱରେ ସର୍ବାଧିକ ପ୍ରତି ୬ ଜଣରେ ଜଣେ କ୍ୟାନସରରେ ଆକ୍ରାନ୍ତ ହେଉଛନ୍ତି । ରୋଗ ସମ୍ପର୍କରେ ଲୋକଙ୍କୁ ସଚେତନତା!-->…
ହିଂସା ପରେ ମଣିପୁର ବାସୀ ପାଇଲେ ମୁଖ୍ୟମନ୍ତ୍ରୀ
ଘୋଷଣା ହେଲା ମଣିପୁରର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ। ୟୁମନାମ ଖେମଚନ୍ଦ ସିଂ ହେବେ ମଣିପୁରର ନୂଆ ମୁଖ୍ୟମନ୍ତ୍ରୀ। ୟୁମନାମ ଖେମଚାନ୍ଦ ସିଂହଙ୍କୁ ମଣିପୁର ବିଧାୟକ ଦଳର ନେତା ଭାବରେ ନିର୍ବାଚିତ କରାଯାଇଛି। ୟୁମନାମ ଖେମଚାନ୍ଦ ସିଂହ ମଣିପୁରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ।ମଣିପୁରରେ ଦୀର୍ଘ!-->…
ସ୍କୁଲରେ ନବମ ଛାତ୍ରୀକୁ ଗଣବଳାତ୍କାର: ଭିଡିଓ ଭାଇରାଲ୍
ଲାଙ୍ଗୀର ଜିଲାରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ତୁରେକେଲା ଥାନା ଅଞ୍ଚଳର ଏକ ସ୍କୁଲରେ ଜଣେ ନବମ ଶ୍ରେଣୀର ନାବାଳିକା ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।ଅଭିଯୋଗ ଅନୁଯାୟୀ ସ୍କୁଲରେ ଟ୍ୟୁସନ୍ ସରିବା ପରେ ପୀଡ଼ିତାଙ୍କୁ ତାଙ୍କର ସହପାଠୀମାନେ ଗଣବଳାତ୍କାର!-->…
ପ୍ରାଥମିକ ବିଦ୍ୟାଳୟରୁ ଶୌଚ ହେବାକୁ ଯାଇ ଛାତ୍ର ନିଖୋଜ
ଗଣିଆ୦୩.୦୨.(ବିଶ୍ୱରଂଜନ ସେଠି) ଗଣିଆ ଥାନା ଅନ୍ତର୍ଗତ ବେଲପଡ଼ା ପ୍ରାଥମିକ ବିଦ୍ୟାଳୟରୁ ଜଣେ ଛାତ୍ର ନିଖୋଜ ହେବାର ଅଭିଯୋଗ ହୋଇଛି । ନିଖୋଜ ହୋଇଥିବା ଛାତ୍ର ଜଣକ ହେଲେ ବିଜୟନଗର ଗ୍ରାମର ବିଜୟ ମଳିକଙ୍କ ପୁତ୍ର ଭୋଳାନାଥ ମଳିକ (୧୦) । ମିଳିଥିବା ସୁଚନା ଅନୁସାରେ ଭୋଳାନାଥ ମଳିକ ବେଲପଡ଼ା!-->…
ଆସନ୍ତା ୧୯ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ ମାଟ୍ରିକ ପରୀକ୍ଷା
ଆସନ୍ତା ୧୯ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ ମାଟ୍ରିକ ପରୀକ୍ଷା । ଓଏମଆର ସିଟ ଓ ପ୍ରଶ୍ନପତ୍ର କଡା ସୁରକ୍ଷା ବଳୟରେ ବୋର୍ଡର ମୁଖ୍ୟ କାର୍ଯ୍ୟାଳୟରେ ପହଁଚିଛି। ସମସ୍ତ ନୋଡାଲ ସେଣ୍ଟରକୁ ଭାଇରାଲ ରେଜିଷ୍ଟାନସ କରାଯାଇଛି। ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ସହିତ!-->…
ଅଧ୍ୟକ୍ଷଙ୍କ ସ୍ଵେଚ୍ଛାକୃତ ଇସ୍ତଫା ନୂତନ ଅଧ୍ୟକ୍ଷଙ୍କ ଦାୟିତ୍ୱ ଗ୍ରହଣ
ଗଣିଆ,(ବିଶ୍ୱରଂଜନ ସେଠି) ଗଣିଆ ବ୍ଳକର ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ଶ୍ରୀ ଶ୍ରୀ ରଘୁନାଥ ଜୀଉ ସ୍ନାତକ ମହାବିଦ୍ୟାଳୟରେ ସୋମବାରଦିନ ନୂତନ ଅଧ୍ୟକ୍ଷଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଅଖିଳ କୁମାର ହୋତା । ବହୁ ବାଦ ବିବାଦ ପରେ ଅଧ୍ୟକ୍ଷ ଦାୟିତ୍ୱରେ ଥିବା ଲକ୍ଷ୍ମୀକାନ୍ତ ପଣ୍ଡା ଶେଷରେ!-->…
ପୁରୀରେ ରାଷ୍ଟ୍ରପତି: କାଲି ଶ୍ବେତଗଙ୍ଗାରେ କରିବେ ପିଣ୍ଡଦାନ
ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତାଳବଣିଆ ହେଲିପ୍ୟାଡ୍ରେ ତାଙ୍କ ବିମାନ ପହଞ୍ଚିବା ପରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ତାଙ୍କୁ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତି ପୁରୀରେ ରାତ୍ରିଯାପନ କରିବେ। ବୁଧବାର ଶ୍ବେତଗଙ୍ଗାରେ ପିଣ୍ଡଦାନ କରିବେ।ପରେ ଶ୍ରୀମନ୍ଦିର!-->…
ମେଲୋଡି କଳାକାରଙ୍କୁ ରାସ୍ତାରେ ଅସଦାଚରଣ ଓ ମାଡ଼
କଟକ ଜିଲ୍ଲା ଆଠଗଡ଼ ତିଗିରିଆରେ ଡ୍ୟାନ୍ସରଙ୍କୁ ମାଡ଼ ପରେ ଲୁଟ୍ ହୋଇଥିବା ଅଭିଯୋଗ ଆସିଛି । ଏନେଇ ତିଗିରିଆ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।ସୂଚନାଯୋଗ୍ୟ, ତିଗିରିଆ ଥାନା ଶୁଣ୍ଠିପାଳ ଗାଁକୁ ମେଲୋଡି ପାଇଁ କଳାକାର ଆସିଥିଲେ। ରାତିରେ ମେଲୋଡ଼ି ସାରି ଫେରୁଥିବା ବେଳେ!-->…
ରାଉତପଡା ସମ୍ପର୍କ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟକରଡ଼ାପଡା କ୍ରିକେଟ କ୍ଲବକୁ ହରାଇ ଫାଇନାଲରେ ଗଣିଆ କ୍ରିକେଟ୍ କ୍ଲବ୍
ଗଣିଆ -( ବିଶ୍ୱରଂଜନ ସେଠି) ରାଉତପଡା ସମ୍ପର୍କ କ୍ଲବ ଆନୁକୁଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ଣ୍ଣାମେଣ୍ଟର ୭ମ ଦିବସ ଖେଳର ପ୍ରଥମ ସେମି ଫାଇନାଲ ମ୍ୟାଚରେ ପରସ୍ପର ଭେଟିଥିଲେଗଣିଆଁ ଓ କରଡ଼ାପଡ଼ା କ୍ରିକେଟ୍ କ୍ଲବ୍ । ପ୍ରଥମେ ଗଣିଆ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତି ନେଇଥିଲା ।!-->…
ଦୁନିଆର ସବୁଠୁ ମହଙ୍ଗା ନମ୍ବର ପ୍ଲେଟ୍; ୨.୦୮ କୋଟି ଟଙ୍କାରେ ନିଲାମ
ଆନ୍ଧ୍ର ପ୍ରଦେଶର ଜଣେ କ୍ରେତା ସମ୍ପ୍ରତି ୨.୦୮ କୋଟି ଟଙ୍କାରେ ‘DDC 001’ ନମ୍ବର ପ୍ଲେଟ୍ କିଣି ଏକ ନୂଆ ରେକର୍ଡ ସ୍ଥାପନ କରିଛନ୍ତି। ଯାହା ଏହାକୁ ଭାରତୀୟ ଅଟୋମୋବାଇଲ୍ ଇତିହାସରେ ଏପର୍ଯ୍ୟନ୍ତ ବିକ୍ରି ହୋଇଥିବା ସବୁଠାରୁ ମହଙ୍ଗା ନମ୍ବର ପ୍ଲେଟ୍ କରିଛି।ବିଗ୍ ବୟ ଟଏଡ୍ର ପ୍ରତିଷ୍ଠାତା ଓ!-->…
ଶିମିଳିପାଳ ଅଭୟାରଣ୍ୟରେ ବାଘ ଗଣନା କାର୍ଯ୍ୟ ଆରମ୍ଭ
ଶିମିଳିପାଳରେ ଆରମ୍ଭ ହୋଇଛି ବାଘ ଗଣନା । ତାଲିମପ୍ରାପ୍ତ ଗୃପ୍ ଏହି ବିଭିନ୍ନ ଉପାୟରେ ଏହି ଗଣନା କରୁଛନ୍ତି । ଚଳିତ ଥର ବାଘ ସଂଖ୍ୟା ବୃଦ୍ଧିକୁ ନେଇ ବେଶ ଆଶାବାଦୀ ଶିମିଳିପାଳ କର୍ତ୍ତୃପକ୍ଷ । ୨ ହଜାର ୭୫୦ ବର୍ଗ କିଲୋମିଟର ଅଞ୍ଚଳରେ ବାଘ ଗଣନା ପାଇଁ କ୍ୟାମେରା ଲଗାଯାଇଛି । ଏଥିପାଇଁ!-->…
ଶୁଭାରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା
ଶୁଭାରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା । ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗଞ୍ଜାମ ତାରାତାରିଣୀ ପୀଠରୁ ଶୁଭାରମ୍ଭ କଲେ ।ଏହି ସମୟରେ ୨ ଶହ ବର-କନ୍ୟାଙ୍କ ସାମୁହିକ ବିବାହ କରାଯାଇଛି।ପ୍ରତ୍ୟେକ ବିବାହ ପାଇଁ ସରକାର ବ୍ୟୟ କରିବେ ୬୦ ହଜାର ଟଙ୍କା । ଏହି!-->…