Browsing Category
ଆଜିର ଖବର
ଦୁନିଆର ସବୁଠୁ ମହଙ୍ଗା ନମ୍ବର ପ୍ଲେଟ୍; ୨.୦୮ କୋଟି ଟଙ୍କାରେ ନିଲାମ
ଆନ୍ଧ୍ର ପ୍ରଦେଶର ଜଣେ କ୍ରେତା ସମ୍ପ୍ରତି ୨.୦୮ କୋଟି ଟଙ୍କାରେ ‘DDC 001’ ନମ୍ବର ପ୍ଲେଟ୍ କିଣି ଏକ ନୂଆ ରେକର୍ଡ ସ୍ଥାପନ କରିଛନ୍ତି। ଯାହା ଏହାକୁ ଭାରତୀୟ ଅଟୋମୋବାଇଲ୍ ଇତିହାସରେ ଏପର୍ଯ୍ୟନ୍ତ ବିକ୍ରି ହୋଇଥିବା ସବୁଠାରୁ ମହଙ୍ଗା ନମ୍ବର ପ୍ଲେଟ୍ କରିଛି।ବିଗ୍ ବୟ ଟଏଡ୍ର ପ୍ରତିଷ୍ଠାତା ଓ!-->…
ଶିମିଳିପାଳ ଅଭୟାରଣ୍ୟରେ ବାଘ ଗଣନା କାର୍ଯ୍ୟ ଆରମ୍ଭ
ଶିମିଳିପାଳରେ ଆରମ୍ଭ ହୋଇଛି ବାଘ ଗଣନା । ତାଲିମପ୍ରାପ୍ତ ଗୃପ୍ ଏହି ବିଭିନ୍ନ ଉପାୟରେ ଏହି ଗଣନା କରୁଛନ୍ତି । ଚଳିତ ଥର ବାଘ ସଂଖ୍ୟା ବୃଦ୍ଧିକୁ ନେଇ ବେଶ ଆଶାବାଦୀ ଶିମିଳିପାଳ କର୍ତ୍ତୃପକ୍ଷ । ୨ ହଜାର ୭୫୦ ବର୍ଗ କିଲୋମିଟର ଅଞ୍ଚଳରେ ବାଘ ଗଣନା ପାଇଁ କ୍ୟାମେରା ଲଗାଯାଇଛି । ଏଥିପାଇଁ!-->…
ଶୁଭାରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା
ଶୁଭାରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା । ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗଞ୍ଜାମ ତାରାତାରିଣୀ ପୀଠରୁ ଶୁଭାରମ୍ଭ କଲେ ।ଏହି ସମୟରେ ୨ ଶହ ବର-କନ୍ୟାଙ୍କ ସାମୁହିକ ବିବାହ କରାଯାଇଛି।ପ୍ରତ୍ୟେକ ବିବାହ ପାଇଁ ସରକାର ବ୍ୟୟ କରିବେ ୬୦ ହଜାର ଟଙ୍କା । ଏହି!-->…
ସୁପ୍ରିମକୋର୍ଟ ହ୍ୱାଟସ ଆପ୍ ଏବଂ ଏହାର ମୂଳ କମ୍ପାନୀ ମେଟାକୁ କଡା ଚେତାବନୀ
ପ୍ରିମକୋର୍ଟ ହ୍ୱାଟସ ଆପ୍ ଏବଂ ଏହାର ମୂଳ କମ୍ପାନୀ ମେଟାକୁ କଡା ଚେତାବନୀ ଦେଇ କହିଛନ୍ତି ଯେ ତଥ୍ୟ ସେୟାରିଂ ବାହାନାରେ ନାଗରିକଙ୍କ ଗୋପନୀୟତାର ଅଧିକାରକୁ କ୍ଷୁର୍ଣ୍ଣ କରାଯାଇପାରିବ ନାହିଁ। ମଙ୍ଗଳବାର ସୁପ୍ରିମକୋର୍ଟରେ ହ୍ୱାଟସଆପ୍ର ୨୦୨୧ ଗୋପନୀୟତା ନୀତି ଉପରେ ଏକ ଶୁଣାଣି ହୋଇଥିଲା।!-->…
ଲାଞ୍ଚ ନେଇ ଧରାପଡ଼ିଲେ ବିଦ୍ୟୁତ ବିଭାଗ କନିଷ୍ଠ ଯନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ବିଦ୍ୟୁତ ବିଭାଗ କନିଷ୍ଠ ଯନ୍ତ୍ରୀ। ୨୦ ହଜାର ଲାଞ୍ଚ ନେଉଥିବାବେଳେ JE ପ୍ରଦେଶ ନାୟକଙ୍କୁ ଭିଜିଲାନ୍ସ ଧରିଛି। ମାଲକାନଗିରି ଟିପିଏସଓଡିଏଲ ଜେଇ ପ୍ରଦେଶ ପ୍ରସାଦ ନାୟକ । ଜେଇଙ୍କ ସହଯୋଗୀ ଭଞ୍ଜକିଶୋର ସ୍ବାଇଁଙ୍କୁ ଅଟକ ରଖିଛି ଭିଜିଲାନ୍ସ । ଏକ ଇଟା ଫ୍ୟାକ୍ଟ୍ରିକୁ!-->…
ଫିଟିବ ଜାତୀୟ ଜଳପଥ, ରାଜ୍ୟରେ ଶିଳ୍ପ ଓ ଖଣିଜ ଜନିତ ପରିବହନ କ୍ଷେତ୍ରରେ ଆସିବ ବଡ଼ ପରିବର୍ତ୍ତନ
ଖଣିଜ ବହୁଳ ତାଳଚେର ଓ ଅନୁଗୁଳରୁ ଶିଳ୍ପ ହବ୍ କଳିଙ୍ଗନଗର ଏବଂ ବନ୍ଦର ନଗରୀ ପାରାଦୀପ ଏବଂ ଧାମରାକୁ ସଂଯୋଗ କରିବ ଏନଡବ୍ଲ୍ୟୁ-୫ (ଜାତୀୟ ଜଳପଥ-୫) । ଏହି ଜଳପଥ ସଂଯୋଗ ହେଲେ ରାଜ୍ୟରେ ଶିଳ୍ପ ଓ ଖଣିଜ ଜନିତ ପରିବହନ କ୍ଷେତ୍ରରେ ଆସିବ ବଡ଼ ପରିବର୍ତ୍ତନ । ପରିବହନ ଖର୍ଚ୍ଚ ଶସ୍ତା ହେବା ସହ!-->…
ସରପଞ୍ଚ ହେବାର ଆକାଂକ୍ଷା : ବାପା ସାଜିଲେ ଝିଅର ହତ୍ୟାକାରୀ
ମହାରାଷ୍ଟ୍ରର ନାନ୍ଦେଡ଼ ଜିଲାରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି। ୨୮ ବର୍ଷୀୟ ପାଣ୍ଡୁରଙ୍ଗ ରୋଣ୍ଡମଙ୍ଗଲେ ନାନ୍ଦେଡ଼ର କେରୁର ଗାଁରେ ‘ବିରାଟ ସେଲୁନ’ ନାମକ ଏକ ଦୋକାନ ଚଳାନ୍ତି। ପାଣ୍ଡୁରଙ୍ଗଙ୍କ ସ୍ବପ୍ନ ଥିଲା ସରପଞ୍ଚ ନିର୍ବାଚନ ଲଢ଼ିବା। ଜୁନ ୨୦୨୬ରେ ହେବାକୁ ଥିବା ପଞ୍ଚାୟତ!-->…
ଏଣିକି ଇ-ଲଟେରିରେ ମିଳିବ ବାଲି, ପଥର ଖଣି
ଲାଗୁ ହେଲା ନୂଆ ଖଣିଜ ନିୟମ। ଏଣିକି ନିଲାମ ନୁହେଁ ଇ-ଲଟେରୀରେ ମିଳିବ ବାଲି ଓ ପଥର ଖଣି ଲିଜ୍। ଏମଏସପି ଧାର୍ଯ୍ୟ କରିବେ ସରକାର। ଖଣି ମାଫିଆଙ୍କ ଉପରେ ଅଙ୍କୁଶ। ନୂଆ ଗାଇଡଲାଇନ୍ ଅନୁସାରେ, ଏକଚାଟିଆ କାରବାର ବା କାର୍ଟେଲାଇଜେସନ୍ ରୋକିବା ପାଇଁ ସରକାର ଇ-ଅକ୍ସନ ବା ନିଲାମ ବନ୍ଦ କରି!-->…
ଆଜି ପୁଣି ଖସିଲା ସୁନା, ରୁପା ଦର
ପୁଣି ଥରେ ଖସିଲା ସୁନା, ରୂପା ଦର । ଲଗାତାର ପଞ୍ଚମ ଦିନରେ ଖସିଛି ସୁନା, ରୂପା ଦର । ୨୪କ୍ୟାରେଟ୍ ସୁନା ୧୪୨୦ଟଙ୍କା ହ୍ରାସ,୧୦ଗ୍ରାମ ପିଛା ୧,୫୧,୯୦୦ ହୋଇଛି । ଗତକାଲି ୨୪କ୍ୟାରେଟର ଦାମ ୧ଲକ୍ଷ ୫୩ହଜାର ୩୨୦ଟଙ୍କା ରହିଥିଲା । ସେହିପରି ୨୨କ୍ୟାରେଟ୍ ସୁନା ୧୩୦୦ ଟଙ୍କା ହ୍ରାସ ପାଇଛି ।!-->…
ଯାଜପୁର ବିରଜା ମନ୍ଦିରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଯାଜପୁରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୁବନେଶ୍ବରରୁ ସ୍ବତନ୍ତ୍ର ବିମାନରେ ଯାଜପୁର ପହଞ୍ଚିବା ପରେ ମାଆ ବିରଜାଙ୍କୁ ଦର୍ଶନ କରିଛନ୍ତି। ନାଭିଗୟାରେ ପିଣ୍ଡଦାନ କରୁଛନ୍ତି । କୁସୁମାଠାରୁ ମାଆ ବିରଜାଙ୍କ ମନ୍ଦିର ପର୍ଯ୍ୟନ୍ତ ରାସ୍ତାର ଉଭୟ ପାର୍ଶ୍ବରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ!-->…
ଭାରତ ଉପରେ ଟାରିଫ୍ କମାଇଲ ଆମେରିକା, ୨୫ପ୍ରତିଶତରୁ ୧୮ ପ୍ରତିଶତକୁ ଖସିଲା
ଭାରତ ଉପରେ ଟାରିଫ୍ ହ୍ରାସ କଲା ଆମେରିକା । ୨୫ ପ୍ରତିଶତରୁ ୧୮ ପ୍ରତିଶତକୁ ହ୍ରାସ କଲେ ଡୋନାଲ୍ଡ ଟ୍ରମ୍ପ । ଆଗକୁ ପୂରା ୨୫ ପ୍ରତିଶତ ହ୍ରାସ ହେବ । ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥାବାର୍ତ୍ତା ପରେ ଟାରିଫ ହ୍ରାସ ଘୋଷଣା କରିଛନ୍ତି ଆମେରିକା ରାଷ୍ଟ୍ରପତି । ଟ୍ରୁଥ ସୋସିଆଲ ମିଡିଆରେ ଏହି!-->…
ଆଜିଠୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା
ରାଜ୍ୟରେ କାର୍ଯ୍ୟକାରୀ ହେବାକୁ ଯାଉଛି ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା । ଏହି ଯୋଜନାର ଘୋଷଣା ପରେ ଏହା ପଥମ ଥର ପାଇଁ ଗଞ୍ଜାମ ପିଠରୁ ଆରମ୍ଭ ହେବାକୁ ଯାଉଛି । ୧୮ ରୁ ୩୫ ବର୍ଷ ଭିତରେ ଥିବା ବେଳେ ବରର ବୟସସୀମା କନ୍ୟାର ବୟସ ୨୧ ରୁ ୩୫ ବର୍ଷ ହେବା ଦରକାର!-->…