Browsing Category
ଆଜିର ଖବର
ଆଜିଠୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା
ରାଜ୍ୟରେ କାର୍ଯ୍ୟକାରୀ ହେବାକୁ ଯାଉଛି ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା । ଏହି ଯୋଜନାର ଘୋଷଣା ପରେ ଏହା ପଥମ ଥର ପାଇଁ ଗଞ୍ଜାମ ପିଠରୁ ଆରମ୍ଭ ହେବାକୁ ଯାଉଛି । ୧୮ ରୁ ୩୫ ବର୍ଷ ଭିତରେ ଥିବା ବେଳେ ବରର ବୟସସୀମା କନ୍ୟାର ବୟସ ୨୧ ରୁ ୩୫ ବର୍ଷ ହେବା ଦରକାର!-->…
ଦିନେ ପୁଅ ଥିଲେ, ଏବେ ଝିଅ ବନିଗଲେ। ସମୀର ଭାଇରୁ ଏବେ ସମୀରା ମ୍ୟାଡାମ୍ ବନିଗଲେ
ଦିନେ ସେ ପୁଅ ଥିଲେ ଏବେ ହୋଇଯାଇଛନ୍ତି ଝିଅ । ସମୀର ନାୟକରୁ ଏବେ ତାଙ୍କ ପରିଚୟ ସମୀରା ମାଡାମ୍।ଗଞ୍ଜାମ ଖଲ୍ଲିକୋଟରୁ ଦେଖନ୍ତୁ ଜଣେ ଟ୍ରାନ୍ସୱିମେନଙ୍କ ସଂଘର୍ଷ ଆଉ ସଫଳତାର ଭିନ୍ନ କାହାଣୀ।
ହାତରେ ରଙ୍ଗତୂଳୀ… ମନରେ ନୂଆ ପରିକଳ୍ପନା… ଯୌବନ ଭିତରେ ନୂଆ ସମ୍ଭାବନାର ସ୍ୱପ୍ନ ସବୁକୁ!-->!-->!-->…
ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ରାଷ୍ଟ୍ରପତିଙ୍କ ପାଇଁ ହେବ ସ୍ୱତନ୍ତ୍ର ଓଡ଼ିଆ ବ୍ୟଞ୍ଜନ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସି ସୋମବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବାୟୁସେନାର ଏକ ସ୍ୱତନ୍ତ୍ର ବିମାନ ଯୋଗେ ସେ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ଅବତରଣ କରିବା ପରେ ତାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା!-->…
ଅଜିତ ପାୱାରଙ୍କ ଅନ୍ତିମ ସଂସ୍କାରରେ ୩୦ ଲକ୍ଷର ଗହଣା ଚୋରି
ମହାରାଷ୍ଟ୍ରର ବାରାମତୀରେ ଲକ୍ଷ ଲକ୍ଷ ଲୋକ ସେମାନଙ୍କର ପ୍ରିୟ ନେତା ‘ଅଜିତ ଦାଦା’ଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିବା ବେଳେ, ଚୋରମାନେ ଏହି ଦୁଃଖଦ ଘଟଣାର ସୁଯୋଗ ନେଇ ଏକ ବଡ଼ ଅପରାଧ ଘଟାଇଥିଲେ।ଅନ୍ତିମ ସଂସ୍କାର ସମୟରେ ସୁନା ଚେନ୍ ଚୋରି ହୋଇଥିବା ଘଟଣା ସାମ୍ନାକୁ!-->…
ରାଉତପଡ଼ା କ୍ରିକେଟ ଟୁର୍ଣ୍ଣାମେଣ୍ଟ ସେମିରେ କିଶୋରପ୍ରସାଦ ଓ ସାଗର
ଗଣିଆ -(ବିଶ୍ୱରଂଜନ ସେଠି)ରାଉତପଡା ଗ୍ରାମରେ ସମ୍ପର୍କ କ୍ଲବ ଆନୁକୁଲ୍ୟରେ ଅନୁଷ୍ଠିତ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୬ ଦିବସରେ ଦୁଇଗୋଟି କ୍ୱାଟର ଫାଇନାଲ ମ୍ୟାଚ୍ ଅନୁଷ୍ଠିତ ଯାଇଛି । ତୃତୀୟ କ୍ଵାଟରରେ କିଶୋର ପ୍ରସାଦ ଓ ଡଙ୍କାରୀସାହି ମଧ୍ୟରେ ଖେଳ ଅନୁଷ୍ଠିତ ହେଇଥିଲା ।| ଡଙ୍କାରି ସାହି ଟସ୍!-->…
ଆଇନଜୀବୀ ପୀତବାସ ହତ୍ୟା ମାମଲା: କୋର୍ଟରେ ହାଜର ହେଲେ ବିକ୍ରମଙ୍କ ସମେତ ୧୫ ଅଭିଯୁକ୍ତ
ପୀତବାସ ପଣ୍ଡା ହତ୍ୟା ମାମଲାର ଶୁଣାଣି ଥିବାରୁ ବିକ୍ରମ ପଣ୍ଡା ସମେତ ୧୫ ଅଭିଯୁକ୍ତ ହାଜର ହୋଇଛନ୍ତି। ଅଭିଯୁକ୍ତ ମଦନ ଦଳାଇଙ୍କ ସ୍ୱାସ୍ଥ୍ୟ ଭଲ ନଥିବାରୁ ହାଜର ହୋଇ ନାହାନ୍ତି। କଡା ସୁରକ୍ଷା ଭିତରେ ହାଜର କଲା ବ୍ରହ୍ମପୁର ପୋଲିସ। ଗତ ବର୍ଷ ଅକ୍ଟୋବର ୬ ତାରିଖ ରାତିରେ ପୀତବାସ ପଣ୍ଡାଙ୍କୁ!-->…
ମୋମୋ ଖାଇବା ପାଇଁ ଅଳଙ୍କାର ଚୋରି କରି ଦୋକାନୀକୁ ଦେଲା ବାଳକ
ଆଜିକାଲିକା ପିଲାମାନେ ମୋମୋ ପାଗଳ। ମୋମୋ ନାଁ ଶୁଣିଲେ ଖାଇବା ଭୁଲି ଯାଉଛନ୍ତି । ଏବେ ଏଭଳି ଏକ ଖବର ସାମ୍ନାକୁ ଆସିଛି ଯାହାକୁ ଶୁଣିଲା ପରେ ଆପଣି ବି ଆଶ୍ଚର୍ଯ୍ୟ ହୋଇଯିବେ ।କିଛି ମୋମୋ ବିକ୍ରେତାଙ୍କ ବିରୋଧରେ ଜଣେ ପିଲାକୁ ତାଙ୍କ ଘରୁ ଲକ୍ଷ ଲକ୍ଷ ଟଙ୍କାର ସୁନା ଏବଂ ରୂପା ଅଳଙ୍କାର ଚୋରି!-->…
ଟି-ଟ୍ବେଣ୍ଟି ବିଶ୍ବକପରେ ଭାରତ ବିପକ୍ଷ ମ୍ୟାଚ ଖେଳିବନି ପାକିସ୍ତାନ
ବଢିଲା ଭାରତ- ପାକ୍ କ୍ରିକେଟ ବିବାଦ। ଟି-ଟ୍ବେଣ୍ଟି ବିଶ୍ବକପ ଖେଳିବ କିନ୍ତୁ ଭାରତ ବିପକ୍ଷ ମ୍ୟାଚକୁ ନା। ଆଇସିସି ଟି-ଟ୍ବେଣ୍ଟି ବିଶ୍ବକପରେ ଖେଳିବାକୁ ପିସିବିର ପ୍ରସ୍ତାବକୁ ଅନୁମୋଦନ କରିଛି ପାକିସ୍ତାନ ସରକାର। କିନ୍ତୁ ଫେବୃଆରୀ ୧୫ରେ ହେବାକୁ ଥିବା ଭାରତ ବିପକ୍ଷ ମ୍ୟାଚ ନ ଖେଳିବାକୁ!-->…
ମିଶନ ଶକ୍ତି ମହିଳାଙ୍କୁ ମିଳିବ ସ୍ମାର୍ଟଫୋନ-ପ୍ରଭାତୀ ପରିଡ଼ା
ନୂଆ ରୂପ ପାଇବ ମିଶନ ଶକ୍ତି । ବଦଳିବ ଡ୍ରେସ କୋଡ । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଉତ୍କଳ ଦିବସରୁ ଲାଗୁ ହେବ ନୂଆ ଡ୍ରେସ କୋଡ । ମିଶନ ଶକ୍ତି ମହିଳାଙ୍କୁ ଆଇଡି କାର୍ଡ ସହ ସ୍ମାର୍ଟ ଫୋନ ମିଳିବ । ମହିଳାଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ଏହି ମିଶନ ଶକ୍ତି ଯୋଜନା!-->…
ଦଲାଇ ଲାମାଙ୍କୁ ଗ୍ରାମୀ ପୁରସ୍କାର
ତିବ୍ବତୀୟ ବୌଦ୍ଧ ଧର୍ମର ଶ୍ରେଷ୍ଠ ଆଧ୍ୟାତ୍ମିକ ତଥା ଧର୍ମଗୁରୁ ଦଲାଇ ଲାମା ତାଙ୍କର ପ୍ରଥମସମ୍ମାନଜନକ ଗ୍ରାମୀ ପୁରସ୍କାର ଜିତିଛନ୍ତି । ୬୮ତମ ବାର୍ଷିକ ଗ୍ରାମୀ ପୁରସ୍କାର ଉତ୍ସବରେ, ଦଲାଇ ଲାମା ତାଙ୍କ ଅଡି ଆଲବମ୍ 'ମେଡିଟେସନ୍: ଦି ରିଫ୍ଲେକ୍ସନ୍ସ ଅଫ୍ ହିଜ୍ ହୋଲିନେସ୍ ଦି ଦଲାଇ ଲାମା'!-->…
୬ ତାରିଖ ପର୍ଯ୍ୟନ୍ତ କୁହୁଡ଼ି: ଏସବୁ ଜିଲାକୁ ଓ୍ବାର୍ନିଂ ଜାରି
ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କୁହୁଡ଼ି ରହିବ । ମଙ୍ଗଳବାର କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ବାଲେଶ୍ୱର, ଭଦ୍ରକ, ପୁରୀ, ଖୋର୍ଦ୍ଧା ଓ କଟକ, ବୁଧବାର କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଖୋର୍ଦ୍ଧା!-->…
ବଜେଟ୍ ପରେ ୨୦,୦୦୦ ଶସ୍ତା ହେଲା ରୁପା
ରେକର୍ଡ ସର୍ବୋଚ୍ଚ ସ୍ତରରେ ପହଞ୍ଚିବା ପରେ ସୁନା ଏବଂ ରୂପା ମୂଲ୍ୟ ଦ୍ରୁତ ଗତିରେ ହ୍ରାସ ପାଉଛି। ରବିବାର ଲଗାତାର ଦ୍ୱିତୀୟ ଦିନ ପାଇଁ ସୁନା ଏବଂ ରୂପା ମୂଲ୍ୟ ଦ୍ରୁତ ଗତିରେ ହ୍ରାସ ପାଇଛି। ରବିବାର ରୂପା ଲୋୟର ସର୍କିଟରେ ପ୍ରବେଶ କରି 26,273 (9%) ହ୍ରାସ ପାଇ 2,65,652 ପ୍ରତି!-->…