Browsing Category
ଆଜିର ଖବର
ସମୁଦ୍ରରେ ସ୍ନାନ କରୁଥିବା ବେଳେ ରିପ୍ କରେଣ୍ଟ ନେଇଗଲା ମା’ ପୁଅଙ୍କ ଜୀବନ
ପୁଣି ପୁରୀ ସମୁଦ୍ରରେ ଅଘଟଣ। ସମୁଦ୍ରରେ ସ୍ନାନ କରୁଥିବା ବେଳେ ରିପ୍ କରେଣ୍ଟ ନେଇଗଲା ମା’- ପୁଅଙ୍କ ଜୀବନ। ମୃତ ମା’- ପୁଅ ହେଉଛନ୍ତି ଝାଡ଼ଖଣ୍ଡ ରାଞ୍ଚି ଅଞ୍ଚଳର କୁସୁମ ଓ ଅଙ୍କିତ ଗୁପ୍ତା।ତେବେ ଆଜି ସକାଳେ କୁସୁମ ଓ ଅଙ୍କିତ ପରିବାର ଲୋକଙ୍କ ସହ ପୁରୀ ଚକ୍ରତୀର୍ଥ ରୋଡ ପିଙ୍କ ହାଉସ ନିକଟ!-->…
୧୧୨କୁ ଫୋନ୍ କରି ସହାୟତା ନିଅ: ଅଗ୍ନିଶମ ଡିଜି
ଓଡିଶା ଅଗ୍ନିଶମ ବିଭାଗ ପକ୍ଷରୁ ସଚେତନତା ସୃଷ୍ଟି ପାଇଁ ନିଆରା ପ୍ରୟାସ । ଅଗ୍ନିଶମ ଡିଜି ସୁଧାଂଶୁ ଷଡଙ୍ଗୀଙ୍କ ଉପସ୍ଥିତିରେ ଡେମୋ ପ୍ରଦର୍ଶନ ହୋଇଛି । ଲୋକଙ୍କ ଜୀବନ ବଞ୍ଚାଇବାର କୌଶଳ ଦେଖାଇଛନ୍ତି ଫାୟାର ଫାଇଟର । କେବଳ ନିଆଁ ଲିଭା ନୁହେଁ ଅନ୍ୟାନ୍ୟ କ୍ଷେତ୍ରର କାର୍ଯ୍ୟ ନେଇ ଡେମୋ!-->…
୯ମ ଶ୍ରେଣୀ ଛାତ୍ରକୁ ହାଣିଲା ୧୦ମ ଛାତ୍ର
ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ ୯ମ ଶ୍ରେଣୀ ଛାତ୍ରଙ୍କୁ ଭୁଜାଲିରେ ହାଣିଛନ୍ତି ଜଣେ ୧୦ମ ଶ୍ରେଣୀ ଛାତ୍ର। ଏପରି ଅଭାବନୀୟ କାଣ୍ଡ ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା!-->…
୧୨ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍ ମଞ୍ଜୁରୀ
ସରିଲା କ୍ୟାବିନେଟ୍ ବୈଠକ। ଏହା ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇ କହିଛନ୍ତି, ୧୦ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ଜଳସମ୍ପଦ ବିଭାଗର ଡାଇଭର୍ସନ ସିଷ୍ଟମ ପାଇଁ ୩୬୨ କୋଟି ମଞ୍ଜୁର ହୋଇଛି । ରାଜ୍ୟ ସମବାୟ ନୀତି – ୨୦୨୬କୁ କ୍ୟାବିନେଟ୍ ମଞ୍ଜୁରୀ!-->…
ସ୍ବାମୀ ମାଙ୍କେଡି କହିଦେଲେ ବୋଲି ଜୀବନ ହାରିଲା ମଡେଲ୍ ସ୍ତ୍ରୀ
ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ମାଙ୍କେଡି କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଉତ୍ତରପ୍ରଦେଶରେ, ଯାହା ଚାଞ୍ଚଲ୍ୟ ସୃଷ୍ଟି କରିଛି। ୨୮ ବର୍ଷୀୟ ମଡେଲ ତନ୍ନୁ ସିଂହ ତାଙ୍କ ସ୍ୱାମୀ ରାହୁଲ ସିଂହଙ୍କ!-->…
ମଣିଷ-ଭାଲୁ ଲଢେଇ, ମୃତ୍ୟୁ ମୁଖରୁ ବର୍ତ୍ତିଲେ ନବମ ଶ୍ରେଣୀର ଛାତ୍ର
ମଣିଷ-ଭାଲୁ ଲଢେଇ। ଭାଲୁ ସହ ଲଢି ମୃତ୍ୟୁ ମୁଖରୁ ବର୍ତ୍ତିଲେ ନବମ ଶ୍ରେଣୀର ଛାତ୍ର। ବାଲେଶ୍ବର ଜିଲ୍ଲା ନୀଳଗିରି ଥାନା ପୋଡ଼ାଶୂଳା ଗାଁରେ ଅଭାବନୀୟ ଘଟଣା ଘଟିଛି । ରାତିରେ ଖାଦ୍ୟ ଅନ୍ୱେଷଣରେ ସ୍ଵର୍ଣ୍ଣଚୁଡ଼ ଜଙ୍ଗଲରୁ ଆସିଥିଲେ ଦୁଇଟି ଭାଲୁ । ତେବେ ରାସ୍ତା ନପାଇ ବାଟବଣା ହୋଇ ଫେରି!-->…
ମହିଳା ଯାତ୍ରୀଙ୍କ ପାଇଁ ଭୁବନେଶ୍ୱରରେ ଗଡିବ ‘ସୁଭଦ୍ରା ବସ୍’
ମହିଳା ଯାତ୍ରୀଙ୍କ ପାଇଁ ଭୁବନେଶ୍ୱରରେ ଗଡିବ ‘ସୁଭଦ୍ରା ବସ୍’ । ଏନେଇ ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚଦ୍ର ମହାପାତ୍ର । ମହିଳାଙ୍କ ସୁରକ୍ଷା ଏବଂ ଗତିଶୀଳତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ଏକ ଐତିହାସିକ ପଦକ୍ଷେପ ସ୍ବରୂପ ଓଡ଼ିଶା ସରକାର ଭୁବନେଶ୍ୱରରେ!-->…
ଲଗାତାର ଦ୍ବିତୀୟ ଦିନରେ କମିଲା ସୁନା, ରୁପା ଦର
ଗ୍ରାହକଙ୍କ ପାଇଁ ଖୁସି ଖବର । ଲଗାତାର ଦ୍ବିତୀୟ ଦିନରେ କମିଲା ସୁନା, ରୁପା ଦର । ଆଜି ପୁଣି କମିଲା ସୁନା ରୁପା ଦର । ଲଗାତାର ଦ୍ବିତୀୟ ଦିନରେ ସୁନା ରୁପା ଖସିଛି। ୨୪ କ୍ୟାରେଟ୍ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଲା । ଗତ କାଲି ସୁନା ଦର ୧୦ ଗ୍ରାମ ପିଛା ୨୪କ୍ୟାରେଟ୍ ସୁନା ଦର ୧!-->…
CBI ଅଧିକାରୀଙ୍କ ନାଁରେ CBI ର ଏତଲା
ଭୁବନେଶ୍ବର CBI ନାଁରେ ମାମଲା ରୁଜୁ କଲା ଦିଲ୍ଲୀ CBI। ସୁନ୍ଦରଗଡ଼ MCLରେ ଦିଲ୍ଲୀ CBIର ଚଢ଼ଉ ପରେ ନୂଆ ତଥ୍ୟ । ସନ୍ଦେହ ଘେରରେ ସିବିଆଇ ଭୁବନେଶ୍ବର ଶାଖାରେ ASI ପ୍ରଶାନ୍ତ ପଲେଇ ।ବସୁନ୍ଧରା ଅଞ୍ଚଳରେ ଏମ୍ ସିଏଲ୍ ଗର୍ଜନବାହାଲ ଓପନ କାଷ୍ଟ ପ୍ରୋଜେକ୍ଟର ଡେସ୍ ପାଚ୍ ଅଧିକାରୀ ସାରଦା!-->…
ଖଟି କରୁଥିବା ଅଧ୍ୟାପିକାଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ
କଲେଜରେ କ୍ଲାସ ନକରି ଖଟି କରୁଥିଲେ ଆକ୍ସନ୍ ନେବ ଉଚ୍ଚଶିକ୍ଷା ବିଭାଗ । କଠୋର କାର୍ଯ୍ୟାନୁଷ୍ଠାନ ସହ ବନ୍ଦ ହୋଇପାରେ ଦରମା । ଏନେଇ ବିଭାଗ ପକ୍ଷରୁ ସବୁ ସରକାରୀ ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ଚିଠି ହୋଇଛି । ସୂଚନା ଅନୁସାରେ, ଉଚ୍ଚଶିକ୍ଷା ବିଭାଗର ଅନୁଧ୍ୟାନ ବେଳେ ନଜରକୁ!-->…
ଆସନ୍ତା ୪ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ବଢ଼ିବ
ଆସନ୍ତା ୪ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ବଢ଼ିବା ସହ ଶୀତ କମ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କିନ୍ତୁ ଆସନ୍ତା ୨ ତାରିଖ ଯାଏଁ ରାଜ୍ୟରେ କୁହୁଡ଼ି ରହିବ । ଶନିବାର ଉପକୂଳ ଓଡ଼ିଶାରେ ଶୀତ ପ୍ରାୟତଃ କମ ରହିବ ।ରବିବାର ମଧ୍ୟ ଉପକୂଳ ଓଡ଼ିଶା,!-->…
ଘରୋଇ ରନ୍ଧନ ଗ୍ୟାସ୍ ମିଳିବାରେ ଏବେ ସାଂଘାତିକ ସମସ୍ୟା !ଲୋକେ ହନ୍ତସନ୍ତ
ଘରୋଇ ରନ୍ଧନ ଗ୍ୟାସ୍ (ଏଲ୍ପିଜି) ମିଳିବାରେ ଏବେ ବଡ ସମସ୍ୟା ହେଉଛି । ତିନିରୁ ଚାରିଦିନ ମଧ୍ୟରେ ମିଳୁଥିବା ଏହି ସିଲିଣ୍ଡର ଏବେ ବୁକିଂ ହେବାର ୨୦ ଦିନ ପରେ ବି ମିଳୁନି । ଏଚ୍ପି ଗ୍ୟାସ୍ରେ ଏହି ସମସ୍ୟା ୧ ମାସେ ହେଲା ଲାଗିଥିବା ବେଳେ ଏବେ ଇଣ୍ଡେନ୍ ଗ୍ୟାସ୍ରେ ବି ସମାନ ସମସ୍ୟା!-->…