Browsing Category

ଆଜିର ଖବର

ଆସନ୍ତା ୪ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ବଢ଼ିବ

ଆସନ୍ତା ୪ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ବଢ଼ିବା ସହ ଶୀତ କମ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କିନ୍ତୁ ଆସନ୍ତା ୨ ତାରିଖ ଯାଏଁ ରାଜ୍ୟରେ କୁହୁଡ଼ି ରହିବ । ଶନିବାର ଉପକୂଳ ଓଡ଼ିଶାରେ ଶୀତ ପ୍ରାୟତଃ କମ ରହିବ ।ରବିବାର ମଧ୍ୟ ଉପକୂଳ ଓଡ଼ିଶା,

ଘରୋଇ ରନ୍ଧନ ଗ୍ୟାସ୍‌ ମିଳିବାରେ ଏବେ ସାଂଘାତିକ ସମସ୍ୟା !ଲୋକେ ହନ୍ତସନ୍ତ

ଘରୋଇ ରନ୍ଧନ ଗ୍ୟାସ୍‌ (ଏଲ୍‌ପିଜି) ମିଳିବାରେ ଏବେ ବଡ ସମସ୍ୟା ହେଉଛି । ତିନିରୁ ଚାରିଦିନ ମଧ୍ୟରେ ମିଳୁଥିବା ଏହି ସିଲିଣ୍ଡର ଏବେ ବୁକିଂ ହେବାର ୨୦ ଦିନ ପରେ ବି ମିଳୁନି । ଏଚ୍‌ପି ଗ୍ୟାସ୍‌ରେ ଏହି ସମସ୍ୟା ୧ ମାସେ ହେଲା ଲାଗିଥିବା ବେଳେ ଏବେ ଇଣ୍ଡେନ୍‌ ଗ୍ୟାସ୍‌ରେ ବି ସମାନ ସମସ୍ୟା

ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମେଳା : ସନ୍ଧ୍ୟାରେ ଝାଡ଼ଦୀପ ପ୍ରଜ୍ଜ୍ୱଳନ

ମହିମା ଧର୍ମୀଙ୍କ ମୁଖ୍ୟ ଧର୍ମସ୍ଥଳୀ ଯୋରନ୍ଦା ଠାରେ ଆଜି ଠାରୁ ୭ ଫେବୃଆରୀ ଯାଏଁ ମେଳା ଅନୁଷ୍ଠିତ ହେଉଛି l ବିଶ୍ବପ୍ରସିଦ୍ଧ ଯୋରନ୍ଦା ମାଘ ମେଳା ପାଇଁ ଚଳଚଞ୍ଚଳ ମହିମା ଧର୍ମର ମୁଖ୍ୟ ପୀଠ ଢେଙ୍କାନାଳର ମହିମା ଗାଦି । ଲକ୍ଷଲକ୍ଷ ସଂଖ୍ୟାରେ ଜନ ସମାଗମ ସାଙ୍ଗକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ

ସୀମା ଅତିକ୍ରମ କରି କୋଟିଆ ଲୋକଙ୍କୁ ପ୍ରଭାବିତ କରୁଛି ଆନ୍ଧ୍ର

କୋଟିଆରେ ବେଆଇନ ଅନୁପ୍ରବେଶ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ । ଏନେଇ ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସୀମା ଅତିକ୍ରମ କରି କୋଟିଆ ଲୋକଙ୍କୁ ପ୍ରଭାବିତ କରୁଛି ଆନ୍ଧ୍ର । ଆନ୍ଧ୍ର ମାଉସୀ ହୋଇ ସାହାଯ୍ୟ କରୁଛି । ଆମେ ମା ଭଳି କରୁଛୁ । କୋଟିଆର ବିକାଶ ପାଇଁ ପୂର୍ଣ୍ଣକାଳୀନ

ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସୁନେତ୍ରା

ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପୱାରଙ୍କ ମୃତ୍ୟୁ ପରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ପତ୍ନୀ ସୁନେତ୍ରା ପୱାର । ଶନିବାର ସନ୍ଧ୍ୟା ୫ଟାରେ ସୁନେତ୍ରା ଶପଥ ନେବେ ।ସେପଟେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବା ନେଇ ଯେଉଁ ଚର୍ଚ୍ଚା ହେଉଥିଲା ସେଥିରେ ପୂର୍ଣ୍ଣଛେଦ ପଡ଼ିଛି । ଦୁଇ ଏନସିପି

ରାଉତପଡ଼ା ସଂପର୍କ କପ୍ କ୍ରିକେଟ ଟୁର୍ଣ୍ଣ୍ଣାମେଣ୍ଟ ଢୋଲମରା ଓ ରାଉତପଡ଼ା ବିଜୟୀ

ଗଣିଆ - ( ପି ଏନ ଏସ/୩୦/୨୬//୦୧) ରାଉତପଡା ଗ୍ରାମବାସୀ ଏବଂ ସମ୍ପର୍କ କ୍ଲବର ମିଳିତ ସହଯୋଗରେ ରାଉତପଡ଼ାରେ କ୍ରିକେଟ ଟୁର୍ଣ୍ଣାମେଣ୍ଟ ମହାସମାରୋହରେ ଆରମ୍ଭ ହୋଇଯାଇଛି । ତୃତୀୟ ଦିବସରେ ଦୁଇଗୋଟି ମ୍ୟାଚ୍ ହୋଇଥିଲା । ପ୍ରଥମ ମ୍ୟାଚରେ ଢୋଲମରା ଓ କେନ୍ଦୂପଲି ପରସ୍ପର ସହିତ ପ୍ରତିଦ୍ବନ୍ଦିତା

ଫେବ୍ରୁଆରୀ ୧୭ରୁ ବିଧାନସଭାର ବଜେଟ୍ ଅଧିବେଶନ, ୨୦ରେ ରାଜ୍ୟ ବଜେଟ୍

ଫେବୃଆରୀ ୧୭ ତାରିଖରୁ ବିଧାନସଭା ବଜେଟ ଅଧିବେଶନ । ଫେବୃଆରୀ ୨୦ରେ ଆଗତ ହେବ ରାଜ୍ୟ ବଜେଟ ୨୦୨୬- ୨୭ । ଏପ୍ରିଲ ୮ ଯାଏ ଦୁଇଟି ପର୍ଯ୍ୟାୟରେ ଚାଲିବ ବଜେଟ୍ ଅଧିବେଶନ । ଫେବ୍ରୁଆରୀ ୨୦ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ଫେବ୍ରୁଆରୀ ୨୩ ଓ ୨୪ରେ ବଜେଟ୍

ସ୍କୁଲରେ ଛାତ୍ରୀମାନଙ୍କ ପାଇଁ ରହିବ ସାନିଟାରି ପ୍ୟାଡ୍ ଓ ପୃଥକ ଶୌଚାଳୟର ବ୍ୟବସ୍ଥା: ସୁପ୍ରିମକୋର୍ଟ

ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲଗୁଡ଼ିକ ଛାତ୍ରୀମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ଯୋଗାଇବାକୁ ନିର୍ଦ୍ଦେଶ

ପାର୍କରେ ସ୍ଥାପିତ କୌଣସି ପ୍ରତିମୂର୍ତ୍ତିର ଅସମ୍ମାନ ସହିବେନି ସରକାର : କୃଷ୍ଣ ଚନ୍ଦ୍ର ମହାପାତ୍ର

ରାଜ୍ୟର ସହରାଞ୍ଚଳରେ ଜୀବନଧାରଣର ମାନ ବୃଦ୍ଧି ଏବଂ ସର୍ବସାଧାରଣ ସମ୍ପତ୍ତିର ସୁରକ୍ଷା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି ମାନ୍ୟବର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର । କେବଳ ଭୁବନେଶ୍ୱର କିମ୍ବା କଟକ ନୁହେଁ, ବରଂ ଓଡ଼ିଶାର ସମସ୍ତ ପୌରାଞ୍ଚଳରେ

ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ଆଶ୍ବସ୍ତି

ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ସହିତ ନଗର ଉନ୍ନୟନ ବିଭାଗର ନିର୍ଦେଶକ ଏବଂ କଟକ ଜିଲ୍ଲାପାଳ ମଧ୍ୟ ଆଶ୍ୱସ୍ତି ପାଇଛନ୍ତି । ଏହି ୩ ବରିଷ୍ଠ ଅଧିକାରୀ କୋର୍ଟଙ୍କ ଆଦେଶ ପାଳନ କରିଥିବା ନେଇ କମ୍ପଲାଇନ୍ସ ରିପୋର୍ଟ ଦାଖଲ କରିବା ସହ

ଖୁବ ଶୀଘ୍ର ଆରମ୍ଭ ହେବ ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା

ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ରାଜ୍ୟ ସରକାର । ୬୦ରୁ ୭୫ ବର୍ଷ ବୟସ୍କ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ । ଖୁବଶୀଘ୍ର ଆରମ୍ଭ ହେବ ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା । ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ପର୍ଯ୍ୟଟନ ବିଭାଗ ପକ୍ଷରୁ ଚିଠି କରାଯାଇଛି । ୩୫ ହଜାର ଲୋକଙ୍କୁ ଏହି

କମିବ ବିଧାୟକଙ୍କ ଦରମା -ଭାସ୍କର ମଢେଇ

ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ ଉପରେ ଚଳିତ ଅଧିବେଶନରେ ପୁନଃବିଚାର ହୋଇପାରେ। ଏନେଇ ସୂଚନା ଦେଇଛନ୍ତି କମିଟି ଅଧ୍ୟକ୍ଷ ଭାସ୍କର ମଢ଼େଇ। ମଢେଇ କହିଛନ୍ତି ବର୍ଦ୍ଧିତ ଦରମା ସମ୍ପର୍କରେ ପୁନଃବିଚାର ପାଇଁ ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ପ୍ରସ୍ତାବ ଦେଇଥିଲେ। ଆସନ୍ତା ବଜେଟ