Browsing Category

ଆଜିର ଖବର

ଖୁବ ଶୀଘ୍ର ଆରମ୍ଭ ହେବ ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା

ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ରାଜ୍ୟ ସରକାର । ୬୦ରୁ ୭୫ ବର୍ଷ ବୟସ୍କ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ । ଖୁବଶୀଘ୍ର ଆରମ୍ଭ ହେବ ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା । ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ପର୍ଯ୍ୟଟନ ବିଭାଗ ପକ୍ଷରୁ ଚିଠି କରାଯାଇଛି । ୩୫ ହଜାର ଲୋକଙ୍କୁ ଏହି

କମିବ ବିଧାୟକଙ୍କ ଦରମା -ଭାସ୍କର ମଢେଇ

ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ ଉପରେ ଚଳିତ ଅଧିବେଶନରେ ପୁନଃବିଚାର ହୋଇପାରେ। ଏନେଇ ସୂଚନା ଦେଇଛନ୍ତି କମିଟି ଅଧ୍ୟକ୍ଷ ଭାସ୍କର ମଢ଼େଇ। ମଢେଇ କହିଛନ୍ତି ବର୍ଦ୍ଧିତ ଦରମା ସମ୍ପର୍କରେ ପୁନଃବିଚାର ପାଇଁ ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ପ୍ରସ୍ତାବ ଦେଇଥିଲେ। ଆସନ୍ତା ବଜେଟ

ନବ ଦାସ ମୃତ୍ୟୁ ଘଟଣା, ଖୁବ୍‌ଶୀଘ୍ର ଖୁଲାସା ହେବ : ଆଇନ ମନ୍ତ୍ରୀ

ନବ ଦାସ ହତ୍ୟା ମାମଲାର ଖୁବ୍‌ଶୀଘ୍ର ଖୁଲାସା ହେବ କହିଲେ ଆଇନ ମନ୍ତ୍ରୀ । ଦୀପାଳି ଦାସଙ୍କ ବୟାନ ଉପରେ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା । ଦୀପାଳିଙ୍କ ମନ୍ତବ୍ୟ ଗଣମାଧ୍ୟମରେ ଦେଖିଲି ଆଇନ ମନ୍ତ୍ରୀ। ପରିବାର ଲୋକଙ୍କ ସନ୍ଦେହକୁ ନେଇ କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ ହୋଇଛି ।ମାମଲାର ସତ୍ୟତା,

ଅନୁଭବଙ୍କ ବିରୋଧରେ ଚାଲିବ ଯୌତୁକ ନିର୍ଯାତନା ମାମଲା। ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ

ଅଭିନେତା ଅନୁଭବ ମହାନ୍ତିଙ୍କ ପାଇଁ ବଢିଲା ଅଡୁଆ । ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ। ଅନୁଭବଙ୍କ ବିରୋଧରେ ଚାଲିବ ମାମଲା ।ପୁରୀଘାଟ ଥାନାରେ ଅନୁଭବଙ୍କ ଘରେ ରହୁଥିବା ସମୟରେ ଅନୁଭବ ଓ ଅନ୍ୟ ଦୁଇ କର୍ମଚାରୀଙ୍କ ବିରୋଧରେ ଏତଲା ଦେଇଥିଲେ ବର୍ଷା। ଭିଡିଓ ସୁଟିଂ କରିବା ସହ ମାନସିକ

ହଠାତ୍‌ ସୁନା ଓ ରୁପା ଦରରେ ଲାଗିଲା ସାମାନ୍ୟ ବ୍ରେକ୍

କ୍ରମାଗତ ଭାବରେ ବୃଦ୍ଧି ପାଉଥିବା ସୁନା ଏବଂ ରୁପା ମୂଲ୍ୟରେ ବ୍ରେକ୍‌ ଲାଗିଛି। ୧୦ ଗ୍ରାମ ୨୪ କ୍ୟାରେଟ ସୁନାର ମୂଲ୍ୟ ପ୍ରାୟ ୮,୦୦୦ ହ୍ରାସ ପାଇଛି। ଗତକାଲି ୧୦ ଗ୍ରାମ ୨୪ କ୍ୟାରେଟ ସୁନାର ମୂଲ୍ୟ ୧,୭୮,୮୫୦ ଥିଲା, ଯାହା ଆଜି ୧,୭୦,୬୨୦। ଏହା ୮,୨୩୦ ହ୍ରାସକୁ ପାଇଛି।ଆଜି ଭାରତୀୟ ବଜାରରେ

ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୭୮ ତମ ଶ୍ରାଦ୍ଧ ବାର୍ଷିକୀ

ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୭୮ ତମ ଶ୍ରାଦ୍ଧ ବାର୍ଷିକୀ । ମହାତ୍ମା ଗାନ୍ଧୀ ଥିଲେ ବିଂଶ ଶତାବ୍ଦୀର ସର୍ବଶ୍ରେଷ୍ଠ ସତ୍ୟର ଆରାଧକ। ତାଙ୍କ ପାଇଁ ସତ୍ୟ ହିଁ ଭଗବାନ ଥିଲା । ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀ ଥିଲେ ଦେଶର ମହାନତମ ସ୍ୱାଧୀନତା ସଂଗ୍ରାମୀଙ୍କ ଭିତରୁ ଜଣେ। ଜଣେ ମହାନୁଭବ,

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ କୁଖ୍ୟାତ ମାଓବାଦୀ ମୃତ

ମାଲକାନଗିରି ଜିଲା ଛତିଶଗଡ ସିମାନ୍ତ ବିଜାପୁର ଜିଲାରେ ଏନକାଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଜଣ କୁଖ୍ୟାତ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ରିପୋର୍ଟ ଅନୁସାରେ, କାଭରଗଟ୍ଟା ଜଙ୍ଗଲରେ କିଛି ମାଓବାଦୀ ଲୁଚିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଗୁଇନ୍ଦା ରିପୋର୍ଟ ମିଳିଥିଲା ।

H&FWର ବଡ଼ ବୟାନ, ବ୍ୟାନ ହେବନି ପାନ ମସଲା!

ରାଜ୍ୟରେ ପାନ ମସଲା, ଗୁଟଖା, ଖଇନିରେ ପ୍ରତିବନ୍ଧକ ଲଗାଇଥିଲେ ସରକାର।ଏହାରି ଭିତରେ ଶୁକ୍ରବାର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି ।ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ପଷ୍ଟ କରିଛି ଯେ, ଯେଉଁ ପାନ ମସଲାରେ ତମାଖୁ କିମ୍ବା ନିକୋଟିନ୍ ନାହିଁ, ତାହା

ଅଷ୍ଟମ ଛାତ୍ର ବ୍ୟାଗରେ ବନ୍ଧୁକ: ବିଦ୍ୟାଳୟରେ ଉ​ତ୍ତେଜନା

ସ୍କୁଲ ବ୍ୟାଗରେ ପିସ୍ତଲ। ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ଜବତ ହୋଇଛି ପିସ୍ତଲ। ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗ ଗାଁରେ ଥିବା ଦାସମହାପାତ୍ର ବାଞ୍ଛାନିଧି ସରକାରୀ ଉଚ୍ଚ ବିଦ୍ୟାଳୟର ଜଣେ ଛାତ୍ରଙ୍କ ନିକଟରୁ ବନ୍ଧୁକ ଜବତ ହୋଇଛି । ଜବତ ବନ୍ଧୁକ ଯାଞ୍ଚ କରିବା ସହ ଛାତ୍ର

ଆଜି ବିଶ୍ୱ କୁଷ୍ଠ ଦିବସ

କୁଷ୍ଠ ଏକ ଦୀର୍ଘ ସ୍ଥାୟୀ ରୋଗ ଯାହାକୁ ଇଂରାଜୀରେ ଲେପ୍ରୋସି ବା ହାନସେନ୍ ରୋଗ କହନ୍ତି । ମାଇକୋବ୍ୟାକ୍ଟେରିଅମ ଲେପ୍ରି (Mycobacterium leprae) ଓ ମାଇକୋବ୍ୟାକ୍ଟେରିଅମ ଲେପ୍ରୋମାଟୋସିସ (Mycobacterium lepromatosis) ନାମକ ଦୁଇ ପ୍ରକାର ବ୍ୟାକ୍ଟେରିଆଦ୍ୱାରା ଏହି ରୋଗ ହୁଏ । ଏହି

ଡ୍ରୋନ ଓ ଏଆଇ ଜରିଆରେ ବିରଳ କୃଷ୍ଣସାର ମୃଗ ଗଣନା

ବିରଳ କୃଷ୍ଣସାର ମୃଗ ଗଣନା ଜାରି । ଗଞ୍ଜାମ ଦକ୍ଷିଣ ଘୁମୁସର ଖଣ୍ଡ ଅଧୀନରେ ଥିବା ଆସିକା ବନାଞ୍ଚଳର ଜଗତି ପିଢ଼ିଆ ଓ ଏହାର ଆଖପାଖ ଅଞ୍ଚଳ ବିରଳ କୃଷ୍ଣସାର ମୃଗଙ୍କ ଗଣନା କରାଯାଉଛି ।ବିଭାଗୀୟ କର୍ମଚାରୀଙ୍କଠୁ ଆରମ୍ଭ କରି ସ୍ବେଛାସେବୀ ଏବଂ ବିଭିନ୍ନ ମହାବିଦ୍ୟାଳୟର

ମନ କିଣିଲା ଚାନ୍ଦିନୀ ଖାତୁନଙ୍କ ଲକ୍ଷ୍ମୀ ଝୋଟି

ମୁସଲିମ ମହିଳାଙ୍କ ଝୋଟି ପ୍ରୀତି । ରାସ୍ତାରେ ଆଙ୍କି ଦେଲେ ମା’ ଲକ୍ଷ୍ମୀଙ୍କ ଝୋଟି ।ବାଲେଶ୍ୱରର ଉତ୍କଳୀୟ ଝୋଟି ପ୍ରତିଷ୍ଠାନ ପକ୍ଷରୁ ଆଜି(ଗୁରୁବାର) ଆୟୋଜିତ ହୋଇଛି ଝୋଟି ମହୋତ୍ସବ । ସେ ପୁଣି କେଉଁ ଘରେ କିମ୍ବା କାନ୍ଥରେ ନୁହେଁ ବରଂ ସହରର ଓଟି ରୋଡ଼ରେ ପ୍ରାୟ ଏକ କିଲୋମିଟର ଯାଏ ଯୁବତୀ