Browsing Category

ଆଜିର ଖବର

ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ

ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ । ଭେଣ୍ଡିଂ ଜୋନ୍, ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ । ଲାଇସେନ୍ସ ବାତିଲ ନେଇ ବିଏମସିର ଚେତାବନୀ । ଏନେଇ ବିଏମ୍‌ସିର ସାଧାରଣ ପରିଷଦ ବୈଠକରେ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଆଗକୁ ବିଏମ୍‌ସି ପକ୍ଷରୁ ଜୋରଦାର ହେବ ଗୁଟଖା

ଠିକାଦାର ଡାଟାବେସ୍‌ ବ୍ୟବସ୍ଥାର ଶୁଭାରମ୍ଭ

ରାଜ୍ୟରେ ପୂର୍ତ୍ତ ବିଭାଗରେ କାମ କରୁଥିବା ଠିକାଦାରଙ୍କ ପାଇଁ ନୂଆ ବ୍ୟବସ୍ଥା । ଠିକାଦାର ଡାଟାବେସ୍‌ ମ୍ୟାନେଜମେଣ୍ଟ ସିଷ୍ଟମ ୩.୦ର ଶୁଭାରମ୍ଭ ହୋଇଛି । ଶୁଭାରମ୍ଭ କଲେ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଠିକାଦାର ପରିଚାଳନା ବ୍ୟବସ୍ଥାକୁ ଅଧିକ ସ୍ଵଛ, ସରଳ ଓ କାର୍ଯ୍ୟକ୍ଷମ

PM ଆବାସ ଯୋଜନା ୨.୦ ନିୟମରେ ବଡ଼ ପରିବର୍ତ୍ତନ

PMAY Urban 2.0 ଫେଜରେ ଏବେ ବଡ଼ ନିୟମ ପରିବର୍ତ୍ତନ କରାଯାଇଛି।ଏବେ Eligibility Beneficiary Certificate ଅନିବାର୍ଯ୍ୟ କରାଯାଇଛି। ଏହା ପାଇଁ ଆବେଦକଙ୍କୁ PMAY ଅଫିସିଆଲ୍ ପୋର୍ଟାଲରେ ରେଜିଷ୍ଟ୍ରେସନ୍ କରିବାକୁ ପଡ଼ିବ। ପରେ ନଗର ନିଗମ ଦ୍ୱାରା ଫିଜିକାଲ୍ ଭେରିଫିକେସନ୍ କରାଯିବ ଏବଂ

ରାଜ୍ୟସଭା ପ୍ରସଙ୍ଗ: କୃଷ୍ଣଚନ୍ଦ୍ର ପାତ୍ରଙ୍କ ବଡ଼ ବୟାନ

୨୦୨୬ରେ ବହୁତ କିଛି ହେବ। ରାଜ୍ୟସଭା ନିର୍ବାଚନକୁ ନେଇ ଆଜି କିଛି ଏମିତି ଇଙ୍ଗିତ କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ। କେତେବେଳେ କଣ ଗେମ୍ ହେବ କିଛି କହି ହେବ ନାହିିଁ। ଅପେକ୍ଷା କରନ୍ତୁ, ରାଜନୀତିରେ କିଛି ଅସମ୍ଭବ ନୁହେଁ ବୋଲି ବଡ଼ ଇସାରା ଦେଇଛନ୍ତି ମନ୍ତ୍ରୀ କୃଷ୍ଣ ପାତ୍ର।କେଉଁଠି କିଏ

କମିବ ଶୀତ, ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ବଢିପାରେ

କମୁଛି ଶୀତ ବଢ଼ୁଛି ରାତି ତାପମାତ୍ରା । ଆସନ୍ତା ୩ ଦିନ ଭିତରେ ଆହୁରି ୨ରୁ ୩ ଡିଗ୍ରୀ ରାତି ତାପମାତ୍ରା ବୃଦ୍ଧି ପାଇବ । ଭୁବନେଶ୍ବରରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସକାଳୁ ଘନ କୁହୁଡି଼ ସହ କାକର ପଡି଼ବ । ଦିନର ତାପମାତ୍ରା ୩୧ ଡିଗ୍ରୀ ସହ ରାତି ତାପମାତ୍ରା ୧୭ ଡିଗ୍ରୀ ରହିବ । ଏନେଇ

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିବେ ପିସିସି ସଭାପତି

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିବେ ପିସିସି ସଭାପତି । ରାଜ୍ୟସଭା ନିର୍ବାଚନ ପ୍ରସଙ୍ଗରେ ଭେଟିବେ ଭକ୍ତ ଦାସ । ଫେବୃଆରି ପ୍ରଥମ ସପ୍ତାହରେ ନବୀନଙ୍କୁ ଭେଟିବେ ଭକ୍ତ ଦାସ । ରାଜ୍ୟସଭା ସିଟ୍ ପାଇଁ ସମର୍ଥନ ମାଗିବ କଂଗ୍ରେସ । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତଚରଣ

ଆଦିବାସୀଙ୍କ ପ୍ରିୟ ଖାଦ୍ୟ କାଇ ଚଟଣୀ ଏବେ ଓଡ଼ିଶାର ବିଭିନ୍ନ ହୋଟେଲ ଓ ରେସ୍ତୋରାଁରେ

କାଇ ଚଟଣୀ..ସାଧାରଣତଃ ଓଡ଼ିଶାର ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଆଦିବାସୀ ଖାଦ୍ୟ ଭାବେ ପରିଚିତ । ଏବେ ଏହି ପାରମ୍ପରିକ ଆଦିବାସୀ ଖାଦ୍ୟ ଆଉ ଏହି ଅଞ୍ଚଳରେ ସୀମିତ ହୋଇ ନାହିଁ । ଦକ୍ଷିଣ ଓଡ଼ିଶାର ଗଜପତି ଜିଲ୍ଲାର ଗୁମା ବ୍ଲକ ଅଞ୍ଚଳରେ ରହୁଥିବା ଆଦିବାସୀ ସଂପ୍ରଦାୟ ପୀଢ଼ି ପୀଢ଼ି ଧରି

ଆଜିଠୁ ଓଜେଇଇ ଆବେଦନ

ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହେବ । ମାର୍ଚ୍ଚ ୨୨ ତାରିଖ ଯାଏ ଆବେଦନ ଚାଲିବ । ମେ ୪ରୁ ୯ ଯାଏ ପରୀକ୍ଷା ହେବ । ଏସବୁ ପରୀକ୍ଷା କମ୍ପ୍ୟୁଟର ବେସ୍ଡ୍ ଟେଷ୍ଟ (ସିବିଟି) ମୋଡ୍ରେ ପରୀକ୍ଷା ହେବ । ବି ଫାର୍ମା, ନର୍ସିଂ (ବିଏସ୍ସି ନର୍ସିଂ,

ଖଣ୍ଡଗିରି ଯାତ୍ରାରେ କମିଲା ସିଟ୍ ସଂଖ୍ୟା

ଖଣ୍ଡଗିରି ଯାତ୍ରା ପେଣ୍ଡାଲରେ ସିଟ୍ କଟକଣା ଲଗାଇଲା କମିଶନରେଟ୍ ପୋଲିସ୍। ଏଥର ଯାତ୍ରା ପେଣ୍ଡାଲରେ ୧୮ଶହ ସିଟ୍ ପକାଇବାକୁ ଡିସିପି ନିର୍ଦ୍ଦେଶ ଦେଇଛନ୍ତି। କାରଣ ଗୋଟିଏ ଲାଇନରୁ ଆଉ ଗୋଟିଏ ଲାଇନ୍ ୩ ଫୁଟ୍ ଫାଙ୍କା ରହିବ। ତାସହ ପେଣ୍ଡାଲ୍ ଭିତରକୁ ଚଉଡା ରାସ୍ତା ରହିବ। ସୂଚନା ଅନୁସାରେ,

ଫେବୃଆରୀ ୨୦୨୬ର ବ୍ୟାଙ୍କ ଛୁଟିର ତାଲିକା

ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଫେବୃଆରୀ ମାସର ବ୍ୟାଙ୍କ ଛୁଟିର ସମ୍ପୂର୍ଣ୍ଣ ତାଲିକା ଘୋଷଣା କରିଛି। ଏଥିରେ ସାପ୍ତାହିକ ଛୁଟି, ମାସର ଦ୍ୱିତୀୟ ଏବଂ ଚତୁର୍ଥ ଶନିବାର ଏବଂ ରାଜ୍ୟ ପର୍ବପର୍ବାଣୀ ପାଇଁ ଛୁଟି ଅନ୍ତର୍ଭୁକ୍ତ। ଫେବୃଆରୀ ୨୦୨୬ର ବ୍ୟାଙ୍କ ଛୁଟିର ତାଲିକା ଫେବୃଆରୀ ୧

ମୃତ୍ୟୁ ପୂର୍ବରୁ ଅଜିତଙ୍କ ଶେଷ ପୋଷ୍ଟ ଭାଇରାଲ

ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଏକ ବିମାନ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି। ମୁମ୍ବାଇରେ ଏକ କ୍ୟାବିନେଟ ବୈଠକରେ ଯୋଗ ଦେବା ପରେ, ଅଜିତ ପାୱାର ଏକ ଘରୋଇ କମ୍ପାନୀର ଏକ ଚାର୍ଟର୍ଡ ବିମାନରେ ବାରାମତି ଯାତ୍ରା କରୁଥିଲେ। ଏହି ଦୁର୍ଘଟଣାରେ ମୋଟ ପାଞ୍ଚ ଜଣଙ୍କର ମୃତ୍ୟୁ

ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ଦେହାନ୍ତ

ମହାରାଷ୍ଟ୍ରର ବାରାମତୀରେ ଏକ ବଡ଼ ବିମାନ ଦୁର୍ଘଟଣା । ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ । ଅଜିତ ପାୱାରଙ୍କ ଦେହାନ୍ତ ନେଇ ଖବର ସରବରାହ ସଂସ୍ଥା PTI ସୂତ୍ରରୁ ସୂଚନା । ଅଜିତ ପାୱାରଙ୍କ ସମେତ ଅନେକଙ୍କ ମୃତ୍ୟୁ ହୋଇଥିବା PTI ସୂତ୍ରରୁ ସୂଚନା ।