Browsing Category

ଆଜିର ଖବର

 ସାପ ଚୋଟରେ ଗଲା ସାପ ଧରାଳୀଙ୍କ ଜୀବନ

କାଳ ସାଜିଲା ସାପ ସହ ଖେଳ । ସାପ ଚୋଟରେ ଗଲା ସାପ ଧରାଳୀଙ୍କ ଜୀବନ । ଏଭଳି ଘଟଣା ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲ୍ଲା ସିଂଧେକେଲା ଥାନା ଅଞ୍ଚଳରେ l ମୃତକ ହେଲେ ସିଂଧେକେଲା ଗାଁ ସାହୁପଡାର ସନ୍ତୋଷ ଚନ୍ଦା ଲ ଉଚନାମୁତାବକ ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଥାନା ବକାଗୁରା ଗାଁର ଜଣଙ୍କ ଘରୁ

ଶ୍ରୀକ୍ଷେତ୍ରରେ କାର୍ତ୍ତିକ ବ୍ରତ: ପାଳିବେ ୨୪୦୦ ହବିଷ୍ୟାଳି

ଆସନ୍ତା ମାସ ୭ ତାରିଖରୁ ଆରମ୍ଭ ହୋଇ ନଭେମ୍ବର ୫ରେ ଶେଷ ହେବ କାର୍ତ୍ତିକ ବ୍ରତ । କେଉଁ ଜିଲ୍ଲାରୁ କେବେ ହବିଷ୍ୟାଳି ବ୍ରତ ପାଳନ ନିମନ୍ତେ ଆସିବେ ସେନେଇ ଚୂଡ଼ାନ୍ତ ତାଲିକା ପ୍ରଶାସନ ପ୍ରସ୍ତୁତ କରିଛି । ପ୍ରାୟ ୨୬୪୪ ଜଣ ସରକାରୀ ନିର୍ଦ୍ଧାରିତ ପୋଟାଲରେ ଆବେଦନ କରିଥିବା ବେଳେ ଯାଞ୍ଚ

ଲେହ-ଲଦାଖରେ ହୋଇଥିବା ହିଂସା ଘଟଣାରେ ସୋନମ୍ ବାଙ୍ଗଚୁକ ଗିରଫ

କିଛିଦିନ ତଳେ ଲେହ-ଲଦାଖରେ ହୋଇଥିବା ହିଂସା ଘଟଣାରେ ସୋନମ୍ ବାଙ୍ଗଚୁକଙ୍କୁ ଗିରଫ କରାଯାଇଛି । ଏହି ହିଂସାରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଶହେରୁ ଅଧିକ ଲୋକ ଗୁରୁତର ହୋଇଛନ୍ତି ।ଲଦାଖ ଡିଜିପି ଏସ.ଡି. ସିଂହ ଜାମଓ୍ବାଲଙ୍କ ନେତୃତ୍ଵରେ ଲଦାଖ ପୁଲିସର ଏକ ଟିମ ସୋନମଙ୍କୁ ଗିରଫ କରିଛି।

ନକଲି ଡିଏସପିକୁ ମାଡି ବସିଲା ଅସଲି ପୋଲିସ

ହୋଟେଲ ରୁମରେ ଶୋଇଥିଲେ ନକଲି ଡିଏସପି ବାବୁ । ଅଚାନକ ହୋଟେଲ ରୁମ୍ କବାଟ ଠକ୍ ଠକ୍ କଲେ ଦଳେ ପୋଲିସ୍ । ଯାହାଙ୍କୁ ଦେଖି ନିଦ ଭାଙ୍ଗିଗଲା ନକଲି ପୋଲିସ ବାବୁଙ୍କର । କିଛି ଆଉ କରିପାରିଲେନି କି ନିଜକୁ ବଞ୍ଚାଇପାରିଲେନି କାହିଁକିନା ହଠାତ୍ ଚଢ଼ାଉ କରିଥିଲା ପୋଲିସ । ସିଧା ଯାଇ ଶୋଇଥିବା

ପ୍ରକାଶ ପାଇଲା ଓପିଏସ୍‌ସି ରେଜଲ୍ଟ

ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓସିଏସ)-୨୦୨୩ର ରେଜଲ୍ଟ ପ୍ରକାଶ ପାଇଛି । ଚଳିତ ଥର ୩୯୮ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ୧୪୪ ମହିଳା ଚୟନ ହୋଇଛନ୍ତି । ଶୀର୍ଷ ୧୦ ଜଣଙ୍କ ମଧ୍ୟରେ ୯ ପୁରୁଷ ଥିବା ବେଳେ ଜଣେ ମହିଳା ଅଛନ୍ତି । ଗତ

ଅକ୍ଟୋବର ୧୫ ସୁଦ୍ଧା ରାଜ୍ୟର ସମସ୍ତ ସରକାରୀ ପୁରୁଣା ଯାନବାହାନ ସ୍କ୍ରାପ କରିବାକୁ ନିର୍ଦ୍ଦେଶ

ଅକ୍ଟୋବର ୧୫ ସୁଦ୍ଧା ରାଜ୍ୟର ସମସ୍ତ ସରକାରୀ ପୁରୁଣା ଯାନବାହାନ ସ୍କ୍ରାପ କରିବାକୁ ନିର୍ଦ୍ଦେଶ ହୋଇଛି । ଏନେଇ ବାଣିଜ୍ୟ ପରିବହନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ସବୁ ବିଭାଗର ସଚିବଙ୍କ ସମେତ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରମୁଖଙ୍କୁ ଏନେଇ ଚିଠି ହୋଇଛି

ଦୁଇ ଜଣଙ୍କୁ ବିବାହ କରିଥିଲା ରଙ୍ଗିଲା ସ୍ୱାମୀ, ଅଭିଯୋଗ ଆଣିଲେ ୨ ପତ୍ନୀ

ମିଛ ପ୍ରେମର ଅଭିନୟ କରି ଦୁଇଜଣ ମହିଳାଙ୍କୁ ବିବାହ କରିଥିଲେ । ସେମାନଙ୍କ ଟଙ୍କାରେ ଅୟସ, ଆରାମ କରୁଥିଲେ । ପୁଣି ଟଙ୍କା ଲୋଭରେ ଦେଉଥିଲେ ଧମକ ଆଉ ଶାରିରୀକ ନିର୍ଯାତନା । ଆହୁରି ଅନେକ ବିବାହ କରି ସ୍ତ୍ରୀଙ୍କୁ ଲୁଚାଇ ରଖିଥିବା ମଧ୍ୟ ଅଭିଯୋଗ କରିଛନ୍ତି ଦ୍ଵିତୀୟ ସ୍ତ୍ରୀ । ସୁହାନାମୁତାବକ

ଆମ ସାଥି’ ୟୁନିଫାଏଡ୍ ହ୍ୱାଟ୍ସଆପ୍ ବଟ୍ ହେଲା ଲୋକାର୍ପିତ

ହାତ ପାହାନ୍ତାରେ ମିଳିବ ସରକାରୀ ସେବା । ଜନ୍ମମୃତ୍ୟୁ, ଆଇନଗତ ଉତ୍ତରାଧିକାରୀ, ବାସସ୍ଥାନ ଏବଂ ଆୟ ପ୍ରମାଣପତ୍ର, ଡ୍ରାଇଭିଂ ଲାଇସେନ୍ସ, ଫର୍ଟିଲାଇଜର ଲାଇସେନ୍ସ, ଆର୍ନ୍ତଜାତି ବିବାହରୁ ଲାଭ, ଜାତୀୟ ପରିବାର ଯୋଜନାରୁ ଲାଭ ଭଳି ବହୁ ସୁବିଧା ହ୍ୱାଟସଆପ୍ ଜରିଆରେ ମିଳିପାରିବ ।ଏଥିପାଇଁ

ଆସନ୍ତାକାଲି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା

ଆସନ୍ତାକାଲି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ରାଜ୍ୟର ୧୯୩ ଟି ପରୀକ୍ଷା କେନ୍ଦ୍ରରେ ୭୫ ହଜାର ୪୦୩ ଶିକ୍ଷକ ଶିକ୍ଷୟିତ୍ରୀ ଦେବେ ଏହି ପରୀକ୍ଷା । ସମସ୍ତ ପରୀକ୍ଷା କେନ୍ଦ୍ରରେ ହୋଇଛି ସିସିଟିଭି ବ୍ୟବସ୍ଥା । ବୋର୍ଡରେ ରହିଛି ଇଣ୍ଟିଗ୍ରେଟେଡ଼ କମାଣ୍ଡ କଣ୍ଟ୍ରୋଲ ରୁମ । ବୋର୍ଡରୁ ସମସ୍ତ

ନବରାତ୍ରିର ପଞ୍ଚମ ଦିନରେ ମା’ ସ୍କନ୍ଦମାତାଙ୍କୁ ପୂଜା

ନବରାତ୍ରିର ପ୍ରତ୍ୟେକ ଦିନ ଦେବୀ ମାତାଙ୍କ ପୂଜା ପାଇଁ ଉତ୍ସର୍ଗୀକୃତ, କିନ୍ତୁ ପ୍ରତ୍ୟେକ ଦିନ ଦେବୀଙ୍କ ଏକ ଭିନ୍ନ ରୂପକୁ ପୂଜା କରାଯାଏ। ତେଣୁ, ନବରାତ୍ରିର ପଞ୍ଚମ ଦିନରେ ପୂଜା ପାଉଥିବା ଦେବୀ ଦୁର୍ଗାଙ୍କ ରୂପ ହେଉଛି ସ୍କନ୍ଦମାତା। ଦେବୀଙ୍କ ଏହି ରୂପ ମାତୃତ୍ୱ, ଜ୍ଞାନ ଏବଂ ଶକ୍ତିର

ସାର ପାଇଁ ରାତି ୩ରୁ ଲମ୍ବା ଧାଡି, ହୋ ହାଲ୍ଲା ଗଣ୍ଡଗୋଳ

କୋଣାର୍କ:-26/09/2 ଚାଷ ତର ତର, ବଣିଜ ମଠ । ଧାନ ରୁଆ ପରେ ସମୟ ଗଡି ଯାଉଥିବା ବେଳେ ସାର ଅଭାବ ଏହି ଢଗକୁ ଏବେ ପ୍ରାସଙ୍ଗିକ କରିଛି। ପୁରୀ ଜିଲ୍ଲା ଅସ୍ତରଙ୍ଗ,କାକଟପୁର ଗୋପ ବ୍ଲକ ଅଂଚଳରେ ଏବେ ସାର ସଙ୍କଟ ଉତ୍କଟ ରୂପ ନେଇଛି। ବଜାରରୁ ସାର ଯୋଗାଣ ବନ୍ଦ କରାଯାଇଥିବାରୁ ବଜାରରେ ସାର ନାହିଁ।

ପୁଣି ନୂଆ ଶୁଳ୍କ ଘୋଷଣା- ଔଷଧ କ୍ଷେତ୍ର ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଶୁଳ୍କ ସମ୍ପର୍କିତ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଔଷଧ କ୍ଷେତ୍ର ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିଛନ୍ତି। ଟ୍ରମ୍ପଙ୍କର ଏହି ‌ନିଷ୍ପତ୍ତି ଯୋଗୁଁ ଔଷଧଗୁଡ଼ିକ ଏବେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ ହୋଇଯିବ। ଆମେରିକା ରାଷ୍ଟ୍ରପତିଙ୍କ