Browsing Category

ଆଜିର ଖବର

ଫେବୃଆରୀ ୨୦୨୬ର ବ୍ୟାଙ୍କ ଛୁଟିର ତାଲିକା

ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଫେବୃଆରୀ ମାସର ବ୍ୟାଙ୍କ ଛୁଟିର ସମ୍ପୂର୍ଣ୍ଣ ତାଲିକା ଘୋଷଣା କରିଛି। ଏଥିରେ ସାପ୍ତାହିକ ଛୁଟି, ମାସର ଦ୍ୱିତୀୟ ଏବଂ ଚତୁର୍ଥ ଶନିବାର ଏବଂ ରାଜ୍ୟ ପର୍ବପର୍ବାଣୀ ପାଇଁ ଛୁଟି ଅନ୍ତର୍ଭୁକ୍ତ। ଫେବୃଆରୀ ୨୦୨୬ର ବ୍ୟାଙ୍କ ଛୁଟିର ତାଲିକା ଫେବୃଆରୀ ୧

ମୃତ୍ୟୁ ପୂର୍ବରୁ ଅଜିତଙ୍କ ଶେଷ ପୋଷ୍ଟ ଭାଇରାଲ

ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଏକ ବିମାନ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି। ମୁମ୍ବାଇରେ ଏକ କ୍ୟାବିନେଟ ବୈଠକରେ ଯୋଗ ଦେବା ପରେ, ଅଜିତ ପାୱାର ଏକ ଘରୋଇ କମ୍ପାନୀର ଏକ ଚାର୍ଟର୍ଡ ବିମାନରେ ବାରାମତି ଯାତ୍ରା କରୁଥିଲେ। ଏହି ଦୁର୍ଘଟଣାରେ ମୋଟ ପାଞ୍ଚ ଜଣଙ୍କର ମୃତ୍ୟୁ

ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ଦେହାନ୍ତ

ମହାରାଷ୍ଟ୍ରର ବାରାମତୀରେ ଏକ ବଡ଼ ବିମାନ ଦୁର୍ଘଟଣା । ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ । ଅଜିତ ପାୱାରଙ୍କ ଦେହାନ୍ତ ନେଇ ଖବର ସରବରାହ ସଂସ୍ଥା PTI ସୂତ୍ରରୁ ସୂଚନା । ଅଜିତ ପାୱାରଙ୍କ ସମେତ ଅନେକଙ୍କ ମୃତ୍ୟୁ ହୋଇଥିବା PTI ସୂତ୍ରରୁ ସୂଚନା ।

ମହାରାଷ୍ଟ୍ର ବାରାମତୀରେ ପ୍ଲେନ କ୍ରାସ୍, ଡେପୁଟି ସିଏମ୍‌ ଅଜିତ୍ ପାଓ୍ୱାର କରୁଥିଲେ ଯାତ୍ରା

ମହାରାଷ୍ଟ୍ରର ବାରାମତୀରେ ଏକ ବଡ଼ ବିମାନ ଦୁର୍ଘଟଣା । ରିପୋର୍ଟ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ବିମାନରେ ଥିଲେ । ଅବତରଣ ସମୟରେ ବିମାନ ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣାରେ ବିମାନଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା।ରିପୋର୍ଟ ଅନୁସାରେ, ଏହା ଅଜିତ ପାୱାରଙ୍କ ବ୍ୟକ୍ତିଗତ ବିମାନ

ଟୁଇନ ସିଟିରେ ବନ୍ଦ ପ୍ରଭାବ: ଗଡ଼ୁନି ଘରୋଇ ବସ୍‌

ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର ଅନେକ ହଜାର ଟଙ୍କାର ଫାଇନ ଆଦାୟ କରୁଛନ୍ତି। ଟାଟା ପାଓ୍ବାର ସ୍ମାର୍ଟ ମିଟର ଲଗାଇବା ନଁାରେ ଲୁଟ୍‌ କରିବାରେ

ଶ୍ଵେତଗଙ୍ଗା ରେ ପିଣ୍ତ ଦାନ କରିବେ ରାଷ୍ଟ୍ରପତି

ପୁରୀ ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ।  ଆସନ୍ତା ଫେବ୍ରୁଆରୀ ୩ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ।  ପ୍ରଥମେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ।  ପରେ ପିଣ୍ଡଦାନ ପାଇଁ ଶ୍ବେତଗଙ୍ଗା ପୁଷ୍କରିଣୀ ଯିବା କାର୍ଯ୍ୟକ୍ରମ ରହିଛି ।  ଏଥିପାଇଁ

ଅଫେରା ରାଇଜରେ ବଲିଉଡର ଓଡ଼ିଆ ସାଉଣ୍ଡ ଇଞ୍ଜିନିୟର ସମୀର ପାତ୍ର

ବଲିଉଡ ହରାଇଲା ଓଡ଼ିଆ ସାଉଣ୍ଡ ଇଞ୍ଜିନିୟର । ଭେଟେରାନ୍ ସାଉଣ୍ଡ ଇଞ୍ଜିନିୟର ସମୀର କୁମାର ପାତ୍ରଙ୍କ ପରଲୋକ । ୫୦ ବର୍ଷ ବୟସରେ ସମୀରଙ୍କ ଦେହାନ୍ତ । ୭୫ରୁ ଅଧିକ ସିନେମାରେ କାମ କରି ନିଜ ଯାଦୁଗରୀ କାମର ଛାପ ଛାଡ଼ି ଯାଇଥିବା ସମୀର ପାତ୍ରଙ୍କ ଅକାଳ ବିୟୋଗ ସିନେ ଜଗତରେ ଏକ ଅପୂରଣୀୟ କ୍ଷତ

ସୌମ୍ୟରଂଜନଙ୍କୁ ମିଳିଲା ରାଷ୍ଟ୍ରପତିଙ୍କ “ଉତ୍ତମ ଜୀବନ ରକ୍ଷକ” ପଦକ , ଅଞ୍ଚଳବାସୀଙ୍କ ତତଫରୁ ଶୁଭେଚ୍ଛା

ଗଣିଆ-.(ବିଶ୍ୱରଂଜନ ସେଠି) ଗଣିଆ ବ୍ଳକ କିଶୋରପ୍ରସାଦ ପଂଚାୟତ ପାଣ୍ଡରାସିଂହା ଗ୍ରାମର ମକରନ୍ଦ ବେହେରା ଓ ନୟନ ବେହେରାଙ୍କ ପୁତ୍ର ସୌମ୍ୟରଂଜନ ବେହେରା ୨୭.୦୧.୨୦୧୧ ମସିହାରେ ଭାରତୀୟ ନୌସେନାରେ ଯୋଗ ଦେଇଥିଲେ । ବିଭିନ୍ନ ସମୟରେ ତାଙ୍କର ସାହସିକତା, କାର୍ଯ୍ୟଦକ୍ଷାତା ପାଇଁ

UGCର ନୂଆ ନିୟମକୁ ନେଇ ରାଜନୈତିକ ବୟାନବାଜି: ଆସିଲା କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ବୟାନ

ଦେଶରେ ଉଚ୍ଚଶିକ୍ଷା ବ୍ୟବସ୍ଥା ସହ ସମ୍ପର୍କିତ ନୂଆ ନିୟମ ଲାଗୁ ହୋଇଛି । ଏହାକୁ ନେଇ ଏବେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଶିକ୍ଷାନୁଷ୍ଠାନଗୁଡ଼ିକରେ ଜାତିଗତ ଭେଦଭାବ ରୋକିବା ଓ ସମାନତାକୁ ପ୍ରତ୍ସୋହନ ଦେବା ଉଦ୍ଦେଶ୍ୟରେ ଅଣାଯାଇଥିବା ନୂଆ ନିୟମକୁ ନେଇ ତୀବ୍ର ଆଲୋଚନା ହେଉଛି ।

ରତ୍ନଭଣ୍ଡାର ସମ୍ପର୍କିତ ମାମଲା । ହାଇକୋର୍ଟରେ ପକ୍ଷ ରଖିଲା ମନ୍ଦିର ପ୍ରଶାସନ

ହାଇକୋର୍ଟରେ ରତ୍ନଭଣ୍ଡାର ଗଣତିମଣତି ସଂପର୍କିତ ମାମଲା । ହାଇକୋର୍ଟରେ ପକ୍ଷ ରଖିଲା ମନ୍ଦିର ପ୍ରଶାସନ । ମନ୍ଦିର ପ୍ରଶାସନ କହିଛି ରତ୍ନ ଗଣତି ମଣତି ପାଇଁ ଏସଓପି ପ୍ରସ୍ତୁତ ହୋଇ ସାରିଛି । ରାଜ୍ୟ ସରକାରଙ୍କ ଅନୁମୋଦନ ମିଳିଲେ ହେବ ଗଣତି ମଣତି । ୧୯୭୮ ମସିହା ଗଣତି ମୁତାବକ ରତ୍ନ ଅଛିକି

କାଲିଠୁ ଆରମ୍ଭ ସଂସଦର ବଜେଟ୍ ଅଧିବେଶନ

ଆସନ୍ତାକାଲିଠାରୁ ସଂସଦର ବଜେଟ ଅଧିବେଶନ। ତା ପୂର୍ବରୁ ଆଜି ବସିଛି ସର୍ବଦଳୀୟ ବୈଠକ। ସଂସଦ ଅଧିବେଶନକୁ ସୁରୁଖୁରୁରେ ଚଳାଇବା ଲାଗି ସମସ୍ତ ଦଳଙ୍କ ସହଯୋଗ ଲୋଡ଼ିଛନ୍ତି କେନ୍ଦ୍ର ସରକାର। ବଜେଟ ଅଧିବେଶନରେ ଯେପରି ଉଭୟ ଲୋକସଭା ଓ ରାଜ୍ୟସଭାରେ ଗୃହକାର୍ଯ୍ୟ ସୁରୁଖୁରୁରେ ଚାଲିବ ସେଥିଲାଗି

ଅପପୁଷ୍ଟି ମୁକ୍ତ ଓଡିଶା ସରକାରଙ୍କ ଲକ୍ଷ୍ୟ – ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଅପପୁଷ୍ଟି ମୁକ୍ତ ଓଡିଶା ସରକାରଙ୍କ ଲକ୍ଷ୍ୟ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସେ କହିଛନ୍ତି ଯେ ଅପପୁଷ୍ଟିର କାରଣ ଖୋଜିବାକୁ ବିଭାଗ ତତ୍ପର । ଅପପୁଷ୍ଟି ପିଲା ନଥିବା ଅଙ୍ଗନବାଡିକୁ ପୁରସ୍କାର ମିଳିବ । ଅପପୁଷ୍ଟି ମୁକ୍ତ ନେଇ କ୍ୟାମ୍ପେନ୍ କରାଯିବ ।ଖାଲି