Browsing Category

ଆଜିର ଖବର

ଅପପୁଷ୍ଟି ମୁକ୍ତ ଓଡିଶା ସରକାରଙ୍କ ଲକ୍ଷ୍ୟ – ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଅପପୁଷ୍ଟି ମୁକ୍ତ ଓଡିଶା ସରକାରଙ୍କ ଲକ୍ଷ୍ୟ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସେ କହିଛନ୍ତି ଯେ ଅପପୁଷ୍ଟିର କାରଣ ଖୋଜିବାକୁ ବିଭାଗ ତତ୍ପର । ଅପପୁଷ୍ଟି ପିଲା ନଥିବା ଅଙ୍ଗନବାଡିକୁ ପୁରସ୍କାର ମିଳିବ । ଅପପୁଷ୍ଟି ମୁକ୍ତ ନେଇ କ୍ୟାମ୍ପେନ୍ କରାଯିବ ।ଖାଲି

ଏଣିକି ଚାଲାଣ କଟିଥିଲେ ମଧ୍ୟ PUCC ସାର୍ଟିଫିକେଟ ମିଳିବ

ଏଣିକି ଚାଲାଣ କଟିଥିଲେ ମଧ୍ୟ PUCC ସାର୍ଟିଫିକେଟ ମିଳିବ । ଗାଡ଼ିରେ ଚାଲାଣ ଥିଲେ ବି ମିଳିବ ପ୍ରଦୂଷଣ ସାର୍ଟିଫିକେଟ। ରାଜ୍ୟ ସରକାରଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ । ଏ ନେଇ ବାହାନ ପୋର୍ଟାଲ ସଂଶୋଧନ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ସଂଶୋଧନ କରି ସତ୍ୟପାଠ ଦାଖଲ କରିବାକୁ ପରିବହନ

ବୁଧବାର ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ବୁଧବାର ପବିତ୍ର ମାଘ ଶୁକ୍ଲ ଦଶମୀ ତିଥି। ମାଘ ଶୁକ୍ଲ ଦଶମୀ ତିଥି ଅବସରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏନେଇ ପ୍ରଶାସନ ପକ୍ଷରୁ ବିଧିବ୍ୟବସ୍ଥା ଗ୍ରହଣ କରାଯାଇଛି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ବୁଧବାର ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ଆପାତତଃ

ବଢିଲା ଅଙ୍ଗନବାଡି ଶିଶୁଙ୍କ ପୋଷାକ ମୂଲ୍ୟ

ଅଙ୍ଗନବାଡି ଶିଶୁଙ୍କ ପୋଷାକର ସରକାରୀ ମୂଲ୍ୟରେ ବୃଦ୍ଧି । ସ୍କୁଲର ପୋଷାକ ଓ ଜୋତା ପାଇଁ ବଢିବ ସରକାରୀ ଖର୍ଚ୍ଚ । ଅଙ୍ଗନବାଡି ପିଲା ପିନ୍ଧିବେ ଉଚ୍ଚମାନର ୟୁନିଫର୍ମ । ଛାତ୍ରଙ୍କ ପୋଷାକ ମୂଲ୍ୟ ୧୦୦ରୁ ବଢି ୧୭୫ ଟଙ୍କା ହେଲା । ଛାତ୍ରୀଙ୍କ ପୋଷାକ ମୂଲ୍ୟ ୧୫୦ରୁ ବଢି ୨୫୦ ଟଙ୍କା ହେଲା ।

ପୁରୀରେ ବେଳାଭୂମିର ସମସ୍ତ ଟୁର୍ ଓ ଟ୍ରାଭେଲ କାର୍ଯ୍ୟାଳୟ ଚଢ଼ାଉ

ପୁରୀରେ ପୋଲିସର ବଡ଼ ଧରଣର ଚଢାଉ । ବେଳାଭୂମିର ସମସ୍ତ ଟୁର ଓ ଟ୍ରାଭେଲ କାର୍ଯ୍ୟାଳୟ ଚଢ଼ାଉ କରିଛି ପୋଲିସ । ପୁରୀର ବିଭିନ୍ନ ସ୍ଥାନରେ ଏକାସାଙ୍ଗେ ପୋଲିସ ପକ୍ଷରୁ ଚାଲିଛି ଚଢାଉ । ଖବର ଅନୁଯାୟୀ, ବେଆଇନ୍‌ ଟୁର ଆଣ୍ଡ ଟ୍ରାଭେଲ୍ସ ପରିଚାଳନା କରୁଥିବାର ଅଭିଯୋଗ ଆସିଥିଲା । ଏପିରିକି ପୁରୀ

ଆସନ୍ତାକାଲି ଓଡିଶା ବନ୍ଦ ଡାକରାକୁ କଂଗ୍ରେସର ସମର୍ଥନ ! ବିଜେଡି ଚୁପ

ଆସନ୍ତାକାଲି ଓଡିଶା ବନ୍ଦ ଡାକରା । ନବନିର୍ମାଣ କୃଷକ ସଂଘଠନ ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରାକୁ ସମର୍ଥନ କରିବ କଂଗ୍ରେସ । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ତେବେ ସ୍କୁଲ, ଅଫିସ ଓ ବିଭିନ୍ନ ବ୍ୟବସାୟ ସମେତ ଅନେକ ଜିନିଷ ସିଧାସଳଖ ପ୍ରଭାବିତ ହେବାର ସମ୍ଭାବନା

ଭାରତର ସୁରକ୍ଷା ସ୍ଥିତିକୁ ନେଇ ପାକିସ୍ତାନ ବାଂଲାଦେଶକୁ ବିଭ୍ରାନ୍ତ କରିଥିଲା: ରାଜୀବ ଶୁକ୍ଳା

ପାକିସ୍ତାନକୁ ଆଇସିସିର କଡା ଚେତାବନୀ । ପାକିସ୍ତାନ କ୍ରିକେଟ ବୋର୍ଡ ଏପର୍ଯ୍ୟନ୍ତ ସ୍ପଷ୍ଟ କରିନାହିଁ ଯେ ସେମାନେ ୨୦୨୬ ଟି – ୨୦ ବିଶ୍ୱକପରେ ଯୋଗଦେବେ କି ନାହିଁ । ଏହି ସମୟରେ, ଆଇସିସି ଏବେ ପାକିସ୍ତାନ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛି । ରିପୋର୍ଟରେ ଅନୁଯାୟୀ ଆଇସିସି ଚେତାବନୀ

ଭାରତ EU ଐତିହାସିକ ଚୁକ୍ତି, ସ୍ୱାଗତ କଲେ ପିଏମ୍

ଭାରତ-ୟୁରୋପୀୟ ସଂଘ ମଧ୍ୟରେ ଐତିହାସିକ ଚୁକ୍ତି ସ୍ବାକ୍ଷରିତ । ଉଭୟ ପକ୍ଷ ମଧ୍ୟରେ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ୱାକ୍ଷରିତ ହୋଇଛି । କାଲି ଐତିହାସିକ ଚୁକ୍ତି ହୋଇଥିବା ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି ।ମଦର୍ ଅଫ୍ ଅଲ୍ ଡିଲ୍କୁ ସ୍ବାଗତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେ

ସ୍ତ୍ରୀକୁ ହାଣି ସ୍ବାମୀର ଜୀବନ ହାରିବାକୁ ଉଦ୍ୟମ

ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀକୁ ହାଣି ସ୍ବାମୀର ଜୀବନ ହାରିବାକୁ ଉଦ୍ୟମ । ତେବେ ଏହି ଘଟଣାରେ ଉଭୟେ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତ୍ରିରେ ଗାଁର ପ୍ରତାପ ମଳିକ ପାରିବାରିକ କଳହରୁ ସ୍ତ୍ରୀକୁ କଟୁରୀରେ ହାଣି

ମହମ୍ମଦ ମୋକିମଙ୍କ ନୂଆ ଦଳର ନାଁ ‘ଓଡ଼ିଶା ଜନତା କଂଗ୍ରେସ’

ରାଜ୍ୟ ରାଜନୀତିରୁ ଆସିଛି ଏକ ବଡ଼ ଖବର। କଂଗ୍ରେସରୁ ବହିଷ୍କୃତ ହେବା ପରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ବରିଷ୍ଠ ନେତା ମହମ୍ମଦ ମୋକିମ ଏବେ ନୂଆ ରାଜନୈତିକ ଦଳ ଗଠନ କରିବାକୁ ଯାଉଛନ୍ତି। କିମଙ୍କ ନୂଆ ଦଳର ନାଁ ‘ଓଡ଼ିଶା ଜନତା କଂଗ୍ରେସ’। ସମର୍ଥକଙ୍କ ସହ ଆଲୋଚନା ପରେ ନାଁ

ଆଜି ଦେଶବ୍ୟାପୀ ବ୍ୟାଙ୍କ କର୍ମଚାରୀଙ୍କ ଆନ୍ଦୋଳନ

ଆଜି ଅର୍ଥାତ୍ ୨୭ ଜାନୁଆରୀ ୨୦୨୬, ମଙ୍ଗଳବାର ଦିନ ଦେଶର ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି। ୫-ଡେ ବ୍ୟାଙ୍କିଙ୍ଗ୍ ଏବଂ ପେନସନ୍ ସଂସ୍କାର ଭଳି ବିଭିନ୍ନ ଦାବିକୁ ନେଇ କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଥିବାରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ୍

କୋଲକାତାର ୫ଜଣ ନିପା ଭାଇରସ ଆକ୍ରାନ୍ତ ଚିହ୍ନଟ ପରେ ଆଲର୍ଟରେ ସ୍ୱାସ୍ଥ୍ୟ ବିଭାଗ

ପଶ୍ଚିମବଙ୍ଗରେ ନିପା ଭାଇରସ୍ ଆତଙ୍କ । କୋଲକାତାର ୫ଜଣ ନିପା ଭାଇରସ ଆକ୍ରାନ୍ତ ଚିହ୍ନଟ ପରେ ଆଲର୍ଟରେ ଅଛି ସ୍ୱାସ୍ଥ୍ୟ ବିଭାଗ । ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଡାକ୍ତର ଓ କିଛି ନର୍ସ ଅଛନ୍ତି । ସେମାନଙ୍କ ମଧ୍ୟରୁ ଦୁଇ ଜଣ ନର୍ସଙ୍କ ଅବସ୍ଥା ସଂକଟାପନ୍ନ ରହିଛି ।ନିପା ଭାଇରସ୍ ଏକ ବିପଜ୍ଜନକ