Browsing Category
ଆଜିର ଖବର
ପତାକା ଅବତରଣ ବେଳେ ଛାତ୍ର ମୃତ
ସାରା ଦେଶ ୭୭ତମ ଗଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ଜଗତସିଂହପୁର ଜିଲା କୁଜଙ୍ଗ ଅଞ୍ଚଳରେ ଏକ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ଜାତୀୟ ପତାକା ଅବତରଣ କରିବା ସମୟରେ ବିଦ୍ୟୁତ ଆଘାତ ଲାଗି ଓମ ପ୍ରକାଶ ଦ୍ବିବେଦୀ (୧୪) ନାମକ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ଅକାଳ ବିୟୋଗ ଘଟିଛି।ସୂଚନା!-->…
ଝିଅକୁ କଙ୍ଗାରୁ କୋର୍ଟରେ ନିର୍ଯାତନା ସହିନପାରି ଜୀବନ ହାରିଲା ବାପା
ଚୋରା ମଦ ବିକ୍ରିକୁ ବିରୋଧ କରିବା ନାଁରେ ଜଣେ ମହିଳାଙ୍କୁ କଙ୍ଗାରୁ କୋର୍ଟରେ ନିର୍ଯାତନା ଦେବାରୁ ତାଙ୍କ ବାପା ସହି ନ ପାରି ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଅଭିଯୋଗ ଆସିଛି ଭଦ୍ରକ ଜିଲା ବାଂଶଡା ଥାନା ଚଡଦିଆରୁ। ସୂଚନାମୁତାବକ ଚଡଦିଆ ଗାଁର ଲମ୍ବଧର ତରାଇଙ୍କ ଝିଅ!-->…
ବଦଳିଲା ଟୋଲ୍ ଟ୍ୟାକ୍ସ ନିୟମ, ଯାତ୍ରୀମାନଙ୍କୁ ନିର୍ଦ୍ଧାରିତ ଟୋଲର କେବଳ ୩୦ ପ୍ରତିଶତ ଦେବାକୁ ପଡିବ
ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ଜାତୀୟ ରାଜପଥ ଫି ନିୟମ, ୨୦୦୮ରେ ସଂଶୋଧନ କରିଛି। ଏହା ଅଧୀନରେ, ଯଦି ଏକ ଦୁଇ ଲେନ୍ ବିଶିଷ୍ଟ ଜାତୀୟ ରାଜପଥ (ପକ୍କା ପାର୍ଶ୍ୱ ରାସ୍ତା ସମେତ) ଚାରି ଲେନ୍ କିମ୍ବା ତା'ଠାରୁ ଅଧିକକୁ ପ୍ରଶସ୍ତ କରାଯାଉଛି, ତେବେ ଗାଡ଼ି ଚାଳକଙ୍କଠାରୁ ସମ୍ପୂର୍ଣ୍ଣ ଟୋଲ୍!-->…
ଛତିଶଗଡ଼ ବିଜାପୁରରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୧୧ ସୁରକ୍ଷାକର୍ମୀ ଆହତ
ଛତିଶଗଡ଼ର ବିଜାପୁରର କାରେଗୁଟ୍ଟା ପାହାଡ଼ ଅଞ୍ଚଳରେ ନକ୍ସଲମାନେ ଏକାଧିକ ଆଇଇଡି ବିସ୍ଫୋରଣ କରିଛନ୍ତି । ଏହି ବିସ୍ଫୋରଣ ଯୋଗୁଁ ଅତି କମରେ ୧୧ ଜଣ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ତୁରନ୍ତ ଚିକିତ୍ସା ପାଇଁ ରାୟପୁର ଏୟାରଲିଫ୍ଟ କରାଯାଇଛି । ଆହତ କର୍ମଚାରୀଙ୍କ ମଧ୍ୟରୁ ୧୦!-->…
ଆଗକୁ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା
ରାଜ୍ୟର ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାର କିଛି କିଛି ଅଞ୍ଚଳରେ ଥଣ୍ଡାର ପ୍ରକୋପ ବହୁ ମାତ୍ରାରେ ଜାରି ରହିଛି । ହେଲେ ଉପକୂଳ ଓଡ଼ିଶାରେ ରାତି ତାପମାତ୍ରା ବଢ଼ିଛି । ଆସନ୍ତାକାଲି ସକାଳୁ ରାଜଧାନୀ ଓ ଏହାର ଆଖପାଖ ଅଞ୍ଚଳରେ ଘନ କୁହୁଡ଼ି ରହିବ । ଦିନର ସର୍ବୋଚ୍ଚ ତାପମାତ୍ରା ୩୨ ଡିଗ୍ରି ଓ!-->…
ବାଲିଘର ହାତୀ ମୃତ୍ୟୁ ଘଟଣାରେ ହେବ କାର୍ଯ୍ୟାନୁଷ୍ଠାନ – ଗଣେଶ ରାମସିଂ
ବାଲିଘର ହାତୀ ମୃତ୍ୟୁ ଘଟଣାରେ ହେବ କାର୍ଯ୍ୟାନୁଷ୍ଠାନ । ଏନେଇ ସୂଚନା ଦେଇଛନ୍ତି ଜଙ୍ଗଲ ପରିବେଶ ସୁରକ୍ଷା ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ । ମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ହାତୀ ମୃତ୍ୟୁ ଘଟଣାର ତଦନ୍ତ ଚାଲିଛି । ତଦନ୍ତ ପରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ । ସେ କହିଛନ୍ତି,!-->…
ସାବଧାନ ! ହ୍ବାଟ୍ସଆପରେ ଅଜଣା ଲିଙ୍କ୍ ଆସିଲେ କ୍ଲିକ୍ କରନ୍ତୁନି
ପୁରୀ ସର୍ବୋଦୟ ନଗରର ମୃତ୍ୟୁଞ୍ଜୟ ତ୍ରିପାଠୀ ଏଭଳି ସାଇବର ଠକାମୀର ଶିକାର ହୋଇଛନ୍ତି । ତାଙ୍କ ମୋବାଇଲକୁ ହ୍ବାଟ୍ସଆପ୍ ଯୋଗେ ଏକ ମେସେଜ ଆସିଥିଲା । ମେସେଜ ଯୋଗେ ଆସିଥିବା ଆପ୍ ଖୋଲିବାରୁ ତାଙ୍କ ଫୋନ୍ ଓ ବ୍ୟାଙ୍କର ସମସ୍ତ ବିବରଣୀ ସାଇବର ଠକ ପାଖକୁ ପଳାଇଥିଲା ।
ଗତ ବର୍ଷ ଡିସେମ୍ବର ୧୩!-->!-->!-->…
ଦେବଗଡ଼ରେ ଲଜ୍ଜା। ୫ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ
ଦେବଗଡ଼ର ବାରକୋଟ ଥାନା ଅଂଚଳରେ୫ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ। ଗତକାଲି ରାତିରେ ଜଣେ ନାବାଳିକା ନାମଯଜ୍ଞ ଦେଖିବାକୁ ଯାଇଥିବା ବେଳେ ଦୁଷ୍କର୍ମର ଶିକାର ହୋଇଛନ୍ତି । ଉଦିତ ପାତ୍ର ନାମକ ଯୁବକ ଶିଶୁଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଶିଶୁକନ୍ୟା ଚିତ୍କାର କରିବାରୁ!-->…
ସାଧାରଣତନ୍ତ୍ର ଦିବସ ଅବସରରେ କର୍ତ୍ତବ୍ୟ ପଥରେ ଗଡ଼ିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼
ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀ କର୍ତ୍ତବ୍ୟ ପଥରେ ଭବ୍ୟ ପରେଡ୍ର ଆୟୋଜନ କରାଯାଇଛି। ଏଥିରେ ଭାଗ ନେଇଛନ୍ତି ୟୁରୋପୀୟ ୟୁନିଅନ କଣ୍ଟିଜେଣ୍ଟ। ଶକ୍ତି, ଶୌର୍ଯ୍ୟ ଓ ପରାକ୍ରମ ପ୍ରଦର୍ଶନ କରିଛନ୍ତି ଭାରତୀୟ ସେନା। ତେବେ କର୍ତ୍ତବ୍ୟ ପଥରେ ଗଡ଼ିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼ । ଥିମ ଥିଲା ସଏଲ!-->…
୭୭ ତମ ସାଧାରଣତନ୍ତ୍ର ଦିବସ, ୨୦ ପୋଲିସ କର୍ମଚାରୀଙ୍କୁ ମିଳିଲା ରାଜ୍ୟପାଳ ପଦକ
ଭୁବନେଶ୍ବରରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପାଟି । ଗାନ୍ଧୀମାର୍ଗରେ ଭବ୍ୟ ପରେଡ୍ ସମାରୋହ ହୋଇଛି। ୨୦୨୫ ପାଇଁ ଗୃହ ବିଭାଗ ପକ୍ଷରୁ ଘୋଷଣା ହୋଇଥିଲା ରାଜ୍ୟପାଳ ପଦକ । ଆଜି ଏହି ଅବସରରେ ମୋଟ୍ ୨୦ ଜଣଙ୍କୁ ମିଳିଛି!-->…
ଶୁଭାଂଶୁ ଶୁକ୍ଳାଙ୍କୁ ମିଳିଲା ଅଶୋକ ଚକ୍ର
ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍ଏସ୍)କୁ ପ୍ରଥମ ଭାରତୀୟ ଭାବେ ଯାତ୍ରା କରି ଇତିହାସ ରଚିଥିବା ଶୁଭାଂଶୁ ଶୁକ୍ଳାଙ୍କୁ ଦେଶର ସର୍ବୋଚ୍ଚ ଶାନ୍ତିକାଳୀନ ବୀରତ୍ୱ ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭାଂଶୁଙ୍କୁ ଅଶୋକ ଚକ୍ର ସମ୍ମାନରେ ସମ୍ମାନିତ!-->…
କାହିଁକି ଜାନୁଆରୀ ୨୬ ପାଳନ କରାଯାଏ ?
ଆଜି ହେଉଛି ୭୭ ତମ ସାଧାରଣତନ୍ତ୍ର ଦିବସ । ୧୯୫୦ ମସିହା ଆଜିର ଦିନରେ ସ୍ବାଧୀନ ଭାରତର ନୂତନ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ୧୯୫୧ ମସିହା ଜାନୁଆରୀ ୨୬ ରେ ଦେଶ ପାଳିଥିଲା ପ୍ରଥମ ଗଣତନ୍ତ୍ର ଦିବସ । ଏହି ଦିନକୁ ଭାରତବାସୀ ଆନନ୍ଦ ଉଲ୍ଲାସରେ ପାଳନ କରିଆସୁଛନ୍ତି । ପ୍ରତିବର୍ଷ ଆଜିର!-->…