Browsing Category

ଆଜିର ଖବର

ଦିଲ୍ଲୀରେ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

ଆଜି ସାରା ଦେଶରେ ୭୭ତମ ସାଧାରଣତନ୍ତ୍ର ଦିବସ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଉଛି। ଦେଶର ରାଜଧାନୀ ଦିଲ୍ଲୀର କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ସାମରିକ ଶକ୍ତି, ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ବାୟୁସେନାର ଅଭୂତପୂର୍ବ

ବାରବାଟୀ ଷ୍ଟାଡିୟମରେ ପାଳିତ ହେବ ୭୭ତମ ସାଧାରଣତନ୍ତ୍ର ଦିବସ !ଗଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ

ଆଜି ସାରା ଦେଶରେ ୭୭ତମ ସାଧାରଣତନ୍ତ୍ର ଦିବସ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରବାଟୀ ଷ୍ଟାଡିୟମରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସମ୍ବିଧାନ ଆମ ଜୀବନର ମାନଦଣ୍ଡ । ଆମ ସମ୍ବିଧାନ ଆମକୁ

ଗାନ୍ଧି ମାର୍ଗରେ ତ୍ରିରଙ୍ଗା ଉଡ଼ାଇଲେ ରାଜ୍ୟପାଳ

ଆଜି ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ । ଦିଲ୍ଲୀଠୁ ପଲ୍ଲୀ ସବୁଠି ଚଳଚଞ୍ଚଳ । ଏହିଅବସରରେ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ପତାକା ଉତ୍ତୋଳନ ସମାରୋହ ଅନୁଷ୍ଠିତ । ଜନପଥରେ ଗଣତନ୍ତ୍ର ଦିବସ ଅବସରରେ ପତାକା ଉତ୍ତୋଳନ କରିଲେ ରାଜ୍ୟପାଳ ହରିବାବୁ କମ୍ଭମପତି । ଏହାସହିତ ମୁଖ୍ୟ ଶାସନ ସଚିବ

ଆଠଗଡ ସାମ୍ବାଦିକ ଓ ଖବରକାଗଜ ବିକ୍ରେତାଙ୍କ ବନ୍ଧୁ ମିଳନ ।

ଆଠଗଡ଼ ୨୫/୦୧ ( ମାନସ ରଞ୍ଜନ ସାହୁ)। ଆଠଗଡ଼ ତିଗିରିଆ, ଖୁଣ୍ଟୁଣୀ ଅଂଚଳ ଖବରକାଗଜର ସାମ୍ବାଦିକ, ବୈଦ୍ୟୁତିକ ସାମ୍ବାଦିକ ଓ ଖବର କାଗଜ ବିକ୍ରେତା ମାନଙ୍କର ଏକ ବନ୍ଧୁ ମିଳନ ଉତ୍ସବ ପାଳିତ ହୋଇଯାଇଅଛି। ଆଠଗଡ଼ ବିରକେଶରପୁର ସ୍ଥିତ ମା ବାହାଣ୍ଟା ଠାକୁରାଣୀଙ୍କ ପୀଠରେ ଆଠଗଡ଼ ସାମ୍ବାଦିକ ସଂଘର

ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତା ନିର୍ବାଚନ, ପ୍ରତାପ ହେଲେ ସଭାପତି

ଗଣିଆ-.(ବିଶ୍ୱରଂଜନ ସେଠି) ରବିବାର ପୂର୍ବାହ୍ନରେ ଗଣିଆ ବ୍ଳକ ଅନ୍ତର୍ଗତ ଏରୁଣ୍ଡିପଥର ପ୍ରାଥମିକ ବିଦ୍ୟାଳୟ ପରିସରରେ ପ୍ରାଥମିକ ଶିକ୍ଷକ ସଂଘର ଏକ ସଭା ଅନୁଷ୍ଠିତ ହୋଇଥିଲା । ସଂଘର ସଭାପତି ବିଜୟ କୁମାର ମହାରଣା ସମସ୍ତଙ୍କୁ ସ୍ୱାଗତ କରିବା ସହିତ ସଂଘର କର୍ମକର୍ତାଙ୍କର କାର୍ଯ୍ୟକାଳ ଶେଷ

ତପୋଭୂମି ଖଣ୍ଡଗିରିରେ ଜମିଲାଣି ସାଧୁସନ୍ଥଙ୍କ ଭିଡ଼

ଖଣ୍ଡଗିରି କୁମ୍ଭମେଳାରେ ନିଜ ନିଜ ଅସ୍ଥାୟୀ ମଠରେ ହୋମଯଜ୍ଞ କରିବାକୁ ପ୍ରସ୍ତୁତ ଆରମ୍ଭ କରିଲେଣି ସାଧୁସନ୍ଥ ଗଣ । ପ୍ରାରମ୍ଭିକ ପୂଜାପାଠ ସହ ଅନ୍ୟାନ୍ୟ ବିଧି ଆରମ୍ଭ କରିଛନ୍ତି । ପବିତ୍ର ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ବୁଡ଼ ପକାଇବା ପରେ ସାଧୁସନ୍ଥଙ୍କ ଆଗମନ ଆହୁରି ବୃଦ୍ଧି ପାଇବ । ରାଜ୍ୟ

ରାଜ୍ୟରେ ଆଗୁଆ ହୋଇପାରେ ପଞ୍ଚାୟତ ନିର୍ବାଚନ

ରାଜ୍ୟରେ ଆଗୁଆ ହୋଇପାରେ ପଞ୍ଚାୟତ ନିର୍ବାଚନ। ଏ ନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଜନଗଣନା ପାଇଁ ଆଗୁଆ ପଞ୍ଚାୟତ ନିର୍ବାଚନ ସମ୍ଭାବନା ରହିଛି। ନିର୍ଦ୍ଧାରିତ ସମୟର ୨ରୁ ୩ ମାସ ପୂର୍ବରୁ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏଥିପାଇଁ ୬ମାସ ମଧ୍ୟରେ ଅଧୁରା କାମ ଶେଷ

ଗଣିଆ ରେ ହିନ୍ଦୁ ସମ୍ମିଳନୀ ହିନ୍ଦୁତ୍ବ ଓ ଗୋ ସୁରକ୍ଷl ଉପରେ ଗୁରୁତ୍ୱ

ଗଣିଆ- ଗଣିଆର ଆରାଧ୍ୟ ଠାକୁର ପ୍ରଭୁ ଶ୍ରୀ ଶ୍ରୀ ରଘୁନାଥ ଜୀୟୁ ମନ୍ଦିର ପ୍ରାଙ୍ଗଣରେ ଶନିବାର ଦିନ ଏକ ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି l ଏହି ସମ୍ମିଳନୀରେ ସ୍ୱାମୀ ଆଖଣ୍ଡାନନ୍ଦ ଭଗବାନ ସ୍ୱୟଂ ସ୍ୱାମୀଙ୍କ କୃପାପାତ୍ର ପରିବ୍ରlଜକ ସ୍ୱାମୀ ଅଖଣ୍ଡlନନ୍ଦ, ନୟାଗଡ ଜିଲ୍ଲାସହ

ଭାରତୀୟ ସ୍ପେସ୍ ଷ୍ଟେସନ୍ କାମ ଆରମ୍ଭ କଲା ଇସ୍ରୋ

ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ଏବେ ମହାକାଶ ଜଗତରେ ଏକ ଐତିହାସିକ ମାଇଲଖୁଣ୍ଟ ସ୍ଥାପନ କରିବାକୁ ପ୍ରସ୍ତୁତ ହେଉଛି। ଚନ୍ଦ୍ର ଏବଂ ସୂର୍ଯ୍ୟ ମିଶନର ସଫଳତା ପରେ, ISRO ଏହାର ସବୁଠାରୁ ମହତ୍ୱାକାଂକ୍ଷୀ ପ୍ରକଳ୍ପ, ଭାରତୀୟ ମହାକାଶ ଷ୍ଟେସନ (BAS), ନିମ୍ନ ପୃଥିବୀ କକ୍ଷପଥରେ ସ୍ଥାପନ

ନିଜକୁ ଶ୍ରମ ବିଭାଗର ବଡ଼ ଅଧିକାରୀ କହି ମହିଳାମାନଙ୍କୁ ଟାର୍ଗେଟ କରି ଲୁଟୁଥିଲେ୪୨୦ ମହିଳା

ନିଜକୁ ଶ୍ରମ ବିଭାଗର ବଡ଼ ଅଧିକାରୀ କହି ମହିଳାମାନଙ୍କୁ ଟାର୍ଗେଟ କରି ଲୁଟୁଥିଲା ମହିଳା । ଜାଲିଆ ମହିଳାଙ୍କୁ ଭୁବନେଶ୍ୱରରୁ ଉଠାଇ ଆଣିଛି କପ୍ତିପଦା ପୋଲିସ।କେଉଁଝର ଜିଲ୍ଲା ବଲାଣି ଥାନା ଅଞ୍ଚଳର ବିନୋଦିନୀ ନାୟକ ନିଜକୁ ଶ୍ରମ ବିଭାଗର ଅଧିକାରୀ କହିବା ସହିତ ମହିଳାଙ୍କୁ ଲୋନ କରାଇ ଦେବେ

ମାଘ ବୁଡ଼ ପାଇଁ ସୂର୍ଯ୍ୟ ମନ୍ଦିରରେ ସ୍ବତନ୍ତ୍ର ଆୟୋଜନ, ପର୍ଯ୍ୟଟକଙ୍କ ପାଇଁ ଶୁଳ୍କ ଛାଡ଼

ରବିବାର ପବିତ୍ର ମାଘ ସପ୍ତମୀ ବୁଡ। ଶନିବାର ରାତି ୪ଟା୪୧ରୁ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ବୁଡ଼ ପକାଇବା ପାଇଁ ଶନିବାର ଅପରାହ୍ନରୁ ଚନ୍ଦ୍ରଭାଗା ମେଳା ପଡ଼ିଆ ଓ ବେଳାଭୂମିରେ ଶ୍ରଦ୍ଧାଳୁଙ୍କ ଭିଡ ଜମିବାରେ ଲାଗିଛି। ଏହି ଦିନ ଚନ୍ଦ୍ରଭାଗା ତୀର୍ଥରେ ସ୍ନାନ କଲେ ସମସ୍ତ ପାପ କ୍ଷୟ ହୋଇ

ଖୁବଶୀଘ୍ର ଟାରିଫକୁ ନେଇ ଖୁସି ଖବର ଦେବ ଆମେରିକା!

ଆମେରିକା ରୁଷିଆରୁ ତେଲ କିଣିବା ପାଇଁ ଭାରତ ଉପରେ ୨୫% ଶୁଳ୍କ ଲାଗୁ କରିଛି। ଏହି ସମୟରେ, ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ ଦାବି କରିଛନ୍ତି ଯେ ଭାରତ ରୁଷିଆରୁ ଆମଦାନୀ ହ୍ରାସ କରିଛି, ଯାହା ଫଳରେ ଶୀଘ୍ର ୨୫% ଶୁଳ୍କ ଉଠାଇ ଦିଆଯାଇପାରେ।ୟୁକ୍ରେନ ଯୁଦ୍ଧ ପରେ ଭାରତକୁ ଋଷରୁ ତେଲ