Browsing Category

ଆଜିର ଖବର

୫୦ ପର୍ଯ୍ୟନ୍ତ ଲେଖି ପାରିଲାନି ବୋଲି ୪ ବର୍ଷୀୟ ଝିଅକୁ ହତ୍ୟା କଲା ବାପା

ଦିଲ୍ଲୀ ଫରିଦାବାଦରୁ ଏପରି ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି ଯାହା ପୁରା ସମାଜକୁ ଦୋହଲାଇ ଦେଇଛି । ଜଣେ ବାପା ହୋମ୍‌ୱାର୍କ ନକରିଥିବାରୁ ନିଷ୍ଠୁର ହୋଇ ଚାରି ବର୍ଷର ଝିଅକୁ ହତ୍ୟା କରିଛନ୍ତି।ପୁଲିସ ଅଭିଯୁକ୍ତ ବାପାଙ୍କୁ ଗିରଫ କରିଛି। ପୁଲିସ କହିଛି ଝିଅ ୫୦ ପର୍ଯ୍ୟନ୍ତ ସଂଖ୍ୟା

ଯୋଡ଼ା ବଡ଼ବିଲ ବ୍ୟାଙ୍କ ଲୁଟ ମାମଲାରେ ୨ ଡକାୟତ ଗିରଫ

ଯୋଡ଼ାରୁ ବ୍ୟାଙ୍କ ଲୁଟ, ଧାନବାଦରୁ ଗିରଫ । ଯୋଡ଼ା ବଡ଼ବିଲ ବ୍ୟାଙ୍କ ଲୁଟ୍ ମାମଲାରେ ୨ ଡକାୟତ ଗିରଫ ହୋଇଛନ୍ତି । ତେବେ ବ୍ୟାଙ୍କ ଲୁଟ କରି ସୀମା ପାର ହୋଇ ଝାଡ଼ଖଣ୍ଡ ପଳାଇଯାଇଥିଲେ ଦୁର୍ବୃତ୍ତ । ସେମାନଙ୍କୁ ଧରିବା ପାଇଁ କେନ୍ଦୁଝର ଅତିରିକ୍ତ ପୋଲିସ ଅଧିକ୍ଷକ ପ୍ରତ୍ୟୁଷ ମହାପାତ୍ରଙ୍କ

ଭିନ୍ନକ୍ଷମ ପ୍ରମାଣପତ୍ର ପାଇଁ ନିଜ ପାଦ କାଟିଦେଲେ ଯୁବକ

ଉତ୍ତର ପ୍ରଦେଶର ଜଉନପୁର ଜିଲାରେ ବିଚଳିତ କରିଦେବା ଭଳି ଏକ ଘଟଣା ଘଟିଛି। ଜଣେ ୨୪ ବର୍ଷୀୟ ଯୁବକ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି) ଜରିଆରେ ଆଡ୍‌ମିଶନ କରି ଏମ୍‌ବିବିଏସ୍‌ ସ୍ବପ୍ନ ସାକାର କରିବାକୁ ଯାଇ ଭିନ୍ନକ୍ଷମ ପ୍ରମାଣପତ୍ର ପାଇବା ଲାଗି ନିଜ ଗୋଡ଼କୁ

ଆଇନ ମନ୍ତ୍ରୀଙ୍କୁ ଭେଟିଲେ ଦିଲ୍ଲୀପ ରାୟ

ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ଭେଟିଲେ ଦିଲ୍ଲୀପ ରାୟ। ଉଭୟଙ୍କ ମଧ୍ୟରେ ଅଧଘଣ୍ଟାରୁ ଅଧିକ ସମୟ ଆଲୋଚନା ହୋଇଥିବା ଜଣା ପଡ଼ିଛି।ଦିଲ୍ଲୀପଙ୍କ ସହ ପାରିବାରିକ ସମ୍ପର୍କ ରହଥିବା ଆଇନ ମନ୍ତ୍ରୀ କହିଛନ୍ତି। ଆଉ ତାଙ୍କର ଏହି ଭେଟଘାଟ ପରେ ରାଜ୍ୟସଭା ନିର୍ବାଚନକୁ ନେଇ ଚର୍ଚ୍ଚା ବଢ଼ିଛି

ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ,ଏଣିକି ସୋମବାର ହେବନି କୌଣସି ସରକାରୀ ବୈଠକ

ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା । ଏଣିକି ସୋମବାର ହେବନି କୌଣସି ସରକାରୀ ବୈଠକ । ସବୁ ବିଭାଗକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ । ସମସ୍ତ ବିଭାଗକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ । ପ୍ରତ୍ୟେକ ସୋମବାର ସରକାରୀ କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି ରହୁଥିବାରୁ ଏହି ନିଷ୍ପତ୍ତି

ଶ୍ରୀମନ୍ଦିର ବାହାର କାଠ ନିକଟରେ ନାବାଳକକୁ ପୋଲିସର ମାଡ ଅଭିଯୋଗ

ଶ୍ରୀମନ୍ଦିର ପରିସରରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୋଲିସ ମାଡରେ ଜଣେ ନାବାଳକ ଆହତ ହୋଇଛନ୍ତ। ଘଟଣାଟି ଶ୍ରୀମନ୍ଦିର ବାହାର କାଠ ନିକଟରେ ଘଟିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ଯାହାପରେ ଆକ୍ସନମୋଡ଼କୁ ଆସିଛି ପୋଲିସ । ସିଟି ଡିଏସପି ଓ

ସରସ୍ୱତୀ ପୂଜାରେ ମଦ ପିଇ ରସ୍ତାରେ ଗଡିଲେ ଛାତ୍ର

ସରସ୍ୱତୀ ପୂଜାରେ ମଦ ପିଇ ରସ୍ତାରେ ଗଡିଲେ ଛାତ୍ର । ଫୁଲବାଣୀ ଟିକାବାଲି ଅଞ୍ଚଳରେ ଏକ ଉଚ୍ଚ ବିଦ୍ୟାଳୟରେ ଦୁଇ ନବମ ଶେଶ୍ରଣୀ ଛାତ୍ର ସ୍କୁଲ ୟୁନିଫର୍ମ ପିନ୍ଧି ମଦ୍ୟପାନ କରି ବଜାର ଭିତରେ ପଡିବା ଘଟଣାରେ ଚର୍ଚ୍ଚାର ବିଷୟ ପାଲଟିଛି । ଅଞ୍ଚଳବାସୀ ଏ ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ

ଅଦାଲତ ଅବମାନନା ମାମଲା: ଉଷାପାଢୀଙ୍କୁ ହାଇକୋର୍ଟଙ୍କ ନୋଟିସ

ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ କାର୍ଯ୍ୟକାରୀ ହୋଇନଥିବା ପ୍ରସଙ୍ଗରେ ଓଡିଶା ଉଚ୍ଚନ୍ୟାୟାଳୟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି ଅଦାଲତ ଅବମାନନା ଅଭିଯୋଗରେ ନଗର ଉନ୍ନୟନ ସଚିବ ଉଷା ପାଢୀଙ୍କୁ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି । ସଚିବ ଉଷା ପାଢୀ, ପୌର ପ୍ରଶାସନ ନିର୍ଦ୍ଦେଶକ ଗଗନ

ନରସିଂହପୁରରେ ବାଘ-ମଣିଷ ଲଢେଇରେ ବାଘର ମୃତ୍ୟୁ 

କଟକ ଜିଲ୍ଲା ନରସିଂହପୁର ପଶ୍ଚିମାଞ୍ଚଳ ବନ ବିଭାଗ ଜୟପୁର ଅନନ୍ତ ପ୍ରସାଦ ଗାଁରେ କଲରାପତରିଆ ବାଘ ଏବଂ ଯୁବକ ଭିତରେ ଲଢେଇ ହୋଇଛି । ବିଳମ୍ବିତ ରାତିରେ ଯୁବକ ଜଣକ ଘରେ ଶୋଇଥିବରାବେଳେ କଲରାପତରିଆ ବାଘ ଆସି ଆକ୍ରମଣ କରିଥିଲା । ହେଲେ ଏ ଲଢେଇ ପରେ ବାଘର ମୃତ ଦେହ ଉଦ୍ଧାର ହେବା

ରାଜ୍ୟରେ ପୁଣି ଫେରିଲା ଘନ କୁହୁଡ଼ି, କମୁଛି ଶୀତ

ପୁଣି ଫେରିଲା ଘନ କୁହୁଡ଼ି । କିଛି ଦିନର ବ୍ୟବଧାନ ପରେ ପୁଣି ରାଜ୍ୟକୁ ଫେରିଲା ଘନ କୁହୁଡି । କିନ୍ତୁ ଆସନ୍ତା ୨୭ ତାରିଖରୁ ରାଜ୍ୟରେ ଶୀତ କମିପାରେ।ଭୁବନେଶ୍ବର କଟକ ସମେତ ପୁରୀ ଓ କୋଣାର୍କରେ ଆଜି ସକାଳୁ ସକାଳୁ ପ୍ରବଳ କୁହୁଡି ହୋଇଛି । ଘନ କୁହୁଡି ଯୋଗୁ ରସ୍ତାଘାଟ ଦେଖାଯାଉନି ।

ଛାମୁଣ୍ଡିଆ ବନ୍ୟପ୍ରାଣୀ ବିଭାଗ ଦ୍ବାରା କୁମ୍ଭୀର ଉଦ୍ଧାର

ଗଣିଆ -(ବିଶ୍ୱରଂଜନ ସେଠି)ନୟାଗଡ଼ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଛାମୁଣ୍ଡିଆ ବନାଞ୍ଚଳ ର କର୍ମଚାରୀ ମାନେ ଗୁରୁବାର ରାତିରେ ଏକ ଗୋମୁଁହା କୁମ୍ଭୀର କୁ ଉଦ୍ଧାର କରି ମହାନଦୀ ରେ ଛାଡିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଗତ ବର୍ଷା ଋତୁରେ ମହାନଦୀ ରୁ ଦୁଇଟି କୁମ୍ଭୀର ଚାଲିଆସି ଛାମୁଣ୍ଡିଆ

ସିଡିଏ ୧୦୦ କୋଟିରୁ ଅଧିକ ଟଙ୍କା ମୂଲ୍ୟର ଜମି ଜାଲିଆତି ଘଟଣାର ତଦନ୍ତ ଲାଗି ନିର୍ଦ୍ଦେଶ

ସିଡିଏ‌ ସେକ୍ଟର-୬ରେ ୧୦୦ କୋଟିରୁ ଅଧିକ ଟଙ୍କା ମୂଲ୍ୟର ଜମି କେଳେଙ୍କାରୀରେ ଜାଲିଆତି ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ସେ କହିଛନ୍ତି, ଘଟଣାର ତଦନ୍ତ ଲାଗି ବିଭାଗକୁ ନିର୍ଦ୍ଦେଶ ଦିଆ‌ଯାଇଛି। ତଦନ୍ତ ରିପୋର୍ଟ ଆସିଲା ପରେ ଏନେଇ ପଦକ୍ଷେପ