Browsing Category

ଆଜିର ଖବର

ମେ ୨ରେ ନିଟ୍‌-ଏମ୍‌ଡିଏସ୍‌, ୩୦ ଅଗଷ୍ଟରେ ନିଟ୍‌-ପିଜି ପରୀକ୍ଷା 

ନ୍ୟାସନାଲ ବୋର୍ଡ ଅଫ୍ ଏଗଜାମିନେସନ୍ସ ଇନ୍ ମେଡିକାଲ ସାଇନ୍ସେସ୍ (ଏନବିଇଏମଏସ୍) ନିଟ୍-ଏମଡିଏସ୍ ୨୦୨୬ ଓ ନିଟ୍-ପିଜି ୨୦୨୬ ପ୍ରବେଶିକା ପରୀକ୍ଷା ପାଇଁ ତାରିଖ ଘୋଷଣା । ମେ ମାସ ୨ ତାରିଖରେ ନିଟ୍-ଏମ୍‌ଡିଏସ୍ ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବ , ସେହିପରି ଅଗଷ୍ଟ ୩୦ ତାରିଖରେ ନିଟ୍-ପିଜି ୨୦୨୬

ୟୁନେସ୍କୋରେ ସ୍ଥାନ ପାଇଲା ଓଡିଶାର ବୌଦ୍ଧ ତ୍ରିଭୁଜ ସ୍ଥଳ

ୟୁନେସ୍କୋରେ ସ୍ଥାନ ପାଇଲା ଓଡିଶାର ବୌଦ୍ଧ ତ୍ରିଭୁଜ ସ୍ଥଳ। ୟୁନେସ୍କୋ ବିଶ୍ୱ ଐତିହ୍ୟ ଶିଳାଲେଖ ପାଇଁ ଭାରତର ତାଲିକାରେ ଓଡ଼ିଶାର ବୌଦ୍ଧ ତ୍ରିଭୁଜ ସ୍ଥଳ (ରତ୍ନଗିରି, ଉଦୟଗିରି, ଲଳିତଗିରି)କୁ ଆନୁଷ୍ଠାନିକ ସାମିଲ କରିଛି । ଓଡ଼ିଶାର ବୌଦ୍ଧ ତ୍ରିଭୁଜ ଭାରତର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ

୨୭ରେ ବ୍ୟାଙ୍କ ଧର୍ମଘଟ !

ବ୍ୟାଙ୍କିଙ୍ଗ୍‌ ଶିଳ୍ପରେ ୫-ଦିନିଆ କାର୍ଯ୍ୟ ସପ୍ତାହ କାର୍ଯ୍ୟକାରୀ କରିବା ଏବଂ ଅନ୍ୟ ସବୁ ଶନିବାରଗୁଡ଼ିକୁ ଛୁଟିଦିନ ଭାବରେ ଘୋଷଣା କରିବା ପାଇଁ ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିଅନ(ୟୁଏଫ୍‌ବିୟୁ) ପକ୍ଷରୁ ଦାବି କରାଯାଇ ୨୭ ତାରିଖରେ ଧର୍ମଘଟର ଡାକରା ଦେଇଛି।ପ୍ରାୟ ୮ଲକ୍ଷ

ବାଇକ୍‌କୁ ଧକ୍କା ଦେଲା ‘ଆମ ବସ’: ଦୁର୍ଘଟଣା ପରେ ୩ଟି ବସ୍‌କୁ ଭାଙ୍ଗିଦେଲେ ଲୋକେ

ଭୁବନେଶ୍ବର ଜନପଥରେ ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍ । ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଲୋକମାନେ ‘ଆମ ବସ’କୁ ଭଙ୍ଗାରୁଜା କରିଛନ୍ତି। ୩ଟା ‘ଆମ ବସ’କୁ ଭାଙ୍ଗିଦେଇଥିବା ଜଣାପଡିଛି।ପ୍ରାଣ ବିକଳରେ ଆମ ବସ୍‌ ଛାଡ଼ି ପଳାଇଲେ ଡ୍ରାଇଭର, କଣ୍ଡକ୍ଟର । ଲୋକଙ୍କୁ ଘଉଡ଼ାଇବା ପାଇଁ ପୋଲିସର ମୃଦୁ

ବୀର ସୁରେନ୍ଦ୍ର ସାଏଙ୍କ ଆଜି ୨୧୭ ତମ ଜନ୍ମ ଜୟନ୍ତୀ

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଆଜି ୨୧୭ ତମ ଜନ୍ମ ଜୟନ୍ତୀ। ପ୍ରତିଟି ଓଡ଼ିଆଙ୍କ ଗର୍ବ, ଗୌରବ ଓ ସମ୍ମାନ ବୀର ସୁରେନ୍ଦ୍ର ସାଏ । ୧୮୦୯ ମସିହା ଜାନୁଆରୀ ୨୩ ତାରିଖରେ ସମ୍ବଲପୁରର ଖିଣ୍ଡା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ ସୁରେନ୍ଦ୍ର ସାଏ । ଚୌହାନ ବଂଶର ଏହି ବୀର

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ

ମାଛ ଜାଲରେ ଫସିଲା ହାତୀଛୁଆ । ୧୨ ଘଣ୍ଟା ପରେ ହେଲା ଉଦ୍ଧାର । ଉଦ୍ଧାର ପରେ ବି ଗ୍ରହଣ କଲାନି ହାତୀପଲ । ଦେବଗଡ଼ ବନଖଣ୍ଡ ବାରକୋଟ ବନାଞ୍ଚଳ ପାଳଲହଡା ବ୍ଲକ ପବିତ୍ରପୁର ପଞ୍ଚାୟତ ହରିପୁରରେ ଦେଖିବାକୁ ମିଳିଛି ଘଟଣା ।ସୂଚନା ଅନୁଯାଇ ଦୀର୍ଘ ଦିନ ହେବ ୧୧ ଟିକିଆ ହାତୀ ପଲ ଚସାଗୁରୁଜାଙ୍ଗ ଓ

 ଝିଅ ହେବାରୁ ବୋହୂକୁ ମାରିଦେବାକୁ ଉଦ୍ୟମ 

ବୋହୂକୁ ପେଟ୍ରୋଲ ଢାଳି ଜାଳିବାକୁ ଉଦ୍ୟମ । ଗ୍ରାମାଞ୍ଚଳ ଥାନା ଡାମରପୁର ଗାଁରେ ଶ୍ୱଶୂରର ଉନ୍ମତ୍ତ କାଣ୍ଡ । ବୋହୂର କନ୍ୟା ସନ୍ତାନ ଜନ୍ମ ହେବାରୁ ଜାଳିବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି ।ଗତ କାଲି ବିଳମ୍ବିତ ରାତିରେ ଶୋଇଥିବାବେଳେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ । ତେବେ ଅଳ୍ପକେ

ମଧ୍ୟପ୍ରଦେଶରେ ବିଷାକ୍ତ ପାଣି ପିଇ ୨୫ ଅସୁସ୍ଥ

ମଧ୍ୟପ୍ରଦେଶର ଇନ୍ଦୋର ସହରରେ ଜଳ ପ୍ରଦୂଷଣ ଜନିତ ସମସ୍ୟା ଥମିବାର ନାମ ନେଉନାହିଁ। , ଜିଲ୍ଲାର ମହୁ ତହସିଲ ମୁଖ୍ୟାଳୟର ପଟ୍ଟି ବଜାର ଅଞ୍ଚଳରେ ୧୦ ରୁ ୧୫ ଦିନ ମଧ୍ୟରେ ୧୯ ଜଣ ପିଲାଙ୍କ ସମେତ ପ୍ରାୟ ୨୫ ଜଣ ଜଣ୍ଡିସ, ଟାଇଫଏଡ୍ ଏବଂ ଅନ୍ୟାନ୍ୟ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ଅନେକ ପିଲାଙ୍କୁ

ପୁରୀରେ ପବିତ୍ର ଶ୍ରୀପଞ୍ଚମୀରେ ଅନୁକୂଳ ହେବ ରଥକାଠ

ଆଜି ରଥକାଠ ଅନୁକୂଳ । ପବିତ୍ର ଶ୍ରୀପଞ୍ଚମୀରେ ଅନୁକୂଳ ହେବ ରଥକାଠ । ରଥଯାତ୍ରା ପାଇଁ ବିଧି ମୁତାବକ ତିନିଟି କାଠକୁ ପୂଜା କରାଯିବ । ଏଥିପାଇଁ ନୟାଗଡ ବନଖଣ୍ଡ ରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ ବାର ଫୁଟିଆ ଧଉରା କାଠକୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଖାଯାଇ ଆଜି

ଆଜି ମହାନ ସ୍ୱାଧୀନତା ସଂଗ୍ରାମୀଙ୍କ ଜୟନ୍ତୀ। ନେତାଜୀଙ୍କ ଜନ୍ମସ୍ଥାନରେ ପହଞ୍ଚିଲେ ଉପରାଷ୍ଟ୍ରପତି

ଆଜି ନେତାଜୀଙ୍କ ୧୨୯ ତମ ଜୟନ୍ତୀ । ଏହି ଦିନଟିକୁ ପରାକ୍ରମ ଦିବସ ବୋଲି ମଧ୍ୟ ପାଳନ କରାଯାଉଛି । ଏଥିପାଇଁ ସଜେଇ ହୋଇଛି ଓଡ଼ିଆ ବଜାରସ୍ଥିତ ନେତାଙ୍କ ଜନ୍ମପୀଠ ଏବଂ ସଂଗ୍ରହାଳୟ। ଜୟନ୍ତୀ ଅବସରରେ କଟକ ସ୍ଥିତ ନେତାଜୀଙ୍କ ଜନ୍ମସ୍ଥାନରେ ବିଭିନ୍ନ କାର୍ୟ୍ୟକ୍ରମ ଆୟୋଜନ

ଆଜି ମା’ ବିଦ୍ୟାଦାତ୍ରୀଙ୍କ ପୂଜା

ଆଜି ପବିତ୍ର ବସନ୍ତ ପଞ୍ଚମୀ ବା ଶ୍ରୀପଞ୍ଚମୀ। ଆଜି ମା' ସରସ୍ବତୀଙ୍କୁ ଆରାଧନାର ଦିନ। ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମା' ସରସ୍ବତୀ। ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ବସନ୍ତ ପଞ୍ଚମୀ ବା ସରସ୍ବତୀ ପୂଜା ପାଳନ କରାଯାଇଥାଏ । ସରସ୍ବତୀ ଦିବ୍ୟଭାବର ପ୍ରତୀକ। ମା’ ସରସ୍ବତୀ

ରଘୁନାଥ ଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ୱତନ୍ତ୍ର ଜାତୀୟ ସେବା ଶିବିର ଉଦଯାପିତ

ଗଣିଆ, -( ପିଏନ ଏସ/୨୨/୦୧) ଗଣିଆ ସ୍ଥିତ ରଘୁନାଥ ଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସାତଦିନିଆ ସ୍ଵତନ୍ତ୍ର ଜାତୀୟ ସେବା ଶିବିର ଗୁରୁବାର ଦିନ ଉଦଯାପିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷା ସଲିଲା ସେଠୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଖଣ୍ଡପଡ଼ା ଏସଡିପିଓ ମଦନ ମୋହନ ପ୍ରଧାନ