Browsing Category

ଆଜିର ଖବର

ଆସନ୍ତା ଜାନୁଆରୀ ୨୬ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ଆସନ୍ତା ଜାନୁଆରୀ ୨୬ ତାରିଖରେ ସରକାରୀ ଛୁଟି ଦିବସ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସରକାରୀ ଛୁଟି ଥିବାରୁ ଆସନ୍ତା ସୋମବାର ଜାନୁଆରୀ ୨୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ

ଜାନୁଆରୀ ୨୪ ରାଜ୍ୟବ୍ୟାପୀ ବସ୍ ଧର୍ମଘଟ କରିବେ ଘରୋଇ ବସ ମାଲିକ ସଂଘ

ଜାନୁଆରୀ ୨୪ ରାଜ୍ୟବ୍ୟାପୀ ବସ୍ ଧର୍ମଘଟ କରିବେ ଘରୋଇ ବସ ମାଲିକ ସଂଘ। ପୂର୍ବରୁ ସଂଘର କର୍ମକର୍ତ୍ତାମାନେ କଟକସ୍ଥିତ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (STA) କାର୍ଯ୍ୟାଳୟରେ ପରିବହନ କମିଶନରଙ୍କ ସହ ଆଲୋଚନା କରିଥିଲେ। ସେଠାରେ ଜିଲାପାଳ, RTO ଓ OSRTC ପ୍ରତିନିଧିଙ୍କୁ ନେଇ ଜିଲା ସ୍ତରୀୟ

ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ: ବସନ୍ତ ପଞ୍ଚମୀରେ ଭୋଜଶାଳାରେ ହେବ ପୂଜା ଓ ନମାଜ ପାଠ

ମଧ୍ୟପ୍ରଦେଶର ଧାର ଜିଲ୍ଲାରେ ଅବସ୍ଥିତ ଐତିହାସିକ ଭୋଜଶାଳାକୁ ନେଇ ଚାଲିଥିବା ବିବାଦର ଏକ ଆବେଦନର ଶୁଣାଣି କରି, ସୁପ୍ରିମକୋର୍ଟ ଏକ ଐତିହାସିକ ରାୟ ଦେଇଛନ୍ତି। ବସନ୍ତ ପଞ୍ଚମୀ ଓ ଶୁକ୍ରବାର ନମାଜ ପାଠ ଗୋଟିଏ ଦିନରେ ପଡୁଥିବାରୁ ଏହି ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଥିଲା। ସୁପ୍ରିମକୋର୍ଟ

“ଯିଏ ବିବାଦୀୟ ହେଉଛି ତାର କ୍ରେଜ୍ ବଢ଼ୁଛି’ : ରାଣୀ ପଣ୍ଡା

ଆଜିକାଲି ଯିଏ ଯେତେ କଣ୍ଟ୍ରୋଭର୍ସିକୁ ଯାଉଛି, ତାର କ୍ରେଜ୍ ସେତେ ବଢ଼ୁଛି। ପୀୟୁଷ ହେଉଛି ସାଇଲେଣ୍ଟ ଆକ୍ଟର।ଏଭଳି କହିଛନ୍ତି ଅଭିନେତ୍ରୀ ରାଣୀ ପଣ୍ଡା ।ଆଗକୁ ଆସୁଛି ଖଣ୍ଡଗିରି ଯାତ୍ରା, ସେଇଠି ହିଁ ଭେଟ ହେବ କ୍ରେଜ ଜଣାପଡିବ ବୋଲି କହିଛନ୍ତି ରାଣୀ।ସେପଟେ ପ୍ରତିକ୍ରିୟା ରଖିଛନ୍ତିି ପୀୟୂଷ।

ଅଭିଯୋଗକୁ ଖୋଲା ଚ୍ୟାଲେଞ୍ଜ୍ କଲେ ଅରବିନ୍ଦ

ବିଜେଡିରୁ ନିଲମ୍ବନ ସମ୍ପର୍କିତ ଅଭିଯୋଗକୁ ଚ୍ୟାଲେଞ୍ଜ୍ କଲେ ଅରବିନ୍ଦ ମହାପାତ୍ର । ଭିନ୍ନ ଭିନ୍ନ ଆରୋପକୁ ନେଇ ସେ ଖୋଲା ଚ୍ୟାଲେଞ୍ଜ କରିଛନ୍ତି । ନବୀନ ପଟ୍ଟନାୟକ ଅରବିନ୍ଦଙ୍କ ନାଁ ନାନେଇ ଯେଉଁ ପ୍ରକାର ଟାର୍ଗେଟ କରିଥିଲେ, ଆଜି ଅରବିନ୍ଦ ପାଟକୁରାବାସୀଙ୍କୁ ହଇରାଣ ଆରୋପକୁ ନେଇ ଖୋଲା

ଖାଇକୁ ଖସିଲା ସେନା ଗାଡି: ୧୦ ଯବାନ ସହିଦ

ଜମ୍ମୁ କଶ୍ମୀର ଡୋଡା ଜିଲ୍ଲାରେ ବଡ଼ ଅଘଟଣ । ସେନା ବାହାନ ଖାଇରେ ଖସିପଡିବା ଯୋଗୁଁ ଅତିକମରେ ୧୦ ଜଣ ସୈନିକ ସହିଦ ହୋଇଛନ୍ତି ଏବଂ ଦଶଜଣ ଆହତ ହୋଇଥିବା ସୂଚନା ରହିଛି । ଡୋଡାର ଭାଦରୱାହ-ଚମ୍ବା ରାସ୍ତା ଦେଇ ଯାଉଥିବା ବେଳେ ଦୁର୍ଘଟଣା ହୋଇଛି । କାସପର ଗାଡ଼ିଟି ୨୦୦ ଫୁଟ ଗଭୀର ଖାଇରେ ଖସି

ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ମାସିକ ଭତ୍ତା ପାଇବେ।ଏଥି ସହିତ ସପ୍ତାହକୁ ଥରେ ସେମାନେ

ଭିଜିଲାନ୍ସ ଜାଲରେ  କଟକ ସଦର କଖଡି ଆରଆଇ ଜାନକୀ ରଞ୍ଜନ ମଲ୍ଲିକ 

ଭିଜିଲାନ୍ସ ଜାଲରେ ଆରଆଇ । କଟକ ସଦର କଖଡି ଆରଆଇ ଜାନକୀ ରଞ୍ଜନ ମଲ୍ଲିକ ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି । ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ । ଜମି ପଟ୍ଟା କରାଇ ଦେବାକୁ ନେଉଥିଲେ ଏହି ଲାଞ୍ଚ । ସୂଚନା ମୁତାବକ, ଆଜି କଟକ ସଦର ତହସିଲ

ସାଲେବିଡ଼ି-୨ ରେ ଶିଶୁ ସେବିକା ଚୟନରେ ଅନିୟମିତତା

ଚନ୍ଦାହାଣ୍ଡି - ତା ୨୧. ୦୧( ପୀତାମ୍ବର ସୋରୀ ) ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ପ୍ରାଥମିକ ବିଦ୍ୟାଳୟ ସାଲେବିଡ଼ି -୨ ରେ ଶିଶୁ ସେବିକା ନିଯୁକ୍ତି ରେ ଅନିୟମିତତା ହୋଇଥିବା ଅଭିଯୋଗ ଆସିଛି l ଅଭିଯୋଗ ଆସିଛି ଖୋଦ ବିଦ୍ୟାଳୟ ପରିଚାଳନା ସମିତି ଙ୍କ ବିରୁଦ୍ଧରେ l ତେବେ ବିଦ୍ୟାଳୟ

ଚାଲାଣ ନ ଭରିଲେ ହେବନି ଗାଡ଼ି ପଞ୍ଜୀକରଣ । ଟ୍ରାଫିକ୍‌ ନିୟମକୁ ନେଇ ବଡ଼ ଅପ୍‌ଡେଟ୍‌

ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ହ୍ରାସ ପାଇଁ କଠୋର ହେଲେ କେନ୍ଦ୍ର ସରକାର। ଟ୍ରାଫିକ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଡା ଆଭିମୁଖ୍ୟ ଗ୍ରହଣ କଲେ କେନ୍ଦ୍ର ସଡ଼କ ଓ ଜାତୀୟ ରାଜପଥ ମନ୍ତ୍ରାଳୟ।କେନ୍ଦ୍ରୀୟ ମୋଟର ଯାନ ନିୟମାବଳୀ, 1989ର ନିୟମ 167 ଓ 167A ସଂଶୋଧନ କଲେ କେନ୍ଦ୍ର ସରକାର।

ଏସଆଇ ସ୍କାମ୍‌: ଘୁଞ୍ଚିଲା ମୁନା ମହାନ୍ତି ସମେତ ୮ଜଣଙ୍କ ଜାମିନ ଆବେଦନର ଶୁଣାଣି

ପୁଲିସ ଏସଆଇ ନିଯୁକ୍ତି ଜାଲିଆତି ମାମଲାରେ ଆଜି କୋର୍ଟରେ ଶୁଣାଣି ହୋଇଛି । ଏହି ମାମଲାର ଶୁଣାଣି କରି କୋର୍ଟ ମୋଟ୍ ୯ ଜଣଙ୍କ ଜାମିନ ଆବେଦନର ଶୁଣାଣି ଘୁଞ୍ଚାଇଛନ୍ତି । ଆସନ୍ତା ଫେବୃଆରୀ ୧୬ ତାରିଖରେ ହେବ ପରବର୍ତ୍ତୀ ଶୁଣାଣି ।ପୋଲିସ ଏସଆଇ ପରୀକ୍ଷା ସ୍କାମ ଘଟଣାରେ ଗିରଫ ୯ ଜଣ ଜାମିନ

୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ

ପୁରୀ ଜିଲାର ୭୨ଜଣ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଜିଲ୍ଲା ଶିକ୍ଷାଧିକାରୀ ଦୀପକ ପାଢୀ ସୂଚନା ଦେଇଛନ୍ତି । ସାପ କାମୁଡା ଓ ଜଳପ୍ରପାତ ସଚେତନତା ଶିବିର ପାଇଁ ନିର୍ଦ୍ଦେଶ ଥିଲା । ସଚେତନତା ପାଇଁ ପ୍ରଧାନଶିକ୍ଷକଙ୍କୁ ୪୫୦୦ ଟଙ୍କା ପ୍ରଦାନ କରାଯାଇଥିଲା