Browsing Category
ଆଜିର ଖବର
୮ ମନ୍ତ୍ରୀଙ୍କୁ ନୂଆପଡା ଦାୟିତ୍ୱ ଦେଲା ବିଜେପି
ନୂଆପଡା ଉପନିର୍ବାଚନକୁ ନେଇ ୮ ମନ୍ତ୍ରୀଙ୍କୁ ୮ଟି ଜୋନ ପାଇଁ ଦାୟିତ୍ୱ ଦେଲା ବିଜେପି । ମନ୍ତ୍ରୀ ରବି ନାରାୟଣ ନାଏକଙ୍କୁ ବଞ୍ଜରୀ ଦାୟିତ୍ୱ , ସୁନାଦେଇ ଦାୟିତ୍ୱରେ ଗଣେଶରାମ ସିଂ ଖୁଣ୍ଟିଆ , ପାତାଳେଶ୍ୱର ପାଇଁ ଗୋକୁଳାନନ୍ଦ ମଲ୍ଲିକଙ୍କୁ ଦାୟିତ୍ୱ ଦିଆଯାଇଛି । ସେହିପରି ଜୟଜଂଘା ପାଇଁ!-->…
ସମୁଦ୍ର ବାଲିରେ ସ୍କୁଟର ପୂରେଇଦେଲା ମଦ୍ୟପ ଆଉ ତାପରେ ….
ରିଲ୍ସ କରି ,ତାକୁ ନେଇ ସୋସିଆଲ ମିଡ଼ିଆରେ ଅପଲୋଡ୍ କରିବା ନିଶାରେ ମାତିଛନ୍ତି ଯୁବସମାଜ । ଭାଇରାଲ ହେବାର ନିଶା ଏତେ ଘାରିଛି ଯେ, ଦିନ ବିତୁଛି ରିଲ୍ସରେ ଆଉ ସକାଳ ଆରମ୍ଭ ହେଉଛି ରିଲ୍ସ ଦୁନିଆରୁ । ଏପରି ସମାନ ଘଟଣା ଘଟିଯାଇଛି ପୁରୀ ସମୁଦ୍ରକୂଳରେ । ରିଲ୍ସ ନିଶାରେ ସମୁଦ୍ର ଭିତରକୁ!-->…
ଭୁବନେଶ୍ୱରରେ ହେବ ଆଇଆରସି ଅଧିବେଶନ, ଯୋଗଦେବେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରି
ଭୁବନେଶ୍ୱର ଜନତା ମଇଦାନ୍ରେ ହେବ ୮୪ତମ ଇଣ୍ଡିଆନ୍ ରୋଡ କଂଗ୍ରେସ ଅଧିବେଶନ। ଓଡ଼ିଶା ଆସିବେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରି। IRC ଅଧିବେଶନରେ ଦେବେ ଯୋଗ। ନଭେମ୍ବର ୭ରୁ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ ଅଧିବେଶନ । ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ!-->…
ଦେଶର ବ୍ୟାଙ୍କିଂ ବ୍ୟବସ୍ଥାରେ ପ୍ରମୁଖ ସଂସ୍କାର ପାଇଁ ପ୍ରସ୍ତୁତି ଆରମ୍ଭ-RBI
ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦେଶର ବ୍ୟାଙ୍କିଂ ବ୍ୟବସ୍ଥାରେ ପ୍ରମୁଖ ସଂସ୍କାର ପାଇଁ ପ୍ରସ୍ତୁତି ଆରମ୍ଭ କରିଛି।RBI କହିଛି ଯେ ଯଦି କୌଣସି ଗ୍ରାହକଙ୍କ ଆକାଉଣ୍ଟ ସାଇବର ଠକେଇର ଶିକାର ହୁଏ ଏବଂ ସେମାନେ ତିନି ଦିନ ମଧ୍ୟରେ ବ୍ୟାଙ୍କକୁ ରିପୋର୍ଟ କରନ୍ତି, ତେବେ ସେମାନଙ୍କର ଦାୟିତ୍ୱ!-->…
କଟକ ଶିଖରପୁର ଅଞ୍ଚଳରେ ଥିବା ଏକ ହୋଟେଲରେ ପୁଲିସର ଚଢାଉ
ସକାଳୁ ସକାଳୁ କଟକ ଶିଖରପୁର ଅଞ୍ଚଳରେ ଥିବା ଏକ ହୋଟେଲରେ ପୁଲିସର ଚଢାଉ । ୧୦ରୁ ଅଧିକ ଲୋକଙ୍କୁ ଅଟକ ରଖି ପଚରାଉଚରା ଜାରି । ସମସ୍ତ ଅଟକ ପଶ୍ଚିମବଙ୍ଗର । କାହିଁକି ଏଠାକୁ ଆସିଥିଲେ, ଏତେ ସଂଖ୍ୟାରେ ଆସିବା ପଛରେ ରହସ୍ୟ କଣ, ତଦନ୍ତ ଚାଲିଛି । ଅଟକ ବ୍ୟକ୍ତି ବଡ ଧରଣର ସାଇବର ଠକେଇ ଯୋଜନା!-->…
ଛୋଟ କଣ୍ଟେଣ୍ଟ କ୍ରିଏଟର୍ଙ୍କୁ ଇନଷ୍ଟାଗ୍ରାମର ବଡ଼ ଝଟ୍କା,ବଦଳିଲା ଲାଇଭ୍ ଫିଚର ନିୟମ
ଛୋଟ କଣ୍ଟେଣ୍ଟ କ୍ରିଏଟର୍ଙ୍କୁ ଇନଷ୍ଟାଗ୍ରାମର ବଡ଼ ଝଟ୍କା। ଲାଇଭ୍ ଫିଚର ବଦଳାଇଲା ମେଟା। ଲାଗୁ ହେଲା ନୂଆ ନିୟମ। ଲାଇଭ୍ରେ ଆସି ଏବେ ଆଉ ମନ ଇଚ୍ଛା ଗପି ପାରିବେନି କ୍ରିଏଟର୍। ଲାଇଭ୍ ଯିବା ପାଇଁ ହେଲେ ମାନିବାକୁ ପଡ଼ିବ ଏହି ନିୟମ।ଇନଷ୍ଟାଗ୍ରାମରେ ପୂର୍ବରୁ ଯେକୌଣସି ୟୁଜର ଲାଇଭ୍ ଯିବାର!-->…
ଦୁର୍ଗାପୁର ଗଣଦୁଷ୍କର୍ମ ମାମଲା: ଆସନ୍ତାକାଲି ଟିଆଇ ପରେଡ୍
ପଶ୍ଚିମବଙ୍ଗ ଦୁର୍ଗାପୁରରେ ଘଟିଥିବା ଓଡ଼ିଆ ଡାକ୍ତରୀ ଛାତ୍ରୀ ଗଣଦୁଷ୍କର୍ମ ଘଟଣାର ଟିଆଇ ପରେଡ ଆସନ୍ତାକାଲି କରାଯିବ । ଜେଲ୍ରେ ସମସ୍ତ ୬ ଅଭିଯୁକ୍ତଙ୍କୁ ନେଇ ଟିଆଇ ପରେଡ କରିବାକୁ ସ୍ଥାନୀୟ ଏସ୍ଡିଜେଏମ୍ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।ସେମାନଙ୍କୁ ଅକ୍ଟୋବର ୨୭ ତାରିଖରେ ପୁଣି ଥରେ!-->…
ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ପାସ୍ ଫେଲ୍ ପାଇଁ ପକ୍ରିୟା ଆରମ୍ଭ
ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ପାସ୍ ଫେଲ୍ ବ୍ୟବସ୍ଥା | ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବାର୍ଷିକ ପରୀକ୍ଷାର ମୂଲ୍ୟାୟନ କରାଯିବ। ଜିଲ୍ଲାସ୍ତରରେ ପ୍ରଶ୍ନପତ୍ର ଛପାଯିବା ସହ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ତାହାକୁ ରଖାଯିବ ଏବଂ ପରୀକ୍ଷା ଦିନ ସକାଳେ ବିଦ୍ୟାଳୟରେ ପ୍ରଶ୍ନପତ୍ର!-->…
ସୁନା ମୂଲ୍ୟରେ ଆହୁରି ହ୍ରାସ ହୋଇପାରେ
ସୁନା ଦାମ ଆକାଶ ଛୁଆଁ ହେବା ପରେ ଦର ଖସିବାରେ ଲାଗିଛି । କେବଳ ସୁନା ନୁହେଁ, ରୁପା ଦର ମଧ୍ୟ ଖସିଛି । ଜିଓ ପଲିଟିକାଲ୍ ଏବଂ ବାଣିଜ୍ୟ ଉତ୍ତେଜନା ହ୍ରାସ, ପର୍ବପର୍ବାଣୀରେ ଚାହିଦା ହ୍ରାସ ଏବଂ ନିବେଶକଙ୍କ ଦ୍ୱାରା ଲାଭ ବୁକିଂ ଯୋଗୁ ସୁନା ମୂଲ୍ୟରେ ଆଖିଦୃଶିଆ ହ୍ରାସ ଘଟିଛି।। ୫ ଦିନରେ!-->…
ଅବପାତ ନୁହେଁ ଦୁର୍ବଳ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ସୁଦୃଶ୍ୟ ଲଘୁଚାପ
ଅବପାତରେ ପରିଣତ ହେବନି ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ । ଆଜି ସୁଦ୍ଧା ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ପୂର୍ବରୁ ଏହା ଅବପାତରେ ପରିଣତ ହେବା ନେଇ ପୂର୍ବାନୁମାନ କରିଥିଲା ପାଣିପାଗ ବିଭାଗ । ତେବେ ଆସନ୍ତା 12 ଘଣ୍ଟା!-->…
ପରମ୍ପରାର ଊର୍ଦ୍ଧ୍ୱକୁ ଯାଇ ବୈଦିକ ମନ୍ତ୍ର ଉଚ୍ଚାରଣ ସହ ଝିଅ କରିଲେ ହୋମଯଜ୍ଞ
କେରଳ କାସରଗୋଡର ଅସୀମା ଅଗ୍ନିହୋତ୍ରୀ । ପରମ୍ପରାର ଊର୍ଦ୍ଧ୍ୱକୁ ଯାଇ ସେ ବୈଦିକ ମନ୍ତ୍ର ଉଚ୍ଚାରଣ କରି ମହାଗଣପତି ହୋମ କରୁଛନ୍ତି । କେରଳରେ ପାରମ୍ପରିକ ଭାବେ ଏହି କାମ ପୁରୁଷମାନେ କରି ଆସୁଥିଲେ । ସତ୍ୟ ନାରାୟଣ ଏବଂ ରଞ୍ଜିତା କୁମାରୀଙ୍କ ଝିଅ ଅସୀମା ପ୍ରଥମ କରି ବୈଦିକ ମନ୍ତ୍ର ଉଚ୍ଚାରଣ!-->…
ଫୋନରେ ରିଲ୍ ତିଆରି କରୁଥିବା ସମୟରେ ଦ୍ରୁତଗାମୀ ଟ୍ରେନ୍ ଧକ୍କାରେ ଜଣେ ୧୫ ବର୍ଷୀୟ ବାଳକର ମୃତ୍ୟୁ
ମଙ୍ଗଳବାର ଦିନ ପୁରୀର ଜନକଦେଇପୁର ରେଳ ଷ୍ଟେସନ ନିକଟରେ ଦ୍ରୁତଗାମୀ ଟ୍ରେନ୍ ଧକ୍କାରେ ଜଣେ ୧୫ ବର୍ଷୀୟ ବାଳକର ମୃତ୍ୟୁ ହୋଇଛି। ଯିଏ ମୋବାଇଲ ଫୋନରେ ରିଲ୍ ତିଆରି କରୁଥିବା ସମୟରେ ପ୍ରାଣ ହରାଇଛି। ସୂଚନାମୁତାବକ, ମୃତକ ନାବାଳକ ପୁରୀ ମଙ୍ଗଳାଘାଟର ବୋଲି କୁହାଯାଉଛି। ତାଙ୍କ ନାଁ ବିଶ୍ବଜିତ!-->…