Browsing Category
ଆଜିର ଖବର
ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା
ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଲେ ନିର୍ବାଚନ କମିସନ । ଓଡ଼ିଶ ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀମାନଙ୍କୁ ନିର୍ବାଚନ କମିସନ ଚିଠି ଲେଖିଛନ୍ତି । ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ଟି ଆସନ,!-->…
ଗ୍ରିନ୍ଲାଣ୍ଡ ଅଧିଗ୍ରହଣ ପାଇଁ ତୁରନ୍ତ ଆଲୋଚନା ଆବଶ୍ୟକ ,ଆମେ ବଳ ପ୍ରୟୋଗ କରିବାକୁ ଚାହୁଁନୁ-ଟ୍ରମ୍ପ
ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମର ବାର୍ଷିକ ବୈଠକରେ କଠୋର ସ୍ବରରେ ଭାଷଣ ଦେଇଛନ୍ତି । ସେ କହିଛନ୍ତି, ଗ୍ରିନ୍ଲାଣ୍ଡ ଅଧିଗ୍ରହଣ ପାଇଁ ତୁରନ୍ତ ଆଲୋଚନା ଆବଶ୍ୟକ । କିନ୍ତୁ କହିଥିଲେ ଯେ ଆମେରିକା ପାଖରେ ଶକ୍ତି ଥିଲେ ମଧ୍ୟ!-->…
ଆସନ୍ତା ୨ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି
ଆସନ୍ତା ୨ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି । ୫ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଫେବୃଆରୀ ୨ ତାରିଖରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨ରେ ଭୁବନେଶ୍ୱରରେ ପହଞ୍ଚି ରାତ୍ରୀ ଯାପନ କରିବେ ରାଷ୍ଟ୍ରପତି। ୩!-->…
ରାଜ୍ୟରେ ବ୍ୟାନ୍ ହେଲା ଗୁଟଖା, ପାନ ମସଲା
ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସାଧାରଣ ଜନସ୍ୱାସ୍ଥ୍ୟର ସୁରକ୍ଷା ଦୃଷ୍ଟିକୋଣରୁ ରାଜ୍ୟ ସରକାର ଓଡ଼ିଶାରେ ଗୁଟଖା, ପାନ ମସଲା, ଜର୍ଦ୍ଦା, ଖଇନି ଓ ତମ୍ବାକୁ କିମ୍ବା ନିକୋଟିନ୍ ଯୁକ୍ତ ସମସ୍ତ ପ୍ରକାରର ଖାଦ୍ୟ ପଦାର୍ଥର ଉତ୍ପାଦନ, ପ୍ରସ୍ତୁତି, ପ୍ୟାକେଜିଂ, ସଞ୍ଚୟ, ପରିବହନ, ବଣିଜ୍ୟ!-->…
ଶ୍ରୀମନ୍ଦିରକୁ ବୋମା ଧମକ ଘଟଣା, ଧରାପଡ଼ିଲା ଅଭିଯୁକ୍ତ
ପ୍ରେମରେ ବିଫଳ ହେବା ପରେ ବାଛିଥିଲେ ଭୁଲ୍ ବାଟ। ମହିଳାଙ୍କ ନାଁରେ ଫେକ୍ ଆଇଡି ଖୋଲି କରିଥିଲେ ପୋଷ୍ଟ। ଅଭିଯୁକ୍ତ ପ୍ରତୀକ ମିଶ୍ରକୁ ବାନ୍ଧିଲା ସିଂହଦ୍ୱାର ଥାନା ପୋଲିସ । ପ୍ରେମରେ ବିଫଳ ହେବା ପରେ ପ୍ରେମିକାକୁ ବଦନାମ କରିବାକୁ କରିଥିଲା ଷଡ଼ଯନ୍ତ୍ର । ସଂପୃକ୍ତ ବ୍ୟକ୍ତି!-->…
ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା
ଅପେକ୍ଷାର ଅନ୍ତ ଘଟିବ। ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା। ତେବେ ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ମହିଳାମାନେ ଏହି ଅର୍ଥ ପାଇବେ ବୋଲି ସୂଚନା ଦେଇଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।ବିଭାଗ ପକ୍ଷରୁ ଏ ସମ୍ବନ୍ଧିତ କାର୍ଯ୍ୟକ୍ରମ ପୂର୍ବାହ୍ନ ସାଢେ ୧୦ଟାରେ!-->…
୧୪ ରୁ ୧୮ ବର୍ଷ ବୟସ୍କ ପିଲାମାନଙ୍କ ପାଇଁ ନାମଲେଖା ଏବଂ ପରୀକ୍ଷା ଫି ଛାଡ଼
୧୪ରୁ ୧୮ ବର୍ଷ ବୟସର ଯେଉଁ ଛାତ୍ର ଛାତ୍ରୀମାନେ ଡ୍ରପ୍ ଆଉଟ୍ ହୋଇଥିବେ ସେମାନଙ୍କ ପାଇଁ ପ୍ରବେଶ ଏବଂ ପରୀକ୍ଷା ଫି ଛାଡ଼ କରିବାକୁ ସରକାର ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି। ‘ରାଜ୍ୟ ମୁକ୍ତ ବିଦ୍ୟାଳୟ ଶିକ୍ଷା ସଂସ୍ଥାନ’ରେ ନାମ ଲେଖାଉଥିବା ଛାତ୍ରଛାତ୍ରୀମାନେ ଏହି ସୁବିଧା ପାଇପାରିବେ।!-->…
ଅରବିନ୍ଦଙ୍କ ନିଲମ୍ବନ: ମୁହଁ ଖୋଲିଲେ ନବୀନ
ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ କରାଯାଇଛି ତାହାର କାରଣ କହିଛନ୍ତି । ନାଁ ନନେଇ ସେ ସିଧା ନିଶାନା କରିଛନ୍ତି ।ନବୀନ କହିଛନ୍ତି ଯେ ମୁଁ ଜଣଙ୍କୁ ବିଶ୍ବାସ କରି ସୁଯୋଗ!-->…
କିଶୋର ଚନ୍ଦ୍ର ନୋଡାଲ ବିଦ୍ୟାପୀଠରେ ପିଏମ ଶ୍ରୀ ବିଦ୍ୟାଳୟ ରେ “ପିଏମ ଶ୍ରୀ” ଉତ୍ସବ
ଗଣିଆ (ବିଶ୍ୱରଂଜନ ସେଠି) ଗଣିଆସ୍ଥିତ ପିଏମ ଶ୍ରୀ କିଶୋର ଚନ୍ଦ୍ର ନୋଡାଲ ବିଦ୍ୟାଳୟ ପରିସରରେ ବୁଧବାର ଦିନ ପିଏମ ଶ୍ରୀ ଉତ୍ସବ ମହାସମାରୋହରେ ପାଳନ କରାଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରି ନିହାରବାଳା ରାଉତଙ୍କ ସଭାପତିତ୍ୱରେ ଉତ୍ସବ ଆରମ୍ଭ ହୋଇଥିଲା । ମୁଖ୍ୟ ଅତିଥି ଭାବେ ଗଣିଆ!-->…
ଆଇସିସି ଦିନିକିଆ ବ୍ୟାଟର ରାଙ୍କିଂ : ଦ୍ବିତୀୟ ସ୍ଥାନକୁ ଖସିଲେ ବିରାଟ
ଆଇସିସି ଦିନିକିଆ ବ୍ୟାଟର ରାଙ୍କିଂରେ ଶୀର୍ଷ ସ୍ଥାନରୁ ଖସିଲେ ବିରାଟ କୋହଲି । ଭାରତ ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜି ୧-୨ରେ ହାରିବା ପରେ ରାଙ୍କିଂରେ ଏହି ପରିବର୍ତ୍ତନ ହୋଇଛି । ନ୍ୟୁଜିଲାଣ୍ଡ ବ୍ୟାଟର ଡାରିଲ ମିଚେଲ୍ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ନିକଟରେ ଶେଷ ହୋଇଥିବା!-->…
ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି ଦେଲେ ହାଇକୋର୍ଟ
ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ଅଦାଲତ ତାଙ୍କୁ ଗର୍ଭପାତ ଏବଂ ଭ୍ରୂଣର ଡିଏନଏ (DNA) ପରୀକ୍ଷା ପାଇଁ ଅନୁମତି ପ୍ରଦାନ କରିଛନ୍ତି!-->…
୨୦୩୦-୩୧ ପର୍ଯ୍ୟନ୍ତ ଅଟଳ ପେନସନ ଯୋଜନାର ଅବଧି ବୃଦ୍ଧି ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି
୨୦୩୦-୩୧ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ଅଟଳ ପେନସନ ଯୋଜନା (ଏପିୱାଇ)କୁ ଜାରି ରଖାଯିବ । ଏହି ଯୋଜନାର ପ୍ରଚାରପ୍ରସାର ଓ ବିକାଶମୂଳକ କାର୍ଯ୍ୟକଳାପ ପାଇଁ ପାଣ୍ଠି ସହାୟତାର ସମ୍ପ୍ରସାରଣ କରାଯିବା ସହିତ ନିଅଣ୍ଟ ଭରଣା ଲାଗି ମଧ୍ୟ ପାଣ୍ଠି ଯୋଗାଇ ଦିଆଯିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ!-->…