Browsing Category
ଆଜିର ଖବର
ଚୌଦ୍ୱାର ଜେଲରେ ଅଧିକ୍ଷକ ଏବଂ ପୂର୍ବତନ ଜେଲର କଳି ମାମଲାରେ ଉଭୟଙ୍କୁ କାରଣ ଦର୍ଶାଅ ନୋଟିସ ଜାରି
ବଢୁଛି ଚୌଦ୍ବାର ଜେଲ କଳି । ଚୌଦ୍ଵାର ମଣ୍ଡଳ କାରାଗାରରୁ କଏଦୀ ଫେରାର ଘଟଣାକୁ ନେଇ ଥାନାରେ ଦୁଇ ଅଧିକାରୀଙ୍କ ଏତଲା ବିବାଦ ନେଇ ତଦନ୍ତ ଆରମ୍ଭ କରିଛି ପୋଲିସ । ଗଣମାଧ୍ୟମରେ ଖବର ଆସିବା ପରେ ଉଭୟଙ୍କୁ ମଗାଯାଇଛି କାରଣ ଦର୍ଶାଅ ନୋଟିସ । ଘଟଣା ଉପରେ ଗୃହ ବିଭାଗ ଉଦବେଗ ପ୍ରକାଶ କରିବା ସହ!-->…
ରାଜଧାନୀରେ ପୁଣି ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ
ରାଜଧାନୀରେ ପୁଣି ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଲକ୍ଷ୍ମୀସାଗର ବୃଦ୍ଧ ନଗର ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ ବାପିନ ସାବତଙ୍କୁ ଗିରଫ କରିଛି ପୋଲିସ । ତେବେ ପୋଲିସ ତଦନ୍ତରୁ ଜଣାପଡିଛି ଯେ ଅଭିଯୁକ୍ତ ଏବଂ ପୀଡିତା ଦୁହେଁ ବୁଦ୍ଧନଗର ଅଞ୍ଚଳରେ!-->…
ହଟିବ ଡିଜେଲ ଚାଳିତ ଆମ୍ ବସ
ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍ ବସ୍’ ହଟେଇବାକୁ ସରକାର ନିଷ୍ପତ୍ତି ନେଇଥିବା ମନ୍ତ୍ରୀ କହିଛନ୍ତି।ବର୍ତ୍ତମାନ ଯେତେ ସବୁ ଡିଜେଲ ଚାଳିତ ବସ୍ ରହିଛି ତାକୁ ଧୀରେ ଧୀରେ ସ୍କାର୍ପ କରାଯିବା ସହ ଇଭି!-->…
ବୋମା ଧମକ ପରେ ଆକ୍ସନମୋଡ଼ରେ ପ୍ରଶାସନ
ଶ୍ରୀମନ୍ଦିରକୁ ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ୍ ମାମଲାରେ ଜଣକୁ ଅଟକ ରଖିଛି ପୁଲିସ । ଜୁଲି ରାଣୀ ପଣ୍ଡା ନାମକ ଏକ ଫେସବୁକ ଆଇଡିରେ ଶ୍ରୀମନ୍ଦିର ସମେତ ପୁରୀ ଗ୍ରାଣ୍ଡ ସେଣ୍ଟର ଓ ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କୁ ଧମକପୂର୍ଣ୍ଣ ମେସେଜ୍ ଦିଆଯାଇଥିଲା ।ବୋମା ଧମକ ପରେ ପୁରୀରେ!-->…
ପ୍ରୟାଗରାଜରେ ବାୟୁସେନାର ପ୍ରଶିକ୍ଷଣ ବିମାନ ଦୁର୍ଘଟଣାଗ୍ରସ୍ତ: ପୋଖରୀରେ ପଡ଼ିଲା ବିମାନ
ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା ଏକ ପୋଖରୀରେ ପଡ଼ିଯାଇଥିଲା। କେପି କଲେଜ ପଛରେ ଏହି ଦୁର୍ଘଟଣା ଘଟିଥିଲା।ସ୍ଥାନୀୟ ଲୋକ ଘଟଣା ବିଷୟରେ ପୋଲିସ ଓ ପ୍ରଶାସନକୁ ସୂଚନା ଦେଇଥିଲେ ।!-->…
ଦେଢ ଶହ ଲୋକ ଥିବା ଗାଁକୁ ହେବ ରାସ୍ତା: ପଞ୍ଚାୟତିରାଜ ମନ୍ତ୍ରୀ
ଦେଢ ଶହ ଜନସଂଖ୍ୟା ଥିବା ଗାଁକୁ ହେବ ରାସ୍ତା। ୨୦୨୭ ସୁଦ୍ଧା ୭୫ ହଜାରରୁ ଉର୍ଦ୍ଧ୍ଵ ଗ୍ରାମ୍ୟ ରାସ୍ତା ନିର୍ମାଣ କରିବାକୁ ସରକାରଙ୍କ ଲକ୍ଷ୍ୟ।ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ । ମନ୍ତ୍ରୀ କହିଛନ୍ତି ଯେ ଆସନ୍ତା ୩ ମାସରେ ଶତ ପ୍ରତିଶତ ବଜେଟ ଖର୍ଚ୍ଚ କରାଯିବ!-->…
ଜୁନ୍ ସୁଦ୍ଧା ୨୪ ନୂଆ NAC ଓ ପୌର ନିର୍ବାଚନ
ଆସନ୍ତା ଜୁନ୍ ମାସରେ ରାଜ୍ୟ ଦେଖିବ ପୌର ନିର୍ବାଚନ। ନୂତନ ଘୋଷିତ ପୌରାଞ୍ଚଳରେ ଏହି ନିର୍ବାଚନ କରାଯିବ।ପୌରାଞ୍ଚଳ ଘୋଷଣାର ୬ମାସ ଭିତରେ ନିର୍ବାଚନ ପ୍ରକ୍ରିୟା ଶେଷ ହେବା କଥା । ଗତ ଡିସେମ୍ବର ମାସରେ ରାଜ୍ୟସରକାର ୨୪ଟି ନୂଆ NAC ଓ ପୌରପାଳିକା ଲାଗି ବିଜ୍ଞପ୍ତି ପ୍ରକାଶ କରିଛନ୍ତି ।!-->…
ମାର୍ଚ୍ଚରୁ ଭୁବନେଶ୍ବରରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ବନ୍ଦ
ମାର୍ଚ୍ଚରୁ ଭୁବନେଶ୍ବରରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ବନ୍ଦ । ପ୍ରଭାବିତ ହେବେ ୪୦ ହଜାର ଓଡ଼ିଆ । ଭୁବନେଶ୍ବର ଆବୁଧାବି ସିଧାସଳଖ ବିମାନ ସେବା ଗତ ଡିସେମ୍ବରରୁ ବନ୍ଦ ହୋଇଯାଇଛି । ତେବେ ୧ ମାସ ପରେ ଭୁବନେଶ୍ବର ବିମାନ ବନ୍ଦରରୁ ଆଉ ୨ଟି ପ୍ରମୁଖ ଆନ୍ତର୍ଜାତୀୟ ବିମାନ ସେବା!-->…
ଭିତରକନିକାରେ ବଢିଲା ବିଦେଶୀ ପକ୍ଷୀ ସଂଖ୍ୟା,୧ ଲକ୍ଷ ୫୨ ହଜାର ୭୬୨କୁ ବୃଦ୍ଧି
ଭିତରକନିକା ଜାତୀୟ ଉଦ୍ୟାନରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଚଳିତ ମାସ ୧୮ ତାରିଖ ଦିନ ବନ ବିଭାଗ ପକ୍ଷରୁ ହୋଇଥିବା ଗଣନା ରିପୋର୍ଟରୁ ଏହା ଜଣାପଡିଛି। ଗତବର୍ଷ ଭିତରକନିକାରେ ୧ ଲକ୍ଷ ୫୧ ହଜାର ୬୧୪ଟି ପକ୍ଷୀ ଭିଡ଼ ଜମାଇଥିବା ବେଳେ ଚଳିତବର୍ଷ ଭିତରକନିକାକୁ ୧ ଲକ୍ଷ ୫୨ ହଜାର!-->…
ତାତିଲାଣି ଦିନ, ରାତିରେ କମ୍ ଥଣ୍ଡା; ୧୯ ସ୍ଥାନରେ ୩୦ ଡିଗ୍ରୀ ପାର୍
ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି ହୋଇଛି। ମଙ୍ଗଳବାର ୧୯ଟି ସ୍ଥାନରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରୀ ଉପରେ ଥିଲା । ସେଥିରୁ ୮ଟି ସହରରେ ପାରଦ ୩୧ ଡିଗ୍ରୀ ଅତିକ୍ରମ!-->…
ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ
ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ । ବଡସିଂହାର ନୀତିରେ ପଦ୍ମବେଶରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ । ଶ୍ରୀଜୀଉଙ୍କ ବିଭିନ୍ନ ଚିତାକର୍ଷକ ବେଶ ମଧ୍ୟରୁ ପଦ୍ମବେଶ ଅନନ୍ୟ । ପରମ୍ପରା ମୁତାବକ ମାଘ ମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ବସନ୍ତପଞ୍ଚମୀ ମଧ୍ୟରେ ଯେଉଁ!-->…
୨୭ ବର୍ଷ କାମ କରିବା ପରେ NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ
ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA ଏହା ଘୋଷଣା କରି କହିଛି, ତାଙ୍କର ଅବସର ଡିସେମ୍ବର ୨୭, ୨୦୨୫ରେ, ଗତ ଖ୍ରୀଷ୍ଟମାସ ପରେ ଲାଗୁ ହୋଇଥିଲା। ମହାକାଶ ଷ୍ଟେସନରେ ତାଙ୍କ ନେତୃତ୍ୱରେ ଗବେଷଣା!-->…