Browsing Category

ଆଜିର ଖବର

ନବରାତ୍ରିର ପଞ୍ଚମ ଦିନରେ ମା’ ସ୍କନ୍ଦମାତାଙ୍କୁ ପୂଜା

ନବରାତ୍ରିର ପ୍ରତ୍ୟେକ ଦିନ ଦେବୀ ମାତାଙ୍କ ପୂଜା ପାଇଁ ଉତ୍ସର୍ଗୀକୃତ, କିନ୍ତୁ ପ୍ରତ୍ୟେକ ଦିନ ଦେବୀଙ୍କ ଏକ ଭିନ୍ନ ରୂପକୁ ପୂଜା କରାଯାଏ। ତେଣୁ, ନବରାତ୍ରିର ପଞ୍ଚମ ଦିନରେ ପୂଜା ପାଉଥିବା ଦେବୀ ଦୁର୍ଗାଙ୍କ ରୂପ ହେଉଛି ସ୍କନ୍ଦମାତା। ଦେବୀଙ୍କ ଏହି ରୂପ ମାତୃତ୍ୱ, ଜ୍ଞାନ ଏବଂ ଶକ୍ତିର

ସାର ପାଇଁ ରାତି ୩ରୁ ଲମ୍ବା ଧାଡି, ହୋ ହାଲ୍ଲା ଗଣ୍ଡଗୋଳ

କୋଣାର୍କ:-26/09/2 ଚାଷ ତର ତର, ବଣିଜ ମଠ । ଧାନ ରୁଆ ପରେ ସମୟ ଗଡି ଯାଉଥିବା ବେଳେ ସାର ଅଭାବ ଏହି ଢଗକୁ ଏବେ ପ୍ରାସଙ୍ଗିକ କରିଛି। ପୁରୀ ଜିଲ୍ଲା ଅସ୍ତରଙ୍ଗ,କାକଟପୁର ଗୋପ ବ୍ଲକ ଅଂଚଳରେ ଏବେ ସାର ସଙ୍କଟ ଉତ୍କଟ ରୂପ ନେଇଛି। ବଜାରରୁ ସାର ଯୋଗାଣ ବନ୍ଦ କରାଯାଇଥିବାରୁ ବଜାରରେ ସାର ନାହିଁ।

ପୁଣି ନୂଆ ଶୁଳ୍କ ଘୋଷଣା- ଔଷଧ କ୍ଷେତ୍ର ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଶୁଳ୍କ ସମ୍ପର୍କିତ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଔଷଧ କ୍ଷେତ୍ର ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିଛନ୍ତି। ଟ୍ରମ୍ପଙ୍କର ଏହି ‌ନିଷ୍ପତ୍ତି ଯୋଗୁଁ ଔଷଧଗୁଡ଼ିକ ଏବେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ ହୋଇଯିବ। ଆମେରିକା ରାଷ୍ଟ୍ରପତିଙ୍କ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ଆଶଙ୍କା

ବଙ୍ଗୋପସାରଗରେ ଲଘୁଚାପ ସୃଷ୍ଟି ହୋଇସାରିଛି।୨୭ ତାରିଖ ସକାଳେ ଦକ୍ଷିଣ ଓଡିଶା,ଉତ୍ତର ଆନ୍ଦ୍ର ଉପକୂଳ ଅତିକ୍ରମ କରିବ ଅଵପାତ । ପରିଣାମରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଅତିପ୍ରବଳ ବର୍ଷା ସହ ଦକ୍ଷିଣ ଓଡ଼ିଶା ଅନ୍ତର୍ଗତ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା

୨୭ ରୁ ଦୁର୍ଗାପୂଜା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ୍ କଟକଣା ଜାରି

କମିଶନରେଟ୍ ପୋଲିସ ଗୁରୁବାର ଦିନ ଭୁବନେଶ୍ୱରରେ ଦୁର୍ଗାପୂଜା ଉତ୍ସବ ପାଳନ ପାଇଁ ଟ୍ରାଫିକ୍ କଟକଣା ଜାରି କରିଛି । ଟ୍ରାଫିକ୍ କଟକଣା ସେପ୍ଟେମ୍ବର ୨୭ ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଜାରି ରହିବ।ଭୁବନେଶ୍ୱରରେ ସେପ୍ଟେମ୍ବର ୨୮ ରୁ ଅକ୍ଟୋବର ୦୨ ତାରିଖ ପର୍ଯ୍ୟନ୍ତ ଦୁର୍ଗାପୂଜା ଉତ୍ସବ ପାଳନ

ଲଘୁଚାପ ପ୍ରଭାବରେ ଅନେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା 

ଯୋଡ଼ା ଲଘୁଚାପ ପାଇଁ ରାଜ୍ୟର ବିଭିନ୍ନ ଜିଲା​‌ରେ ବର୍ଷା ଜାରି ରହିଛି। ଗୋଟିଏ ଲଘୁଚାପ ଉତ୍ତର ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଥିବାରୁ ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ନବରଙ୍ଗପୁର ଏବଂ ବଲାଙ୍ଗିର ଜିଲାର ବିଭିନ୍ନ ଅଞ୍ଚଳରେ

କାଲିଠାରୁ ବାଲିଯାତ୍ରା ପ୍ଲଟ ଆବେଦନ

ଐତିହାସିକ କଟକ ବାଲିଯାତ୍ରା ୨୦୨୫ ପାଇଁ ଆସନ୍ତାକାଲି ଠାରୁ ଷ୍ଟଲ ବୁକିଂ କରି ପାରିବେ ବ୍ୟବସାୟୀ । ଚଳିତ ବର୍ଷ ନଭେମ୍ବର ୫ ରୁ ନଭେମ୍ବର ୧୨ ପର୍ଯ୍ୟନ୍ତ ଚାଲିବ କଟକ ବାଲିଯାତ୍ରା । ବାଲିଯାତ୍ରାରେ ସୁରୁଖୁରୁରେ ଷ୍ଟଲ ବଣ୍ଟନ ପାଇଁ ପ୍ରଶାସନ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି ।ଲୋକେ

ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସୁସ୍ଥ ନାରୀ ସଶକ୍ତ ପରିବାର କାର୍ଯ୍ୟକ୍ରମ

ଚନ୍ଦାହାଣ୍ଡି- ତା 25.09 (ନି:ପ୍ର)ଓଡ଼ିଶା ସରକାର ଙ୍କ ଦ୍ୱାରା ମା ମାନଙ୍କ ସୁସ୍ଥ ସ୍ୱାସ୍ଥ୍ୟ ଲକ୍ଷରେ ଆଜି ସମଗ୍ର ଓଡିଶାରେ ସୁସ୍ଥନାରୀ ସଶକ୍ତ ପରିବାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ସନ୍ତୋଷ କୁମାର ପଣ୍ଡାଙ୍କ ସଭାପତିତ୍ୱ ରେ ଆୟୋଜିତ

ଚର୍ଚ୍ଚାରେ ଓଡ଼ିଶାର ଆଉଜଣେ ସାରଥୀ: ଯୌନ ନିର୍ଯାତନା ଅଭିଯୋଗ ପରେ ଫେରାର

ଦିଲ୍ଲୀର ଡାର୍ଟି ଆଶ୍ରମ । ପାଠ ପଢାଇବା ଆଳରେ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେଉଥିଲେ ବାବା । ଦିଲ୍ଲୀର ବସନ୍ତ କୁଞ୍ଜ ଅଞ୍ଚଳରେ ଥିବା ଏକ ଆଶ୍ରମର ମୁଖ୍ୟ ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀଙ୍କ ବିରୋଧରେ ଆସିଛି ଏପରି ସାଂଘାତିକ ଅଭିଯୋଗ । ଜଣେ କି ଦୁଇ ଜଣ ନୁହେଁ ୧୭ ଜଣ ଛାତ୍ରୀ ଆଣିଛନ୍ତି

ଜଣେ ଶିକ୍ଷକ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିଜ ରକ୍ତରେ ଚିଠି ଲେଖି ପଠାଇଛନ୍ତି

ଉତ୍ତରାଖଣ୍ଡରେ ଗତ ଏକ ମାସ ଧରି ପଦୋନ୍ନତି, ସ୍ଥାନାନ୍ତର ଓ ପୁରୁଣା ପେନସନ ଯୋଜନା ସମେତ ପ୍ରାୟ 34ଟି ଦାବି ନେଇ ଶିକ୍ଷକମାନେ ରାଜ୍ୟବ୍ୟାପୀ ଆନ୍ଦୋଳନ କରିଆସୁଛନ୍ତି । ଆନ୍ଦୋଳନରତ ଥିବା, ରାଜ୍ୟ ଶିକ୍ଷକ ସଂଘର ପ୍ରାଦେଶିକ ସଦସ୍ୟ ତଥା ଉତ୍ତରାଖଣ୍ଡର ଚମ୍ପବଟି ଜିଲ୍ଲା ଗେଣ୍ଡାଖାଲିର ଟନକପୁର

ଧର୍ମେନ୍ଦ୍ର ଓ ବୈଜୟନ୍ତ ପଣ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ

ବିହାର ନିର୍ବାଚନ ତାରିଖ ଘୋଷଣା ହୋଇନି ସତ କିନ୍ତୁ ଏହା ପୂର୍ବରୁ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର କରିଛି ବିଜେପି । ଭାରତୀୟ ଜନତା ପାର୍ଟି ଗୁରୁବାର ଏକ ବଡ଼ ଘୋଷଣା କରିଛି। ଭାଜପା ବିହାର ଏବଂ ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ପ୍ରଭାରୀ ଘୋଷଣା କରିଛି। ଦଳ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ହୀରାକୁଦ ଡ୍ୟାମ୍‌ର ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ହୀରାକୁଦ ଡ୍ୟାମ୍‌ର ଆଉ ୪ ଗେଟ୍ ଖୋଲିଲା । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦରେ ଆଉ ୪ଟି ଗେଟ୍‌ ଖୋଲିଛି । ମୋଟ୍‌ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି ।୩ ଲକ୍ଷ ୬୦ ଜଳ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ଜଳ ସଂପଦ ବିଭାଗ ମୁଖ୍ୟ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢୀ କହିଛନ୍ତି ଯେ