Browsing Category
ଆଜିର ଖବର
ସୋସିଆଲ୍ ମିଡିଆରେ ଶ୍ରୀଜିଉଙ୍କ ଏଆଇ ଫଟୋ–ଭିଡିଓକୁ ନେଇ ଅସନ୍ତୋଷ
କୋଟି କୋଟି ଓଡ଼ିଆଙ୍କ ଭାବାବେଗ ସହ ଖେଳ। ସୋସିଆଲ୍ ମିଡିଆରେ ଘୁରିବୁଲୁଛି ଶ୍ରୀଜିଉଙ୍କ ଏଆଇ ଫଟୋ ଓ ଭିଡିଓ। ଏପରିକି ଏହି ସବୁ ଫଟୋ ଓ ଭିଡିଓରେ ପରମ୍ପରା ବିରୋଧୀ ଦୃଶ୍ୟ ସବୁ ସ୍ଥାନ ପାଇଛି। ଯାହାକୁ ନେଇ ଭକ୍ତଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି।ସୋସିଆଲ ମିଡିଆରେ ଭାଇରାଲ ହେଉଥିବା!-->…
ଭିତର କନିକାରେ ବଢ଼ିଲା କୁମ୍ଭୀରଙ୍କ ସଂଖ୍ୟା, ସଂଖ୍ୟା ୧୮୫୮କୁ ବୃଦ୍ଧି
ଚଳିତବର୍ଷ ଭିତରକନିକା ଜାତୀୟ ଉଦ୍ୟାନ ଓ ରାଜନଗର ବନଖଣ୍ଡରେ କୁମ୍ଭୀର ଗଣନା ଶେଷ ହୋଇଛି। ବନଖଣ୍ଡ ଅଧିକାରୀ ଭରଦରାଜ ଗାଓଁକର ଏନେଇ ସୂଚନା ଦେଇଛନ୍ତି । ସୂଚନା ଅନୁସାରେ ଭିତରକନିକାରେ ଚଳିତ ବର୍ଷ ୧୮୫୮ ଟି କୁମ୍ଭୀର ଥିବା ଜଣାପଡିଛି । ୨ ଫୁଟରୁ ଆରମ୍ଭ କରି ୮ ଫୁଟରୁ ଅଧିକ ପର୍ଯ୍ୟନ୍ତ!-->…
ଖଣ୍ଡଗିରି ଯାତ୍ରା: ଗାଡ଼ି ପାର୍କିଂ ପାଇଁ ଦର ଧାର୍ଯ୍ୟ
ଖଣ୍ଡଗିରି ଯାତ୍ରାରେ ଧାର୍ଯ୍ୟ ଦରରୁ ଅଧିକ ପାର୍କିଂ ଫି ଆଦାୟ କଲେ ବିଏମ୍ସି ଛାଟ ବାଜିବ । ଖଣ୍ଡଗିରି ମେଳା ପାଇଁ ବିଏମ୍ସି ପକ୍ଷରୁ ଏଥର ୫ଟି ସ୍ଥାନରେ ପାର୍କିଂ ପାଇଁ ସ୍ଥାନ ଚିହ୍ନଟ କରାଯାଇଛି । ରସୁଲଗଡ଼ ପଟୁ ଆସୁଥିବା ଗାଡ଼ି ଗୁଡ଼ିକ ପ୍ରାଚୀ ହୋଟେଲରୁ ଥାନା ପର୍ଯ୍ୟନ୍ତ ପାର୍କିଂ କରିବେ!-->…
ମାଡଗୋଳ କରି ୨ ଶିକ୍ଷୟିତ୍ରୀ ନିଲମ୍ବିତ
ଦୁଇ ଶିକ୍ଷୟିତ୍ରୀ ନିଲମ୍ବିତ । ସମ୍ୱଲପୁର ଜିଲ୍ଲା ବୁର୍ଲା କିର୍ବା ଉଚ୍ଚ ପ୍ରାଥମିକ ସ୍କୁଲରେ ଦୁଇ ଶିକ୍ଷୟିତ୍ରୀ ମଧ୍ଯରେ ଗଣ୍ଡଗୋଳ ଘଟଣାରେ ଦୁଇ ଶିକ୍ଷୟିତ୍ରୀ ନିଲମ୍ବିତ l ଶିକ୍ଷୟିତ୍ରୀ ଦୁଇ ଜଣ ହେଲେ କସ୍ତୁରୀ ଜେନା ଓ ଶର୍ମିଷ୍ଠା ପଲେଇ l ସୂଚନାଯାଗ୍ୟ, ଗତ!-->…
ବଦଳିବ ‘ଡିପିଆର’,ନୂଆ ରୂପରେ ଆସିବ ମେଟ୍ରୋ ରେଳ
ଖୁବ୍ଶୀଘ୍ର ମେଟ୍ରୋ ରେଳ ପ୍ରକଳ୍ପ ନୂତନ ରୂପରେ ଆସିବ ବୋଲି ନଗର ଉନ୍ନୟନ ବିଭାଗ ପକ୍ଷରୁ ଜଣାପଡ଼ିଛି।ବିଭାଗ ପକ୍ଷରୁ ପ୍ରସ୍ତୁତ ହେଉଥିବା ‘ଡିପିଆର୍’କୁ ନେଇ ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, ପୂର୍ବରୁ ଏହା କେବଳ ଭୁବନେଶ୍ୱର-କଟକ-ପୁରୀ ମଧ୍ୟରେ ଗଡ଼ିବ ବୋଲି ପ୍ରସ୍ତାବ ରହିଥିଲା। ପୂର୍ବ!-->…
‘ଆୟୁଷ୍ମାନ’ ଯୋଜନା ସମସ୍ୟାର ସମାଧାନ ଆସନ୍ତା ୩ ଦିନରେ ହେବ
‘ଆୟୁଷ୍ମାନ’ ଯୋଜନା ସମସ୍ୟାର ସମାଧାନ ଆସନ୍ତା ୩ ଦିନରେ ହେବ । ଏନେଇ ଆୟୁଷ୍ମାନ ଚିନ୍ତନ ଶିବିରରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି ।ସେ କହିଛନ୍ତି, ଯେଉଁ ହିତାଧିକାରୀଙ୍କର କାର୍ଡ ହୋଇନାହିଁ, ସେମାନେ ଆବେଦନ କରିପାରିବେ। ଡିଜିଟାଲ ମାଧ୍ୟମରେ ତଥ୍ୟ ଦେଖିପାରିବେ ଓ!-->…
କଟକ ସିଡିଏ- ୯ରେ ଫାଟିଲା ଗ୍ୟାସ୍ ପାଇପ୍
କଟକ ସିଡିଏ-୧୦ ପରିବା ମାର୍କେଟ ନିକଟରେ ଥିବା ଏକ ପାଇପ୍ ଫାଟି ଗ୍ୟାସ୍ ଲିକ୍ ହେଉଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ଗେଲର ଗାଡ଼ି ଆସି ଲିକକୁ ନିୟନ୍ତ୍ରଣ କରୁଥିବା ଜଣାପଡିଛି । ଜେସିବି ମାଟି ଖୋଳିବା ବେଳେ ପାଇପ ଫାଟିବାରୁ ଗ୍ୟାସ ଲିକ୍ । ତୁରନ୍ତ ପଦକ୍ଷେପ ଯୋଗୁଁ ବଡ ଅଘଟଣରୁ ଅଳ୍ପକେ!-->…
ଅକ୍ଟୋବର ଯାଇ ଜାନୁଆରି ଆସିଗଲା । ଆଜି ଦିଲ୍ଲୀର AQI ରହିଛି ୪୧୮-୬୬୫
ଚିନ୍ତାରେ ରାଜଧାନୀବାସୀ। ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ପବନରେ ବହୁଛି ବିଷ। ଅକ୍ଟୋବର ମାସରୁ ଆରମ୍ଭ ହୋଇଥିବା ଏହି 'ଗ୍ୟାସ୍ ଚାମ୍ବର' ସ୍ଥିତି ଜାନୁଆରୀ ମାସ ଶେଷ ହେବାକୁ ଆସିଲେ ମଧ୍ୟ ନିୟନ୍ତ୍ରଣକୁ ଆସୁନାହିଁ । ଜାନୁଆରୀ ୧୯ ଆଜି ସକାଳେ ଦିଲ୍ଲୀର ଅନେକ ଅଞ୍ଚଳରେ AQI ୪୧୮ ରୁ ୬୬୫!-->…
ରେକର୍ଡ ଭାଙ୍ଗିଲା ସୁନା, ଚାନ୍ଦି ବି ୩ ଲକ୍ଷ ଉପରେ
ସୁନା ଏବଂ ରୂପା ମୂଲ୍ୟ ହ୍ରାସ ସମ୍ପର୍କରେ ସମସ୍ତ ପୂର୍ବାନୁମାନ ଭୁଲ ପ୍ରମାଣିତ ହେଉଥିବା ପରି ମନେ ହେଉଛି। ରୁପା କିଲୋ ୩ ଲକ୍ଷ ଟପିଲା । ସୁନା ୨୪ କ୍ୟାରେଟ୍ ଦେଢ଼ ଲକ୍ଷ ମୁହାଁ । ଘରୋଇ ତଥା ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୁପା ଦରରେ ଅହେତୁକ ବୃଦ୍ଧି ଜାରି ରହିଛି। ଇତିହାସରେ ପ୍ରଥମ ଥର!-->…
ବେଆଇନ କାରବାର କଲେ ଘରେ ପହଞ୍ଚିବ ଇଡି: ବିଭୂତି ଭୂଷଣ ଜେନା
ରାଜ୍ୟରେ ବେଆଇନ ବାଲି, ପଥର କାରବାର ଓ ପରିବହନ କରୁଥିବା ମାଫିଆମାନଙ୍କୁ କଡା ଚେତାବନି ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଯେଉଁମାନେ ସରକାରୀ ରାଜସ୍ୱ ହରିଲୁଟ୍ କରି ‘ଦୁଇ ନମ୍ବର’ ବ୍ୟବସାୟ କରୁଛନ୍ତି, ସେମାନଙ୍କ ବିରୋଧରେ କେବଳ ପୋଲିସ ନୁହେଁ, ବରଂ ପ୍ରବର୍ତ୍ତନ!-->…
ଆସନ୍ତାକାଲିଠାରୁ ଚିଲିକାରେ ଆରମ୍ଭ ହେବ ଡଲଫିନ ଗଣନା
ଏସିଆର ବୃହତ୍ତମ ଲୁଣ ହ୍ରଦ ଚିଲିକାରେ ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଡ଼ଲଫିନ ିଗଣନା ହେବ। ଚିଲିକା ସଂଲଗ୍ନ ବାଲୁଗାଁ ଓ ସାତପଡା ଚାଲିବ ଡଲଫିନ ଗଣନା । ଡଲଫିନ ଗଣନା ପାଇଁ ଗଠନ ହେଲା ୧୮ଟି ଟିମ । GPS ଟ୍ରାକ୍ ରେ ବାଇନକୁଲାର୍ ଦ୍ୱାରା ଏହି ଗଣନା କରାଯିବ। ଜଣେ ବିଶେଷଜ୍ଞଙ୍କ ସହ ରହିବେ!-->…
ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା । ଆଜି କୋର୍ଟରେ ହାଜର ହେବେ ସମସ୍ତ ଅଭିଯୁକ୍ତ
ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା । ଗିରଫ ସମସ୍ତ ଅଭିଯୁକ୍ତଙ୍କୁ ଆଜି କୋର୍ଟରେ ହାଜର କରାଯିବ । ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, କର୍ପୋରେଟର ମଳୟ ବିଷୋୟୀ, ମଦନ ଦଳାଇ, ପୂର୍ବତନ ମେୟର ପିଣ୍ଟୁ ଦାଶ, ସୁନୀଲ ଅକୁମାର ହୋତା, ବିପିନ ସ୍ବାଇଁ, ସୀମାଞ୍ଚଳ ନାୟକ, ବିହାରୀ ସୁଟର କୁନ୍ଦନ!-->…