Browsing Category

ଆଜିର ଖବର

ଆଜି ଦେବ ଚିକିତ୍ସକ ଧନ୍ୱନ୍ତରୀଙ୍କ ଜୟନ୍ତୀ

ଆଜି ଦେବ ଚିକିତ୍ସକ ଧନ୍ୱନ୍ତରୀଙ୍କ ଜୟନ୍ତୀ। ଏହାକୁ ଧନତେରାସ୍ ଭାବେ ପାଳନ କରାଯାଏ। ଦୀପାବଳି ପୂର୍ବରୁ ଧନ୍ତନ୍ୱରୀଙ୍କ ଜୟନ୍ତୀ ପଡୁଥିବାରୁ ଏହି ଅବସରରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଏ। ଧନତେରାସକୁ ହିନ୍ଦୁ ପରମ୍ପରାରେ ଧନ, ସ୍ୱାସ୍ଥ୍ୟ ଓ ସମୃଦ୍ଧିର ପ୍ରତୀକ ବୋଲି ବିଚାର କରାଯାଏ ।

ଆଜି ଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଜାତୀୟ ଉଦ୍ୟାନ ଶିମିଳିପାଳ

ଖୋଲିଲା ଶିମିଳିପାଳ । ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଖୋଲିଛି । ଅଭୟାରଣ୍ୟକୁ ଦୁଇଟି ଗେଟ୍ ଦେଇ ପ୍ରବେଶ କରୁଛନ୍ତି ପର୍ଯ୍ୟଟକ । ପିଠାବଟା ଓ କାଳିଆଣି ଫାଟକ ଦେଇ ପ୍ରବେଶ କରୁଛନ୍ତି ପର୍ଯ୍ୟଟକ। ବ୍ୟାଘ୍ର ପ୍ରକଳ୍ପର ମଜା ନେବେ ପର୍ଯ୍ୟଟକ । ବ୍ୟାଘ୍ର ପ୍ରକଳ୍ପ ଭିତରେ ପଶିବାକୁ

ରାଜଧାନୀରେ ନାବାଳିକାଙ୍କୁ ଗଣଦୁଷ୍କର୍ମ !

ରାଜଧାନୀରେ ଲଜ୍ଜା । ଜଣେ ନାବାଳିକା ଗଣଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଛି । ତେବେ ପୀଡ଼ିତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା କରାଯାଉଛି । ପୁଲିସ ମାମଲା ରୁଜୁ କରି ସ୍ଥାନୀୟ ଅଞ୍ଚଳରେ ଲାଗିଥିବା ସିସି କ୍ୟାମେରା ଯାଞ୍ଚ କରୁଛି । ଖବର ଅନୁଯାୟୀ, ଶୁକ୍ରବାର ବିଳମ୍ବିତ

ଆଜିର ରାଶିଫଳ(୧୮ ଅକ୍ଟୋବର, ୨୦୨୫)

ମେଷଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ

ଅକ୍ଟୋବର ମାସକୁ ବାତ୍ୟା ମାସ କୁହାଯାଏ ! ତେବେ ଡରାଇଲାଣି ଲଘୁଚାପ

ଅକ୍ଟୋବର ମାସକୁ ବାତ୍ୟା ମାସ ବୋଲି କୁହାଯାଏ, ଏବଂ ଏବେ ବଙ୍ଗୋପସାଗରରେ ପୁଣି ଥରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଯେଉଁ ବାତ୍ୟାର ଭୟ ବଢ଼ିଛି । ଭାରତୀୟ ପାଣିପାଗ ବିଭାଗ (IMD)ର ଆକଳନ ଅନୁଯାୟୀ, ଆସନ୍ତା ୨୪ ତାରିଖ ଆଖପାଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ

ମୋଟରଯାନ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

ମୋଟରଯାନ ନିୟମ ନ ମାନିଲେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ। ନିୟମ ଉଲ୍ଲଂଘନକାରୀଙ୍କ ଯାନର ଆରସି(ପଞ୍ଜୀକରଣ ପ୍ରମାଣପତ୍ର) ରଦ୍ଦ କରାଯିବ। ବିଶେଷକରି ଅଭ୍ୟାସଗତ ଉଲ୍ଲଂଘନକାରୀଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏ ନେଇ ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ)ମାନଙ୍କୁ ପରିବହନ

ମଣ୍ଡସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ

ଗଣିଆ ,( ବିଶ୍ୱରଞ୍ଜନ ସେଠି) ଗଣିଆ ବ୍ଲକ ମଣ୍ଡଳ ଶିକ୍ଷାଅଧିକାରୀଙ୍କ କାଯ୍ୟାଳୟ ପରିସରରେ ଶୁକ୍ରବାର ମଣ୍ଡଲ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାଯ୍ୟ କ୍ରମ ଅନୁଷ୍ଠିତ ହୋଇଯାଇଅଛି। । ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ଅଂଶ ଗ୍ରହଣ କରିଥିଲେ ।ଛାତ୍ର ଛାତ୍ରୀ ମାନଙ୍କୁ ନେଇ ସିନିୟର୍, ଜୁନିଅର ଓ

ଓଡିଶାରେ ହେବ ୧୩୯ଟି ନୂତନ ସବ ରେଜିଷ୍ଟାରଅଫିସ

ଓଡିଶାରେ ହେବ ୧୩୯ଟି ନୂତନ ସବ ରେଜିଷ୍ଟାରଅଫିସ । ଜମି କିଣାବିକାରେ ଲୋକଙ୍କୁ ସୁବିଧା ମିଳିବ କହିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ୧୦୦୦ଟି ରାଜସ୍ୱ ଗାଁ ଘୋଷଣା ହେବାର ବ୍ୟବସ୍ଥା କରାଯାଉଛି ।କଟକ ଜିଲ୍ଲା ନିଶ୍ଚିନ୍ତକୋଇଲିରେ ଅନୁଷ୍ଠିତ ଏକ ସରକାରୀ କାର୍ଯ୍ୟକ୍ରମରେ ଏହା ଘୋଷଣା

ସୋମବାର ଦୀପାବଳି ଛୁଟି, ଘୋଷଣା ‌କଲେ ରାଜ୍ୟ ସରକାର

ଆସନ୍ତା ସୋମବାର (୨୦୨୫ ଅକ୍ଟୋବର ୨୦) ତାରିଖରେ ଓଡ଼ିଶାରେ ଦୀପାବଳି ଛୁଟି ହେବ। ଏନେଇ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ଦୀପାବଳି ପାଳନ ନେଇ ପୂର୍ବରୁ ମୁକ୍ତି ମଣ୍ଡପରେ ଘୋଷଣା ହୋଇଛି। ଶ୍ରୀମନ୍ଦିରରେ ଆସନ୍ତା ୨୦ ତାରିଖ ଦିନ ଦୀପାବଳି ଓ ପୟାଶ୍ରାଦ୍ଧ ଆୟୋଜନ ହେବ ବୋଲି ମଧ୍ୟ

ନାସିକରେ ପ୍ରଥମ ଥର ପାଇଁ ଉଡାଣ ଭରିଲା Tejas Mk-1A ଲଢ଼ୁଆ ବିମାନ

ଭାରତର ସ୍ବଦେଶୀ ଲଢୁଆ ବିମାନ ତେଜସ୍ ନାସିକ ହାଲ୍ କାରଖାନାରେ ନିର୍ମିତ ହୋଇଛି । Tejas Mk-1A ଲଢ଼ୁଆ ବିମାନର ଲୋକାର୍ପଣ ଏବଂ ଏହାର ସଫଳ ଉଡ଼ାଣ ହୋଇଛି । ଏହି କାର୍ଯ୍ୟକ୍ରମରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଯୋଗ ଦେଇଛନ୍ତି । ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭରଶୀଳତାର ଏହା ଏକ

ବିଜେଡି ଜାରି କଲା ୪୦ ଜଣିଆ ଷ୍ଟାର୍ ପ୍ରଚାରକ ତାଲିକା

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡିର ଷ୍ଟାର୍ ପ୍ରଚାରକ ତାଲିକା ଘୋଷଣା କରାଯାଇଛି । ବିଜୁ ଜନତା ଦଳର ୪୦ ଜଣିଆ ଷ୍ଟାର୍ ପ୍ରଚାରକ ତାଲିକା ପ୍ରକାଶ ପାଇଛି । ନୂଆପଡା ପ୍ରଚାର ମୈଦାନରେ ବିଜେଡିର ମଙ୍ଗ ଧରିବେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ । ତାଲିକାରେ ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ମିଶ୍ର,

୪୮ ଘଣ୍ଟା ମଧ୍ୟରେ ଆପରାଧିକ ତଥ୍ୟ ପ୍ରକାଶ କରନ୍ତୁ ପ୍ରାର୍ଥୀ: ନିର୍ବାଚନ କମିଶନର

ନଭେମ୍ବର ୧୧ରେ ନୂଆପଡ଼ା ଉପନିର୍ବାଚନ। ଏହି ପରିପ୍ରେକ୍ଷୀରେ ରାଜ୍ୟ ନିର୍ବାଚନ କମିଶନର (EC) ପ୍ରାର୍ଥୀଙ୍କୁ ଶୁକ୍ରବାର ଏକ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ୪୮ ଘଣ୍ଟା ମଧ୍ୟରେ ନିଜ ଆପରାଧିକ ତଥ୍ୟ ପ୍ରକାଶ କରିବାକୁ ପ୍ରାର୍ଥୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।ରାଜନୈତିକ ଦଳମାନେ ପ୍ରାର୍ଥୀ