Browsing Category
ଆଜିର ଖବର
ଡଙ୍କାରିସାହି ମା ଦକ୍ଷିଣକାଳୀ ଚ୍ୟାଲେଞ୍ଜ କପ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଫାଇନାଲରେ ଇନ୍ଦିପଟା କ୍ରିକେଟ କ୍ଲବ୍ ବନାମ…
ଗଣିଆ - (ବିଶ୍ୱରଂଜନ ସେଠି)ଗଣିଆ ବ୍ଲକସ୍ଥିତ ଡଙ୍କାରିସାହି ମା ଦକ୍ଷିଣକାଳୀ ଚ୍ୟାଲେଞ୍ଜ କପ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ସେମିଫାଇନାଲଖେଳ ଶନିବାର ଦିନ ଅନୁଷ୍ଠିତ ହୋଇଯାଇଛି । ସପ୍ତମ ଦିବସର ସେମି -ଫାଇନାଲ ମ୍ୟାଚ୍ରେ ପ୍ରଥମେ ରାଣୀଭୂଇଁ କ୍ରିକେଟ ଟିମ୍ ବନାମ ଇନ୍ଦିପଟ୍ଟା ମଧ୍ୟରେ!-->…
ଏଣିକି ଖୋଲାଖୋଲି ମୋବାଇଲ୍ ବ୍ୟବହାର କରିପାରିବେନି ସେବାୟତ
ଶ୍ରୀମନ୍ଦିରରେ ସେବାୟତଙ୍କ ଉପରେ ଲାଗିଲା ମୋବାଇଲ୍ କଟକଣା। ଏଣିକି ଖୋଲାଖୋଲି ମୋବାଇଲ୍ ବ୍ୟବହାର କରିପାରିବେନି ସେବାୟତ। କଥାବାର୍ତ୍ତା ପାଇଁ ଶ୍ରୀମନ୍ଦିର ଶାଖା କାର୍ଯ୍ୟାଳୟକୁ ଯାଇ ଫୋନ୍ ବ୍ୟବହାର କରିପାରିବେ। ନିୟମ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି ସୂଚନା ଦେଇଛନ୍ତି!-->…
ଆସନ୍ତାକାଲି ହୀରାକୁଦ ଓ ଚିଲିକାରେ ହେବ ପକ୍ଷୀ ଗଣନା
ଆସନ୍ତାକାଲି ହୀରାକୁଦରେ ବିଦେଶୀ ପକ୍ଷୀ ଗଣନା । ଚଳିତ ଶୀତ ଋତୁରେ ଆସିଥିବା ବିଦେଶୀ ପକ୍ଷୀଙ୍କ ଗଣନା କରାଯିବ । ଏଥିପାଇଁ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି । ଜଳଭଣ୍ଡାର ଓ ଆଖପାଖରେ ଥିବା ଜଳାଶୟ ସହିତ ଜଙ୍ଗଲକୁ ୨୧ଟି ସେକ୍ସନ କରାଯାଇଛି । ଅନ୍ୟପଟେ!-->…
ରାଉରକେଲା ବିମାନ ଦୁର୍ଘଟଣା ଘଟଣାରେ ଜଣଙ୍କର ମୃତ୍ୟୁ
ରାଉରକେଲା ବିମାନ କ୍ରାସ ଘଟଣାରେ ଜଣେ ମୃତ । ଆଜି ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଶୁଶାନ୍ତ ବିଶ୍ୱାଳ । ମୁମ୍ବାଇ ଏୟାର ଲିଫ୍ଟ ପାଇଁ ପ୍ରସ୍ତୁତି ବେଳେ ମୃତ୍ୟୁ ଘଟିଛି।ଗତ ୧୦ ତାରିଖରେ ହୋଇଥିଲା ବିମାନ ଦୁର୍ଘଟଣାଆହତ ସୁନୀଲ ଅଗ୍ରୱାଲ!-->…
ରଘୁନାଥ ଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ୱତନ୍ତ୍ର ଜାତୀୟ ସେବା ଶିବିର
ଗଣିଆ, -(ବିଶ୍ୱରଂଜନ ସେଠି)ଗୋଟିଏ ସମାଜ ଆଉ ରାଷ୍ଟ୍ର ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ l ଦୈନନ୍ଦିନ ଜୀବନରେ ଅଗ୍ନିଶମ ତଥା ଜରୁରୀ ପରିସ୍ଥିତିର ମୁକାବିଲା କରିବା ସମସ୍ତଙ୍କ ପାଇଁ ଅତ୍ୟନ୍ତ ଜରୁରୀ l ଏହାକୁ ଲକ୍ଷ ରଖି ଓଡିଶା ସରକାରଙ୍କ ନିର୍ଦେଶକ୍ରମେ ନୟାଗଡ ଜିଲ୍ଲା ଗଣିଆସ୍ଥିତ ଶ୍ରୀ!-->…
ଆସନ୍ତାବର୍ଷ ଜାନୁଆରୀ, ଫେବ୍ରୁଆରୀରେ ହେବ ପଞ୍ଚାୟତ ନିର୍ବାଚନ
ଆସନ୍ତା ବର୍ଷ ଅଥାର୍ତ ୨୦୨୭ ମସିହା ଜାନୁଆରୀ, ଫେବ୍ରୁଆରୀ ମାସରେ ପଞ୍ଚାୟତ ଓ ପୌର ନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ପ୍ରସ୍ତୁତି ବୈଠକ ଅବସରରେ ରାଜ୍ୟ ନିର୍ବାଚନ କମିଶନର ସୂଚନା ଦେଇଛନ୍ତି ।ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଘରକୁ ଘର ବୁଲି ହେବ ଭୋଟର୍ ସର୍ଭେ ।ଆସନ୍ତା ମାର୍ଚ୍ଚ ସୁଦ୍ଧା!-->…
ଏବେ ୫୦୦ରୁ ୨୪୦କୁ କମିଲା ଭକ୍ତ ନିବାସର ପାର୍କିଂ ଫି
ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ । ବୈଠକ ଶେଷ ହେବା ପରେ ଗଣମାଧ୍ୟମକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି । ସୂଚନା ଦେଇ ସେ କହିଛନ୍ତି ଯେ ଏସ୍ଓପି ଆସିଲା ପରେ ରତ୍ନଭଣ୍ଡାର ଗଣତିମଣତି ହେବ ।କିଛି ଦିନ ତଳେ ଶ୍ରୀମନ୍ଦିର ପ୍ରଶାସନ ଭକ୍ତ ନିବାସରେ!-->…
୨୪ରୁ କଟକକୁ ଆସିବ ନାହିଁ କୌଣସି ଘରୋଇ ବସ
କଟକକୁ ଆସିବ ନାହିଁ କୌଣସି ଘରୋଇ ବସ । ମୁଖ୍ୟମନ୍ତ୍ରୀ ବସ ସେବାକୁ ବିରୋଧ କରି ରାଜ୍ୟ ଘରୋଇ ବସ ମାଲିକ ସଂଘ ର ନିଷ୍ପତ୍ତି ।୨୪ରୁ ଗଡ଼ିବନି ଘରୋଇ ବସ୍। ଏନେଇ ଚେତାବନୀ ଦେଇଛନ୍ତି ଘରୋଇ ବସ ମାଲିକ ସଂଘ। ମୁଖ୍ୟମନ୍ତ୍ରୀ ବସ ବ୍ଲକ୍ରୁ ଜିଲ୍ଲା ହେଡ୍ କ୍ୱାର୍ଟରକୁ ଆସିବାକୁ ନେଇ!-->…
ପୁଣି ଶହବାଜ ସରିଫଙ୍କ ନାଁ ଭାରତ-ପାକିସ୍ତାନ ସଂଘର୍ଷ ରୋକିବାର ଶ୍ରେୟ ନେଲେ ଟ୍ରମ୍ପ
ଭାରତ ଏବଂ ପାକିସ୍ତାନ ମଧ୍ୟରେ ସଂଘର୍ଷ ରୋକିବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଶ୍ରେୟ ନେଇଛନ୍ତି । ଶନିବାର ଟ୍ରମ୍ପ କହିଛନ୍ତି, ତାଙ୍କ ହସ୍ତକ୍ଷେପ ଦୁଇ ପରମାଣୁ ଅସ୍ତ୍ରଶସ୍ତ୍ର ପଡ଼ୋଶୀଙ୍କ ମଧ୍ୟରେ ସଂଘର୍ଷକୁ ଟାଳି ଦେଇଛି ଓ ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ବଞ୍ଚାଇଛି।!-->…
ବିରଳ ଅସ୍ତ୍ରୋପଚାର: କଟି ଯାଇଥିବା ଗୁପ୍ତାଙ୍ଗର ସଫଳ ପ୍ଲାଷ୍ଟିକ ସର୍ଜରୀ
ଏମ୍.କେ.ସି.ଜି ମେଡିକାଲ କଲେଜରେ ସଫଳ ହେଲା ବିରଳ ଅସ୍ତ୍ରୋପଚାର । ମେଡିକାଲର ପ୍ଲାଷ୍ଟିକ ସର୍ଜରୀ ବିଭାଗ ପକ୍ଷରୁ ଜଣେ ବ୍ୟକ୍ତିଙ୍କ କାଟି ଦିଆଯାଇଥିବା ଗୁପ୍ତାଙ୍ଗକୁ ପ୍ଲାଷ୍ଟିକ ସର୍ଜରୀ ଦ୍ବାରା ସଫଳ ଅସ୍ତ୍ରୋପଚାର କରାଯାଇଛି । ସୂଚନାମୁତାବକ ଗତ କିଛି ଦିନ ତଳେ ଗଞ୍ଜାମର ଜଣେ ବ୍ୟକ୍ତି!-->…
ଏପ୍ରିଲ ପହିଲାରୁ ନୂଆ ନିୟମ। ଦେଶର ସମସ୍ତ ଟୋଲ୍ ପ୍ଲାଜା କ୍ୟାସ୍ଲେସ୍ ହୋଇଯିବ
ଦେଶର ଜାତୀୟ ରାଜପଥରେ ଯାତ୍ରା କରୁଥିବା ଲୋକଙ୍କ ପାଇଁ ଏପ୍ରିଲ ୧ ତାରିଖରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ସରକାର ନ୍ୟାସନାଲ ହାଇଓ୍ବେ ଯାତ୍ରାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ଟୋଲ୍ ପ୍ଲାଜାରେ ନଗଦ ଦେୟ ବିକଳ୍ପଗୁଡ଼ିକୁ ଉଚ୍ଛେଦ!-->…
ଆଜି ପ୍ରକାଶ ପାଇବ ଓଡ଼ିଆ ଭାଷା ପରୀକ୍ଷା ଫଳ
ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ଦ୍ୱିତୀୟ ଦଶମ ଷ୍ଟାଣ୍ଡାର୍ଡ ଏକକ ବିଷୟ ଓଡ଼ିଆ ଭାଷା ଏବଂ ଦ୍ୱିତୀୟ ଅର୍ଦ୍ଧ ବାର୍ଷିକ ଅଷ୍ଟମ ଷ୍ଟାଣ୍ଡାର୍ଡ ଓଡ଼ିଆ ଭାଷା ପରୀକ୍ଷା ୨୦୨୫ର ଫଳ ଜାନୁଆରୀ ୧୭ ତାରିଖ (ଶନିବାର) ଅପରାହ୍ନ ୨ଟାରେ ପ୍ରକାଶ ପାଇବ। ଏଥିସହ ଅପରାହ୍ଣ ୪ଟା ଠାରୁ ଡିଜିଟାଲ!-->…