Browsing Category
ଆଜିର ଖବର
ବିଜେଡି ଜାରି କଲା ୪୦ ଜଣିଆ ଷ୍ଟାର୍ ପ୍ରଚାରକ ତାଲିକା
ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡିର ଷ୍ଟାର୍ ପ୍ରଚାରକ ତାଲିକା ଘୋଷଣା କରାଯାଇଛି । ବିଜୁ ଜନତା ଦଳର ୪୦ ଜଣିଆ ଷ୍ଟାର୍ ପ୍ରଚାରକ ତାଲିକା ପ୍ରକାଶ ପାଇଛି । ନୂଆପଡା ପ୍ରଚାର ମୈଦାନରେ ବିଜେଡିର ମଙ୍ଗ ଧରିବେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ । ତାଲିକାରେ ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ମିଶ୍ର,!-->…
୪୮ ଘଣ୍ଟା ମଧ୍ୟରେ ଆପରାଧିକ ତଥ୍ୟ ପ୍ରକାଶ କରନ୍ତୁ ପ୍ରାର୍ଥୀ: ନିର୍ବାଚନ କମିଶନର
ନଭେମ୍ବର ୧୧ରେ ନୂଆପଡ଼ା ଉପନିର୍ବାଚନ। ଏହି ପରିପ୍ରେକ୍ଷୀରେ ରାଜ୍ୟ ନିର୍ବାଚନ କମିଶନର (EC) ପ୍ରାର୍ଥୀଙ୍କୁ ଶୁକ୍ରବାର ଏକ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ୪୮ ଘଣ୍ଟା ମଧ୍ୟରେ ନିଜ ଆପରାଧିକ ତଥ୍ୟ ପ୍ରକାଶ କରିବାକୁ ପ୍ରାର୍ଥୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।ରାଜନୈତିକ ଦଳମାନେ ପ୍ରାର୍ଥୀ!-->…
ମାଓବାଦୀଙ୍କୁ ଧରାଇ ଦେଲେ ପୁରସ୍କାର ମିଳିବ ,ଏମିତି ଲେଖି ପୋଷ୍ଟର ଜାରି
ବୌଦ୍ଧ ଜିଲାରେ ମାଓବାଦୀ ଧରାଇବା ପାଇଁ ପୋଷ୍ଟର ମାରି ପୁରସ୍କାର ଘୋଷଣା କରିଛି ପୋଲିସ। ହାଡ଼କୋର ମାଓବାଦୀଙ୍କୁ ଧରାନ୍ତୁ, ପୁରସ୍କାର ପାଆନ୍ତୁ ଏଭଳି କିଛି ପୋଷ୍ଟରରେ ଲେଖାହୋଇଛି।କେକେବିଏନ୍ ସଂଗଠନର ୧୦ ଜଣ ମାଓବାଦୀଙ୍କୁ ଧରାଇବା ପାଇଁ ତାଙ୍କ ଉପରେ ରହିଛି ଲକ୍ଷାଧିକ ଟଙ୍କାର ପୁରସ୍କାର!-->…
ଆସନ୍ତା ଫେବ୍ରୁଆରୀ ୧୫ରୁ ୨୫ଭିତରେ ହେବ ଯୁକ୍ତ ଦୁଇ ପରୀକ୍ଷା
ଫେବ୍ରୁଆରୀ ୧୫ରୁ ୨୫ ଭିତରେ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ଫେବ୍ରୁଆରୀ ୧୫ରୁ ୨୫ ମଧ୍ୟରେ ଯେକୌଣସି ତାରିଖରେ ଆରମ୍ଭ ହେବ ପରୀକ୍ଷା। ଏନେଇ CHSE ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା ସୂଚନା ଦେଇଛନ୍ତି। ଡିସେମ୍ବର ୧୫ତାରିଖ ସୁଦ୍ଧା ପିଲମାନଙ୍କୁ ମିଳିବ ଆଡମିଟ୍ କାର୍ଡ । ଇଣ୍ଟରନାଲ!-->…
SI ପରୀକ୍ଷା କେଳେଙ୍କାରୀରେ ବଡ଼ ଖୁଲାସା କଲେ କ୍ରାଇମବ୍ରାଞ୍ଚ ଡିଜି
ପୋଲିସ SI ପରୀକ୍ଷା କେଳେଙ୍କାରୀ ନେଇ କ୍ରାଇମବ୍ରାଞ୍ଚ ଡିଜି ବଡ଼ ଖୁଲାସା କରିଛନ୍ତି। କ୍ରାଇମବ୍ରାଞ୍ଚ ଡିଜି କହିଛନ୍ତି, ଘଟଣାରେ ମୋଷ୍ଟ ୱାଣ୍ଟେଡ ଦଲାଲ ମୁନା ମହାନ୍ତି ଓ ଜଣେ ମହିଳା ସମେତ ୩ ଗିରଫ ହୋଇଛନ୍ତି। ସୁକାନ୍ତ ମହାରଣା, ସୌମ୍ୟା ପିୟଦର୍ଶିନୀ ଓ ଅଭିମନ୍ୟୁ ଦୋରାଙ୍କୁ ଗିରଫ!-->…
ଦୀର୍ଘ ୮ ବର୍ଷ ପରେ ହେବାକୁ ଯାଉଛି ପଞ୍ଚମ ରାଷ୍ଟ୍ରୀୟ ସାମୁଦ୍ରିକ ମତ୍ସ୍ୟଜୀବୀ ଜନଗଣନା
ଦୀର୍ଘ ୮ ବର୍ଷ ପରେ ହେବାକୁ ଯାଉଛି ପଞ୍ଚମ ରାଷ୍ଟ୍ରୀୟ ସାମୁଦ୍ରିକ ମତ୍ସ୍ୟଜୀବୀ ଜନଗଣନା। ଆସନ୍ତା ନଭେମ୍ବର ୩ ତାରିଖରୁ ଆରମ୍ଭ ହୋଇ ଡ଼ିସେମ୍ବର ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ । ପଞ୍ଚମ ରାଷ୍ଟ୍ରୀୟ ସାମୁଦ୍ରିକ ମତ୍ସ୍ୟଜିବୀ ଜନଗଣନା ୨୦୨୫ ଓଡ଼ିଶାର ସମୁଦ୍ର ଉପକୂଳବର୍ତ୍ତୀ ୬ଟି ଜିଲ୍ଲାରେ!-->…
ପୁଣି ହେବ ପ୍ରିଲିମିନାରି ପରୀକ୍ଷା
ହିନ୍ଦୀ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ରଦ୍ଦ, ପୁଣି ହେବ ପ୍ରିଲିମିନାରି ପରୀକ୍ଷା। ୭୧୧ଟି ହିନ୍ଦୀ ଶିକ୍ଷକ ପଦବୀ ପୂରଣ ପାଇଁ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିସନ୍ ପକ୍ଷରୁ ଅନୁଷ୍ଠିତ ନିଯୁକ୍ତି ପ୍ରକ୍ରିୟାକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ପ୍ରିଲିମିନାରୀ ପରୀକ୍ଷା କରିବାକୁ ଷ୍ଟାଫ୍!-->…
ବ୍ରାଉନ ସୁଗାର ଜବତ; ଅଭିଯୁକ୍ତ ବେପାରୀ ବାପୁନି ମହାନ୍ତି ଗିରଫ
ପୁରୀ ଅବକାରୀ ଅଧିକ୍ଷକ ଶ୍ରୀଯୁକ୍ତ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦେଶକ୍ରମେ ନିମାପଡା ଅବକାରୀ ରେଞ୍ଜ ନିରୀକ୍ଷକ ଶ୍ରୀ ପ୍ରଭାକର ସେଠିଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ କୋଣାର୍କ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ମନୋଜ କୁମାର ପୃସେଟଙ୍କ ନେତୃତ୍ୱରେ ଏକ ଟିମ ବ୍ରାଉନ ସୁଗାର କାରବାର!-->…
ଏକା ସଙ୍ଗେ ବିଷ ପିଇଲେ ୨୪ କିନ୍ନର
ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି| ଏକା ସଙ୍ଗେ ବିଷ ପିଇଲେ ୨୪ କିନ୍ନର। ବୁଧବାର ସନ୍ଧ୍ୟାରେ ସହରର ନନ୍ଦଲାଲପୁରା ଅଞ୍ଚଳରେ ଏହି ଘଟଣା ଘଟିଛି । ଅନ୍ୟ ୪ ଜଣ କିନ୍ନର MY ହସ୍ପିଟାଲ ବାହାରେ ନିଜ ଉପରେ ପେଟ୍ରୋଲ ଢାଳି ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲେ।!-->…
ପୁରୀରେ ହେବ ଭୂତଳଜଳ ଚିଡ଼ିଆଖାନା ଓ ବିଶ୍ୱସ୍ତରୀୟ ସାମୁଦ୍ରିକ ଆକ୍ୱାରିୟମ୍
ପୁରୀରେ ପ୍ରତିଷ୍ଠା ହେବ ଭୂତଳ ଜଳ ଚିଡ଼ିଆଖାନା ଓ ବିଶ୍ୱସ୍ତରୀୟ ସାମୁଦ୍ରିକ ଆକ୍ୱାରିୟମ । ଏନେଇ ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗ ପଦକ୍ଷେପ ନେଇଛି । ବିଶ୍ୱ ପର୍ଯ୍ୟଟନ କ୍ଷେତ୍ର ପୁରୀକୁ ପ୍ରତିବର୍ଷ କୋଟିଏରୁ ଅଧିକ ଦେଶୀ ବିଦେଶୀ ପର୍ଯ୍ୟଟକ ଆସୁଛନ୍ତି । ଏହାକୁ!-->…
ହାଇଦ୍ରାବାଦରେ ଓଡ଼ିଶାର ଜଣେ ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା
ହାଇଦ୍ରାବାଦରେ ଓଡ଼ିଆ ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ।ପେଟବଶିରାବାଦର କୋମପାଲି ଅଞ୍ଚଳରେ ଏଭଳି ଜଘନ୍ୟ ଘଟଣା ଘଟିଛି ।ଭୁବନେଶ୍ବର ଭରତପୁର ଅଞ୍ଚଳର ମହିଳା ଖୋର୍ଦ୍ଧା ବାଣପୁର ଥାନା ଅଞ୍ଚଳରେ ବିବାହ କରିଥିଲେ। ତାଙ୍କର ୪ ବର୍ଷର ପୁଅଟିଏ ମଧ୍ୟ ଅଛି। ସ୍ବାମୀ ହାଇଦ୍ରାବାଦରେ!-->…
ଆଇନଜୀବୀ ପୀତବାସ ହତ୍ୟା ମାମଲାରେ ୪ଜଣଙ୍କୁ ବିହାରରୁ କାବୁ କରିଛି ପୁଲିସ
ଆଇନଜୀବୀ ପୀତବାସ ହତ୍ୟା ମାମଲାରେ ୪ଜଣଙ୍କୁ ବିହାରରୁ କାବୁ କରିଛି ପୁଲିସ । ଆଉ ୪ଜଣଙ୍କୁ ଦିଲ୍ଲୀ ଓ ପଶ୍ଚିମବଙ୍ଗରୁ ଧରିଥିବା ସୂଚନା ମିଳିଛି । ପୂର୍ବରୁ ୨ ବିହାରୀ ଯୁବକଙ୍କ ସହ ଜଣେ ସ୍ଥାନୀୟ ଯୁବକଙ୍କୁ ପୁଲିସ ଉଠାଇ ଆଣିଛି । ମୋଟାମୋଟି ଏହି ମାମଲାରେ ଏଯାବତ୍ ୧୧ ଜଣଙ୍କୁ ପୁଲିସ!-->…