Browsing Category
ଆଜିର ଖବର
ଆଜି ପ୍ରକାଶ ପାଇବ ଓଡ଼ିଆ ଭାଷା ପରୀକ୍ଷା ଫଳ
ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ଦ୍ୱିତୀୟ ଦଶମ ଷ୍ଟାଣ୍ଡାର୍ଡ ଏକକ ବିଷୟ ଓଡ଼ିଆ ଭାଷା ଏବଂ ଦ୍ୱିତୀୟ ଅର୍ଦ୍ଧ ବାର୍ଷିକ ଅଷ୍ଟମ ଷ୍ଟାଣ୍ଡାର୍ଡ ଓଡ଼ିଆ ଭାଷା ପରୀକ୍ଷା ୨୦୨୫ର ଫଳ ଜାନୁଆରୀ ୧୭ ତାରିଖ (ଶନିବାର) ଅପରାହ୍ନ ୨ଟାରେ ପ୍ରକାଶ ପାଇବ। ଏଥିସହ ଅପରାହ୍ଣ ୪ଟା ଠାରୁ ଡିଜିଟାଲ!-->…
ଆସନ୍ତା ଶିକ୍ଷାବର୍ଷ(୨୦୨୬-୨୭)ରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ନୂତନ ପାଠ୍ୟପୁସ୍ତକ ପ୍ରଚଳନ
ଆସନ୍ତା ଶିକ୍ଷାବର୍ଷ(୨୦୨୬-୨୭)ରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ନୂତନ ପାଠ୍ୟପୁସ୍ତକ ପ୍ରଚଳନ କରାଯିବ । ଓଡ଼ିଶା ରାଜ୍ୟ ପାଠ୍ୟକ୍ରମ ଢାଞ୍ଚା(ଓଏସ୍ସିଏଫ୍) ଉପରେ ଆଧାରିତ ହେବ । ନୂତନ ଯୁଗ ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ଶିକ୍ଷକଙ୍କ ବୃତ୍ତିଗତ ବିକାଶ ନିରନ୍ତର ଜାରି ରହିବ । ପଞ୍ଚମ ଶ୍ରେଣୀ!-->…
ଛତିଶଗଡ଼ ଵିଜାପୁର ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ
ଛତିଶଗଡ଼ ଵିଜାପୁର ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ । ପୋଲିସର ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ । DRG, STF ଏବଂ CRPF କୋବ୍ରା ଜବାନ ଅପରେସନ ବେଳେ ଏହି ସଫଳତା ମିଳିଛି । ଘଟଣା ସ୍ଥଳରେ ମାଓ ସଂଗଠନ ର ଶିର୍ଷ ନେତା ପାପା ରାଓ ଥିବା ସୂଚନା । ଏବେ ବି ଗୁଳିବିନିମୟ ଜାରି!-->…
ଦୁଇଦିନ ପରେ ବଢ଼ିବ ତାପମାତ୍ରା
ଶୀତରେ ଥରୁଛି ସାରା ଓଡ଼ିଶା। ରାଜ୍ୟରେ ଆହୁରି ୨୪ ଘଣ୍ଟା ପ୍ରବଳ ଶୀତ ଲହରି ଜାରି ରହିବ। ଏଥିପାଇଁ ୧୬ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ତେବେ ପଶ୍ଚିମା ଝଡ଼ ପ୍ରଭାବରେ ଦୁଇଦିନ ପରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି।୫ ଦିନ ଯାଏ ଉତ୍ତର ଉପକୂଳ!-->…
ଏସ ୟୁ ଜେ ପକ୍ଷରୁ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ
ଜଗତସିଂହପୁର ତା =16/1/26 ରାଜ୍ୟ ସାମ୍ବାଦିକ ସଂଘ ଓଡିଶା, ଜଗତସିଂହପୁର ଜ଼ିଲ୍ଲା ଶାଖା ପକ୍ଷରୁ ରଘୁନାଥପୁର ସ୍ଥିତ ଧଲତଙ୍ଗଗଡ଼ ଠାରେ ଏସ ୟୁ ଜେ ର ସାଙ୍ଗଠନିକ ବୈଠକ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି | ଜ଼ିଲ୍ଲା ସଭାପତି ପ୍ରଶାନ୍ତ କୁମାର ରାଉତଙ୍କ!-->…
ନିଶାଙ୍କ ଅଶ୍ଳୀଳ ନୃତ୍ୟ ଦେଖି ପୁଲିସ ବାବୁଙ୍କ ବଦଳି
ଚନ୍ଦନଭାଟି ଗାଁ ଅପେରା ମଞ୍ଚରେ ନିଶା ମହାରଣା ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ। ଏନେଇ ସଦର ଥାନା ପୋଲିସ ନିଶାଙ୍କ ନାଁରେ ମାମଲା ରୁଜୁ କରିଥିଲା। ତେବେ ଏହି ଅଶ୍ଳୀଳକୁ ଖୋଦ୍ ପୋଲିସ ବାବୁ ବସି ଦେଖୁଥିଲେ। ନିଶା ମହାରାଣାଙ୍କ ଷ୍ଟେଜ ଶୋ’ ତଳେ ରହି ହସି ହସି ମଜା ଉଠାଉଥିଲେ ଚନ୍ଦନଭାଟି!-->…
ନ ଖାଇ ନ ପିଇ ୫ ଦିନ ହେବ ମନ୍ଦିର ପରିକ୍ରମା କରୁଛି କୁକୁର, ପୂଜିଲେ ଲୋକେ
ଉତ୍ତରପ୍ରଦେଶର ଏକ ମନ୍ଦିରରେ ଏକ କୁକୁର ଏବେ ଚର୍ଚ୍ଚାର କେନ୍ଦ୍ର ପାଲଟିଛି। କୁକୁରଟି କିଛି ଦିନ ଧରି ବିନା ଖାଦ୍ୟପେୟରେ ଭଗବାନ ହନୁମାନ ଏବଂ ଦେବୀ ଦୁର୍ଗାଙ୍କ ପ୍ରତିମୂର୍ତ୍ତି ପରିକ୍ରମା କରୁଛି। ପ୍ରଥମ ତିନି ଦିନ ଧରି, ସେ ଭଗବାନ ହନୁମାନଙ୍କ ପ୍ରତିମା ପରିକ୍ରମା କଲା ଏବଂ ତା’ପରେ!-->…
ଟଙ୍କା ପାଇଁ ସ୍ତ୍ରୀକୁ ବିକ୍ରି, ୭ ବର୍ଷ ହେଲା ଦୁବାଇରେ ବନ୍ଧା ପଡ଼ିଛନ୍ତି ଓଡ଼ିଆ ମହିଳା
୭ ବର୍ଷ ହେବ ଦୁବାଇରେ ବନ୍ଧା ପଡିଛନ୍ତି ଓଡ଼ିଆ ମହିଳା। ବନ୍ଧା ହୋଇଥିବା ମହିଳାଙ୍କୁ ନିଜ ସ୍ୱାମୀ ଦୁବାଇରେ ବିକ୍ରି କରିଦେଇଥିବା ଅଭିଯୋଗ ଆଣିଛନ୍ତି ବୃଦ୍ଧା ମାଆ ଓ ବାପା।ସୂଚନା ମୁତାବକ, କିଛି ବର୍ଷ ତଳେ ଟିଟିଲାଗଡ଼ ଥାନା ଅନ୍ତର୍ଗତ ବୁରାବନ୍ଦ ଗାଁର ପ୍ରେମା ମହାନନ୍ଦଙ୍କୁ ହସ୍ତା ପ୍ରେମ!-->…
ନିପା ଭାଇରସ୍କୁ ନେଇ ଆତଙ୍କିତ ହୁଅନ୍ତୁ ନାହିଁ: ସ୍ବାସ୍ଥ୍ୟମନ୍ତ୍ରୀ
ନିପା ଭୁତାଣୁକୁ ନେଇ ଆତଙ୍କିତ ନହେବାକୁ ନିବେଦନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ । ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ସୂଚନା ଦେଲେ ମନ୍ତ୍ରୀ ।ବୈଠକ ପରେ ମନ୍ତ୍ରୀ କହିଛନ୍ତି ଯେ, ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ ହୋଇଛି। ଏପରିକି ପଶ୍ଚିମବଙ୍ଗ ସୀମାବର୍ତ୍ତୀ!-->…
ଜାନୁଆରୀ ୧୮ରେ ଚିଲିକାରେ ପକ୍ଷୀ ଗଣନା
ଆସନ୍ତା ୧୮ ତାରିଖରେ ଚିଲିକାରେ ହେବ ପକ୍ଷୀ ଗଣନା । ୫ଟି ରେଞ୍ଜରେ ମୋଟ ୨୨ଟି ଟିମ କରିବେ ଗଣନା । ବାଲୁଗାଁ, ରମ୍ଭା, ଟାଙ୍ଗୀ, ଚିଲିକା ଓ ସାତପଡାରେ କରିବେ ଗଣନା । ଆସନ୍ତା ୨୦, ୨୧ ଓ ୨୨ ତାରିଖରେ ହେବ ଡଲଫିନ ଗଣନା । ୧୮ଟି ଟିମରେ ୯୦ ଜଣ ବାଲୁଗାଁ ଓ ସାତପଡାରେ କରିବେ ଗଣନା ।ଅବିଭକ୍ତ!-->…
ଚିପ୍ସ ପ୍ୟାକେଟ ନେଲା ୬ ବର୍ଷ ଶିଶୁର ଜୀବନ
ବଜାରରେ ବିକ୍ରି ହେଉଥିବା ପ୍ୟାକେଟ ଫୁଡ୍ ଖାଇ କୋମଳମତି ବାଳକର ଚାଲିଗଲା ଜୀବନ।ଏହି ଘଟଣା ବେଗୁନିଆ ଥାନା ଅନ୍ତର୍ଗତ ନିଧିପୁର ଗ୍ରାମରେ ଘଟିଛି ।ଅଭୟ ପାଇକରାୟଙ୍କ ଗୋଟିଏ ବୋଲି ପୁଅ ତାପସ। ଗାଁ ସ୍କୁଲ ଶିଶୁ ବାଟିକାରେ ପଢୁଥିଲେ। ଗତ ସୋମବାର ସ୍କୁଲ, ଟ୍ୟୁସନ ସାରି ଘରକୁ ଫେରିଥିଲେ। ଘରେ!-->…
ଆଲମାରୀରେ ବିଡ଼ା ବିଡ଼ା ନୋଟ୍। ଏତେ ଟଙ୍କା ଦେଖି ଇଡି ଅଧିକାରୀ ଟେରା
ଇଡି ରେଡ୍ ବେଳେ ମିଳିଲା ଆଲମାରୀ ଭର୍ତ୍ତି ଟଙ୍କା। ଆଲମାରୀରେ ବିଡ଼ା ବିଡ଼ା ନୋଟ୍ ରଖାଯାଇଛି। ରେଡ୍ ବେଳେ ଏତେ ପରିମାଣର ଟଙ୍କା ଦେଖି ଇଡି ଅଧିକାରୀ ଟେରା ହୋଇଛନ୍ତି।ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ବଡ଼ ଧରଣର ଇଡି ଚଢାଉ କରୁଛି । ବାଲି ଓ ମଦ ବ୍ୟବସାୟୀଙ୍କ ଘରେ ED ରେଡ। ବ୍ରହ୍ମପୁର!-->…