Browsing Category

ଆଜିର ଖବର

ଜାନୁଆରୀ ୧୮ରେ ଚିଲିକାରେ ପକ୍ଷୀ ଗଣନା

ଆସନ୍ତା ୧୮ ତାରିଖରେ ଚିଲିକାରେ ହେବ ପକ୍ଷୀ ଗଣନା । ୫ଟି ରେଞ୍ଜରେ ମୋଟ ୨୨ଟି ଟିମ କରିବେ ଗଣନା । ବାଲୁଗାଁ, ରମ୍ଭା, ଟାଙ୍ଗୀ, ଚିଲିକା ଓ ସାତପଡାରେ କରିବେ ଗଣନା । ଆସନ୍ତା ୨୦, ୨୧ ଓ ୨୨ ତାରିଖରେ ହେବ ଡଲଫିନ ଗଣନା । ୧୮ଟି ଟିମରେ ୯୦ ଜଣ ବାଲୁଗାଁ ଓ ସାତପଡାରେ କରିବେ ଗଣନା ।ଅବିଭକ୍ତ

ଚିପ୍ସ ପ୍ୟାକେଟ ନେଲା ୬ ବର୍ଷ ଶିଶୁର ଜୀବନ

ବଜାରରେ ବିକ୍ରି ହେଉଥିବା ପ୍ୟାକେଟ ଫୁଡ୍‌ ଖାଇ କୋମଳମତି ବାଳକର ଚାଲିଗଲା ଜୀବନ।ଏହି ଘଟଣା ବେଗୁନିଆ ଥାନା ଅନ୍ତର୍ଗତ ନିଧିପୁର ଗ୍ରାମରେ ଘଟିଛି ।ଅଭୟ ପାଇକରାୟଙ୍କ ଗୋଟିଏ ବୋଲି ପୁଅ ତାପସ। ଗାଁ ସ୍କୁଲ ଶିଶୁ ବାଟିକାରେ ପଢୁଥିଲେ। ଗତ ସୋମବାର ସ୍କୁଲ, ଟ୍ୟୁସନ ସାରି ଘରକୁ ଫେରିଥିଲେ। ଘରେ

ଆଲମାରୀରେ ବିଡ଼ା ବିଡ଼ା ନୋଟ୍। ଏତେ ଟଙ୍କା ଦେଖି ଇଡି ଅଧିକାରୀ ଟେରା

ଇଡି ରେଡ୍ ବେଳେ ମିଳିଲା ଆଲମାରୀ ଭର୍ତ୍ତି ଟଙ୍କା। ଆଲମାରୀରେ ବିଡ଼ା ବିଡ଼ା ନୋଟ୍ ରଖାଯାଇଛି। ରେଡ୍ ବେଳେ ଏତେ ପରିମାଣର ଟଙ୍କା ଦେଖି ଇଡି ଅଧିକାରୀ ଟେରା ହୋଇଛନ୍ତି।ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ବଡ଼ ଧରଣର ଇଡି ଚଢାଉ କରୁଛି । ବାଲି ଓ ମଦ ବ୍ୟବସାୟୀଙ୍କ ଘରେ ED ରେଡ। ବ୍ରହ୍ମପୁର

ନିଜର ଆଓ୍ବାର୍ଡ ଟ୍ରମ୍ପଙ୍କୁ ଦେଇ ଦେଲେ ଜଣେ ନୋବେଲ ପୁରସ୍କାର ବିଜେତା

ଭେନେଜୁଏଲାର ବିରୋଧୀ ଦଳ ନେତା ମାରିଆ କୋରିନା ମାଚାଡୋ ଗୁରୁବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ତାଙ୍କର ନୋବେଲ ଶାନ୍ତି ପୁରସ୍କାର ପ୍ରଦାନ କରିଥିଲେ। ମାଚାଡୋ ପୂର୍ବଦିନ ହ୍ବାଇଟ ହାଉସରେ ଟ୍ରମ୍ପଙ୍କୁ ଭେଟିଥିଲେ। ଏହି ସାକ୍ଷାତ ସମୟରେ ମାଚାଡୋ ତାଙ୍କର ପୁରସ୍କାର ପ୍ରଦାନ

ପଠାଣି ସାମନ୍ତ ପ୍ଲାନେଟାରିୟମର ହେବ ନବୀକରଣ

ନବୀକରଣ ହେବ ପଠାଣିସାମନ୍ତ ପ୍ଲାନେଟାରିୟମ । ନବୀକରଣ ପାଇଁ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ କୋଲକାତାସ୍ଥିତ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଅଧୀନସ୍ଥ ବିର୍ଲା ଇଣ୍ଡଷ୍ଟ୍ରିଆଲ୍‌ ଆଣ୍ଡ୍‌ ଟେକ୍ନୋଲୋଜି

ବିଜେପି ସଭାପତି ପାଇଁ ୧୯ରେ ନାମାଙ୍କନ

ଭାଜପା ଜାତୀୟ ସଭାପତି ପାଇଁ ଘୋଷଣା ହେଲା କାର୍ଯ୍ୟସୂଚୀ। ଆସନ୍ତା ୨୦ ତାରିଖରେ ନିର୍ବାଚନ ଏବଂ ୧୯ ତାରିଖରେ ନାମାଙ୍କନ ଦାଖଲ ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ୧୯ ତାରିଖ ଅପରାହ୍ନ ୨ଟାରୁ ୪ଟା ଯାଏ ନାମାଙ୍କନ ପ୍ରକ୍ରିୟା ରହିଛି। ଅପରାହ୍ନ ୪ଟାରୁ ୫ଟା ନାମାଙ୍କନ ଯାଞ୍ଚ, ୫ଟାରୁ ୬ଟା

ନାଁ ନ ନେଇ ନବୀନ-ପାଣ୍ଡିଆନଙ୍କୁ ଶ୍ରୀମୟୀଙ୍କ ତେର୍ଚ୍ଛାବାଣ ମାରିଲେ ଶ୍ରୀମୟୀ

ବିଜେଡିକୁ ପୁଣି ଶ୍ରୀମୟୀଙ୍କ ଟାର୍ଗେଟ । କାହା ନାଁ ନନେଇ ନିଜ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି କହିଛନ୍ତି, ପିଲା ଛୋଟ ଥିଲା ବେଳେ ବାପା ତା ସବୁ କଥାରେ ହଁ କୁହେ । ଗାଈକୁ ବି ହାତୀ କହିଦିଏ , କିନ୍ତୁ ବଡ ହେବା ପରେ ଯଦି ବାପା ପିଲାର ମିଛକୁ ସତ କହି ତା ହଁରେ ହଁ କୁହନ୍ତି ତେବେ ଜନେ

ତଡା ଖାଇବେ ନନ୍ ପରଫର୍ମିଂ କଲେଜ ଶିକ୍ଷକ 

ବାଧ୍ୟତାମୂଳକ ଅବସର ପାଇଁ ଶିକ୍ଷକମାନଙ୍କ ତାଲିକା ମାଗିଲା ଉଚ୍ଚ ଶିକ୍ଷା ବିଭାଗ । ଉଚ୍ଚଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ଅଧ୍ୟାପକଙ୍କୁ ସରକାର ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କାର୍ଯ୍ୟଦକ୍ଷତା ଓ ଆଚରଣ ଯାଞ୍ଚ ପାଇଁ ଉଚ୍ଚଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶନାମା। ଜାନୁଆରୀ ୩୧

କଟକ ମୁଣ୍ଡଳୀ ପାଖ ସେତୁ ନିକଟ ମହାନଦୀ ପଠା ନଦୀ ବାଲିରେ କୁମ୍ଭୀର

ମହାନଦୀର ମୁଣ୍ଡଳୀ ବ୍ୟାରେଜ ନିକଟରେ ବିଶାଳକାୟ କୁମ୍ଭୀର । ମହାନଦୀ ମଝିରେ ଥିବା ଟାପୁ ଉପରେ କୁମ୍ଭୀର ଶୋଇ ରହିଥିବାର ଦେଖିବାକୁ ମିଳିଛି । କିଛି ଲୋକ କୁମ୍ଭୀର ଟିକୁ ଟେକା ପଥର ଫିଙ୍ଗିବା ସହିତ ବିରକ୍ତି କରୁଥିବା ଦେଖିବକୁ ମିଳିଛି । କୁମ୍ଭୀରଟି ଥଣ୍ଟିଆ କୁମ୍ଭୀର ପ୍ରଜାତିର

ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ପ୍ରସଙ୍ଗରେ ଥାନାରେ ଏତଲା

ମକର ସଂକ୍ରାନ୍ତି ସମୟରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ପ୍ରସଙ୍ଗରେ ଥାନାରେ ଏତଲା । କାର୍ଯ୍ୟରେ ଅବହେଳା ଯୋଗୁଁ ଉପାସରେ ରହିଲେ ପ୍ରଭୁ ଲିଙ୍ଗରାଜ ଓ ବନ୍ଦ ହେଲା ନୀତିକାନ୍ତି । ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନାମରେ ଥାନାରେ ଏତଲା ଦିଆଯାଇଛି । ଏହାସହିତ ଗୃହ ବିଭାଗ

ଆଖି ବୁଜିଲା ବୋମା ଖାଇ ଗୁରୁତର ହୋଇଥିବା ହାତୀ

ବୋମା ଖାଇ ଗୁରୁତର ହୋଇଥିବା ହାତୀର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ଢେଙ୍କାନାଳ କପିଳାସ ହାତୀ ଚିକିତ୍ସା କେନ୍ଦ୍ରରେ ଗୁରୁତର ହାତୀର ଚିକିତ୍ସା ଚାଲିଥିଲା । ହାତୀ ଉଦ୍ଧାର ପାଇଁ ସ୍ବତନ୍ତ୍ର ଭାବେ ଡିଜାଇଲ ହୋଇଥିବା ଐରାବତ ରେସକ୍ୟୁ ଟ୍ରକ ଜରିଆରେ ହାତୀକୁ ସ୍ଥାନାନ୍ତର

ବିମାନ ନିରାପତ୍ତା ଦୃଷ୍ଟିରୁ ଆମିଷ ଦୋକାନୀଙ୍କ ଉପରେ କଡ଼ା କଟକଣା

ବିମାନ ଚଳାଚଳ ସୁରକ୍ଷା ପାଇଁ ଆମିଷ ବର୍ଜ୍ୟ ପରିଚାଳନାକୁ କଡାକଡି କଲା ବିଏମସି । ଫେବୃୟାରୀ ୧ରୁ ଏହି ନିୟମ କଡାକଡି ଲାଗୁ କରାଯିବ।ବର୍ଜ୍ୟବସ୍ତୁ ସଂରକ୍ଷଣ କିମ୍ବା ନିଷ୍କାସନ ପାଇଁ ପତଳା ପ୍ଲାଷ୍ଟିକ୍ କ୍ୟାରି ବ୍ୟାଗ ସଂପୂର୍ଣ୍ଣ ନିଷେଧ ରହିବ। ପ୍ରତ୍ୟେକ ପ୍ରତିଷ୍ଠାନ ଦୋକାନ ପରିସରରେ