Browsing Category

ଆଜିର ଖବର

ଏକାଥରେ ଇସ୍ତଫା ଦେଲେ ଗୁଜରାଟର ସବୁ ମନ୍ତ୍ରୀ,ଶୁକ୍ରବାର ନୂଆ କ୍ୟାବିନେଟ୍ ଗଠନ

ଶୁକ୍ରବାର ଗୁଜୁରାଟରେ ମନ୍ତ୍ରୀମଣ୍ଡଳର ସମ୍ପ୍ରସାରଣ ହେବ। ଦିନ ୧୧ଟାରେ ମନ୍ତ୍ରୀମାନେ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏଥିରେ ଉପସ୍ଥିତ ରହିବେ। କିନ୍ତୁ ଏହାପୂର୍ବରୁ ଗୁଜୁରାଟରେ ହଠାତ୍ ଏକ ବଡ

ବିରଳ ପ୍ରଜାତିର କୀଟ ‘ସାବେଲେରିଆ ମିରିଆନ୍‌ସିସ୍’;ସମୁଦ୍ର ଭିତରେ ତିଆରି କରେ ସିମେଣ୍ଟ ଭଳି ଶକ୍ତ ଘର

ଗଞ୍ଜାମ ଜିଲ୍ଲାର ଗୋପାଳପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମତ୍ସ୍ୟଜୀବୀଙ୍କ ମାଛ ଜାଲରେ ପଡ଼ିଲା ବିରଳ ପ୍ରଜାତିର କୀଟ ସାବେଲେରିଆ ମିରିଆନ୍‌ସିସ୍ (Sabellaria miryaensis) । ଏହାକୁ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ସାମୁଦ୍ରିକ ବିଜ୍ଞାନ ବିଭାଗ ଦୀର୍ଘ 35 ବର୍ଷ ପରେ ପୁଣି ଥରେ ଚିହ୍ନଟ କରିଛି

୨୫୮ ଜଣ ଉଲଙ୍ଘନ କାରୀଙ୍କୁ ବ୍ଲାକ ଲିଷ୍ଟ ପାଇଁ STA କୁ ତଥ୍ୟ ଦେଇଛି କମିଶନରେଟ ପୋଲିସ

ଟ୍ରାଫିକ ନିୟମ ଉଲଂଘନ କରୁଥିଲେ ସାବଧାନ । ବାତିଲ ହେବ ଗାଡି ରେଜିଷ୍ଟ୍ରେସନ ଲାଇସେନ୍ସ । ବ୍ଲାକ୍ ଲିଷ୍ଟ ହୋଇପାରେ ଆପଣଙ୍କ ଗାଡ଼ି । ଚାଲାଣ କଟିଥିବା ଗାଡି ପାଇଁ ନିୟମ କଡାକଡି କଲା ଟ୍ରାଫିକ ବିଭାଗ । ଚାଲାଣ କଟିଥିବା ଗାଡିର କଟିଲା ନାଁ । ରାସ୍ତାରେ ଆଉ ଗଡିପାରିବନି ଏହି ସବୁ ଗାଡି ।

ଦୁର୍ନୀତିଖୋରଙ୍କୁ ନିସ୍ତାର ନାହିଁ। ଆସିଲା ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ

ଦୁର୍ନୀତିଖୋରଙ୍କୁ ନିସ୍ତାର ନାହିଁ , ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ । ଦୁର୍ନୀତି ମାମଲାରେ ଭିଜିଲାନ୍ସ ଅଦାଲତଙ୍କ ଦ୍ବାରା ଦୋଷୀ ସାବ୍ୟସ୍ତ ହେଲେ ଅବସରପ୍ରାପ୍ତ କର୍ମଚାରୀଙ୍କୁ ମିଳିବନି ପେନ୍‌ସନ୍‌ । ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପ୍ରୋଭିଜନାଲ୍‌ ପେନ୍‌ସନ୍‌ ବନ୍ଦ

ଚଳିତବର୍ଷ କଟକ ବାଲିଯାତ୍ରାରେ ସଙ୍ଗୀତମୟ ପ୍ରଦର୍ଶନୀରେ ଦର୍ଶକମାନେ ଝୁମିବେ

ଚଳିତବର୍ଷ କଟକ ବାଲିଯାତ୍ରାରେ ଧମାକା କରିବ ବଲିଉଡ ନାଇଟ । ଶ୍ରେୟା ଘୋଷାଲ, ହର୍ଷଦୀପ କୌର, ଋଷି ସିଂଙ୍କ ଗୀତରେ ଝୁମିବେ ଦର୍ଶକ । ଏହା ବ୍ୟତୀତ ଓଲିଉଡରେ ୧୪ ଜଣ ନାମକରା ଗାୟକ ମଧ୍ୟ ସାମିଲ ହେବେ । ବାଲିଯାତ୍ରା ପରିଚାଳନା ପାଇଁ ଜିଲା ପ୍ରଶାସନ ସୁରକ୍ଷା ଓ ସୁବିଧା ଉପରେ ଗୁରୁତ୍ୱ ଦେଇଛି।

କେବଳ “ହୁ’ ମାନ୍ୟତାପ୍ରାପ୍ତ ଫର୍ମୁଲାରେ ପ୍ରସ୍ତୁତ ଡ୍ରିଙ୍କ୍ ବିକ୍ରି ପାଇଁ ଅନୁମତି

ଡବ୍ଲ୍ୟୁଏଚଓ ଅନୁମୋଦନ ବିନା ଓଆରଏସ ଲେବଲ ବ୍ୟବହାର କରାଯାଇପାରିବନି। ଏନେଇ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ଏଫଏସଏସଏଆଇ ନିର୍ଦ୍ଦେଶ ଦେଇଛନ୍ତି । ୨୦୨୨ ଜୁଲାଇ ୧୪ ଓ ୨୦୨୪ ଫେବୃଆରୀ ୨ ପୂର୍ବ ଆଦେଶ ବାତିଲ ହୋଇଛି । ବ୍ରାଣ୍ଡ ନାମରେ ଓଆରଏସକୁ

ନୂଆପଡ଼ା ଉପନିର୍ବାଚନ ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ନାଁ ଜାରି

ନୂଆପଡ଼ା ଉପନିର୍ବାଚନ ପାଇଁ ଷ୍ଟାର ପ୍ରଚାରକଙ୍କ ନାଁ ଘୋଷଣା କରିଛି ବିଜେପି । ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ଦଳ ପକ୍ଷରୁ ଜାରି କରାଯାଇଛି ।ଯେଉଁଥିରେ ଦୁଇ ଜଣ ମୁଖ୍ୟମନ୍ତ୍ରୀ ଅଛନ୍ତି । ଜଣେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟଜଣେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ରାଜ୍ୟ ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦିୱାଲି ଭେଟି । ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର । ୫୫ ପ୍ରତିଶତରୁ ମହଙ୍ଗା ଭତ୍ତା ବଢି ୫୮ ପ୍ରତିଶତ ହେଲା ।ଏହା ଜୁଲାଇ ପହିଲା ୨୦୨୫ରୁ ପିଛିଲା ଭାବରେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର

ଦକ୍ଷିଣ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା 

ଆସନ୍ତା ୨୧ ତାରିଖରେ ଦକ୍ଷିଣ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଲଘୁଚାପ ପରେ ଏହା ଉତ୍ତର ପଶ୍ଚିମ ଦିଗରେ ମୁହାଁଇବ । ପରେ ଏହା ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଆଡ଼କୁ ଗତି କରିବ । ୨୩ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବ ବୋଲି କିଛି ପାଣିପାଗ ମଡେଲ

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା;ଖୁବଶୀଘ୍ର ସମସ୍ତ ଅଭିଯୁକ୍ତ ଗିରଫ ହେବେ

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣା । ଖୁବୀଶୀଘ୍ର ଘଟଣାର ପର୍ଦ୍ଦାଫାଶ ହେବ । ତଦନ୍ତବେଳେ ପୁଲିସ ହାତରେ ଲାଗିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ । ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି କହିଛନ୍ତି ପୁଲିସ ଡିଜି ୱାଇବି ଖୁରାନିଆ । ବିହାରରୁ ୨ ଜଣଙ୍କୁ ଉଠାଇ ଆଣିଛି ପୋଲିସ । ଜଣେ

ନାମାଙ୍କନ ଭରିବେନି ଜୟ

ନାମାଙ୍କନ ଭରିବେନି ଭାଜପା ପ୍ରାର୍ଥୀ ଜୟ ଢୋଲକିଆ। ଏନେଇ ଭାଜପାରୁ ଆସିଛି ବଡ଼ ଖବର। ଆଜି ଶୁଭ ମୁହୂର୍ତ୍ତ ନଥିବାରୁ ପ୍ରାର୍ଥୀପତ୍ର ଦାଖଲ କରିବେନି ଜୟ । ଏନେଇ ସୂଚନା ମିଳିଛି।ଗତ ୧୧ତାରିଖ ଦିନ ବିଜେପିରେ ସାମିଲ ହୋଇଥିଲେ ଜୟ ଢୋଲକିଆ । ଏହାପରେ ନୂଆପଡା ରାଜନୈତିକ ସମୀକରଣ ପୁରା ବଦଳି

କଟକରେ ଅକ୍ଟୋବର 18ରୁ 20 ପର୍ଯ୍ୟନ୍ତ ବାଣ ବିକ୍ରି କରିବାକୁ ଅନୁମତି ମିଳିବ ।

ଦୀପାବଳିକୁ ଆଉ ମାତ୍ର କିଛି ଦିନ ବାକିଥିବା ବେଳେ ବାଣ ବିକ୍ରି ପାଇଁ ଲାଇସେନ୍ସ ଆବେଦନ ଆରମ୍ଭ ହୋଇଛି । କଟକରେ ଏଥର ମାତ୍ର 3 ଦିନ ପାଇଁ ବାଣ ବିକ୍ରି ପାଇଁ ଅନୁମତି ପ୍ରଦାନ କରାଯିବ ବୋଲି ପୋଲିସ ସ୍ପଷ୍ଟ କରିଛି । 18 ରୁ 20 ତାରିଖ ପର୍ଯ୍ୟନ୍ତ ବାଣ ବିକ୍ରି ପାଇଁ ଅନୁମତି ଦେବ ପୋଲିସ ।