Browsing Category

ଆଜିର ଖବର

ଏଣିକି ଆଶାୟୀ ସରକାରୀ ଚାକିରିଆଙ୍କୁ ପରୀକ୍ଷା ପାଇଁ ଦେବାକୁ ପଡିବନି ଏନ୍‌ଓସି

ସରକାରୀ ଚାକିରି କରିଥିବା କର୍ମଚାରୀ ବା ଅଧିକାରୀ ଯେଉଁମାନେ ୟୁପିଏସ୍‌ସି, ଓପିଏସ୍‌ସି, ଏସ୍‌ଏସ୍‌ବି, ଓଏସ୍‌ଏସ୍‌ସି, ଓଏସ୍‌ଏସ୍‌ଏସ୍‌ସି ଆଦି କରୁଥିବା ପରୀକ୍ଷା ଦେବାକୁ ଚାହୁଁଛନ୍ତି ସେମାନଙ୍କୁ ଆଉ ଏନ୍‌ଓସି(ନୋ ଅବ୍‌ଜେକ୍‌ଶନ ସାର୍ଟିଫିକେଟ) ଦରକାର ପଡିବ ନାହିଁ ।ଏନେଇ ସାଧାରଣ ପ୍ରଶାସନ

କଣ୍ଟେନର ସହିତ ଧକ୍କା ହେଲା ଏୟାର ଇଣ୍ଡିଆ ବିମାନ, ଇଞ୍ଜିନ କ୍ଷତିଗ୍ରସ୍ତ

ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତିକ ବିମାନ ବନ୍ଦରରେ ଗୁରୁବାର ୩୫୦ ଏୟାର ଇଣ୍ଡିଆ ବିମାନରେ କଣ୍ଟେନର ଫସିଯିବାରୁ ବିମାନର ଇଞ୍ଜିନ କ୍ଷତିଗ୍ରସ୍ତ ହୋଇଛି।ବିମାନରେ ଥିବା ଜଣେ ଯାତ୍ରୀ କଣ୍ଟେନର ଫସିଯିବାର ଭିଡିଓ ରେକର୍ଡ଼ କରିଥିଲେ । ବିମାନର ଇଞ୍ଜିନ କ୍ଷତିଗ୍ରସ୍ତ ହୋଇଥିବା ଭିଡିଓରୁ

ବିଜେଡିରୁ ପୁଅର ନିଲମ୍ବନ ଖବର ପାଇଁ ଆଶ୍ଚର୍ଯ୍ୟ ହେଲେ ବିଜୟ

ଦଳରୁ ନିଲମ୍ବନ ପରେ ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ପ୍ରଥମ ପ୍ରତିକ୍ରିୟା । ସେ କହିଛନ୍ତି ଯେ ମୋତେ ଏ ଯାଏଁ କୌଣସି ସୋ କଜ୍ ନୋଟିସ୍ ମିଳିନାହିଁ । ମୋ ସହିତ କେହି ଯୋଗାଯୋଗ କରିନାହାନ୍ତି । ମୋତେ କାହିଁକି ନିଲମ୍ବନ କରାଗଲା ମୁଁ ଜାଣିନି । ମୁଁ କୌଣସି ଦଳବିରୋଧୀ କାର୍ଯ୍ୟ କରିନି । ମୁଁ

ୱାଳିପୂର୍ ମକର ମେଳାରେ ଯୋଗଦେଲେ ସାଂସଦ

ଗଣିଆ-ଗଣିଆ ବ୍ଲକ ୱାଲିପୁରସ୍ଥିତ ମା ଚିରିଣି ଠାକୁରାଣୀଙ୍କ ପୀଠରେ ମକରମେଳା ବଡ଼ ଧୁମଧାମରେ ପାଳିତ ହେଉଥିବାବେଳେ ଗୁରୁବାର ଦିନ ଅପର୍ହ୍ନରେ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ଯୋଗେ ଦେଇ ମାଆଙ୍କର କୃପାଳାଭ କରିଛନ୍ତି। ଗଣିଆ ବ୍ଲକର ଏହି ମେଳା ଖୁବ୍ ପ୍ରସିଦ୍ଧ ହୋଇଥିବାରୁ

କୃଷ୍ଣପ୍ରିୟା ଦେବୀ ମହିଳା କଲେଜର ୩୪ତମ ବାର୍ଷିକ ଉତ୍ସବ ପାଳିତ

ଦଶପଲ୍ଲା (ବିଶ୍ୱରଂଜନ ସେଠି)କୃଷ୍ଣପ୍ରିୟା ଦେବୀ ମହିଳା କଲେଜର ୩୪ତମ ବାର୍ଷିକ ଉତ୍ସବ ଆଜି ଆଡମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଏହି ଅବସରରେ କଲେଜ ପରିସରରେ ଉତ୍ସବମୁଖର ଦୃଶ୍ୟ ପ୍ରଦର୍ଶନ ହେଉଥିବାର ଦେଖିବାକୁ ମିଳିଥିଲା। କଲେଜ ର ଅଧକ୍ଷା ପୂର୍ଣ୍ଣମାସୀ ଦେବିଙ୍କ ସଭାପତିତ୍ୱରେ

ବିଜେଡିରୁ ୨ ବିଧାୟକ ନିଲମ୍ବିତ

ବିଜେଡିର ବଡ଼ କାର୍ଯ୍ୟାନୁଷ୍ଠାନ। ଦଳ ବିରୋଧି କାର୍ଯ୍ୟ ଯୋଗୁ ୨ ବିଧାୟକଙ୍କୁ ସସ୍‌ପେଣ୍ଡ (ନିଲମ୍ବନ) କଲେ ସୁପ୍ରିମୋ ନବୀନ।ପାଟକୁରା ବିଧାୟକ ତଥା ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପ୍ରୁଅ ଅରବିନ୍ଦ ମହାପାତ୍ର ଓ ଚମ୍ପୁଆର ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କୁ ଦଳରୁ ନିଲମ୍ବନ କରାଯାଇଛି ।

ସ୍କାର୍ପିଂ ହେବ ୩୦ ପୁରୁଣା ଗାଡ଼ି। ଆସିବ ନୂଆ ଛୋଟ ବସ

ଆମ ବସ୍ ସେବା ସମ୍ପର୍କିତ ଗଠିତ ଉଚ୍ଚସ୍ତରୀୟ କମିଟିର ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ସଡ଼କ ସୁରକ୍ଷା, ଯାତ୍ରୀ ଅନୁକୂଳ ଆମ ବସ୍ ସେବା ଓ ଚାଳକଙ୍କ ସାମଗ୍ରିକ ବିକାଶ ଉପରେ ଗୁରୁତ୍ବ ଦିଆଯାଇଛି । ସ୍କାର୍ପିଂ ହେବ ୩୦ ପୁରୁଣା ଗାଡ଼ି ।ଡ୍ରାଇଭିଂ ଟ୍ରେନିଙ୍ଗ ସ୍କୁଲରେ ଡ୍ରାଇଭରଙ୍କୁ

ରାଜ୍ୟ ସରକାରଙ୍କ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ୨୦୨୫-୨୬ ପାଇଁ ଆବେଦନ 

ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯିବ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୫-୨୬ । ବିଭିନ୍ନ ପୁରସ୍କାର ପାଇଁ ଆବେଦନ ସମୟସୀମା ଆସନ୍ତା ୨୦ ଜାନୁୟାରୀ ୨୦୨୬ ଯାଏଁ ବୃଦ୍ଧି ହୋଇଛି । ଏଥିପାଇଁ ଆବେଦନ କରିବାକୁ ହେଲେ “ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର”ର Website

ପର୍ଯ୍ୟଟନ ନିବେଶର ଡେଷ୍ଟିନେସନ ପାଲଟିଛି ଓଡ଼ିଶା, ଲାଗୁ ହେଲା ପର୍ଯ୍ୟଟନ (ସଂଶୋଧିତ) ନୀତି–୨୦୨୬

ନିବେଶକ ଓ ପର୍ଯ୍ୟଟନ ପ୍ରେମୀଙ୍କ ପାଇଁ ବଡ଼ ଖବର ! ଖୁବ୍‌ଶୀଘ୍ର ଭାରତର ଏକ ବଡ଼ ପର୍ଯ୍ୟଟନ ନିବେଶ କେନ୍ଦ୍ର ହେବାକୁ ଯାଉଛି ଓଡ଼ିଶା । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଓଡ଼ିଶା ପର୍ଯ୍ୟଟନ (ସଂଶୋଧିତ) ନୀତି–୨୦୨୬ ଆଣିଛନ୍ତି ରାଜ୍ୟ ସରକାର ।ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ରକୁ

ନୂତନ ବର୍ଷର ସେଲ୍ ‘Sail into 2026’ ଘୋଷଣା! ୧ ଟଙ୍କାରେ ବିମାନ ଟିକେଟ୍

ଇଣ୍ଡିଗୋ ଏୟାରଲାଇନ୍ସ ଏହାର ଯାତ୍ରୀମାନଙ୍କ ପାଇଁ ଏକ ଚମତ୍କାର ନୂତନ ବର୍ଷର ସେଲ୍ ‘Sail into 2026’ ଘୋଷଣା କରିଛି । ଏହି ସେଲରେ କେବଳ ବୟସ୍କମାନଙ୍କ ପାଇଁ ନୁହେଁ ବରଂ ପିଲାମାନଙ୍କ ପାଇଁ ମଧ୍ୟ ବିଶେଷ ଅଫର୍ ରହିଛି ।ଯଦି ଆପଣ ଇଣ୍ଡିଗୋର ସିଧାସଳଖ ଚ୍ୟାନେଲ୍‌, ଯେପରିକି ଏହାର ୱେବସାଇଟ୍‌

ମିଥ୍ୟା ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କ ପରିବାରଠୁ ୨୨ ଲକ୍ଷ ଠକି ନେଲେ ଡାକ୍ତର

ମାଟ୍ରିମୋନି ସାଇଟ୍‌ରେ ମିଛ ବିବାହ ପ୍ରତିଶ୍ରୁତି । ସାନ ଭାଇ ସହ ବାହାଘର କରାଇବାକୁ କହି ଯୁବତୀଙ୍କୁ ଠକେଇ । ୨୨ ଲକ୍ଷ ଟଙ୍କାର ଚୂନ ଲଗାଇଲେ ନକଲି ଡାକ୍ତର । ଆଉ ଶେଷରେ ଧରାପଡି ବନ୍ଧାହେଲେ ଠକ ଡାକ୍ତର ରଞ୍ଜୀବ କୁମାର ପ୍ରଧାନ । ସୂଚନାମୁତାବକ ୨୦୨୧ରେ ମାଟ୍ରିମୋନି ସାଇଟ୍‌ରେ ଅଭିଯୁକ୍ତ

ଆଜି ଭାରତୀୟ ସେନା ଦିବସ

ଭାରତୀୟ ସେନାର ସାହସ, ନିସ୍ୱାର୍ଥପରତା, ଆଉ ବଳିଦାନକୁ ସମ୍ମାନ ଦେବାକୁ ଯାଇ ଆଜି ଦେଶ ପାଳୁଛି ଇଣ୍ଡିଆନ ଆର୍ମି ଡେ । ପ୍ରତି ବର୍ଷ ଜାନୁଆରୀ ୧୫ ତାରିଖରେ ଭବ୍ୟ ସମାରୋହ, ସୈନ୍ୟ ପରେଡର ସମାରୋହ ସହ ସେନା ଦିବସ ପାଳନ ହୁଏ । ଏହି ଦିବସରେ ଆମର ବୀର ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ ସହ