Browsing Category
ଆଜିର ଖବର
ବିଗିଡିଲା ମହାକାଶଚାରୀଙ୍କ ସ୍ୱାସ୍ଥ୍ୟାବସ୍ଥା, ମେଡିକାଲ ଇମର୍ଜେନ୍ସି ଇଭାକ୍ୟୁଏସନ କରିବ ନାସା
ଆନ୍ତର୍ଜାତିକ ସ୍ପେଶ ଷ୍ଟେସନ (ଆଇଏସ୍ଏସ୍)ରେ ଜଣେ ମହାକାଶଚାରୀଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାପରେ ନାସାକୁ ଏହାର କ୍ରୁ-୧୧ ମିଶନ ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ କରିବାକୁ ପଡ଼ିଛି । ନାସା ଏହି ମିଶନରେ ସାମିଲ ସମସ୍ତ ଚାରି ମହାକାଶଚାରୀଙ୍କୁ ଭୂପୃଷ୍ଠକୁ ଫେରାଇ ଆଣିବାକୁ ନିଷ୍ପତ୍ତି!-->…
ମହିଳାଙ୍କୁ ଦୁଷ୍କର୍ମ ପରେ ପଥରରେ ଛେଚି ହତ୍ୟା ସନ୍ଦେହ!
ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ । ସୁନ୍ଦରଗଡ଼ ଟାଉନ ଥାନା ଶଙ୍କରାର ଏକ ବିଲରୁ ମିଳିଛି ମହିଳାଙ୍କ ମୃତଦେହ । ହତ୍ୟା ପରେ ବିଲରେ ମୃତଦେହ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି ।ଖବର ଅନୁଯାୟୀ, ଗୁରୁବାର ଦିନ ସୁନ୍ଦରଗଡ଼ ଟାଉନ ଥାନା ଶଙ୍କାରର ଏକ ବିଲରେ ଜଣେ ମହିଳାଙ୍କ ମୃତଦେହ!-->…
ଦୀର୍ଘ ଦିନର ଶାରୀରିକ ସମ୍ପର୍କକୁ ‘ଜବରଦସ୍ତି’ କୁହାଯିବ ନାହିଁ: ହାଇକୋର୍ଟ
ଦୀର୍ଘ ଦିନର ଶାରୀରିକ ସମ୍ପର୍କକୁ "ଜବରଦସ୍ତି' ବୋଲି ଧରାଯାଇ ପାରିବ ନାହିଁ । ସେହି ଆଧାରରେ ଜଣେ ବ୍ୟକ୍ତିଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ କରାଯାଇ ପାରିବ ନାହିଁ । ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ ଏହା କହିଛନ୍ତି । ଏକ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ!-->…
ରାଜ୍ୟରେ ପୁଣି ହାଡ଼ଭଙ୍ଗା ଶୀତ: ୧୭ ଯାଏ ଥରାଇବ
ଶୀତ ପ୍ରକୋପରେ ଥରୁଛି ସାରା ଓଡ଼ିଶା । ଶୀତ ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ । ଆହୁରି ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ହାଡ଼ ଭଙ୍ଗା ଶୀତ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡା, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା ଓ ଜଗତସିଂହପୁର ଏହି ୬ ଜିଲ୍ଲାକୁ ଶୀତ ଲହରୀ ପାଇଁ ଆଲର୍ଟ!-->…
ସ୍ବାଭାବିକ ହେଲା ଲିଙ୍ଗରାଜ ମନ୍ଦିର ନୀତିକାନ୍ତି
ସ୍ବାଭାବିକ ହେଲା ଲିଙ୍ଗରାଜ ମନ୍ଦିର ନୀତିକାନ୍ତି । ମଙ୍ଗଳ ଆଳତି ପରେ ଚାଲିଛି ଧାଡ଼ି ଦର୍ଶନ । ଏନେଇ ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତି ସୂଚନା ଦେଇଛନ୍ତି । ମଙ୍ଗଳବାର ରାତିରୁ ଉପବାସରେ ଥିଲେ ମହାଦେବ । ଗତକାଲି ମକର ସଂକ୍ରାନ୍ତି ନୀତି ବି ହୋଇପାରିନଥିଲା । ତେବେ ଦୁଇ ଦିନ!-->…
ମକର ମେଳା ଧୁମଧାମରେ ପାଳିତ
ଗଣିଆ (ବିଶ୍ୱରଂଜନ ସେଠି) ଗଣିଆ ବ୍ଲକ ୱାଲିପୁରସ୍ଥିତ ମା ଚିରିଣି ଠାକୁରାଣୀଙ୍କ ପୀଠରେ ମକରମେଳା ବଡ଼ ଧୁମଧାମରେ ପାଳିତ ହୋଇଯାଇଛି । ଗଣିଆ ବ୍ଲକର ଏହି ମେଳା ଖୁବ୍ ପ୍ରସିଦ୍ଧ ହୋଇଥିବାରୁ ଏଠାରେ ଜନସମାଗମ ବଢିବାରେ ଲାଗିଛି । ମକରସଂକ୍ରାନ୍ତି ଅବସରରେ ଗ୍ରାମଦେବତୀ ମା ଚିରିଣିଙ୍କ ଠାରେ!-->…
କେନ୍ଦ୍ର ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି- କମିଲା ନିଟ୍-ପିଜି କଟ-ଅଫ୍
ଦେଶରେ ମେଡିକାଲ ପିଜି କୋର୍ସରେ ଖାଲି ପଡିଛି ହଜାର ହଜାର ସିଟ୍। ଏହାକୁ ଭରିବା ପାଇଁ ନ୍ୟାସନାଲ ବୋର୍ଡ ଅଫ୍ ଏଗଜାମିନେସନ୍ ଇନ୍ ମେଡିକାଲ ସାଇନ୍ସ (ଏନବିଇଏମ୍ଏସ୍) ନିଟ୍ ପିଜି ୨୦୨୫ ପାଇଁ କ୍ବାଲିଫାଇଂ କଟ୍ଅଫ୍କୁ ହ୍ରାସ କରି ଖୁବ୍ କମ୍ କରିଦେଇଛି। ସଂଶୋଧିତ ମାନଦଣ୍ଡ ଅନୁସାରେ, ଏବେ!-->…
ହେନଲି ପାସପୋର୍ଟ ଇଣ୍ଡେକ୍ସ ୨୦୨୬ ତାଲିକା ପ୍ରକାଶ ! ଭାରତୀୟ ପାସପୋର୍ଟରେ ଏବେ ୫୫ଟି ଦେଶରେ ଭିସା-ଫ୍ରି ଏଣ୍ଟ୍ରି
ହେନଲି ପାସପୋର୍ଟ ଇଣ୍ଡେକ୍ସ ୨୦୨୬ ତାଲିକା ପ୍ରକାଶ ପାଇଛି । ଭାରତୀୟ ପାସପୋର୍ଟର ରାଙ୍କିଂରେ ଏକ ଗୁରୁତ୍ୱପୂର୍ଣ୍ଣ ଉନ୍ନତି ହୋଇଛି ।ଚଳିତ ବର୍ଷ ଏସୀୟ ଦେଶଗୁଡ଼ିକ ପ୍ରାଧାନ୍ୟ ବିସ୍ତାର କରିଛନ୍ତି । ସିଙ୍ଗାପୁରର ପାସପୋର୍ଟ ବିଶ୍ୱର ସବୁଠାରୁ ପାୱାରଫୁଲ୍ ରହିଛି, ଯାହା ୧୯୨ଟି ଦେଶକୁ ବିନା!-->…
ବ୍ରହ୍ମପୁରରେ ବସ୍, ଆଗ୍ରାରେ କଟିଲା ଚାଲାଣ
ବ୍ରହ୍ମପୁରରେ ଥିବା ଏକ ଘରୋଇ ବସ୍ର ଚାଲାଣ ଉତ୍ତର ପ୍ରଦେଶର ଆଗ୍ରା ସହରରେ କଟିଛି| ବସ୍ ମାଲିକଙ୍କ ମୋବାଇଲକୁ ଅସିଛି ୭୫ ହଜାର ୫୨୦ ଟଙ୍କାର ଚାଲାଣ। ଏ ନେଇ ବସ୍ ମାଲିକ ପ୍ରକାଶ ଚନ୍ଦ୍ର ଦାସ ଗଞ୍ଜାମ ପରିବହନ ବିଭାଗର ଦ୍ବାରସ୍ଥ ହୋଇଛନ୍ତି । ଗୋଟିଏ ନମ୍ବରରେ ଦୁଇଟି ବସ୍ ଚାଲିଛି। ଏମିତିକି!-->…
ଆଇସିସି ମାନ୍ୟତା : ଦିନିକିଆରେ ବିରାଟ କୋହଲି ନଂ୧
ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ସଦ୍ୟତମ ଦିନିକିଆ ମାନ୍ୟତା ପ୍ରକାଶ ପାଇଛି । ଏହା ଅନୁସାରେ ଭାରତର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କୁ ବିଶ୍ବର ନଂ୧ ମାନ୍ୟତା ପ୍ରଦାନ କରାଯାଇଛି । ୭୮୫ ପଏଣ୍ଟ ସହ ସେ ପ୍ରଥମ ସ୍ଥାନରେ ଅଛନ୍ତି । ସେ ଦୀର୍ଘ ଦିନ ପରେ ପୁଣି ଥରେ!-->…
ଓଡିଶାଭୁବନେଶ୍ୱର ବିମାନବନ୍ଦରରେ ରେକର୍ଡ ଯାତ୍ରୀ
ନୂଆ ରେକର୍ଡ ସୃଷ୍ଟି କଲା ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର । ୨୦୨୫ରେ ସର୍ବକାଳୀନ ରେକର୍ଡ ହୋଇଛି । ୫.୧୫ ମିଲିୟନ ଯାତ୍ରୀ ବିମାନରେ ଯାତାୟତ କରିଛନ୍ତି । କୌଣସି ବର୍ଷ ଏତେ ଯାତ୍ରୀ ଯାତ୍ରା କରି ନଥବା ବିମାନବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି । ତେବେ ଯାତ୍ରୀଙ୍କ ଏହି!-->…
ଶିମିଳିପାଳରେ ବଢ଼ିଲା କୁମ୍ଭୀର ସଂଖ୍ୟା, ୮୪କୁ ବୃଦ୍ଧି
ଶିମିଳିପାଳର କୁମ୍ଭୀର ଗଣନା ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟ ଅନୁସାରେ, କୁମ୍ଭୀରଙ୍କ ସଂଖ୍ୟା ୮୪କୁ ବୃଦ୍ଧି ପାଇଛି, ଯାହା ଗତ ବର୍ଷ ତୁଳନାରେ ୩ ଅଧିକ। ପଶ୍ଚିମ ଦେଓ ନଦୀରେ ସର୍ବାଧିକ ୬୦ କୁମ୍ଭୀର ଅଛନ୍ତି । ଜାନୁଆରୀ ୬ରୁ ୮ତାରିଖ ପର୍ଯ୍ୟନ୍ତ ତିନି ଦିନିଆ କୁମ୍ଭୀର ଗଣନା ରିପୋର୍ଟ!-->…