Browsing Category
ଆଜିର ଖବର
ଶିମିଳିପାଳରେ ବଢ଼ିଲା କୁମ୍ଭୀର ସଂଖ୍ୟା, ୮୪କୁ ବୃଦ୍ଧି
ଶିମିଳିପାଳର କୁମ୍ଭୀର ଗଣନା ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟ ଅନୁସାରେ, କୁମ୍ଭୀରଙ୍କ ସଂଖ୍ୟା ୮୪କୁ ବୃଦ୍ଧି ପାଇଛି, ଯାହା ଗତ ବର୍ଷ ତୁଳନାରେ ୩ ଅଧିକ। ପଶ୍ଚିମ ଦେଓ ନଦୀରେ ସର୍ବାଧିକ ୬୦ କୁମ୍ଭୀର ଅଛନ୍ତି । ଜାନୁଆରୀ ୬ରୁ ୮ତାରିଖ ପର୍ଯ୍ୟନ୍ତ ତିନି ଦିନିଆ କୁମ୍ଭୀର ଗଣନା ରିପୋର୍ଟ!-->…
ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ
ଆଜି ପବିତ୍ର ମକର ସଂକ୍ରାନ୍ତି। ହିନ୍ଦୁ ଧର୍ମର ବିଶ୍ୱାସ ଅନୁଯାୟୀ, ଆଜି ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିବେ ଓ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ହେବ। ତେବେ ମକର ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ। ବୈତରଣୀର ଶବ୍ୟା କାବେରୀ ଘାଟରେ ପୂଜାର୍ଚ୍ଚନା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ!-->…
ଉପାସରେ ଶ୍ରୀଲିଙ୍ଗରାଜ ପ୍ରସଙ୍ଗକୁ ନେଇ ବାବୁ ସିଂ କଡା ଚେତାବନୀ: ସେବାୟତଙ୍କ ଉପରେ ହେବ ଆକ୍ସନ
ଉପାସରେ ଶ୍ରୀଲିଙ୍ଗରାଜ ପ୍ରସଙ୍ଗକୁ ନେଇ ଏକାମ୍ର ବିଧାୟକ ବାବୁ ସିଂ କଡା ଚେତାବନୀ ଦେଇଛନ୍ତି । ବିଧାୟକ କହିଛନ୍ତି ଯେ ନୀତିକାନ୍ତି ବନ୍ଦ କରିଥିବା ସେବାୟତଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ । ସେବାୟତ ସେବା କରିବାକୁ ଅଛନ୍ତି, ନିଷ୍ପତ୍ତି ନେବାକୁ ନୁହେଁ । ନୀତିକାନ୍ତି ବନ୍ଦ ଅତ୍ୟନ୍ତ!-->…
ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗରେ ବୃଦ୍ଧ ଅଟକ
ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ଅଞ୍ଚଳରେ ଲଜ୍ଜା । ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ବୃଦ୍ଧ ଅଟକ । ଗତ ରବିବାର ଅପରାହ୍ନ ସମୟରେ ଘର ପାଖରେ ନାବାଳିକା ଜଣକ ବୁଲୁଥୁବା ବେଳେ ସମ୍ପର୍କୀୟ ଜେଜେ ନାବାଳିକାକୁ ଡାକି ଥିଲା । ଗୁହାଳ ଭିତରେ ପାଟିରେ ହାତ ଦେଇ ଜବରଦସ୍ତ ଦୁଷ୍କର୍ମ କରିଥିବା ଅଭିଯୋଗ!-->…
ଡ୍ରାଇଭିଂ ଲାଇସେନ୍ସ ନିୟମରେ ହେବ ବଡ଼ ପରିବର୍ତ୍ତନ: ନିୟମ ଭାଙ୍ଗିଲେ DL ରଦ୍ଦ
ଆଗକୁ ଡ୍ରାଇଭିଂ ଲାଇସେନ୍ସ ନିୟମରେ ହେବ ବଡ଼ ପରିବର୍ତ୍ତନ । ଗାଡ଼ି ଚାଳକ ନିୟମ ଭାଙ୍ଗିଲେ କଟିବ ପଏଣ୍ଟ । ରଦ୍ଦ ହେବ ଲାଇସେନସ । ମହଙ୍ଗା ହେବ ବୀମା । ସଡ଼କ ଦୁର୍ଘଟଣା ରୋକିବା ଓ ଟ୍ରାଫିକ୍ ନିୟମକୁ ଅଧିକ କଡ଼ାକଡ଼ି କରିବା ପାଇଁ କେନ୍ଦ୍ର ସରକାର ‘ପେନାଲ୍ଟି ପଏଣ୍ଟ’ ବ୍ୟବସ୍ଥା ଲାଗୁ!-->…
ମକର ସଂକ୍ରାନ୍ତିରେ ମହାପ୍ରଭୁଙ୍କୁ ଅର୍ପଣ ହେବ ସବୁଠୁ ବଡ଼ପାନ
ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ଶ୍ରୀମନ୍ଦିରରେ ପାଳନ ହେବ ମହାପ୍ରଭୁଙ୍କ ମକରନୀତି । କାଳିଆ ଠାକୁରଙ୍କ ଦ୍ୱାଦଶଯାତ୍ରା ମଧ୍ୟରୁ ମକର ସଂକ୍ରାନ୍ତି ଏକ ପ୍ରମୂଖ ଯାତ୍ରା ହୋଇଥିବାରୁ ଆଜି ମହାପ୍ରଭୁଙ୍କର ମକରଚୌରାସୀ ବେଶ ଅନୁଷ୍ଠିତ ହେବ। ତେବେ ଆଜି ମହାପ୍ରଭୁଙ୍କୁ ଅର୍ପଣ ହେବ!-->…
ପଶ୍ଚିମବଙ୍ଗରେ ନିପା ଆକ୍ରାନ୍ତ ଚିହ୍ନଟ ପରେ ଓଡ଼ିଶାକୁ ଭୟ
ପଶ୍ଚିମବଙ୍ଗରେ ଆକ୍ରାନ୍ତ ଚିହ୍ନଟ ପରେ ଓଡ଼ିଶାକୁ ବଢିଲା ନିପା ଭୟ। ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣାରେ ଘରୋଇ ହସ୍ପିଟାଲରେ ୨ଜଣ ନର୍ସ ନିପା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି । ସେମାନଙ୍କଠାରେ ରହିଥିବା ଲକ୍ଷଣ ନିପା ଭୂତାଣୁ ବୋଲି ପ୍ରାଥମିକ ରିପୋର୍ଟରୁ ସ୍ପଷ୍ଟ ହୋଇଛି । ସେମାନଙ୍କ!-->…
ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ, ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି
ଓଡ଼ିଆରେ ହେବ ସରକାରୀ କାମ । ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ । ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି । ଏହି ନିୟମ ବ୍ଲକ, ଜିଲ୍ଲା ଏବଂ ରାଜ୍ୟସ୍ତରୀୟ ସରକାରୀ ଅଫିସରେ କଡ଼ାକଡ଼ି ଲାଗୁ ହେବ । ସମସ୍ତ ବିଜ୍ଞପ୍ତି, ପତ୍ର ବିନିମୟ ଓଡ଼ିଆ ଭାଷାରେ ହେବ। ନିୟମ ଖିଲାପ!-->…
ପୁଣି ଉପାସ ରହିଲେ ମହାପ୍ରଭୁ ଲିଙ୍ଗରାଜ
ପୁଣି ଉପାସ ରହିଲେ ମହାପ୍ରଭୁ ଲିଙ୍ଗରାଜ। ମକର ସଂକ୍ରାନ୍ତିରେ ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି। ମଙ୍ଗଳବାର ସଂଧ୍ୟାରୁ ବନ୍ଦ ଅଛି ନୀତିକାନ୍ତି।ଉଭୟ ବ୍ରାହ୍ମଣ ନିଯୋଗ ଓ ବଡୁ ନିଯୋଗ ମଧ୍ୟରେ ବିବାଦରୁ ପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ ରହିଛି । ବିଗତ କିଛି ବର୍ଷ ହେବ!-->…
ମା, ସ୍ତ୍ରୀକୁ ଛେଚି ମାରିଲା, ମାଂସ ପୋଡ଼ି ଖାଇଲା
ନିଜ ମାଆକୁ ଛେଚି ଛେଚି ମାରିଦେଲା । ଖାଲି କଣ ମାଆକୁ ନିଜ ସ୍ତ୍ରୀକୁ ବି ଛାଡ଼ିଲାନି। ସର୍ବସମ୍ମୁଖରେ ଖପୁରୀ କାଢ଼ି ମାଂସ ଖାଇଲା। ଏମିତି ନୃଶଂସ ମଣିଷ ଦେଖିବାକୁ ମିଳିଛି ଉତ୍ତର ପ୍ରଦେଶର କୁଶୀନଗରରେ। କୁଶିନଗରର ପାରସା ଗାଁରେ ଅତି ବୀଭତ୍ସ ଭାବେ ଡବଲ ମର୍ଡର ହୋଇଛି । ଏ ହତ୍ୟା ଆଉ କେହି!-->…
ହ୍ୟୁମାନ ମୃତ୍ୟୁ ମାମଲା : ଅର୍ପିତା ସୋମେଶଙ୍କୁ ଜେରା
ହ୍ୟୁମାନ ସାଗର ମୃତ୍ୟୁ ଘଟଣାରେ ପୋଲିସର ବଡ଼ ସୂଚନା। ଏକାଧିକ ବ୍ୟକ୍ତିଙ୍କୁ ପଚରାଉଚରା କରାଯାଇଛି କହିଲେ ଏସିପି ଜୋନ୍-୩। ସେ ଆହୁରି କହିଛନ୍ତି ଯେ ଅର୍ପିତା ଚୌଧୁରୀ ଓ ସୋମେଶ ଶତପଥୀଙ୍କୁ ପଚରାଉଚରା ହୋଇଛି। ଉଭୟଙ୍କ ବ୍ୟାଙ୍କ ପାସବୁକ ଯାଞ୍ଚ ସହ ଇନ୍କମ ଟ୍ୟାକ୍ସରୁ ତଥ୍ୟ ସଂଗ୍ରହ ହୋଇଛି।!-->…
ମା ଦକ୍ଷିଣକାଳୀ ଚ୍ୟଲେଞ୍ଜ କ୍ଲବ୍ ଘୋଳ।ହାଣ୍ଡି କ୍ରିକେଟ କ୍ଲବ୍ ବିଜୟୀ
ଗଣିଆ-(ବିଶ୍ୱରଂଜନ ସେଠୀ) ଗଣିଆ ବ୍ଲକ ସ୍ଥିତ ଦଙ୍କାରିସାହି ମା ଦକ୍ଷିଣକାଳୀ ଚ୍ୟାଲେଞ୍ଜ କ୍ରିକେଟ୍ କପ୍ର ତୃତୀୟ ଦିବସ ମ୍ୟାଚ୍ ରେ ରାଉତପଡା କ୍ରିକେଟ ଟିମ୍ ବନାମ ଘୋଳାହାଣ୍ଡି ମଧ୍ୟରେ ଅନୁଷ୍ଠିତ ହୋଇଥିଲା!ପ୍ରଥମେ ରାଉତ ପଡ଼ା ଟିମ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତି ନେଇଥିଲା ଏବଂ!-->…