Browsing Category

ଆଜିର ଖବର

ମା ଦକ୍ଷିଣକାଳୀ ଚ୍ୟଲେଞ୍ଜ କ୍ଲବ୍ ଘୋଳ।ହାଣ୍ଡି କ୍ରିକେଟ କ୍ଲବ୍ ବିଜୟୀ

ଗଣିଆ-(ବିଶ୍ୱରଂଜନ ସେଠୀ) ଗଣିଆ ବ୍ଲକ ସ୍ଥିତ ଦଙ୍କାରିସାହି ମା ଦକ୍ଷିଣକାଳୀ ଚ୍ୟାଲେଞ୍ଜ କ୍ରିକେଟ୍ କପ୍ର ତୃତୀୟ ଦିବସ ମ୍ୟାଚ୍ ରେ ରାଉତପଡା କ୍ରିକେଟ ଟିମ୍ ବନାମ ଘୋଳାହାଣ୍ଡି ମଧ୍ୟରେ ଅନୁଷ୍ଠିତ ହୋଇଥିଲା!ପ୍ରଥମେ ରାଉତ ପଡ଼ା ଟିମ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତି ନେଇଥିଲା ଏବଂ

ବ୍ଲକ ସଦଦ୍ଭାବନା ସଭଗୃହାରେ ୭୭ତମ ସାଧାରଣତନ୍ତ୍ର ଦିବସ ପ୍ରସ୍ତୁତି ବୈଠକ

ଗଣିଆ,(ବିଶ୍ୱରଂଜନ ସେଠି) ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ମଙ୍ଗଳବାର ଗଣିଆ ପଂଚାୟତ ସମିତି ସଭାଗୃହରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଡିଓ ଲବଣେନ୍ଦୁ ମହାନ୍ତି ରଣା ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷା ଝୁନା ଜେନା, ଗଣିଆ ଥାନା ଏଏସଅ୍ଧବ ସାହା

ସାପ କାମୁଡିଲା ପରେ ତାକୁ ପକେଟରେ ପୂରାଇ ମେଡିକାଲ ଗଲେ ଇ-ରିକ୍ସା ଚାଳକ

ଉତ୍ତର ପ୍ରଦେଶର ମଥୁରାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବ୍ୟକ୍ତିଙ୍କୁ ଏକ ନାଗ ସାପ କାମୁଡ଼ି ଦେଇଥିଲା ଏବଂ ସେ ଜୀବନ୍ତ ନାଗସାପକୁ ଧରି ଡାକ୍ତରଖାନାକୁ ଯାଇଥିଲେ । ଡାକ୍ତର କ’ଣ ହୋଇଛି ବୋଲି ପଚାରିବାରୁ, ବ୍ୟକ୍ତି ଜଣକ ତାଙ୍କ ପକେଟରୁ ଜୀବନ୍ତ ନାଗସାପ ବାହାର କରି

ଆଉ ୧୦ ମିନିଟ୍‌ରେ ହେବନାହିଁ ସାମଗ୍ରୀ ଡେଲିଭରି: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

କେନ୍ଦ୍ର ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରୀ ମନସୁଖ ମାଣ୍ଡବ୍ୟଙ୍କ ଦୃଢ଼ ପଦକ୍ଷେପ ପରେ, କ୍ୱିକ କମର୍ସ କମ୍ପାନୀ ବ୍ଲିଙ୍କିଟ ଏହାର ସମସ୍ତ ବ୍ରାଣ୍ଡ ପ୍ଲାଟଫର୍ମରୁ ‘୧୦-ମିନିଟ ଡେଲିଭରି’ ଦାବିକୁ ସମ୍ପୂର୍ଣ୍ଣ ଭାବରେ ହଟାଇ ଦେଇଛି। ଡେଲିଭରି କର୍ମଚାରୀଙ୍କ ସୁରକ୍ଷା ଏବଂ ଉନ୍ନତ କାର୍ଯ୍ୟ

ରଥଯାତ୍ରା: ୬ ମାସ ପୂର୍ବରୁ ରିପୋର୍ଟ ମାଗିଲେ ସିଏସ

ରଥଯାତ୍ରାକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ପ୍ରସ୍ତୁତି ବୈଠକ। ୬ ମାସ ପୂର୍ବରୁ ସବୁ ବିଭାଗକୁ ପ୍ରସ୍ତୁତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ। ଏଣିକି ପ୍ରତି ମାସରେ ସମୀକ୍ଷା ହେବ ରଥ ଯାତ୍ରା ପ୍ରସ୍ତୁତି।। ସ୍ୱାସ୍ଥ୍ୟ, ପିଇବା ପାଣି, କ୍ୱାଲିଟି ମନିଟର, ସ୍ୱଚ୍ଛତାକୁ ଗୁରୁତ୍ୱ ଦିଆଯିବ । ଭିଡ

ଆଇନଜୀବୀ ପୀତବାସ ହତ୍ୟା ମାମଲା: ୬ ଅଭିଯୁକ୍ତଙ୍କ ଜାମିନ ଖାରଜ

ପୀତବାସ ପଣ୍ଡା ହତ୍ୟା ମାମଲାରେ ୬ ଅଭିଯୁକ୍ତଙ୍କ ଜାମିନ ଖାରଜ । ମଳୟ ବିଷୋୟୀ, ସୁନୀଲ ହୋତା, ବିପିନ ସ୍ୱାଇଁ, ସୀମାଞ୍ଚଳ ନାୟକଙ୍କ ଜାମିନ ଖାରଜ କରିଛନ୍ତି କୋର୍ଟ ।୨ ବିହାରୀ ଅପରାଧି ଶିଶୁପାଳ ପାଶୱାନ, କୁନ୍ଦନ କୁମାରଙ୍କ ଜାମିନ ମଧ୍ୟ ଖାରଜ କରିଛନ୍ତି କୋର୍ଟ ।ସୂଚନାଯୋଗ୍ୟ ଯେ, ଅକ୍ଟୋବର

 ଭଙ୍ଗା ଯିବନି ବର୍ତ୍ତମାନର ବିଧାନସଭା, ସନ୍ତକ ହିସାବରେ ରଖାଯିବ- ପୂର୍ତ୍ତ ମନ୍ତ୍ରୀ

ରାଜ୍ୟରେ ବିଧାନ ପରିଷଦ ଗଠନ ନେଇ ପୂର୍ତ୍ତ ମନ୍ତ୍ରୀଙ୍କ ସଙ୍କେତ । ମନ୍ତ୍ରୀ କହିଛନ୍ତି ଯେ ଭଙ୍ଗା ଯିବନି ବର୍ତ୍ତମାନର ବିଧାନସଭା, ସନ୍ତକ ହିସାବରେ ରଖାଯିବ । ମ୍ୟୁଜ୍ୟିମ ଭାବେ ବ୍ୟବହାର କରାଯିବ । ଭବିଷ୍ୟତରେ ଯଦି ବିଧାନ ପରିଷଦ ଗଠନ ହୁଏ, ବ୍ୟବହାର କରାଯିବ । ଲୋକସେବା ଭବନ ଓ ବିଧାନସଭା

SIR ପାଇଁ ଓଡ଼ିଶା ପୁରା ପ୍ରସ୍ତୁତ, ବୁଥ୍ ସଂଖ୍ୟା ୩୬ରୁ ୪୩ ହଜାରକୁ ବୃଦ୍ଧି

ରାଜ୍ୟରେ ବଢିଲା ବୁଥ ସଂଖ୍ୟା । SIR ପୂର୍ବରୁ ବୁଥ ସଂଖ୍ୟା ବୃଦ୍ଧି କରାଯାଇଛି । ଆଉ ୭ ହଜାର ବୁଥ ବୃଦ୍ଧି କରାଯାଇଛି । ପୂର୍ବରୁ ୩୬ ହଜାର ବୁଥ ଥିବା ବେଳେ ଏବେ ପ୍ରାୟ ୪୩ ହଜାର ବୁଥ କରାଯାଇଛି। SIR ପାଇଁ ଓଡ଼ିଶା ପ୍ରସ୍ତୁତ । ଓଡିଶାରେ SIR ଲାଗୁ ପାଇଁ ପ୍ରସ୍ତୁତି ୫ମାସ

ଚଳିତ ବର୍ଷ ଅନ୍‌ଲାଇନ୍‌ ହୋଇପାରେ ଯୁକ୍ତ ୨ ପରୀକ୍ଷା ଖାତା ଦେଖା-ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଚଳିତ ବର୍ଷରୁ ବଦଳିପାରେ ଯୁକ୍ତ ୨ ଖାତାଦେଖା ଢ଼ାଞ୍ଚା । ଯୁକ୍ତ ୨ କଳା ଖାତା ଦେଖା ଅନଲାଇନ୍‌ରେ ହୋଇପାରେ ବୋଲି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଆନୁସଙ୍ଗିକ ବ୍ୟବସ୍ଥା ପାଇଁ ଅର୍ଥ ପ୍ରଦାନ କରାଯିବ। ଟାଇମ ପିରିୟଡ ଭିତରେ ଖାତା ଦେଖା ହୋଇପାରିବ,

ଭୂବନେଶ୍ୱର -କୋଣାର୍କ ରାସ୍ତାରେ ରାସ୍ତା କଡକୁ ଖସିଲା କାର

କୋଣାର୍କ:- 13/01/2026 - ଭୂବନେଶ୍ୱର -କୋଣାର୍କ ରାସ୍ତାରେ ରାସ୍ତା କଡକୁ ଖସିଲା କାର,ଗୋପ କୁସୁପୁରୁ ନିକଟରେ ଦୁର୍ଘଟଣା,ଅଳ୍ପକେ ବର୍ତ୍ତିଲେ 5 ପର୍ଯ୍ୟଟକ।କୁହୁଡି ଯୋଗୁଁ ଦିଶିଲାନି ରାସ୍ତା,ଗଛ ରେ ପିଟି ହୋଇ ରାସ୍ତା ତଳକୁ ଖସିଲା କାର,ଗାଡ଼ିରେ ଥିବା ୫ଜଣ ସମ ହସ୍ପିଟାଲ ଫାର୍ମାସିଷ୍ଟ

ସଂସ୍କୃତିରେ ମଧୁର ଝଲକ” କସ୍ତୁରୀ” ଦିତୀୟ ବର୍ଷ ବିଦ୍ୟାର୍ଥୀ ମାନଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ଗଣିଆ : (ବିଶ୍ୱରଂଜନ ସେଠି) ମଙ୍ଗଳବାର ଦିନ ଗଣିଆ ବ୍ଲକସ୍ଥିତ ରାମଚନ୍ଦ୍ର ସାମନ୍ତରାୟ ମହାବିଦ୍ୟାଳୟରେ ସଂସ୍କୃତିର ମଧୁର ଝଲକ କସ୍ତୁରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି । ଏଥିରେ ଯୁକ୍ତ ଦୁଇ ଦିତୀୟ ବର୍ଷର ବିଦ୍ୟାର୍ଥୀ ମାନଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଜଣାଇଥିଲେ ପ୍ରଥମ ବର୍ଷର

ଏସବିଆଇ ଏଟିଏମରୁ ଟଙ୍କା ଉଠାଣ ହେବ ମହଙ୍ଗା !

ଏସବିଆଇ ଏଟିଏମରୁ ଟଙ୍କା ଉଠାଣ ପାଇଁ ନିୟମରେ କିଛି ପରିବର୍ତ୍ତନ କରିଛି । ଭାରତୀୟ ଷ୍ଟେଟ ବ୍ୟାଙ୍କ ଏଟିଏମ୍‌ ଏବଂ ସ୍ୱୟଂଚାଳିତ ଜମା-କମ-ଉଠାଣ ମେସିନ୍‌ ସହିତ ଜଡିତ ଚାର୍ଜକୁ ସଂଶୋଧନ କରିଛି ।ଏହି ପରିବର୍ତ୍ତନ ଅନ୍ୟ ବ୍ୟାଙ୍କର ଏଟିଏମରେ କରାଯାଉଥିବା କାରବାର ପାଇଁ ପ୍ରଯୁଜ୍ୟ ହେବ । ଏହି