Browsing Category
ଆଜିର ଖବର
ବଲାଙ୍ଗିର ସହରରେ ଲକ୍ଷଲକ୍ଷ ଟଙ୍କାର ଦେହ କାରବାର !୯ ଦେହଜୀବୀ ଉଦ୍ଧାର
ବଲାଙ୍ଗିର ସହରରେ ଲକ୍ଷଲକ୍ଷ ଟଙ୍କାର ଦେହ କାରବାର ଚାଲିଛି । ଗତକାଲି ଗଞ୍ଜେଇ ମାମଲାରେ ତଦନ୍ତ କରୁଥିବା ସମୟରେ ପୁଲିସ ଏହି ସେକ୍ସ ରାକେଟ ସମ୍ପର୍କରେ ଜାଣିବାକୁ ପାଇଥିଲା ।ଟାଉନ ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ଅଞ୍ଚଳର ଏକ ହୋଟେଲରୁ ଯାଞ୍ଚ କରିବାରୁ ରୁମ ନମ୍ବର ୧୦୩ ଏବଂ ୧୦୬ରେ ଅସଂଯତ!-->…
ମିଗ୍-୨୧ ଉଡ଼ାଇଥିଲେ, ଏବେ ସାଧାରଣ ଯାତ୍ରୀବାହୀ ବିମାନ ଉଡ଼ାଇବେ ଉଡ଼ାଇବେ ଅଭିନନ୍ଦନ
ଭାରତୀୟ ବାୟୁସେନାର ପୂର୍ବତନ ଗ୍ରୁପ୍ କ୍ୟାପ୍ଟେନ୍ ଅଭିନନ୍ଦନ ବର୍ତ୍ତମାନ ସାଧାରଣ ଯାତ୍ରୀବାହୀ ବିମାନ ଉଡ଼ାଇବେ । ବର୍ଷ ୨୦୧୯ରେ ପାକିସ୍ତାନ ସହିତ ହୋଇଥିବା ଆକାଶମାର୍ଗ ଯୁଦ୍ଧ ସମୟରେ ନିଜର ଶୌର୍ଯ୍ୟ ପ୍ରଦର୍ଶନ କରିଥିବା ଏହି ବୀର ପାଇଲଟ୍, ଏବେ ଆଉ ଯୁଦ୍ଧ ବିମାନ ଉଡ଼ାଇବେ ନାହିଁ । ସୂଚନା!-->…
ସେପ୍ଟେମ୍ବର ୧୧ରେ ସାରା ଦେଶରେ ବ୍ୟାଙ୍କ ଆନ୍ଦୋଳନ ଡାକରା
ସେପ୍ଟେମ୍ବର ଏବଂ ଅକ୍ଟୋବର ମାସରେ ବ୍ୟାଙ୍କ ଗ୍ରାହକମାନଙ୍କୁ ସମସ୍ୟାର ସାମ୍ନା କରିବାକୁ ପଡ଼ିପାରେ । ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିୟନ୍ସ (UFBU) ୫-ଦିନିଆ ବ୍ୟାଙ୍କିଙ୍ଗ୍ ସପ୍ତାହ, ସରକାରଙ୍କ ସଂଶୋଧିତ ପରଫୋର୍ମାନ୍ସ ଲିଙ୍କଡ୍ ଇନସେଣ୍ଟିଭ୍ (PLI) ସ୍କିମ୍ ଏବଂ ଅନ୍ୟାନ୍ୟ ବାକି!-->…
ମହିଳାଙ୍କ ଅନ୍ତରଙ୍ଗ ମୁହୁର୍ତ୍ତ ଫଟୋ ଭିଡିଓ ଭାଇରାଲ: ଅବସରପ୍ରାପ୍ତ ସାମରିକ କର୍ମଚାରୀ ଗିରଫ
ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ବିବାହିତା ମହିଳାଙ୍କୁ ପ୍ରେମଜାଲରେ ଫସାଇ ଏକାଧିକ ଥର ବଳାତ୍କାର କରିବା ସହ ତାଙ୍କ ଅନ୍ତରଙ୍ଗ ମୁହୁର୍ତ୍ତର ଫଟୋ ଭିଡିଓ ଭାଇରାଲ କରିଥିବା ଅଭିଯୋଗରେ ପୋଲିସ ଜଣେ ଅବସରପ୍ରାପ୍ତ ସାମରିକ କର୍ମଚାରୀଙ୍କୁ ଗିରଫ କରିଛନ୍ତି। ଅଭିଯୁକ୍ତ ଜଣକ!-->…
କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଚିନି ଡିଲରମାନେ ୨,୦୦୦ କ୍ୱିଣ୍ଟାଲରୁ ଅଧିକ ଚିନି ଷ୍ଟକରେ ରଖିପାରିବେ ନାହିଁ
ଚିନିର କଳାବଜାରୀ ରୋକିବା ପାଇଁ ସରକାର ଆଉ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏବେ ଚିନି ଡିଲରମାନେ ୨,୦୦୦ କ୍ୱିଣ୍ଟାଲରୁ ଅଧିକ ଚିନି ଷ୍ଟକରେ ରଖିପାରିବେ ନାହିଁ। ବର୍ତ୍ତମାନ ଏହି ସୀମା ୪,୦୦୦ କ୍ୱିଣ୍ଟାଲ ରହିଛି, ଯାହା ୧ ଅଗଷ୍ଟ ୨୦୨୬ରୁ ଲାଗୁ ହୋଇଛି। ନୂଆ ସୀମା ୧୫ ସେପ୍ଟେମ୍ୱର!-->…
ରାଷ୍ଟ୍ରପତି ଭବନରେ ଗଞ୍ଜାମର କଳାକାର ସମ୍ମାନିତ
ଗତ ଅଗଷ୍ଟ ୪ ଓ ୫ ତାରିଖରେ ରାଷ୍ଟ୍ରପତିଙ୍କ ଗଞ୍ଜାମ ଗସ୍ତ ସମୟରେ ତପ୍ତପାଣିରେ ୫ଟି ଆଦିବାସୀ ନୃତ୍ୟଦଳ ଲୋକନୃତ୍ୟ ପରିବେଷଣ କରିଥିଲେ। ବିଶେଷକରି ଲାଞ୍ଜିଆ ସୌରା ନୃତ୍ୟ ରାଷ୍ଟ୍ରପତିଙ୍କୁ ବେଶ୍ ଆକର୍ଷିତ କରିଥିଲା। ଏହି ୫ଟି ଦଳର ୯୧ ଜଣ କଳାକାରଙ୍କୁ ପରବର୍ତ୍ତୀ ସମୟରେ ରାଷ୍ଟ୍ରପତି ଭବନକୁ!-->…
ଏସଆଇ ପରୀକ୍ଷା ସ୍କାମ୍: ସିବିଆଇ ସ୍କାନରରେ ଜେଲ୍ ଡିଜି ସୁଶାନ୍ତ ନାଥ
ଓଡ଼ିଶା ପୁଲିସ୍ ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ଏବେ ସିବିଆଇ ସ୍କାନରରେ ଜେଲ୍ ଡିଜି ତଥା ଆଇପିଏସ୍ ଅଧିକାରୀ ସୁଶାନ୍ତ ନାଥ। ସାମ୍ନାକୁ ଆସିଲା CBI ଦେଇଥିବା ରାଜ୍ୟ ସରକାରଙ୍କୁ ପତ୍ର ।CBI ତଦନ୍ତ ସଂପର୍କରେ ମିଳିଥିବା ସୂଚନା ଅନୁସାରେ ସୁଶାନ୍ତ କୁମାର ନାଥ, !-->…
ଦେଶର ପ୍ରଥମ ଲୋକଭବନ ଭାବେ ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବିଲ୍ଡିଂ ମାନ୍ୟତା
ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା । ଓଡ଼ିଶା ଲୋକଭବନ ହାସଲ କରିଛି ଭାରତୀୟ ଗ୍ରୀନ୍ ବିଲ୍ଡିଂ କାଉନ୍ସିଲ୍ (IGBC)ର ସମ୍ମାନଜନକ ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ୍ । ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ।
ଲୋକଭବନ ହେଉଛି!-->!-->!-->…
ଗୋଟିଏ ଘରୁ ମିଳିଲା ୨୩ ମୃତଦେହ ! ଡରିଗଲେ ଉଦ୍ଧାରକାରୀ ଟିମ୍
ନେପାଳରେ ପ୍ରଳୟଙ୍କରୀ ବନ୍ୟାର ପ୍ରଳୟ କମୁନି । ପାଣି ଶୁଖିଥିଲେ ବି ବଢିଚାଲିଛି ଦୁର୍ଦ୍ଦଶା । ଏହାସହ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି ।ଉଦ୍ଧାରକାର୍ଯ୍ୟ ଜୋରଦାର ଚାଲିଛି । ତେବେ ନୁବାକୋଟ ଜିଲ୍ଲାରେ ଉଦ୍ଧାରକାର୍ଯ୍ୟ ବେଳେ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି ।ଉଦ୍ଧାର!-->…
ଆସନ୍ତାକାଲି ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୭ଟା ଯାଏଁ ବନ୍ଦ ରହିବ ଜଗନ୍ନାଥ ଦର୍ଶନ
ଆସନ୍ତାକାଲି ସାଢ଼େ 4 ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ । ଅପରାହ୍ନ 2 ଟା 30 ଠାରୁ ସନ୍ଧ୍ୟା 7 ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ୍ ହେବ। ଆସନ୍ତାକାଲି 2 ସେପ୍ଟେମ୍ବର, ବୁଧବାର ,ଭାଦ୍ରବ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ରାହୁରେଖାଲାଗି ନୀତି ଅନୁଷ୍ଠିତ!-->…
ମାଛ ଧରିବା ହେଲା କାଳ,ଜାଲ ପକାଇବାକୁ ଯାଇ ମାଛ ଧରାଳି ନିଖୋଜ
ପୁରୀ:-01/09/2026 ମାଛ ଧରିବା ହେଲା କାଳ,ଜାଲ ପକାଇବାକୁ ଯାଇ ମାଛ ଧରାଳି ନିଖୋଜ। ଏଭଳି ଦୁଃଖ ଭରା ଦୃଶ୍ୟ ଦେଖିବାକୁ ମିଳିଛି।ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ବରାଙ୍ଗ ଗ୍ରାମରେ ଏଭଳି ହୃଦୟ ବିଦାରକ ଘଟଣା। ନିଖୋଜ ଯୁବକ ଜଣକ ବରାଙ୍ଗ ଗ୍ରାମର ବିପିନ ସାହୁ। ସେ ପେସାଦାର ମତ୍ସ୍ୟଜୀବୀ!-->…
ନର୍ଲା ପୋଲିସ ର ବଡ଼ ସଫଳତା ସିରିଜ ଡକାୟତ ମାମଲା ରେ ୫ ଜଣ ଅଟକ*
* ନର୍ଲାରେ ଗତ ୪ ମାସ ମଧ୍ୟରେ ୧୫ ରୁ ଉର୍ଦ୍ଧ୍ୱ ଚୋରୀ, ଡକାୟତି, ଦୋକାନ ଲୁଟ ଘଟଣା ସଙ୍ଘଟିତ ହୋଇ ଆସୁଥିଲା। ଏନେଇ ନର୍ଲା ଥାନାରେ ବାରମ୍ବାର ଅଭିଯୋଗ ପରେ ମଧ୍ୟ ଦୀର୍ଘ ୪ ମାସ ଧରି ପୋଲିସ ର ହାତ ଖାଲି ପଡିଥିଲା। ନର୍ଲା ପୋଲିସକୁ ଚାଲେଞ୍ଜ ପରେ ଚାଲେଞ୍ଜ ଦେଇ ଡକାୟତି କରି ଚାଲିଥିଲେ!-->…