Browsing Category
ଆଜିର ଖବର
ସଂସ୍କୃତିରେ ମଧୁର ଝଲକ” କସ୍ତୁରୀ” ଦିତୀୟ ବର୍ଷ ବିଦ୍ୟାର୍ଥୀ ମାନଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା
ଗଣିଆ : (ବିଶ୍ୱରଂଜନ ସେଠି) ମଙ୍ଗଳବାର ଦିନ ଗଣିଆ ବ୍ଲକସ୍ଥିତ ରାମଚନ୍ଦ୍ର ସାମନ୍ତରାୟ ମହାବିଦ୍ୟାଳୟରେ ସଂସ୍କୃତିର ମଧୁର ଝଲକ କସ୍ତୁରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି । ଏଥିରେ ଯୁକ୍ତ ଦୁଇ ଦିତୀୟ ବର୍ଷର ବିଦ୍ୟାର୍ଥୀ ମାନଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଜଣାଇଥିଲେ ପ୍ରଥମ ବର୍ଷର!-->…
ଏସବିଆଇ ଏଟିଏମରୁ ଟଙ୍କା ଉଠାଣ ହେବ ମହଙ୍ଗା !
ଏସବିଆଇ ଏଟିଏମରୁ ଟଙ୍କା ଉଠାଣ ପାଇଁ ନିୟମରେ କିଛି ପରିବର୍ତ୍ତନ କରିଛି । ଭାରତୀୟ ଷ୍ଟେଟ ବ୍ୟାଙ୍କ ଏଟିଏମ୍ ଏବଂ ସ୍ୱୟଂଚାଳିତ ଜମା-କମ-ଉଠାଣ ମେସିନ୍ ସହିତ ଜଡିତ ଚାର୍ଜକୁ ସଂଶୋଧନ କରିଛି ।ଏହି ପରିବର୍ତ୍ତନ ଅନ୍ୟ ବ୍ୟାଙ୍କର ଏଟିଏମରେ କରାଯାଉଥିବା କାରବାର ପାଇଁ ପ୍ରଯୁଜ୍ୟ ହେବ । ଏହି!-->…
ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସିର ଖବର । ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ତାଙ୍କ କହିବା ମୁତାବକ, ଏଯାବତ ସୁଭଦ୍ରା ଯୋଜନାରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ଜଣ ମହିଳା ସାମିଲ ହୋଇସାରିଛନ୍ତି । ତାଙ୍କ!-->…
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବାଙ୍କ ବେଶ
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବାଙ୍କ ବେଶ ।ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହେବ । ଏହାସହ ଧନୁ ସଂକ୍ରାନ୍ତିରୁ ଆରମ୍ଭ ହୋଇଥିବା ମହାପ୍ରଭୁଙ୍କ ପହିଲି ଭୋଗର ଅନ୍ତିମ ଦିବସ । ଆଜି ସନ୍ଧ୍ୟା ଆଳତି ବେଶରେ ମାଳଚୂଳ ମାନ ଖୁଣ୍ଟିଆ ଓ ପୁଷ୍ପାଳକ ସେବକଙ୍କ ସହାୟତାରେ ଠାକୁରଙ୍କୁ!-->…
ଝିଅମାନଙ୍କୁ ସେମାନଙ୍କ ଇଚ୍ଛା ବିରୋଧରେ ବିବାହ କରିବାକୁ ବାଧ୍ୟ କରୁଥିବା ମାତାପିତାଙ୍କୁ ସମାଲୋଚନା: ହାଇକୋର୍ଟ
ବିବାହ ପୂର୍ବରୁ ଝିଅର ସ୍ଵୀକୃତି ନେବା ଜରୁରୀ। ଜୋର୍ ଜବରଦସ୍ତି ଝିଅର ବିବାହ କରେଇ ପାରିବେ ନାହିଁ ଅଭିଭାବକ ବୋଲି ସମାଲୋଚନା କରିଛନ୍ତି ଓଡ଼ିଶା ହାଇକୋର୍ଟ। କୋର୍ଟ କହିଛନ୍ତି,ଏପରି ମାମଲାରେ ସମ୍ମତି ସର୍ବୋପରି ଏବଂ ମାତାପିତା ଝିଅଙ୍କ ଇଚ୍ଛା ବିରୋଧରେ ନ ଯିବାକୁ ଆହ୍ବାନ ଦେଇଛନ୍ତି। ଜଣେ!-->…
ଚିପ୍ସ ପ୍ୟାକେଟ୍ ଖେଳଣାରେ ବିସ୍ଫୋରଣ । କୁନି ପିଲାର ଆଖି ନଷ୍ଟ
ମାରାତ୍ମକ ସାଜିଲା ଚିପ୍ସ । ଚିପ୍ସ ପ୍ୟାକେଟ୍ ଖେଳଣାରେ ବିସ୍ଫୋରଣ । କୁନି ପିଲାର ଆଖି ନଷ୍ଟ । ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ଥାନା ଅଧୀନ ଶଗଡ଼ଘାଟ ଗାଁରେ ଘଟିଛି ଏଭଳି ଅଘଟଣ । ରବିବାର ସନ୍ଧ୍ୟାରେ ଲବ ହରପାଳଙ୍କ ଆଠ ବର୍ଷର ପୁଅ ଅଙ୍କେଶ ହରପାଳ ଗାଁର ଏକ ଦୋକାନରୁ ଚିପ୍ସ ପ୍ୟାକେଟ କିଣି!-->…
୧୪ରେ ନୂଆ ଅଫିସକୁ ଯିବ PMO
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଳିତ ସପ୍ତାହ ଜାନୁଆରି ୧୪ ତାରିଖ ମକର ସଂକ୍ରାନ୍ତି ଦିନ ତାଙ୍କ ନୂଆ ଅଫିସ୍କୁ ସ୍ଥାନାନ୍ତର ହେବେ। ପ୍ରଧାନମନ୍ତ୍ରୀଙ୍କ ଅଫିସ୍ (ପିଏମ୍ଓ)ର ପ୍ରସ୍ତୁତି କାର୍ଯ୍ୟ ପ୍ରାୟ ଶେଷ ହୋଇସାରିଛି। ଦେଶ ସ୍ବାଧୀନତା ଲାଭକରିବା ପରଠାରୁ ଅର୍ଥାତ ୧୯୪୭ମସିହାରୁ!-->…
ଦିନକ ପରେ ପୁଣି ଲେଉଟିଛି ଶୀତ। ଏହିସବୁ ଜିଲାକୁ ଆଲର୍ଟ ଜାରି
ଦିନକ ପରେ ପୁଣି ଲେଉଟିଛି ଶୀତ। ରାଜ୍ୟର ବିଭିନ୍ନ ସହରରେ ପାରଦ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଥିବାବେଳେ ଆଗାମୀ ଦିନରେ ତାପମାତ୍ରା ଆହୁରି ନିମ୍ନଗାମୀ ହେବ। ମଙ୍ଗଳବାର ଓ ବୁଧବାର ଝାରସୁଗୁଡା, ଅନୁଗୋଳ ଏବଂ ବୌଦ୍ଧ ଜିଲାକୁ ଥଣ୍ଡା ପାଇଁ ୟେଲୋ ଓ୍ବାର୍ନିଂ ଦିଆଯାଇଥିବାବେଳେ ଗୁରୁବାର!-->…
ଜାତୀୟ ଯୁବ ଦିବସ ପାଳିତ
ଭଣ୍ଡାରିପୋଖରୀ,୧୨/୦୧: ଭଣ୍ଡାରିପୋଖରୀ ସ୍ଥାନୀୟ ଶାରଦା ବିଦ୍ୟାମନ୍ଦିର ପରିସରରେ ସ୍ବାମୀବିବେକାନନ୍ଦ ଲୋକ ସଂସଦ ଭଣ୍ଡାରିପୋଖରୀ ଶାଖା ତରଫରୁ ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଅଛି। ଉତ୍କଳ କଳା ସଂସ୍କୃତି ପ୍ରତିଷ୍ଠାନ ଦ୍ୱାରା ଆୟୋଜିତ ଚିତ୍ରାଙ୍କନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା!-->…
ସିମ୍ କାର୍ଡ ଆଧାରିତ ସାଇବର ଠକେଇରେ ୪ ଯୁବକ ଗିରଫ
ଭଣ୍ଡାରିପୋଖରୀ,୧୨/୦୧: ଜିଲ୍ଲା ପୋଲିସ ଅଧୀକ୍ଷକଙ୍କ ନିର୍ଦ୍ଦେଶ ଅନୁଯାୟୀ ଭଣ୍ଡାରିପୋଖରୀ ପୋଲିସ ସନ୍ଦେହରେ କିଛି ଯୁବକଙ୍କୁ ପଚରା ଉଚରା କରିଥିଲା।ସିମ୍ କାର୍ଡ ଆଧାରିତ ସାଇବର ଠକେଇ କାର୍ଯ୍ୟକଳାପରେ ସେମାନଙ୍କର ଯୋଗଦାନ ଥିବା ଅନୁସନ୍ଧାନ ବେଳେ ଜଣାପଡିଛି। ଅଭିଯୁକ୍ତମାନେ ସିମ କାର୍ଡ!-->…
ପାନାବେଡା ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ ପାଳନ
ଚନ୍ଦାହାଣ୍ଡି - ତା ୧୨/୦୧( ନି:ପ୍ର ) ପାନାବେଡା ଡିଗ୍ରୀ ମହାବିଦ୍ୟାଳୟ ଚନ୍ଦାହାଣ୍ଡି ଠାରେ ଆଜି ଜାତୀୟ ଯୁବ ଦିବସ ପାଳିତ ହୋଇ ଯାଇଛି l ଯୁବ ମାନସର ପ୍ରତୀକ ଜଣେ ସ୍ୱାମୀ ବିବେକାନନ୍ଦ ସ୍ୱାମୀଙ୍କ ଜନ୍ମ ଦିନକୁ ଆଜି ସମଗ୍ର ଭାରତ ଜାତୀୟ ଯୁବ ଦିବସ ରୂପେ ପାଳନ କରି ଆସୁଥିବା ବେଳେ ଆଜି!-->…
ଆଠଗଡ ରେ ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ
ଆଠଗଡ଼ ୧୨/୦୧ ( ମାନସ ରଞ୍ଜନ ସାହୁ) ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ଉପଖଣ୍ଡ ପ୍ରଶାସନ ପକ୍ଷରୁ ଉପଖଣ୍ଡ ସୂଚନା ଓ ଲୋକ ସଂର୍ପକ ବିଭାଗ ଆଠଗଡ଼ ପକ୍ଷରୁ ଆଜି ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଉପଜିଲ୍ଲାପାଳ ତଥା ଅଧ୍ୟକ୍ଷ ସାଧାରଣତନ୍ତ୍ର ଦିବସ ପାଳନ କମିଟି ଶ୍ରୀ!-->…