Browsing Category

ଆଜିର ଖବର

ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ

ପୁଣି ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ। ଶ୍ରୀମନ୍ଦିର ଭିତର ଫଟୋ ପୁଣି ସୋସିଆଲ ମିଡିଆରେ ହୋଇଛି ଭାଇରାଲ। ଜଣେ ଯୁବକ ନିଜ ଇନଷ୍ଟାଗ୍ରାମ ରେ ଏହି ଫଟୋ ଅପଲୋଡ଼ କରିଛନ୍ତି। ଶ୍ରୀମନ୍ଦିର ଆନନ୍ଦ ବଜାରରେ ଫଟୋ ଉଠାଇଥିବା ଦେଖିବାକୁ ମିଳିଛି। ଫଟୋ ଭାଇରାଲ ପରେ ପୁରୀ ଏସପି ପ୍ରତୀକ

ସମ୍ବଲପୁରକୁ ୫୦ଟି ନୂଆ ଇ-ବସ୍ : ମୁଖ୍ୟମନ୍ତ୍ରୀ

ସମ୍ବଲପୁରବାସୀଙ୍କ ଗମନାଗମନକୁ ସୁଗମ ଏବଂ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୨୫ଟି ନୂଆ ଇ-ବସ୍‌ର ଶୁଭାରମ୍ଭ କରିବା ସହିତ ଚଳିତ ମାସ ଶେଷ ସୁଦ୍ଧା ଆଉ ୨୫ଟି ଇ-ବସ୍‌ର ବ୍ୟବସ୍ଥା କରାଯିବ ବୋଲି ଘୋଷଣା କରିଛନ୍ତି।ସମ୍ବଲପୁରକୁ ଦୁଇ ଦିନିଆ ଗସ୍ତରେ ଯାଇଥିବା

ରାଉରକେଲାରେ ବଡ଼ ଧରଣର ବିମାନ ଦୁର୍ଘଟଣା, ୬ ଆହତ

ଶନିବାର ଭୁବନେଶ୍ୱରରୁ ରାଉରକେଲା ଆସୁଥିବା ବିମାନ vtkss ଜଳଦା କଂସର ପଡ଼ିଆରେ ଅପରାହ୍ନ ୧.୪୦ ମିନିଟ୍‌ରେ ଜରୁରୀ ଅବତରଣ କରିଛି। ସେଥିରେ ମୃତାହତର କୌଣସି ସୂଚନା ମିଳିନାହିଁ। କିନ୍ତୁ ଦୁର୍ଘଟଣାର ୬ ଜଣ ଆହତ ହୋଇଥିବା କହିଲେ ପରିବହନ ମନ୍ତ୍ରୀ । ୯ ସିଟର ବିମାନ ରାଉରେକଲାରୁ

ବିବାହ ପାଇଁ ପ୍ରେମିକ ରାଜି ନହେବାରୁ ଥାନା ସମ୍ମୁଖରେ ପ୍ରେମିକାର ଆତ୍ମହତ୍ୟା ଉଦ୍ୟମ

ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଆଗରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପ୍ରେମିକ ବିବାହ କରିବା ପାଇଁ ରାଜି ନ ହେବାରୁ ପ୍ରେମିକା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି ।ଫତେଗଡ଼ ଥାନା ଆଗରେ ଯୁବତୀ ଜଣକ ପୋକମରା ଔଷଧ ପିଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ପ୍ରେମିକର

ଆଜିଠୁ ଆକାଶରେଏକ ମାସ ଯାଏଁ ଝଲସିବ ବୃହସ୍ପତି

ମହାକାଶ ବିଜ୍ଞାନ ପ୍ରେମୀଙ୍କ ପାଇଁ ଏକ ବିରଳ ତଥା ଚିତ୍ତାକର୍ଷକ ଖବର । ଆଜିଠାରୁ ଆକାଶରେ ସୌର୍ଯ୍ୟମଣ୍ଡଳର ସବୁଠାରୁ ବୃହତ୍ତମ ଗ୍ରହ 'ବୃହସ୍ପତି' ଅଧିକ ଉଜ୍ଜ୍ବଳ ଓ ବଡ଼ ଦେଖାଯିବ ।ବୃହସ୍ପତିକୁ ଚିହ୍ନଟ କରିବା ଅତ୍ୟନ୍ତ ସହଜ। ତାରାପରି ବୃହସ୍ପତି ଝିଲ୍‌ମିଲ୍‌ କରେ ନାହିଁ, ବରଂ ଏକ ସ୍ଥିର,

 ଏଣିକି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ କର୍ତ୍ତୃପକ୍ଷ

ସ୍କୁଲ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ କର୍ତ୍ତୃପକ୍ଷ। କାହିଁକି ପିଲା ଅନୁପସ୍ଥିତ ଅଛନ୍ତି ବୁଝିବେ ସ୍କୁଲ କର୍ତ୍ତୃପକ୍ଷ । ଏନେଇ ସମସ୍ତ ଡିଇଓ ଓ ବିଇଓଙ୍କୁ ଚିଠି ଲେଖିଲେ ସ୍କୁଲ ଓ ଗଣଶିକ୍ଷା ବିଭାଗ

ଭାରତକୁ ଭେନେଜୁଏଲାରୁ ତୈଳ କ୍ରୟ କରିବାକୁ ଅନୁମତି ମଳିବ

ଭେନେଜୁଏଲା ଉପରେ ଆକ୍ରମଣ ପରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସେହି ଦେଶର ତେଲ ବିକ୍ରୟ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଟ୍ରମ୍ପ ପ୍ରଶାସନ ସ୍ପଷ୍ଟ କରିଛି ଯେ ଏହା ଭାରତକୁ ଭେନେଜୁଏଲାର ଅଶୋଧିତ ତେଲ ମଧ୍ୟ ବିକ୍ରୟ କରିବ। ହେଲେ ଟ୍ରମ୍ପ ପ୍ରଶାସନର ଅଧିକାରୀମାନେ ଏଥିପାଇଁ ଏକ

ପ୍ରଭାସଙ୍କୁ ଆରତି ବେଳେ ସିନେମା ହଲ୍ ଭିତରେ ଅଗ୍ନିକାଣ୍ଡ

ସିନେମା ହଲ୍‌ରେ ଭୟଙ୍କର ଅଗ୍ନିକାଣ୍ଡ । ରାୟଗଡ଼ା ସହରରେ ଥିବା ଅଶୋକା ସିନେମା ହଲ୍‌ରେ ଭୟଙ୍କର ଅଗ୍ନିକାଣ୍ଡ । ଶତାଧିକ ଲୋକେ ଅଳ୍ପକେ ବର୍ତ୍ତିଯାଇଥିବା ସୂଚନା ମିଳିଛି ।ରାୟଗଡ଼ା ସହର ସ୍ଥିତ ଅଶୋକ ଟକିଜ୍ ସିନେମା ହଲ୍‌ରେ ଏଭଳି ଘଟଣା ଦେଖିବାକୁ ମିଳିଛି। 'ରେବେଲ ଷ୍ଟାର' ପ୍ରଭାସଙ୍କ ବହୁ

ମୃତ୍ୟୁ ତଥ୍ୟ ଲୁଚାଇ ପିଡିଏସ୍ ସାମଗ୍ରୀ ନେଲେ ହେବ ଦଣ୍ଡବିଧାନ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୧ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ପାରିତ ହୋଇଛି ୮ଟି ବିଭାଗର ୧୧ଟି ପ୍ରସ୍ତାବ । ଶିଳ୍ପ ବିଭାଗ, ଗୃହ ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ପର୍ଯ୍ୟଟନ ବିଭାଗ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ

ପ୍ରତି ମାସ ୧୬ ତାରିଖରେ ଜିଲ୍ଲାପାଳ ମାନଙ୍କୁ ନେଇ ବସିବ ଉଚ୍ଚ ସ୍ତରୀୟ ବୈଠକ

ପ୍ରଶାସନିକ ସ୍ତରରେ ବଡ଼ ସଂସ୍କାର ଲାଗି ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ବଡ଼ ପଦକ୍ଷେପ । ପ୍ରତି ମାସ ୧୬ ତାରିଖରେ ଜିଲ୍ଲାପାଳ ମାନଙ୍କୁ ନେଇ ବସିବ ଉଚ୍ଚ ସ୍ତରୀୟ ବୈଠକ । ଛୁଟି ଦିନ ଓ ସୋମବାର ବାଦ୍ ଏହି ବୈଠକ ସବୁ ମାସ ୧୬ ତାରିଖରେ ବସିବ । ଭିସି ଜରିଆରେ ଯୋଡ଼ି ହେବେ ସମସ୍ତ ଜିଲ୍ଲାର

ଭୁବନେଶ୍ବର କଳିଙ୍ଗ ଷ୍ଟୁଡିଓ ଛକରେ ମଝି ରାସ୍ତାରେ ଜଳିଗଲା ଆମ ବସ୍ 

ମଝି ରାସ୍ତାରେ ଜଳିଗଲା ଆମ ବସ୍। ଭୁବନେଶ୍ବର କଳିଙ୍ଗ ଷ୍ଟୁଡିଓ ଛକରେ ଘଟିଛି ଏହି ଅଘଟଣ। ପୋଲିସ ପହଞ୍ଚି ବସରେ ଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରିଛି। ସର୍ଟିସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି।ଘଟଣା ସର୍ମ୍ପକରେ ଖବରପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ

ଆଇନ ଆସିଲେ ସୁରୁଖୁରୁରେ ହେବ ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି

ଜଷ୍ଟିସ ଡି ପି ଚୌଧରୀଙ୍କ ଅଧକ୍ଷତାରେ ଗଠିତ ଲିଙ୍ଗରାଜ ମନ୍ଦିର ସତ୍ବଲିପି କମିଟିର ଅନ୍ତରୀଣ ରିପୋର୍ଟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ପ୍ରଦାନ କରାଯାଇଛି । ସବୁ ନିଯୋଗର ପୁରାତନ ନଥିପତ୍ରକୁ ନେଇ ଜଷ୍ଟିସ ଡି ପି ଚୌଧରୀଙ୍କ ଅଧ୍ୟକ୍ଷତାରେ ଗଠିତ କମିଶନ ପ୍ରସ୍ତୁତ କରିଛି ରିପୋର୍ଟ ।