Browsing Category
ଆଜିର ଖବର
ଜାନୁଆରୀ ମାସରେ ୧୦ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପ୍ରଧାନମନ୍ତ୍ରୀ ଆବାସ
ଜାନୁଆରୀ ମାସରେ ୧୦ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପ୍ରଧାନମନ୍ତ୍ରୀ ଆବାସ । ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ସୂଚନା ଦେଇଛନ୍ତି ।ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ୩୭ ଲକ୍ଷ ହିତାଧିକାରୀ ଆବେଦନ କରିଛନ୍ତି । ୩୪ ଲକ୍ଷଙ୍କୁ ସର୍ଟଲିଷ୍ଟ କରାଯାଇ କେନ୍ଦ୍ର ସରକାରଙ୍କୁ!-->…
ଆସିବ ‘ଭେଇକିଲ୍-ଟୁ-ଭେଇକିଲ୍ ଟେକ୍ନୋଲୋଜି:ଆଉ ହେବନି ଦୁର୍ଘଟଣା
ଦୁର୍ଘଟଣା ଏଡାଇବାକୁ ମାଷ୍ଟରପ୍ଲାନ୍ । ଏଥିପାଇଁ ଗାଡିରେ ଲଗାଯିବ ସେନସର । ୨୦୨୬ ଶେଷ ସୁଦ୍ଧା ଭେଇକିଲ୍-ଟୁ-ଭେଇକିଲ୍ (V2V) ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକାରୀ କରିବାକୁ ଯୋଜନା କରୁଛନ୍ତି କେନ୍ଦ୍ର ସରକାର । ସମସ୍ତ ନୂଆ ଗାଡ଼ିରେ ମାତ୍ର ୫/୭ ହଜାର ଟଙ୍କାରେ ଏହି ସେନସର ଲଗାଯିବ ।!-->…
ପ୍ରଥମେ ଗୁଳି ଚାଲିବ, ତା’ପରେ ପ୍ରଶ୍ନ ପଚାରିବୁ…’ ଟ୍ରମ୍ପଙ୍କୁ ଚେତାବନୀ ଦେଲା ଡେନମାର୍କ
ଭେନେଜୁଏଲା ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଗ୍ରୀନଲ୍ୟାଣ୍ଡ ଦଖଲ କରିବାକୁ ଚାହୁଁଛନ୍ତି। ସେ କହିଛନ୍ତି ଯେ ଆମେରିକାର ପ୍ରତିରକ୍ଷା ପାଇଁ ଗ୍ରୀନଲ୍ୟାଣ୍ଡ ଆବଶ୍ୟକ।ଟ୍ରମ୍ପ ପ୍ରଶାସନ ଗ୍ରୀନଲ୍ୟାଣ୍ଡବାସୀଙ୍କୁ ସିଧାସଳଖ ନଗଦ!-->…
ମହିଳାଙ୍କ ପାଇଁ ଦେଶର ସବୁଠୁ ସୁରକ୍ଷିତ ସହର ତାଲିକାରେ ବେଙ୍ଗାଲୁ
ମହିଳାଙ୍କ ପାଇଁ ଦେଶର ସବୁଠୁ ସୁରକ୍ଷିତ ସହର ତାଲିକାରେ ବେଙ୍ଗାଲୁରୁ ଶୀର୍ଷରେ ରହିଛି । ଏହା ତଳକୁ ଚେନ୍ନାଇ, ପୁନେ ଏବଂ ହାଇଦ୍ରାବାଦ ତାଲିକାରେ ସ୍ଥାନିତ ହୋଇଛି । ୱାର୍କ ପ୍ଲେସ୍ କଲ୍ଚର (କାର୍ଯ୍ୟସ୍ଥଳୀ ସଂସ୍କୃତି) କନ୍ସଲ୍ଟିଂ ଫାର୍ମ ଅବତାର ଗ୍ରୁପ୍ ରିପୋର୍ଟ ‘ଟପ୍ ସିଟିଜ୍ ଫର୍ ୱିମେନ!-->…
୨୦୨୬ କ୍ୟାଲେଣ୍ଡର ବର୍ଷ ପାଇଁ ଓଡ଼ିଶାରେ ବ୍ୟାଙ୍କ ଛୁଟି ତାଲିକା ପ୍ରକାଶ
୨୦୨୬ କ୍ୟାଲେଣ୍ଡର ବର୍ଷ ପାଇଁ ଓଡ଼ିଶାରେ ବ୍ୟାଙ୍କ ଛୁଟି ତାଲିକା ପ୍ରକାଶ ପାଇଛି।ଚଳିତ ବର୍ଷ ମୋଟ ୫୫ ଦିନ ବ୍ୟାଙ୍କଗୁଡ଼ିକ ବନ୍ଦ ରହିବ।
ଜାନୁଆରୀ ୧୦ (୨ୟ ଶନିବାର), ୧୪ (ମକର ସଂକ୍ରାନ୍ତି), ୨୩ (ବସନ୍ତ ପଞ୍ଚମୀ), ୨୪ (୪ର୍ଥ ଶନିବାର), ୨୬ (ଗଣତନ୍ତ୍ର ଦିବସ)
ଫେବୃଆରୀ ୧୪ (୨ୟ!-->!-->!-->!-->!-->!-->…
ରାଜ୍ୟରେ ଖସୁଛି ପାରଦ, ମାଇନସ ୧ ଡିଗ୍ରୀକୁ ଖସିଲା ତାପମାତ୍ରା
ରାଜ୍ୟରେ ଖସୁଛି ପାରଦ, ବଢୁଛି ଶୀତ । ମାଇନସ ୧ ଡିଗ୍ରୀକୁ ଖସିଲା ତାପମାତ୍ରା । ପ୍ରବଳ କୁହୁଡି ସାଙ୍ଗକୁ ହାଡ଼ଭଙ୍ଗା ଶୀତ ରେ ଥରୁଛି ମୟୁରଭଞ୍ଜ ।ଶିମିଳିପାଳ ସଂଲଗ୍ନ ଜନବସତି ସମେତ ଜିଲାବ୍ୟାପି ଶୀତର ଜାଡ ଅସମ୍ଭାଳ କରିଦେଇଛି ।ତେବେ ୨୦୧୪ରୁ ଶିମିଳିପାଳରେ ଶିମିଳିପାଳରେ ୧୩ବର୍ଷ ମଧ୍ୟରେ!-->…
ଏପ୍ରିଲ ପହିଲା ଯାଏ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ କୋହଳ
ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ବିଭୂତିଭୂଷଣ ଜେନା ପ୍ରଦୂଷଣ ଯାଞ୍ଚ ଓ ଜରିମାନାକୁ ନେଇ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ପ୍ରଦୂଷଣ ଯାଞ୍ଚ ପାଇଁ ଜନସାଧାରଣଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ପହିଲା ପର୍ଯ୍ୟନ୍ତ ପ୍ରଦୂଷଣ ସାର୍ଟିଫିକେଟ ନଥିଲେ!-->…
ଅଲିଭ ରିଡଲେଙ୍କ ସୁରକ୍ଷା ପାଇଁ 3ଟି ସ୍ଥାନରେ ପ୍ରାଥମିକ ଭାବରେ ୱାଚ ଟାୱାର ପ୍ରସ୍ତୁତ କରାଯିବ
ଓଡି଼ିଶା ଉପକୂଳ ମୁହାଁ ବିରଳ ପ୍ରଜାତିର ଅଲିଭ ରିଡଲେ କଇଁଛ । ହଜାର ହଜାର ମାଇଲ୍ ଅତିକ୍ରମ କରି ରାଜ୍ୟର ବିଭିନ୍ନ ବେଳାଭୂମିକୁ ଆସିଥାନ୍ତି ଏହି ବିରଳ ପ୍ରଜାତିର କଇଁଛ । ସାଧାରଣ ଭାବରେ ନଭେମ୍ବରରୁ ଜାନୁଆରୀ ମାସ ପର୍ଯ୍ୟନ୍ତ ପ୍ରାୟ ତିନି ମାସ ଧରି କଇଁଛଙ୍କ ମିଳନ ପର୍ବ ଜାରି ରହେ । ତେବେ!-->…
୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଆରଆଇ
ସୁରେନ୍ଦ୍ର କୁମାର ଦାଶ ନାମକ ଜଣେ ରାଜସ୍ୱ ନିରୀକ୍ଷକ (ଆରଆଇ)ଙ୍କୁ ଗୁରୁବାର ଦିନ ଓଡିଶା ଭିଜିଲାନ୍ସ ଅଧିକାରୀମାନେ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛନ୍ତି।ଏହି ଘଟଣା ଅନୁଗୁଳର ବୋଲି ଜଣାପଡ଼ିଛି। ସେ ଜମିର ସୀମା ନିର୍ଦ୍ଧାରଣ କରିବା ପାଇଁ ୬୦୦୦ ଟଙ୍କା ଲାଞ୍ଚ ଦାବି କରିଥିଲେ। ତେବେ!-->…
ମା’ ଚିରିଣୀ ପ୍ରିମିୟର ଲିଗଫାଇନାଲରେ ପ୍ରବେଶ କଲା ମଧ୍ୟଖଣ୍ଡ କ୍ରିକେଟ ଟିମ
ଗଣିଆ,(ବିଶ୍ୱରଂଜନ ସେଠି .) ଗଣିଆ ବ୍ଳକ ଅନ୍ତର୍ଗତ ୱାଲିପୁର ଖେଳପଡ଼ିଆରେ ଚାଲିଥିବା ମା’ ଚିରିଣୀ ପ୍ରିମିୟର ଲିଗର ୧ମ ସେ.ମି ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ଆଜିର ମ୍ୟାଚରେ ଇନ୍ଦିପଟା କ୍ରିକେଟ ଟିମ ଓ ମଧ୍ୟଖଣ୍ଡ କ୍ରିକେଟ ଟିମ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଇନ୍ଦିପଟା କ୍ରିକେଟ!-->…
ବେଟି ବଚାଓ ଓ ବେଟି ପଢାଓ ନାରୀ ବିନା ସମାଜ ତିଷ୍ଠିବା ଅସମ୍ଭବ
ଗଣିଆ,(ବିଶ୍ୱରଂଜନ ସେଠି .) ଗଣିଆ ବ୍ଳକ ସଦଭାବନା ସଭାଗୃହରେ ଗୁରୁବାର “ବେଟି ବଚାଓ – ବେଟି ପଢାଓ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଗଣିଆ ମହିଳା ଓ ଶିଶୁ ବିକାଶ ଅଧିକାରୀ ଉଷାରାଣୀ ସାହୁଙ୍କ ତତ୍ୱାବଧାନରେ ଅତିଥିଭାବେ ଗଣିଆ ଉନ୍ନୟନ କମିଟିର ସଭାପତି ଉଷା!-->…
ପ୍ରେମିକା ପାଇଁ ହାଇଡ୍ରାମା; ଟାୱାର ଉପରେ ଯୁବକ
ପ୍ରେମିକାକୁ ଡାକ, ମୋ ସହ ତାର କଥା କରାଅ । ନହେଲେ ଜମା ବି ତଳକୁ ଓହ୍ଲାଇବି ନାହିଁ । ପ୍ରେମ ପାଇଁ ଏମିତି ପାଗଳାମୀ କରିଛନ୍ତି ଜଣେ ଯୁବକ । ସୁବର୍ଣ୍ଣପୁର ଜିଲ୍ଲା ତରଭା ସହରରେ ଏହି ଘଟଣା ଦେଖିବାକୁ ମିଳିଛି । ତରଭା ସହର ମାରୱାଡି ଧର୍ମଶାଳା ପଛରେ ଥିବା ଟାୱାରରେ ଜଣେ ଯୁବକ ଚଢ଼ିଛନ୍ତି ।!-->…