Browsing Category

ଆଜିର ଖବର

କନ୍ୟା ବିବାହ ଯୋଜନାରେ ଉତ୍କଳିକାରୁ କିଣା ହେବ ବିବାହ ଉପହାର ଓ ସାମଗ୍ରୀ

କନ୍ୟା ବିବାହ ଯୋଜନାରେ ଉତ୍କଳିକାରୁ କିଣା ହେବ ବିବାହ ଉପହାର ଓ ସାମଗ୍ରୀ। ଉତ୍କଳିକା ଏବଂ ମହିଳା ଓ ଶିଶୁ ବିକାଶ ମଧ୍ୟରେ ବୁଝାମଣାପତ୍ର ସ୍ଵାକ୍ଷରିତ।ଏହି ବୁଝାମଣାପତ୍ର ମାଧ୍ୟମରେ ଉତ୍କଳିକା ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅନ୍ତର୍ଗତ ଯୋଗ୍ୟ କନ୍ୟାମାନଙ୍କୁ ଉପହାର ସାମଗ୍ରୀ ଯଥା

ଜଳୁଛି ବରଫ ପାହାଡ଼ ! ‘ମାଉଣ୍ଟ ଏଟନା’ ଆଗ୍ନେୟଗିରି ପାହାଡ଼ରେ କିଛି ଓଲଟା ଦୃଶ୍ୟ

ସୋସିଆଲ ମିଡିଆରେ ନିକଟରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି|ଇଟାଲୀର ପ୍ରସିଦ୍ଧ 'ମାଉଣ୍ଟ ଏଟନା' ଆଗ୍ନେୟଗିରି ପାହାଡ଼ରେ କିଛି ଓଲଟା ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ଚାରିଆଡ଼େ ଧଳା ବରଫର ଚାଦର ବିଛା ହୋଇଥିବା ବେଳେ ତା' ଭିତରୁ ନିଆଁର ଲହରୀ ବାହାରୁଥିବା ଦେଖାଯାଇଛି । ଲୋକେ ଏହାକୁ ଏକ

ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା ।

ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାନୂଆ ପୁରୁଣା ସମସ୍ତଙ୍କ ଆକାଉଣ୍ଟକୁ ଯିବ ଏହି ଟଙ୍କା ।ଆଜି ସମୀକ୍ଷା ବୈଠକ ପରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା କହିଛନ୍ତି ସୁଭଦ୍ରାରେ ୪ଲକ୍ଷ ୫୭ହଜାର ୬୮୧ଜଣଙ୍କୁ ଏହି ସପ୍ତାହରେ

ଆନ୍ଦୋଳନରୁ ଓହରିଲେ ଡାକ୍ତର ସଂଘ

ଗତ ଡିସେମ୍ବର ୨୬ ତାରିଖରୁ ଚାଲିଥିବା ଡାକ୍ତରମାନଙ୍କ ଆନ୍ଦୋଳନ ସାମୟିକ ସ୍ଥଗିତ । ଏନେଇ ଓମସା ପକ୍ଷରୁ ସୂଚନା ଦିଆଯାଇଛି । ଓମସା ପକ୍ଷରୁ କୁହାଯାଇଛି ଯେ, ଆଜି ସନ୍ଧ୍ୟା ସୁଦ୍ଧା ସରକାର ଦୁଇଟି ଦାବି ପୂରଣ ନେଇ ନୋଟିିଫିକେସନ ଜାରି କରିବେ । ଏହାଛଡା ଅନ୍ୟ ଦାବି ଗୁଡିକୁ ବି ସରକାର ପୂରଣ

ଜାନୁଆରି ୧୦ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଲୋକଭବନ ଉଦ୍ୟାନ

ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଲୋକଙ୍କ ପାଇଁ ଖୋଲିବ ଲୋକ ଭବନ । ଆସନ୍ତା ୧୦ରୁ ୨୦ ତାରିଖ ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ଲାଗି ଭବନର ଉଦ୍ୟାନ ଖୋଲାଯିବା ନେଇ ଯୋଜନା ରହିଛି ।ଲୋକଭବନ ଉଦ୍ୟାନ ଏବଂ ଅଟଳ ବନ ଖୋଲିବା ଦ୍ୱାରା ବହୁ ଜନସମାଗମ ହେବ ବୋଲି ଆଶା କରାଯାଉଛି। ତେବେ ସାଧାରଣ ଜନତାଙ୍କ

 ପରିବହନ ନିଗମର ୩ ଅଧିକାରୀଙ୍କ ଦରମା ବନ୍ଦ

ପରିବହନ ବିଭାଗର ୩ ଅଧିକାରୀଙ୍କ ଦରମା ବନ୍ଦ । ଦରମା ବନ୍ଦ ନିର୍ଦ୍ଦେଶ ଦେଲେ ରାଜ୍ୟ ପରିବହନ ନିଗମ ଏମ୍‌ଡି । କାର୍ଯ୍ୟରୁ ଅନ୍ତର ସହ ପୁନଃ ଯୋଗ ଦେବା ଯାଏଁ ଦରମା ବନ୍ଦ । ତିନି ଅଧିକାରୀ ହେଉଛନ୍ତି ଈଶ୍ୱର ମହାପାତ୍ର ଜିଲା ପରିଚାଳକ, ଜୟପୁର, କୋରାପୁଟ, ଜ୍ୟୋତି ପ୍ରକାଶ ବେହେରା, ଅତିରିକ୍ତ

ସମ୍ବଲପୁର, କଟକ, ଦେବଗଡ଼ରେ ଜିଲ୍ଲା କୋର୍ଟକୁ ବୋମା ଧମକ

କୋର୍ଟକୁ ବୋମା ଧମକ । ସମ୍ବଲପୁର, କଟକ, ଦେବଗଡ଼ରେ ଜିଲ୍ଲା କୋର୍ଟକୁ ବୋମା ଧମକ ମିଳିଛି । ଇ-ମେଲ୍ ମାଧ୍ୟମରେ କୋର୍ଟକୁ ଧମକପୂର୍ଣ୍ଣ ମେଲ୍ ଆସିଛି । ମେଲରେ ସୂଚନା ପାଇବା ପରେ ଘଟଣାସ୍ଥଳରେ ପୋଲିସ ତନାଘନା ଜାରି ରଖିଛି । ଇ-ମେଲ୍ ମାଧ୍ୟମରେ ଧମକ ଆସିବା ପରେ ଘଟଣାସ୍ଥଳରେ ଆଣ୍ଟି ବମ୍

ପରଲୋକରେ ବେଦାନ୍ତ ଗ୍ରୁପ ଅଧ୍ୟକ୍ଷଙ୍କ ପୁଅ ଅଗ୍ନିବେଶ, କିଏ ସମ୍ଭାଳିବ ବେଦାନ୍ତ ?

ପରଲୋକରେ ଶିଳ୍ପପତି ଅନୀଲ ଅଗ୍ରୱାଲଙ୍କ ପୁଅ ଅଗ୍ନିବେଶ ଅଗ୍ରୱାଲ । ମାତ୍ର ୪୯ ବର୍ଷ ବୟସରେ ତାଙ୍କ ମୃତ୍ୟୁ ହୋଇଛି । ବେଦାନ୍ତ ଗ୍ରୁପ ଅଧ୍ୟକ୍ଷ ତଥା ପ୍ରସିଦ୍ଧ ଶିଳ୍ପପତି ଅନିଲ ଅଗ୍ରୱାଲଙ୍କ ପୁଅ ଅଗ୍ନିବେଶ ଆମେରିକାରେ ସ୍କିଇଂ ଦୁର୍ଘଟଣାର ଶିକାର ହୋଇ ଗୁରୁତର ଥିଲେ । ତାଙ୍କୁ ନ୍ୟୁୟର୍କର

ଭୁବନେଶ୍ବର ମାଉସୀ ମା’ ଛକରେ ବୋମାମାଡ଼ ଘଟଣାରେ ଜଣେ ଗିରଫ

ଭୁବନେଶ୍ବର ମାଉସୀ ମା’ ଛକରେ ବୋମାମାଡ଼ ଘଟଣାରେ ଜଣେ ଗିରଫ । ଅଭିଯୁକ୍ତକୁ ଗିରଫ କଲା ଲକ୍ଷ୍ମୀସାଗର ଥାନା ପୋଲିସ । ଅନ୍ୟ ୪ ଜଣ ଏବେବି ଫେରାର ଅଛନ୍ତି । ପୋଲିସ ଏ ଘଟଣାରେ ତଦନ୍ତ ଜାରି ରଖିଛି ।ସୂଚନା ଅନୁସାରେ, ପୂର୍ବଶତ୍ରୁତାକୁ ନେଇ ଲକ୍ଷ୍ମୀସାଗର ଥାନା ଅଞ୍ଚଳର ଦୁଇ ଗୋଷ୍ଠୀ ମଧ୍ୟରେ

ଲାଞ୍ଜିଗଡ ରୋଡ଼ ଗ୍ରାମ ପଞ୍ଚାୟତ ରେ ପଞ୍ଚାୟତ ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୬ ପାଳିତ ହୋଇ ଯାଇ ଅଛି*

କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ରୋଡ଼ ପଞ୍ଚାୟତ ରେ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୬ ପାଇଁ ଉତ୍ସବ ମୁଖର ହୋଇ ପଡିଛି ଗାଁ ପରିସର l କଳାହାଣ୍ଡି ଜିଲ୍ଲରେ ଏବେ ଆରମ୍ଭ ହୋଇ ଯାଇଛି ଉତ୍ସବ ର ମାହୋଲ l କଳାହାଣ୍ଡି ର ଐତିହ, ସଂସ୍କୃତି ଓ ପରମ୍ପରାକୁ ବହନ କରୁଥିବା କଳାହାଣ୍ଡି

ପୁରୀ ଶ୍ରୀମନ୍ଦିର ପ୍ରଶାସନ ଅଧିନରେ ଥିବା ଭକ୍ତନିବାସର ପାର୍କିଂ ଫି ବଢିଲା

ଶ୍ରୀକ୍ଷେତ୍ର ପୁରୀକୁ ଜଗନ୍ନାଥ ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ।ପୁରୀ ଶ୍ରୀମନ୍ଦିର ପ୍ରଶାସନ ଅଧିନରେ ଥିବା ଭକ୍ତନିବାସର ପାର୍କିଂ ଫି ବଢିଲା। ଚାରି ଚକିଆ ଯାନ ପିଛା ୫ ଶହ ଟଙ୍କା ଆଦାୟ କରାଯିବ। ଏଥିରେ ୧୮ ପ୍ରତିଶତ ଜିଏସଟି ରହିଛି। କୌଣସି ଭକ୍ତ

କାହିଁକି ଫେବ୍ରୁଆରି ୧ରେ ଆଗତ ହେଉଛି ବଜେଟ୍?

୨୦୨୬-୨୭ ଆର୍ଥିକ ବର୍ଷର କେନ୍ଦ୍ରୀୟ ବଜେଟ୍ ଫେବୃଆରୀ ୧ ତାରିଖରେ ଲୋକସଭାରେ ଉପସ୍ଥାପିତ ହେବ। ସେଦିନ ରବିବାର ପଡ଼ୁଛି। ସେହିପରି ଅର୍ଥନୈତିକ ସର୍ଭେ ଜାନୁଆରୀ ୨୯ ତାରିଖରେ ଉପସ୍ଥାପିତ କରାଯିବ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ନବମ ଥର ପାଇଁ କେନ୍ଦ୍ରୀୟ ବଜେଟ୍ ଉପସ୍ଥାପନ କରି