Browsing Category

ଆଜିର ଖବର

ସାରା ରାଜ୍ୟରେ ଡାକ୍ତରଙ୍କ ୨ ଘଣ୍ଟିଆ OPD ବନ୍ଦ,ଡାକ୍ତର ଆନ୍ଦୋଳନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ସ୍ବାସ୍ଥ୍ୟମନ୍ତ୍ରୀ

ଗତ ଦୁଇ ଦିନ ଧରି ଚାଲିଥିବା ଡାକ୍ତରଙ୍କ ୨ ଘଣ୍ଟିଆ ଓପିଡି ବନ୍ଦ । ଆଜି ବି ସାରା ରାଜ୍ୟରେ ଜାରି ରହିଛି । ଚଳିତ ମାସ ୫ ତାରିଖରୁ ଆରମ୍ଭ ହୋଇଥିବା ୨ ଘଣ୍ଟିଆ ଓିଡି ବନ୍ଦ ଏସମା ଲାଗିବା ପରେ ମଧ୍ୟ ଆଜି ଜାରି ରହିଛି ।ସରକାର ଲଗାଇଥିବା ଏସମାକୁ ମାନୁନାହାଁନ୍ତି ଡାକ୍ତର ସଂଘ । ସରକାର ଓ

ଭାରତ ଉପରେ ଲାଗିବ ୫୦୦ ପ୍ରତିଶତ ଟାରିଫ!

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିଲ ମଞ୍ଜୁର କରିଛନ୍ତି ଯାହା ରୁଷିଆରୁ ତେଲ କିଣୁଥିବା ଦେଶମାନଙ୍କ ଉପରେ କଠୋର କଟକଣା ଲଗାଇବ। ଏହା ଭାରତ ଏବଂ ଚାଇନା ଉପରେ ଆମେରିକାର ଟାରିଫ୍‌ରେ ଉଲ୍ଲେଖନୀୟ ବୃଦ୍ଧି ଆଣିପାରେ, କିଛି କ୍ଷେତ୍ରରେ ୫୦୦ ପ୍ରତିଶତ ପର୍ଯ୍ୟନ୍ତ ପହଞ୍ଚିପାରେ।ଭାରତ,

ରାଜ୍ୟରେ କୁହୁଡ଼ି ସାଙ୍ଗକୁ ଶୀତ ଲହରୀ ଜାରି

ରାଜ୍ୟରେ କୁହୁଡ଼ି ସାଙ୍ଗକୁ ଶୀତ ଲହରୀ ଜାରି ରହିଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ପାଇଁ କୋହଲା ପବନ ଯୋଗୁ ଶୀତ ବଢ଼ିଛି। ହେଲେ ଆସନ୍ତା ୨ରୁ ୩ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଶିମିଳିପାଳରେ ଶୂନ ଡିଗ୍ରୀ। ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଉପକୂଳରୁ

ପିୟୁଷଙ୍କୁ କୋର୍ଟ ଝଟକା, ମଞ୍ଚ ଚଢ଼ିବା ବାରଣ

ଚର୍ଚ୍ଚିତ ଖଳନାୟକ ତଥା ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ କୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଏକ ଯାତ୍ରା ପାର୍ଟି ସହିତ ଚୁକ୍ତି ଖିଲାପ ଅଭିଯୋଗ ମାମଲାରେ କୋର୍ଟ ତାଙ୍କ ଉପରେ ରୋକ୍ ଲଗାଇଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ପରବର୍ତ୍ତୀ ଶୁଣାଣି ନହେବା ପର୍ଯ୍ୟନ୍ତ ଅଭିନେତା ପୀୟୂଷ

ବୈଧ PUCC ନଥିଲେ ୧୦ ହଜାର ଟଙ୍କା ଜରିମାନା ଦେବାକୁ ପଡ଼ିବ

ଓଡ଼ିଶାର ଗାଡ଼ି ଚାଳକମାନଙ୍କ ପାଇଁ କଡ଼ା ଚେତାବନୀ । PUCକୁ ନେଇ ରାଜ୍ୟ ପରିବହନ ବିଭାଗ (STA) ପକ୍ଷରୁ ଯାଞ୍ଚ ପ୍ରକ୍ରିୟାକୁ ଜୋରଦାର କରାଯାଇଛି ।ବୈଧ PUCC ନଥିଲେ ୧୦ ହଜାର ଟଙ୍କା ଜରିମାନା ଦେବାକୁ ପଡ଼ିବ । ଭାରତୀୟ ମୋଟର ଯାନ ଆଇନ ଅନୁଯାୟୀ ପ୍ରତ୍ୟେକ ଗାଡ଼ି ପାଇଁ PUC ପ୍ରମାଣପତ୍ର

ହୀରାକୁଦ ଜଳଭଣ୍ଡାର ଏବଂ ଅନ୍ୟାନ୍ୟ ପ୍ରମୁଖ ଆର୍ଦ୍ରଭୂମି ସ୍ଥାନରେ ଚାଲିଛି ପକ୍ଷୀ ଗଣନା

ହୀରାକୁଦ ଜଳଭଣ୍ଡାର ଏବଂ ଅନ୍ୟାନ୍ୟ ପ୍ରମୁଖ ଆର୍ଦ୍ରଭୂମି ସ୍ଥାନରେ ପକ୍ଷୀ ଗଣନା ଚାଲିଛି। ଯେଉଁଥିରେ ରାଜ୍ୟକୁ ଆସୁଥିବା ପ୍ରବାସୀ ପକ୍ଷୀଙ୍କ ସମ୍ପର୍କରେ ଜଣାପଡ଼ିବ।ହୀରାକୁଦ ବ୍ୟତୀତ ଚିଲିକା, ନଳବଣ, ମଙ୍ଗଳାଯୋଡି, ଭିତରକନିକା ଏବଂ ନନ୍ଦନକାନନ ଭଳି ପ୍ରମୁଖ ସ୍ଥାନଗୁଡ଼ିକରେ ମଙ୍ଗଳବାର ଦିନ

ନାଳନ୍ଦା ଏଜୁକେସନ ହବ ତରଫରୁ ରକ୍ତଦାନ ଶିବିର ।।

ଗଣିଆ,(ବିଶ୍ୱରଂଜନ ସେଠି) ବୁଧବାର ପୂର୍ବାହ୍ନରେ ଗଣିଆ ବ୍ଳକ ଅନ୍ତର୍ଗତ ଆଡ଼କଟା ପଂଚାୟତର ଆଡ଼କଟାସ୍ଥିତ ନାଳନ୍ଦା ଏଜୁକେସନ ହବ ତରଫରୁ ନାଳନ୍ଦା ଏଜୁକେସନ ହବର ଛାତ୍ରାବାସ ପରିସରରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବାସୁଦେବ କୋଚିଂ ସେଂଟରର

ଉଜବେକିସ୍ତାନରେ ଫସିଛନ୍ତି ଶତାଧିକ ଓଡ଼ିଆ

ଉଜବେକିସ୍ତାନରେ ଫସିଛନ୍ତି ଶତାଧିକ ଓଡ଼ିଆ । ପ୍ରାୟ ୧୫୦ରୁ ଅଧିକ ଓଡ଼ିଆ ଫସି ରହିଛନ୍ତି । ସେଥିରୁ ଗଞ୍ଜାମର କେବଳ ୧୦ଜଣ ଇଞ୍ଜିନିୟର ଥିବା ଅନୁମାନ କରାଯାଉଛି । ଆଙ୍ଗିୟୁଲରେ ଏଣ୍ଟର ଇଂଜିନିୟର କମ୍ପାନୀ ସାମ୍ନାରେ ୫ଦିନରୁ ଅଧିକ ହେଲା ଆନ୍ଦୋଳନ କରୁଛନ୍ତି ।ଅକ୍ଟୋବର ମାସରୁ ଦରମା ମିଳିନି।

ସରକାରଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲା ମିଲର୍ସ ସଂଘ

ସରକାରଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲା ମିଲର୍ସ ସଂଘ । ତେବେ କାଲିଠାରୁ ସ୍ବାଭାବିକ ହେବ ଧାନ ମଣ୍ଡିରୁ ଧାନ ଉଠାଣ । ଏନେଇ ସୂଚନା ଦେଲେ ମିଲର୍ସ ସଂଘ ସମ୍ପାଦକ ଲକ୍ଷ୍ମୀ ନାରାୟଣ ଦାସ । ଏନେଇ ସୂଚନା ଦେଇଛନ୍ତି ମିଲର୍ସ ସଂଘ ସମ୍ପାଦକ ଲକ୍ଷ୍ମୀ ନାରାୟଣ ଦାସ । ସୂଚନା ଦେଇ ସେ

 ପୁଅକୁ ପାଇ ୧୦ ଝିଅଙ୍କ ନାଁ କହିପାରୁନାହାନ୍ତି ବାପା

ହରିୟାଣାର ଜିନ୍ଦ ଜିଲ୍ଲାରୁ ଏକ ଖବର ଆସିଛି ଯାହା ପୁରା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ପୁଅ ପାଇଁ ଆଗ୍ରହୀ ଜଣେ ମହିଳା ୧୧ତମ ଥର ପାଇଁ ମାତୃତ୍ୱ ଲାଭ କରିଛନ୍ତି ଏବଂ ଏଥର ତାଙ୍କର ଇଚ୍ଛା ପୂରଣ ହେଲା । ଦଶଟି ଝିଅ ପରେ ପୁଅ ଜନ୍ମ ହେବା ପରିବାରରେ ଏତେ ଖୁସିର ମାହୋଲ ଥିଲା ଯେ ପୁରା

କଟକ ଏସସିବିରେ ବଡ଼ ଅଘଟଣ, ରୋଗୀ ଉପରେ ଖସିଲା ସିଲିଂ

କଟକ ଏସସିବିରେ ବଡ଼ ଅଘଟଣ । ମେଡିକାଲରେ ରୋଗୀ ଉପରେ ଖସିଲା ସିଲିଂ । ଛାତରୁ ସିଲିଂ ଖସି ଜଣେ ରୋଗୀ ଆହତ । ତାହା ପୁଣି ରୋଗୀଙ୍କ ମୁଣ୍ଡ ଉପରେ ।ଯାହାକୁ ନେଇ କଟକ ବଡ଼ ମେଡିକାଲ୍ ରୋଗୀଙ୍କ ପାଇଁ କେତେ ସୁରକ୍ଷିତ ବୋଲି ପ୍ରଶ୍ନ ଉଠିଲାଣି । ସୂଚନା ଅନୁସାରେ, ଏସ୍‌ସିବିର ପୁରୁଣା ମେଡିସିନ୍

ହାଡ଼ ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା । ୩ ଦିନ ଯାଏ କୋଲ୍ଡ ୱେଭ

ଖସୁଛି ପାରଦ, ବଢୁଛି ଶୀତ । ଜାଡ଼ର ମାଡ଼ରେ ଅସ୍ତବ୍ୟସ୍ତ ସାରା ଓଡ଼ିଶା । ୧୦ ଡିଗ୍ରୀ ତଳେ ରହିଛି ୨୩ ସହର । ଅନେକ ସ୍ଥାନରେ ୨ରୁ ୪ ଡିଗ୍ରୀ ତାପମାତ୍ରା ହ୍ରାସ ପାଇଥିବା ବେଳେ ଶୀତର ପ୍ରକୋପ ବଢ଼ିବା ସହ ୩ ଦିନ ଯାଏ କୋଲ୍ଡ ୱେଭ ବା ଶୀତ ଲହରୀ ନେଇ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ