Browsing Category
ଆଜିର ଖବର
ବେକରେ ସାପ ପକାଇ ବୁଲିବା ପଡିଲା ମହଙ୍ଗା। ସାପ କାମୁଡାରେ ଯୁବକ ଗୁରୁତର
ସାପକୁ ଧରି ବାହାଦୁରୀ ମାରୁଥିଲେ, ଦେଲା ଚୋଟେ । ବ୍ୟକ୍ତି ଜଣକ ସାପକୁ ଚୁମା ଦେବା ପାଇଁ ଚେଷ୍ଟା କରୁଥିଲେ । ଯାହାକି ତାଙ୍କୁ ମହଙ୍ଗା ପଡ଼ିଛି ।ଭଦ୍ରକ ଜିଲ୍ଲା ବନ୍ତ ଅଧିନ ଚୟାଲଶିଂ ଅଞ୍ଚଳରୁ ଏଭଳି ଘଟଣା ସାମ୍ନାକୁ ଆସିଛି। ଗୁରୁତର ଯୁବକ ଜଣକ ସୁବଳ ସାହୁ ବୋଲି ଜଣାପଡିଛି। ତାଙ୍କୁ ଭଦ୍ରକ!-->…
ହିଜାବ, ବୁର୍ଖା ପିନ୍ଧିଥିଲେ ସୁନା ଦୋକାନରେ ଏଣ୍ଟ୍ରି ମନା: କିଣିପାରିବେନି ଗହଣା
ହିଜାବ, ବୁର୍ଖା ପିନ୍ଧି ଆସିଲେ କିଣି ପାରିବେନି ସୁନା । ଗହଣା ଦୋକାନରେ ମିଳିବନି ଏଣ୍ଟ୍ରି ।ବିହାରରେ ଲାଗୁ ହୋଇଛି ଏପରି ନିୟମ । ଅଲ୍ ଇଣ୍ଡିଆ ଜୁଏଲର୍ସ ଆଣ୍ଡ ଗୋଲ୍ଡ ଫେଡେରେସନ ଏପରି ନିଷ୍ପତ୍ତି ନେଇଛି । କେବଳ ମହିଳା ନୁହେଁ ପୁରୁଷଙ୍କ କ୍ଷେତ୍ରରେ ବି ଲାଗୁ ହୋଇଛି ନିୟମ । ଗାମୁଛା,!-->…
ଭେନେଜୁଏଲାରୁ ୫୦ ମିଲିୟନ ବାରେଲ ତେଲ ସିଧାସଳଖ ପହଞ୍ଚିବ ଆମେରିକା
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭେନେଜୁଏଲାକୁ ନେଇ ବଡ଼ ଘୋଷଣା କରିଛନ୍ତି ।ଭେନେଜୁଏଲାର ରାଷ୍ଟ୍ରପତି ନିକୋଲାସ ମାଦୁରୋଙ୍କୁ ଆମେରିକା ସେନା ଗିରଫ କରିବା ପରେ, ବର୍ତ୍ତମାନ ସେଠାକାର ତୈଳ ସମ୍ପଦ ଉପରେ ନିଜର ଆଧିପତ୍ୟ ବିସ୍ତାର କରିବା ଆରମ୍ଭ କରିଛନ୍ତି ଡୋନାଲ୍ଡ ଟ୍ରମ୍ପ!-->…
ପ୍ରେମସମ୍ପର୍କକୁ ନେଇ ଗୁଳିକାଣ୍ଡ ; ପିସ୍ତଲ୍ ସହ ଅଭିଯୁକ୍ତ ପ୍ରେମିକ ଗିରଫ
ରାଜଧାନୀ ଭୁବନେଶ୍ବରରେ ତ୍ରିକୋଣୀୟ ପ୍ରେମରୁ ତୁମୁଳକାଣ୍ଡ । କାର୍ ଭିତରେ ବନ୍ଧୁକ ଦେଖାଇ ଜଣେ ଯୁବତୀଙ୍କୁ ଧମକ ଦେଉଛି ଦୁର୍ବୁତ୍ତ । ତ୍ରିକୋଣୀୟ ପ୍ରେମକୁ ନେଇ ଦୁର୍ବୁତ୍ତ ଜଣଙ୍କ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଧମକ ଦେଉଛନ୍ତି । ସାଙ୍ଗରେ ନରହିଲେ ଜୀବନରୁ ମାରିଦେବାକୁ ଧମକ ଦେଉଛନ୍ତି । ଅନ୍ୟ!-->…
ଖୁବ୍ଶୀଘ୍ର ରାଜ୍ୟରେ ଡୋର ଟୁ ଡୋର ଜନଗଣନା
ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ଜନଗଣନାର ପ୍ରଥମ ପର୍ଯ୍ୟାୟ । ଏହାସହ ୨୦୨୭ ମସିହା ଫେବ୍ରୁଆରି ମାସରେ ହେବ ଜନଗଣନାର ଦ୍ଵିତୀୟ ପର୍ଯ୍ୟାୟ । ତେବେ ମିଳିଥିବା ସୂଚନା ଅନୁସାରେ, ପ୍ରଥମ ପର୍ଯ୍ୟାୟରେ ଘର ଏବଂ ଆସବାବ ପାତ୍ର ଗଣନା ହେବ। ଆଉ ଦ୍ଵିତୀୟ ପର୍ଯ୍ୟାୟରେ ଘରକୁ ଘର ହେବ!-->…
ଇଣ୍ଟରନେଟ୍ରେ ଚାଇଲ୍ଡ ପର୍ଣ୍ଣ ଡାଉନଲୋଡ୍ କରୁଛନ୍ତି କି ? ତାହେଲେ ସାବଧାନ୍
ଭାରତ ସରକାର ଶିଶୁ ସମ୍ପର୍କିତ ଓ ଶିଶୁ ଜଡ଼ିତ ଥିବା ଅଶ୍ଳୀଳ ଭିଡିଓର ସମସ୍ତ ୱେବ୍ସାଇଟ୍କୁ ନିଷେଧ କରିଛନ୍ତି । ସୁପ୍ରିମ୍କୋର୍ଟ ଏ ବିଷୟରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଦେଶରେ ଶିଶୁ ସମ୍ପର୍କିତ ଅଶ୍ଳୀଳ ଫଟୋ ଓ ଭିଡିଓକୁ ଦେଖିବା, ଇଣ୍ଟରନେଟ୍ରୁ ଡାଉନ୍ଲୋଡ୍ କରିବା ଏପରିକି ନିଜ!-->…
ରାମଚଣ୍ଡୀ ଥାନା ସମ୍ମୁଖରେ ଛିଡା ହୋଇଥିବା ଟ୍ରାଭେରାକୁ ପିଟିଲା ଯାତ୍ରୀବାହୀ ବସ୍
ରାମଚଣ୍ଡୀ ଥାନା ସମ୍ମୁଖରେ ଛିଡା ହୋଇଥିବା ଟ୍ରାଭେରାକୁ ପିଟିଲା ଯାତ୍ରୀବାହୀ ବସ୍ ।ଅଳ୍ପକେ ବଞ୍ଚିଲେ ନା ବାଳକ, ଘଟଣା ସ୍ଥାନରେ ଦୁଇଜଣ ଗୁରୁତର ଥିବା ବେଳେ କୋଣାର୍କ ମେଡିକାଲରେ ଚିକିତ୍ସା ହେବା ସୂଚନା। ବସ ମଧ୍ୟରୁ ୨୦ ଜଣ ଯାତ୍ରୀ ଙ୍କୁ ଉଦ୍ଧାର କଲେ ସ୍ଥାନୀୟ ବାସିନ୍ଦା। ଦୁଇ ଗାଡିକୁ!-->…
ସ୍ୱାଭାବିକ ହେଲା ଧାନ କିଣା:ଯୋଗାଣ ମନ୍ତ୍ରୀ
ଆଜିଠୁ ସ୍ୱାଭାବିକ ହେଲା ଧାନ କିଣା। ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ ସୂଚନା ଦେଇ କହିଛନ୍ତି ଯେ ୧୯ଟି ଜିଲ୍ଲାରେ ଆଜି ସୁଦ୍ଧା ୩.୧୫ ଲକ୍ଷ ଚାଷୀଙ୍କଠୁ ଧାନ ସଂଗ୍ରହ ହୋଇଛି। ୧୩ ଲକ୍ଷ ୯୩ ହଜାର ୮୬୭ ମେଟ୍ରିକ ଟନ୍ ଧାନ ସଂଗ୍ରହ ହୋଇଛି। ୧୩ ଲକ୍ଷ ୫୯!-->…
ଟି-୨୦ ବିଶ୍ୱକପ୍ ପାଇଁ ସ୍ଥାନ ପରିବର୍ତ୍ତନ କରିବା ପାଇଁ ବାଂଲାଦେଶର ଅନୁରୋଧକୁ ଆଇସିସି ପ୍ରତ୍ୟାଖ୍ୟାନ
ବାଂଲାଦେଶର ଦାବିକୁ ପ୍ରତ୍ୟାଖ୍ୟାନ କଲା କ୍ରିକେଟର ପ୍ରଶାସକ ସଂସ୍ଥା ICC । ବାଂଲାଦେଶ ICC କୁ ଭାରତରୁ T20 ବିଶ୍ୱକପ୍ ମ୍ୟାଚ୍ ସ୍ଥାନାନ୍ତର କରିବାକୁ ଅନୁରୋଧ କରିଥିଲା । ଟି-୨୦ ବିଶ୍ୱକପ୍ ପାଇଁ ସ୍ଥାନ ପରିବର୍ତ୍ତନ କରିବା ପାଇଁ ବାଂଲାଦେଶର ଅନୁରୋଧକୁ ଆଇସିସି ପ୍ରତ୍ୟାଖ୍ୟାନ କରିଛି |!-->…
ଅପରେସନ୍ ଚାଲିଥିଲା, ଲାଇନ୍ କଟିଗଲା; ଏମ୍କେସିଜିରେ ଅନ୍ଧାରରେ ରୋଗୀସେବା
ବ୍ରହ୍ମପୁର ବଡ଼ଡାକ୍ତରଖାନାରେ ଅସ୍ତ୍ରୋପଚାର ସମୟରେ ବିଦ୍ୟୁତ ଚାଲିଯିବା କାରଣରୁ ଅନ୍ଧାରରେ ରୋଗୀ ସେବା କରାଯାଇଥିବା ଦେଖିବାକୁ ମିଳିଛି। ଦକ୍ଷିଣ ଓଡ଼ିଶାର ଏକମାତ୍ର ରେଫରାଲ ହସପିଟାଲ୍ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପ୍ରତିଦିନ କିଛି ନା କିଛି ସମସ୍ୟା ଲାଗି ରହୁଛି। ମଙ୍ଗଳବାର ଅପରେସନ!-->…
କୁମ୍ଭୀର ଗଣନା ପାଇଁ ୩ ଦିନ ଭିତରକନିକା ବନ୍ଦ
ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ। ଆସନ୍ତାକାଲିଠୁ ପର୍ଯ୍ୟଟକଙ୍କ ପାଇଁ ୩ ଦିନ ପାଇଁ ଭିତରକନିକା ବନ୍ଦ ନିଷ୍ପତ୍ତି ନିଆଯାଇଛି। କୁମ୍ଭୀର ଗଣନା ପାଇଁ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭିତରକନିକା ବନ୍ଦ ରହିବ ଭିତରକନିକା ସଂଲଗ୍ନ ନଦୀ ନାଳରେ ଗଣନା ହେବ। ସେହିପରି ସାତକୋଶିଆରେ କୁମ୍ଭୀର ଗଣନା!-->…
ଆହୁରି ୩ ଦିନ ଯାଏଁ କଲବଲ କରିବ ଶୀତ
ଜାଡ଼ରେ ଥରୁଛି ସାରା ଓଡ଼ିଶା । ସବୁଠି ପାରଦ ତଳମୁହାଁ । ଝାରସୁଗୁଡ଼ାରେ ୭୨ ବର୍ଷର ରେକର୍ଡ ଭାଙ୍ଗିଛି ଶୀତ ।ଝାରସୁଗୁଡ଼ାରେ ୫.୧ ଡିଗ୍ରୀ ଓ ବାଲେଶ୍ୱରରେ ୫.୬ ଡିଗ୍ରୀ ରହିଛି ତାପମାତ୍ରା। ସେହିପରି କେନ୍ଦୁଝର ୬.୪, ଚାନ୍ଦବାଲି ୫.୬ ଓ ପାରାଦୀପରେ ୬.୨ ଡିଗ୍ରୀ ରହିଛି ତାପମାତ୍ରା।ଆହୁରି ୩!-->…