Browsing Category
ଆଜିର ଖବର
ସ୍କୁଲରେ ପୋଡି ହୋଇ ୪ ଛାତ୍ର ଗୁରୁତର
ରାୟଗଡାରେ ବିଦ୍ୟାଳୟରେ ଖେଳୁଥିବା ବେଳେ ବଡ ଅଘଟଣ । ପାଇକଡାକୁଲଗୁଡା ହାଇସ୍କୁଲରେ ପୋଡିହୋଇ ୪ ଛାତ୍ର ଗୁରୁତର ଆହତ ହୋଇଛନ୍ତି । ୪ ଛାତ୍ରଙ୍କ ଉପରେ ଥିନର ଢାଳି ନିଆଁ ଲଗାଇଦେଲେ ଆଉ ଜଣେ ଛାତ୍ର । ନିଆଁ ଲାଗିବା ପରେ ତୁରନ୍ତ ଗୁରୁତର ଛାତ୍ରମାନଙ୍କୁ ବିଷମକଟକର ଏକ ଘରୋଇ ହସ୍ପିଟାଲରେ!-->…
ବିହାରରେ ପହଞ୍ଚିଲା ବିଶ୍ବର ସବୁଠୁ ବଡ଼ ଶିବଲିଙ୍ଗ
ତାମିଲନାଡୁର ମହାବଲୀପୁରମରୁ ବିହାରର ଗୋପାଳଗଞ୍ଜ ସହରରେ ପହଞ୍ଚିଛି ବିଶ୍ବର ସବୁଠାରୁ ବଡ଼ ଶିବଲିଙ୍ଗ । ମିଳିଥିବା ସୂଚନା ଅନୁସାରେ, ଏହି ବିଶାଳ ଶିବଲିଙ୍ଗ ବିହାରର ପୂର୍ବ ଚମ୍ପାରଣରେ ଥିବା ବିଶାଳ ରାମାୟଣ ମନ୍ଦିରରେ ସ୍ଥାପିତ କରାଯିବ । ବିହାର ଯିବା ବାଟରେ ଶିବଲିଙ୍ଗ ଗୋପାଳଗଞ୍ଜରେ!-->…
ସରକାରଙ୍କ ସହ ଆଲୋଚନା ବିଫଳ: ବଡ ନିଷ୍ପତ୍ତି ନେଲେ ମିଲର
ରାଜ୍ୟରେ ସୃଷ୍ଟି ହୋଇପାରେ ଚାଉଳ ସଙ୍କଟ। ବିଭିନ୍ନ ଦାବିକୁ ନେଇ ରାଜ୍ୟ ସରକାରଙ୍କ ସହ ଚାଉଳ ମିଲର ସଂଘର ଆଲୋଚନା ବିଫଳ ହୋଇଛି। ଫଳରେ ମିଲରମାନେ ସେମାନଙ୍କ ଆନ୍ଦୋଳନ ଜାରି ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଆଜି ବିଭିନ୍ନ ଦାବି ନେଇ ଯୋଗାଣ ବିଭାଗ ଏମଡିଙ୍କ ସହ ବୈଠକ ବସିଥିଲା । ମିଲର୍ସ!-->…
BCCI ନିଷ୍ପତ୍ତି ପରେ IPL ପ୍ରସାରଣରେ ରୋକ ଲଗାଇଲା ବାଂଲାଦେଶ
ବାଂଲାଦେଶ ଖେଳାଳି ମୁସ୍ତାଫିଜୁର ରହେମାନଙ୍କୁ କେକେଆର ଟିମରୁ ରିଲିଜ କରିବା ପରେ ବାଂଲାଦେଶ ନେଲା ପଦକ୍ଷେପ । ଆଇପିଏଲ ଟେଲିକାଷ୍ଟକୁ ବାଂଲାଦେଶରେ ଅନିଶ୍ଚିତକାଳ ପାଇଁ ବ୍ୟାନ୍ କରିଛି ୟୁନୁସ ସରକାର । ଫଳରେ ବାଂଲାଦେଶରେ ଥିବା କ୍ରିକେଟ ଫ୍ୟାନ୍ସଙ୍କୁ ଶକ୍ତ ଝଟକା ଲାଗିଛି । ଭାରତୀୟ!-->…
ନିଲମ୍ବିତ ହେଲେ କଟକ CRRI ଥାନା ଅଧିକାରୀ
ନିଲମ୍ବିତ ହେଲେ କଟକ CRRI ଥାନା ଅଧିକାରୀ ବିଜୟ କୁମାର ବାରିକ। ତାଙ୍କୁ ପୋଲିସ ଡିଜି ୱାଇ.ବି ଖୁରାନିଆ ନିଲମ୍ବନ କରିଛନ୍ତି। ସୂଚନାଯୋଗ୍ୟ, ଗତକାଲି ଲାଞ୍ଚ ନେବା ବେଳେ ଧରାପଡ଼ିଥିଲେ କଟକ ସିଆରଆରଆଇ ଥାନାର ଆଇଆଇସି। ଭୁବନେଶ୍ୱର ରାଜମହଲ ଛକରୁ ବିଜୟ ବାରିକଙ୍କୁ ଗିରଫ କରିଥିଲା ଭିଜିଲାନ୍ସ।!-->…
ବିଳମ୍ବରେ ଜଣଶୁଣାଣିକୁ ଆସୁଥିବା ଅଧିକାରୀଙ୍କୁ ପ୍ରବେଶ ଲାଗି ଅନୁମତି ଦେଲେନି ଜିଲ୍ଲାପାଳ
ରାୟଗଡ଼ାଠାରେ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ ଜିଲ୍ଲାସ୍ତରୀୟ ଅଧିକାରୀ ନିର୍ଦ୍ଧାରିତ ସମୟଠାରୁ ବିଳମ୍ବରେ ପହଞ୍ଚିଥିଲେ । ବିଳମ୍ବରେ ଆସିବାରୁ ଅଭିଯୋଗ ଶୁଣାଣି ଶିବିର ଭିତରକୁ ପ୍ରବେଶ କରିବା ପାଇଁ ଜିଲ୍ଲାପାଳ ବାରଣ କରିଛନ୍ତି । ଯାହା ପରେ ପ୍ରଶାସନିକ ମହଲରେ ହଲଚଲ ସୃଷ୍ଟି!-->…
ଭିଜିଲାନ୍ସ ଜାଲରେ ଦୁଇ ଅଧିକାରୀ : ବିଲ୍ ପାସ୍ କରିବା ପାଇଁ ନେଉଥିଲେ ଲାଞ୍ଚ
ମୟୂରଭଞ୍ଜ ଜିଲା ଉଦଳା ଉଠା ଜଳସେଚନ ବିଭାଗର ଦୁଇ ଅଧିକାରୀ ଶ୍ରୀ ହରେକୃଷ୍ଣ ସିଂହ ଏବଂ ଶ୍ରୀ ସୁବ୍ରତ ମହାନ୍ତିଙ୍କୁ ଧରିଛି ଭିଜିଲାନ୍ସ ଟିମ୍ । ଠିକାଦାରଙ୍କ ଠାରୁ ତାଙ୍କର ବାକି ବିଲ୍ ପରିଶୋଧ କରିବା ପାଇଁ ୬୦ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ କରାଯାଇଛି ।ଏଇଇ ୩୨ ହଜାର ଟଙ୍କା!-->…
ଖୁବଶୀଘ୍ର ଦେବ୍ରିଗଡ଼କୁ ଆସିବେ ୨ ନୂଆ ବାଘ
ଦେବ୍ରିଗଡ଼କୁ ଆସିବେ ୨ ନୂଆ ବାଘ । ନ୍ୟାସନାଲ ଟାଇଗର କନଜରଭେସନ ସହ ଆମେ ଯୋଗାଯୋଗରେ ଅଛୁ । ଭବିଷ୍ୟତରେ ବାଘ ଆଣିବା ନେଇ ଯୋଜନା ରହିଛି ବୋଲି ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଷରାମ ସିଂ ଖୁଣ୍ଟିଆ ।ମନ୍ତ୍ରୀ କହିଛନ୍ତି, ଶିମିଳିପାଳକୁ ଯମୁନା ଏବଂ ଜିନତକୁ ଅଣାଯାଇଥିଲା!-->…
ଅପର୍ଣ୍ଣା ହତ୍ୟା: ରିମାଣ୍ଡରେ ଯିବ ଦୀପକ!
କନେଷ୍ଟବଳ ଶୁଭମିତ୍ରା ହତ୍ୟା ଅଭିଯୋଗରେ ଜେଲ୍ରେ ଥିବା ଅଭିଯୁକ୍ତ ଦୀପକ ରାଉତ ନିଜ ପ୍ରଥମ ପତ୍ନୀଙ୍କୁ ବି କରିଥିଲା ହତ୍ୟା । ଇନ୍ସୁରାନ୍ସ ଟଙ୍କା ହଡ଼ପ ପାଇଁ ଯୋଜନା ବଦ୍ଧ ଭାବେ ପ୍ରଥମ ପତ୍ନୀ ଅପର୍ଣ୍ଣା ପ୍ରିୟଦର୍ଶିନୀଙ୍କୁ ହତ୍ୟା କରିଥିଲା ଦୀପକ। ଏହି ଅଭିଯୋଗରେ ପ୍ରଡକ୍ସନ୍ ୱାରେଣ୍ଟ!-->…
ଆମ ବସରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର
ଆମ ବସ୍ ଦୁର୍ଘଟଣା ପରେ ଆକ୍ସନ ମୋଡକୁ ଆସିଛି ପରିବହନ ବିଭାଗ । ସାରା ରାଜ୍ୟରେ ମୋ ବସ୍ ଡ୍ରାଇଭରଙ୍କୁ ଯାଞ୍ଚ କରାଯାଉଥିବା ବେଳେ ଆଜି ଆମ ବସ୍ରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର ।୧୭ ନଂ ବସରେ ବସି ଯାତ୍ରୀଙ୍କ ମତାମତ ନେବା ସହ ଆମ ବସର ସୁରକ୍ଷା ସ୍ଥିତିକୁ ଯାଞ୍ଚ କରିଛନ୍ତି!-->…
ରାଜଧାନୀରେ ବାୟୁ ପ୍ରଦୂଷଣକୁ ହ୍ରାସ କରିବାକୁ ଏୟାର ପ୍ୟୁରିଫାୟର୍ ଲାଗିବ
ପ୍ରଦୂଷଣକୁ ନେଇ ଦେଶର ରାଜଧାନୀ ଦିଲ୍ଲୀ ଚିନ୍ତାଜନକ ସ୍ଥିତିରେ ରହିଥିବା ବେଳେ ଓଡ଼ିଶାର ବାୟୁ ମାନ ଏବେ ଚିନ୍ତାର କାରଣ ସାଜିଛି। ଦିନକୁ ଦିନ ପ୍ରଦୂଷଣରେ ରେକର୍ଡ ଭାଙ୍ଗୁଛି ଓଡ଼ିଶା। ଦେଶର ସର୍ବାଧିକ ପ୍ରଦୂଷିତ ୪ ସହର ଭିତରେ ଓଡ଼ିଶାର ତାଳଚେର, ବାରିପଦା ଓ ଅନୁଗୁଳ ୩ ସହର ରହିଛି। ଏପଟେ!-->…
୧୫ ଜଣ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଅବସର ସମ୍ବର୍ଦ୍ଧନା
ଗଣିଆ, (ବିଶ୍ୱରଂଜନ ସେଠୀ): ଗଣିଆ ପ୍ରାଥମିକଶିକ୍ଷକ ସଂଘ ତରଫରୁ ଗଣିଆ ଗଣିଆ ଶିକ୍ଷକ ସଙ୍ଘ ପରିସରରେ ଶିକ୍ଷକ ସଂଘର ସମସ୍ତ ପ୍ରାଥମିକଶିକ୍ଷକ-ଶିକ୍ଷୟିତ୍ରୀ ଏବଂ ଅବସର ଗ୍ରହଣ କରିଥିବା ଶିକ୍ଷକ-ଶିକ୍ଷୟିତ୍ରୀ ମାନଙ୍କୁ ନେଇ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଅଛି ।
ସଙ୍ଘର!-->!-->!-->!-->!-->…