Browsing Category
ଆଜିର ଖବର
କାର୍ଯ୍ୟରେ ଯୋଗ ଦେବାକୁ ଡାକ୍ତରଙ୍କୁ ଅପିଲ- ସ୍ୱାସ୍ଥ୍ୟ ମନ୍ତ୍ରୀ
କାର୍ଯ୍ୟରେ ଯୋଗ ଦେବାକୁ ଡାକ୍ତରଙ୍କୁ ଅପିଲ୍ କରିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ଡାକ୍ତରଙ୍କ ଆନ୍ଦୋଳନକୁ ନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଡାକ୍ତରମାନେ ରୋଗୀ ସେବା କାର୍ଯ୍ୟରେ ଯୋଗ ଦିଅନ୍ତୁ। ଆଲୋଚନା ଦ୍ବାରା ସବୁ!-->…
ଜାତୀୟ ପକ୍ଷୀ ଦିବସ
ଜାତୀୟ ପକ୍ଷୀ ଦିବସ ପରିବେଶ ସଂରକ୍ଷଣରେ ଲୋକଙ୍କୁ ନିୟୋଜିତ କରିବାର ଏକ ବ୍ୟାପକ ପ୍ରୟାସର ଅଂଶ। ଏହା ବିଶ୍ୱ ପ୍ରବାସୀ ପକ୍ଷୀ ଦିବସ ଏବଂ ଜୈବିକ ବିବିଧତା ପାଇଁ ଅନ୍ତର୍ଜାତୀୟ ଦିବସ ଭଳି ବିଶ୍ୱସ୍ତରୀୟ ପଦକ୍ଷେପ ସହିତ ସମନ୍ୱିତ, ଯାହା ବନ୍ୟପ୍ରାଣୀଙ୍କୁ ସୁରକ୍ଷା ଦେବାର ଆବଶ୍ୟକତାକୁ ମଧ୍ୟ!-->…
ଭୁବନେଶ୍ଵର ଏମ୍ସକୁ ହ୍ୟୁମାନ ସାଗରଙ୍କ ଚିକିତ୍ସା ସମ୍ପର୍କିତ ତଥ୍ୟ ମାଗିଲା ପୋଲିସ
କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ମାମଲା। ଭୁବନେଶ୍ଵର ଏମ୍ସକୁ ହ୍ୟୁମାନ ସାଗରଙ୍କ ଚିକିତ୍ସା ସମ୍ପର୍କିତ ତଥ୍ୟ ମାଗିଲା ପୋଲିସ। ଶବ ବ୍ୟବଚ୍ଛେଦ ସମ୍ବନ୍ଧୀୟ ତଥ୍ୟ ପ୍ରଦାନ କରିବାକୁ ନୋଟିସ ଜାରି କରିଛି କମିଶନରେଟ ପୋଲିସ । ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ସନ୍ଦେହଜନକ ଓ ଏଥିରେ ୯ ଜଣଙ୍କ!-->…
ଭାରତ ଋଷିଆରୁ ତୈଳ କ୍ରୟ କରୁଛି । ଏହା ତାଙ୍କୁ ଖୁସି କରୁନି- ଟ୍ରମ୍ପ
ଭାରତକୁ ଟ୍ରମ୍ପଙ୍କ ଚେତାବନୀ । ପୁଣି ଭାରତକୁ ଟାରିଫ୍ ଭୟ ଦେଖାଇଲେ ଡୋନାଲ୍ଡ ଟ୍ରମ୍ପ । ଭାରତ ରୁଷ ତୈଳ କିଣିବା ନେଇ ଚେତାବନୀ ଦେଲେ ଆମେରିକା ରାଷ୍ଟ୍ରପତି । କହିଛନ୍ତି, ମୋଦି ଜଣେ ଭଲ ବ୍ୟକ୍ତି, କିନ୍ତୁ ସେ ଜାଣିଛନ୍ତି ମୁଁ ଖୁସି ନୁହେଁ । ମୋତେ ଖୁସି କରିବା ସବୁଠୁ ଗୁରୁତ୍ବପୂର୍ଣ୍ଣ ।!-->…
ରାଜ୍ୟରେ ପୁଣି ଶୀତ ବଢ଼ିବ, ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ କମିଯିବ
ସୋମବାରଠାରୁ ରାଜ୍ୟରେ ପୁଣି ଶୀତ ବଢ଼ିବ । ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ କମିବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନକୁ ଥରାଇବ ଶୀତ । ପାଣିପାଗ ବିଭାଗ ଏଭଳି ଆକଳନ କରିଛି ।ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ଏଭଳି ଘନ କୁହୁଡ଼ି ରହିବ ବୋଲି ପାଣିପାଗ!-->…
ରାଜ୍ୟ ବିଭିନ୍ନ ସରକାରୀ ହସ୍ପିଟାଲରେ ୨ ଘଣ୍ଟା ଲେଖାଏଁ ଓପିଡି ବନ୍ଦ
ଆଜିଠୁ ୨ ଘଣ୍ଟା ଓପିଡି ବନ୍ଦ । ଏଭଳି ଚରମ ନିଷ୍ପତ୍ତି ନେଇଛି ଓମସା । ସରକାର ଡାକ୍ତରଙ୍କ ଦାବି ଶୁଣୁନଥିବାରୁ ସେମାନେ ନିଜ ଜିଦରେ ଅଟଳ ରହିଛନ୍ତି । ବିଭିନ୍ନ ସରକାରୀ ହସ୍ପିଟାଲରେ ସକାଳ ୯ଟାରୁ ଦିନ ୧୧ଟା ଓପିଡି ବନ୍ଦ ରହିବା ଯୋଗୁଁ ସ୍ଥିତି ବିଗିଡ଼ିବ । ଫଳରେ!-->…
ଲାଞ୍ଚ ନେଇ ଧରା ପଡ଼ିଲେ ଆଇ ଆଇ ସି
ଲାଞ୍ଚ ନେଇ ଧରା ପଡ଼ିଲେ ଆଇ ଆଇ ସି।୪୦ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଲେ କଟକ ସି ଆର୍ ଆର୍ ଆଇ ଥାନାର ଆଇ ଆଇ ସି ବିଜୟ କୁମାର ବାରିକ।
ଆଜିର ରାଶିଫଳ(୪ ଜାନୁଆରୀ, ୨୦୨୬)
ମେଷଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ!-->…
ଫେବୃଆରୀ ପର୍ଯ୍ୟନ୍ତ ବଢ଼ିଲା ହିତାଧିକାରୀଙ୍କ ଇ-କେୱାଇସି ଅବଧି
ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅଧୀନସ୍ଥ ସମସ୍ତ ହିତାଧିକାରୀ ମାନଙ୍କ ଆଧାର ଭିତ୍ତିକ ଇ-କେୱାଇସି କରିବା ପ୍ରକ୍ରିୟାର ଅବଧି ବୃଦ୍ଧି କରାଯାଇଛି । ଏହି ଅବଧିକୁ ରାଜ୍ୟ ସରକାର ଆସନ୍ତା ୨୦୨୬ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଏତଦବ୍ୟତୀତ କୌଣସି!-->…
ଜଗନ୍ନାଥଙ୍କ ପୋଷ୍ୟଭିସେକ ଦର୍ଶନ କଲେ ଭକ୍ତ
ଗଣିଆ (ବିଶ୍ୱରଂଜନ ସେଠି) ଗଣିଆରେ ଥିବା ଜଗନ୍ନାଥ ମନ୍ଦିର ପରିସରରେ ବାର୍ଷିକ ପୁଷ୍ୟାଭିଷେକ ଅନୁଷ୍ଠିତ ହୋଇଯାଇଛି । ଶନିବାର ପୂର୍ବାହ୍ନରେପୂଜାର୍ଚ୍ଚନା,ପୁଷ୍ପାଞ୍ଜଳି,ହୋମଯଜ୍ଞ ଅନୁଷ୍ଠିତ ହୋଇଥିଲା ଜଗନ୍ନାଥ,ବଳଭଦ୍ର, ସୁଭଦ୍ରା ଏବଂ ସୁଦର୍ଶନଙ୍କୁ ନୂତନ ବସ୍ତ୍ର ପରିଧାନକରାଯାଇଥିଲା ।!-->…
୭ଟି ନୂଆ ପୌରପାଳିକା ଓ ୨୮ ନୂଆ ଏନଏସି ପାଇଁ ବିଜ୍ଞପ୍ତି ଜାରି
୨୮ଟି ନୂଆ ଏନ୍ଏସି ପାଇଁ ଚୂଡ଼ାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି । ସମସ୍ତ ବିଡିଓଙ୍କୁ ପ୍ରଶାସନିକ ଅଧିକାରୀ ଦାୟିତ୍ବ ଦିଆଯାଇଛି । ନୂଆ ଏନ୍ଏସି ପାଇଁ ଅନୁଦାନ ପ୍ରଦାନ କରାଯାଇଛି । ନୂଆ କାର୍ଯ୍ୟାଳୟ ନିର୍ମାଣରେ ଖର୍ଚ୍ଚ ହେବ ୬ କୋଟି । ରାସ୍ତା ପାଇଁ ୫୦ ,ଲାଇଟ୍ ପାଇଁ ୫୦ ଲକ୍ଷ ଟଙ୍କା!-->…
ରୁପାଲି ଛକରେ ଗୋଟିଏ ଦିନରେ ଦୁଇଟା ଦୁର୍ଘଟଣା କଲା ଆମ ବସ୍
ଦୁର୍ଘଟଣା ପାଇଁ ରୁପାଲି ଛକକୁ ବାଛି ନେଇଛି ଆମ ବସ୍। ସକାଳେ ଅଟୋକୁ ଧକ୍କା ଦେଲା ଆଉ ଏବେ ସ୍କୁଟିକୁ। ସୂଚନା ଅନୁସାରେ, ରୂପାଲି ଛକରେ ୮୨ ନମ୍ବର ରୁଟ୍ର 'ଆମ ବସ୍' ଏକ ସ୍କୁଟିକୁ ଧକ୍କା ଦେବାରୁ ଉତ୍ତେଜନା ପ୍ରକାଶ ପାଇଛି । ଟ୍ରାଫିକ୍ ଉପରେ ଲୋକେ 'ଆମ ବସ୍' ଚାଳକଙ୍କୁ ବସ୍ରୁ ଘୋଷାଡ଼ି!-->…