Browsing Category
ଆଜିର ଖବର
ଆଜି ପୌଷପୁର୍ଣ୍ଣିମା, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଦେବାଭିଷେକ ନୀତି
ଆଜି ପୌଷପୁର୍ଣ୍ଣିମା, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଦେବାଭିଷେକ ନୀତି । ସ୍ବର୍ଣ୍ଣ ଅଳଙ୍କାରରେ ସଜେଇ ହୋଇ ରାଜ ରାଜେଶ୍ବର ବେଶରେ ଦର୍ଶନ ଦେବେ ଚତୂର୍ଦ୍ଧାମୂର୍ତ୍ତି।ଗତକାଲି ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନଲାଗି ପରେ ମହାପ୍ରଭୁ!-->…
ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡ଼ି ଆଶଙ୍କା
ଘନ କୁହୁଡ଼ିରେ ଲୁଚିଗଲା ପୁରୀ ଶ୍ରୀମନ୍ଦିର । ଆଜି ପ୍ରବଳ କୁହୁଡ଼ି ହୋଇଥିବା ବେଳେ ଶ୍ରୀମନ୍ଦିର ଓ ନୀଳଚକ୍ର ଦୃଶ୍ୟମାନ ହେଉନି । କୁହୁଡିର ମାତ୍ରା ଏତେ ଅଧିକ ଯେ ଅତିନିକଟରୁ ବି ମନ୍ଦିର ଦେଖିବା ମୁସକିଲ ହୋଇପଡିଛି ।ଆଉ ୪ ଦିନ ଘନ କୁହୁଡ଼ି । ଜଗତସିଂହପୁର, ପୁରୀ, କଟକ ଓ!-->…
ଅର୍ଜ୍ଜୁନଖୋଲରେ ସାଧୁମେଳା ଓ ବିଶ୍ୱଶାନ୍ତି ମହାଯଜ୍ଞ
ଗଣିଆ (ବିଶ୍ୱରଂଜନ ସେଠି), ଗଣିଆ ବ୍ଲକ କରଡାପଡା ପଚାଂୟତ ନୂଆପଡା ମୌଜା ନିକଟସ୍ଥ ଅର୍ଜ୍ଜୁନଖୋଲଠାରେ ଚାଲିଥିବା ୩୦ତମ ବିଶ୍ୱଶାନ୍ତି ମହାଯଜ୍ଞ ଓ ସାଧୁମେଳା ଶୁକ୍ରବାର ଅପରାହ୍ନରେ ଉଦଯାପିତ ହୋଇଯାଇଛି । ଗତ ବୁଧବାର ପୌଷମାସ ଦ୍ୱାଦଶୀ ତିଥୀରେ ଶୁଭାଧିବାସ ପରେ ଶୁକ୍ରବାର ଚତୁଃର୍ଦ୍ଦଶୀ!-->…
ସେୟାର ଟ୍ରେଡିଂ ନାଁରେ ଲୋକଙ୍କୁ ଲଗାଇଥିଲେ ୪୦ କୋଟିର ଚୂନ
ସେୟାର ଟ୍ରେଡିଂ ନାଁରେ ଲୋକଙ୍କୁ ଚୂନ ଲଗାଉଥିଲା । 40 କୋଟି ଟଙ୍କାରୁ ଅଧିକ ମୂଲ୍ୟର ସେୟାର ଟ୍ରେଡିଂ ଠକେଇ ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି ଆର୍ଥିକ ଅପରାଧିକ ଶାଖା (Economic Offences Wing) । ଡିସେମ୍ବର ୩୧ ତାରିଖ ଦିନ ପଶ୍ଚିମବଙ୍ଗର ବାଙ୍କୁରାରୁ ଉକ୍ତ ବ୍ୟକ୍ତିଙ୍କୁ!-->…
ଶବ ଶୋଭାଯାତ୍ରାରେ ଶବ ହୋଇଗଲେ ଶୁଭେନ୍ଦୁ
ଶବ ଶୋଭାଯାତ୍ରାରେ ଶବ ହୋଇଗଲେ ଶୁଭେନ୍ଦୁ ବିଧିର ବିଧାନ କେ କରିବ ଆନ । ମଣିଷ ଜନ୍ମ ମାତ୍ରେ ମୃତ୍ୟୁ ସୁନିଶ୍ଚିତ । କିନ୍ତୁ ହଠାତ ହୃଦଘାତରେ ମୃତ୍ୟୁ ଘଟଣାରେ ଗଣିଆ ଅଂଚଳରେ ଦୁଃଖର ଛାୟା ଖେଳିଯାଇଛି । ଏଭଳି ଏକ ଦୃଶ୍ୟ ଦେଖିବକୁ ମିଳିଛି ଗଣିଆ ଥାନା ଅନ୍ତର୍ଗତ ବିଜୟନଗର ଗ୍ରାମରେ । ଗ୍ରାମର!-->…
ଗୃହ ସଚିବ ଭାବେ ହେମନ୍ତ ଶର୍ମାଙ୍କ ଦାୟିତ୍ୱ ଗ୍ରହଣ
ଗୃହ ସଚିବ ଭାବେ ହେମନ୍ତ ଶର୍ମାଙ୍କ ଦାୟିତ୍ୱ ଗ୍ରହଣ । ଦାୟିତ୍ୱ ଗ୍ରହଣ ପରେ ଗୃହ ସଚିବ ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି, ଆଇନ ବ୍ୟବସ୍ଥା ବଜାୟ ରଖିବାକୁ ଗୁରୁତ୍ୱ । ରାଜ୍ୟରେ ପ୍ରତ୍ୟେକ ଜନ ସାଧାରଣ କେମିତି ନିରାପଦ ଏବଂ ସୁରକ୍ଷିତ ମନେ କରିବେ, ତାହା ହିଁ ମୋ ପ୍ରାଥମିକତା ହେବ ।!-->…
ରାଉରକେଲାରୁ ଅଯୋଧ୍ୟା ଅଭିମୁଖେ ସୁନାର ଧନୁ
ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ମନ୍ଦିରରେ ସ୍ଥାପନ କରିବା ପାଇଁ ନିର୍ମିତ ହୋଇଥିବା ସ୍ବର୍ଣ୍ଣ ଧନୁଷର ଶୋଭାଯାତ୍ରା । ରାଉରକେଲା ସନାତନ ଜାଗରଣ ମଞ୍ଚ ପକ୍ଷରୁ ଏହି ବିଶାଳ ଆଠ ଫୁଟ ଲମ୍ବ ଏବଂ ତିନି ଫୁଟ ଉଚ୍ଚତା ବିଶିଷ୍ଟ ସ୍ୱର୍ଣ୍ଣ ଧନୁଷ ଆଜି ବିଧିବଦ୍ଧ ଭାବରେ ଅଯୋଧ୍ୟା ଅଭିମୁଖେ ଯାତ୍ରା!-->…
ଅଗଷ୍ଟ ୧୫, ୨୦୨୭ ସୁଦ୍ଧା ଭାରତରେ ଗଡ଼ିବ ପ୍ରଥମ ବୁଲେଟ୍ ଟ୍ରେନ୍
ଦେଶରେ ଖୁବ୍ଶୀଘ୍ର ପ୍ରଥମ ବୁଲେଟ ଟ୍ରେନ ଚାଲିବାର ଦେଖାଯିବ। ନୂତନ ବର୍ଷ ଅବସରରେ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସ୍ପଷ୍ଟ କରିଛନ୍ତି ଯେ ଭାରତ ଅଗଷ୍ଟ ୧୫, ୨୦୨୭ ସୁଦ୍ଧା ଏହାର ପ୍ରଥମ ବୁଲେଟ ଟ୍ରେନ ପାଇବ। ଏହା ସହରଗୁଡ଼ିକ ମଧ୍ୟରେ ସଂଯୋଗକୁ ଗୁରୁତ୍ୱପୂର୍ଣ୍ଣ ଭାବରେ ପରିବର୍ତ୍ତନ!-->…
ସମ୍ପୂର୍ଣ୍ଣ ବ୍ୟବସ୍ଥିତ ହେବା ପରେ ଶ୍ରୀମନ୍ଦିରରେ ଧାଡି ଦର୍ଶନ ବ୍ୟବସ୍ଥା ଲାଗୁ କରାଯିବ
ଶ୍ରୀମନ୍ଦିର ଧାଡି ଦର୍ଶନ ବ୍ୟବସ୍ଥାରେ ତ୍ରୁଟି । ଧାଡି ଦର୍ଶନ ବ୍ୟବସ୍ଥା ଲାଗୁ କରିବା ପୂର୍ବରୁ ହିଁ ତ୍ରୁଟି ଧରାପଡିଛି । ଯାହାର ସମାଧାନ ଖୁବଶୀଘ୍ର କରାଯିବ । ସମ୍ପୂର୍ଣ୍ଣ ବ୍ୟବସ୍ଥିତ ହେବା ପରେ ଶ୍ରୀମନ୍ଦିରରେ ଧାଡି ଦର୍ଶନ ବ୍ୟବସ୍ଥା ଲାଗୁ କରାଯିବ । ଶ୍ରୀମନ୍ଦିର ଧାଡି ଦର୍ଶନକୁ ନେଇ!-->…
ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ ମନା: ମେୟର
ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ ମେଳାରେ ହେବନି ଅଶ୍ଳୀଳ ନୃତ୍ୟ । ଖଣ୍ଡଗିରି ମାଘ ମେଳା ପାଇଁ ଲାଗିବ ୧୦୦ଟି ସିସିଟିଭି । ବିଏମ୍ସିର ପ୍ରସ୍ତୁତ ବୈଠକ ପରେ ମେୟର ସୁଲୋଚନା ଦାସଙ୍କ ପ୍ରତିକ୍ରିୟା ।!-->…
ପରିବହନ ବିଭାଗର ବଡ଼ ଘୋଷଣା,ଆସନ୍ତା ୧୦ ତାରିଖରୁ ମିଳିବ ଗ୍ରୀନ ଷ୍ଟିକର
ଜାନୁଆରି ୧୦ ତାରିଖରୁ ମିଳିବ ଗ୍ରୀନ୍ ଷ୍ଟିକର । ଏନେଇ ଘୋଷଣା କରିଛି ଓଡ଼ିଶା ରାଜ୍ୟ ପରିବହନ ବିଭାଗ । ପଲ୍ୟୁସନ କରିଥିବା ଗାଡିରେ ଲଗାଇପାରିବେ ଲୋକେ ।ଆରଟିଓମାନଙ୍କରେ ଗ୍ରୀନ ଷ୍ଟିକର ପ୍ରଦାନ କରାଯିବ । ତେବେ ଯେଉଁମାନଙ୍କର ପଲ୍ୟୁସନ ସାର୍ଟିଫିକେଟ ରହିଛି ସେମାନେ ଏହି ଗ୍ରୀନ ଷ୍ଟିକର!-->…
କାଲି ଆକାଶରେ ଦିଶିବ ସୁପରମୁନ୍
ଏ ବର୍ଷ ଆକାଶରେ ଦେଖାଯିବ ସୁପରମୁନ୍ । ସୁପରମୁନ୍ ଓ ମାଇକ୍ରୋମୁନ୍ ଭଳି ମହାଜାଗତିକ ଦୃଶ୍ୟ ଏବର୍ଷ ଆକାଶରେ ଦୃଶ୍ୟମାନ ହେବ । ଜାନୁଆରୀ ୩ ତାରିଖରେ ଏହି ଦୃଶ୍ୟକୁ ଖାଲି ଆଖିରେ ଦେଖିହେବ ।ପୌଷ ପୂର୍ଣ୍ଣିମା ତିଥିରେ ପ୍ରଥମ ‘ସୁପରମୁନ’ ଭାବରେ ଦେଖାଯିବ।ଆସନ୍ତାକାଲି ଚନ୍ଦ୍ର ପୃଥିବୀଠାରୁ!-->…