Browsing Category
ଆଜିର ଖବର
ପରିବହନ ବିଭାଗର ବଡ଼ ଘୋଷଣା,ଆସନ୍ତା ୧୦ ତାରିଖରୁ ମିଳିବ ଗ୍ରୀନ ଷ୍ଟିକର
ଜାନୁଆରି ୧୦ ତାରିଖରୁ ମିଳିବ ଗ୍ରୀନ୍ ଷ୍ଟିକର । ଏନେଇ ଘୋଷଣା କରିଛି ଓଡ଼ିଶା ରାଜ୍ୟ ପରିବହନ ବିଭାଗ । ପଲ୍ୟୁସନ କରିଥିବା ଗାଡିରେ ଲଗାଇପାରିବେ ଲୋକେ ।ଆରଟିଓମାନଙ୍କରେ ଗ୍ରୀନ ଷ୍ଟିକର ପ୍ରଦାନ କରାଯିବ । ତେବେ ଯେଉଁମାନଙ୍କର ପଲ୍ୟୁସନ ସାର୍ଟିଫିକେଟ ରହିଛି ସେମାନେ ଏହି ଗ୍ରୀନ ଷ୍ଟିକର!-->…
କାଲି ଆକାଶରେ ଦିଶିବ ସୁପରମୁନ୍
ଏ ବର୍ଷ ଆକାଶରେ ଦେଖାଯିବ ସୁପରମୁନ୍ । ସୁପରମୁନ୍ ଓ ମାଇକ୍ରୋମୁନ୍ ଭଳି ମହାଜାଗତିକ ଦୃଶ୍ୟ ଏବର୍ଷ ଆକାଶରେ ଦୃଶ୍ୟମାନ ହେବ । ଜାନୁଆରୀ ୩ ତାରିଖରେ ଏହି ଦୃଶ୍ୟକୁ ଖାଲି ଆଖିରେ ଦେଖିହେବ ।ପୌଷ ପୂର୍ଣ୍ଣିମା ତିଥିରେ ପ୍ରଥମ ‘ସୁପରମୁନ’ ଭାବରେ ଦେଖାଯିବ।ଆସନ୍ତାକାଲି ଚନ୍ଦ୍ର ପୃଥିବୀଠାରୁ!-->…
ଲୋକସେବା ଭବନରେ ରିଲ୍ସ ନେଇ ଆସିବ ଗାଇଡ୍ଲାଇନ୍
ଲୋକସେବା ଭବନରେ ରିଲ୍ସ କରିବାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉଦ୍ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ ଗୃହ ବିଭାଗ ଗାଇଡ୍ଲାଇନ୍ ଆଣିବ। ଲୋକସେବା ଭବନରେ ରିଲ୍ସ କରିବା ଠିକ୍ କଥା ନୁହେଁ, କାର୍ଯ୍ୟ କରୁଥିବା ବ୍ୟକ୍ତି ହୁଅନ୍ତୁ କି ବାହାର!-->…
ଦାୟିତ୍ବ ନେଲେ ନୂଆ ଉନ୍ନୟନ କମିଶନର ଦେଓରଞ୍ଜନ ସିଂହ
ନୂଆବର୍ଷରେ ବରିଷ୍ଠ IAS ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି । ଅନୁ ଗର୍ଗଙ୍କ ସ୍ଥାନରେ ଦେଓରଞ୍ଜନ ସିଂ ଉନ୍ନୟନ କମିଶନର ହୋଇଛନ୍ତି । ତେବେ ଶୁକ୍ରବାର ଉନ୍ନୟନ କମିଶନ ଭାବେ ବିଧିବଦ୍ଧ ଦାୟିତ୍ଵ ନେଇଛନ୍ତି ବରିଷ୍ଠ ଆଇଏଏସ ଅଧିକାରୀ ଦେଓରଞ୍ଜନ ସିଂହ। ମୁଖ୍ୟ ଶାସନ ସଚିବ ଭାବରେ ଅନୁ!-->…
ସର୍ବୋଚ୍ଚ ବେସାମରିକ ସମ୍ମାନ: ଭାରତ ରତ୍ନ
ଭାରତ ରତ୍ନ ହେଉଛି ଭାରତ ଗଣରାଜ୍ୟର ସର୍ବୋଚ୍ଚ ବେସାମରିକ ସମ୍ମାନ । ଏହାର ଆରମ୍ଭ ୨ ଜାନୁଆରି, ୧୯୫୪ରେ ହୋଇଥିଲା । ଏହି ସମ୍ମାନ ଦେଶର ପ୍ରଥମ ରାଷ୍ଟ୍ରପତି ଡଃ ରାଜେନ୍ଦ୍ର ପ୍ରସାଦଙ୍କ ଦ୍ୱାରା ସ୍ଥାପିତ ହୋଇଥିଲା । ଏହି ସମ୍ମାନ ମରଣୋତ୍ତର ଭାବେ (ମୃତ୍ୟୁ ପରେ) ମଧ୍ୟ ଦିଆଯାଇପାରିବ। ଭାରତ!-->…
ଇନ୍ଦୋର ଡାଇରିଆ ମାମଲାରେ NHRCର ତଦନ୍ତ, ମଧ୍ୟପ୍ରଦେଶ ସରକାରଙ୍କୁ ନୋଟିସ୍
ମଧ୍ୟପ୍ରଦେଶର ଇନ୍ଦୋରରେ ଘଟିଥିବା ଡାଇରିଆ ବା ଝାଡାବାନ୍ତି ପାଇଁ ଏବେ ସବୁଠି ଚର୍ଚ୍ଚା । ତେବେ ପାନୀୟ ଜଳରେ ଡ୍ରେନ୍ ପାଣି ମିଶିଯିବାରୁ ଏତେ ବଡ ଘଟଣା ଘଟିଥିବା ଲ୍ୟାବ୍ ରିପୋର୍ଟରୁ ସ୍ପଷ୍ଟ ହୋଇଛି ।ରିପୋର୍ଟ ଅନୁସାରେ, ସହରରେ ହଠାତ ଶତାଧିକ ଲୋକ ଡାଇରିଆରେ ପୀଡିତ ହୋଇଥିଲେ । ଧିରେ!-->…
ଆଜିଠୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍,୧୫ ତାରିଖ ଯାଏ ଚାଲିବ ପରୀକ୍ଷା
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହେବ । ଜାନୁଆରୀ ୧୫ ତାରିଖ ଯାଏ ପରୀକ୍ଷା ଚାଲିବ ।ଆସନ୍ତା ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୨୫ ଯାଏ ଯୁକ୍ତ ଦୁଇ ମୁଖ୍ୟ ପରୀକ୍ଷା ହେବ । ତେବେ ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକ!-->…
ଚିଲିକାରେ ଭସାପୋଲ ଅଘଟଣ : ଚିଲିକାରେ ଦିନ ୧୧ଟା ଯାଏଁ ଡଙ୍ଗା ଚଳାଚଳ ବନ୍ଦ
ଚିଲିକାରେ ଦିନ ୧୧ଟା ଯାଏ ଡଙ୍ଗା ଚଳାଚଳ ବନ୍ଦ । ପ୍ରବଳ କୁହୁଡ଼ି ଯୋଗୁ କଟକଣା ଲଗାଇଲେ ପୁରୀ ଜିଲ୍ଲାପାଳ । ଘନ କୁହୁଡ଼ି ଯୋଗୁ ଦୃଶ୍ୟମାନତା କମ୍ ରହୁଛି। ବାରମ୍ବାର ଦୁର୍ଘଟଣା ଘଟୁଥିବା ଯୋଗୁ ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି ।ଗତକାଲି ଘନ କୁହୁଡ଼ି ଯୋଗୁଁ ଚିଲିକାରେ ଫସିଥିଲା!-->…
ଅସହ୍ୟ ଶୀତରେ ଥରୁଛି ଓଡ଼ିଶା, ଘନ କୁହୁଡ଼ି ଯୋଗୁଁ ବିମାନ ଚଳାଚଳ ବାଧାପ୍ରାପ୍ତ,
ଅସହ୍ୟ ଶୀତରେ ଥରୁଛି ଓଡ଼ିଶା । ଉପକୂଳରୁ ଉପାନ୍ତ ସବୁଠି ଶୀତ ଲହରୀ । ପାହାଡ଼ିଆ ଅଞ୍ଚଳରେ ଶୀତର ପ୍ରକୋପ ଅଧିକ ଥିବାରୁ ଜନଜୀବନ ପ୍ରଭାବିତ । ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି ।ପରବର୍ତ୍ତୀ ୩ ଦିନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ!-->…
ପରମାଣୁ ପ୍ରତିଷ୍ଠାନ ତାଲିକା ଆଦାନପ୍ରଦାନ କଲେ ଭାରତ, ପାକ୍
ଭାରତ ଏବଂ ପାକିସ୍ତାନ ଗୁରୁବାର ଦିନ ଏକ ଦ୍ୱିପାକ୍ଷିକ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ପରମାଣୁ ପ୍ରତିଷ୍ଠାନର ଏକ ତାଲିକା ଆଦାନପ୍ରଦାନ କରିଛନ୍ତି ଯାହା ଉଭୟ ପକ୍ଷଙ୍କୁ ପରସ୍ପରର ପରମାଣୁ ପ୍ରତିଷ୍ଠାନ ଉପରେ ଆକ୍ରମଣ କରିବାକୁ ବାରଣ କରିଥାଏ। ନୂତନ ବର୍ଷ ଆରମ୍ଭରେ ଏହି ଅଭ୍ୟାସ ତିନି!-->…
ଜାନୁଆରୀ ମାସରେ ଜାଣନ୍ତୁ କେବେ କେବେ ଛୁଟି ରହିବ ବ୍ୟାଙ୍କ ?
ଜାନୁଆରୀ ୨୦୨୬ରେ କେତେ ଦିନ ବନ୍ଦ ରହିବ ଓ ବ୍ୟାଙ୍କ ଖୋଲିବ । ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଏନେଇ ଛୁଟି କ୍ୟାଲେଣ୍ଡର ଜାରି କରିଛି ।ଜାନୁଆରୀ ମାସରେ ମୋଟ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ । ସ୍ଥାନୀୟ ଓ ଜାତୀୟ ପର୍ବ ସହ ମାସର ଦ୍ଵିତୀୟ ଓ ଚତୁର୍ଥ ଶନିବାର ଏବଂ ରବିବାର ବ୍ୟାଙ୍କ ପୂର୍ବଭଳି!-->…
ଦେଶର ପ୍ରଥମ ବନ୍ଦେ ଭାରତ ସ୍ଲିପର୍ ଟ୍ରେନ୍ ଗୌହାଟି ରୁ କୋଲକାତା ରୁଟ୍ରେ ଚାଲିବ
ନୂତନ ବର୍ଷର ପ୍ରଥମ ଦିନ (ଜାନୁଆରୀ ୧) କେନ୍ଦ୍ରର ମୋଦି ସରକାର ଦେଶକୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ପ୍ରଦାନ କରିଛନ୍ତି। ଦେଶର ପ୍ରଥମ ବନ୍ଦେ ଭାରତ ସ୍ଲିପର୍ ଟ୍ରେନ୍ ଗୌହାଟି ରୁ କୋଲକାତା ରୁଟ୍ରେ ଚାଲିବ।ଟ୍ରେନ୍ର ଏକାଧିକ ଥର ସଫଳ ପରୀକ୍ଷଣ ପରେ ରେଳମନ୍ତ୍ରୀ ଏହି ଘୋଷଣା କରିଛନ୍ତି।!-->…