Browsing Category

ଆଜିର ଖବର

ପରମାଣୁ ପ୍ରତିଷ୍ଠାନ ତାଲିକା ଆଦାନପ୍ରଦାନ କଲେ ଭାରତ, ପାକ୍

ଭାରତ ଏବଂ ପାକିସ୍ତାନ ଗୁରୁବାର ଦିନ ଏକ ଦ୍ୱିପାକ୍ଷିକ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ପରମାଣୁ ପ୍ରତିଷ୍ଠାନର ଏକ ତାଲିକା ଆଦାନପ୍ରଦାନ କରିଛନ୍ତି ଯାହା ଉଭୟ ପକ୍ଷଙ୍କୁ ପରସ୍ପରର ପରମାଣୁ ପ୍ରତିଷ୍ଠାନ ଉପରେ ଆକ୍ରମଣ କରିବାକୁ ବାରଣ କରିଥାଏ। ନୂତନ ବର୍ଷ ଆରମ୍ଭରେ ଏହି ଅଭ୍ୟାସ ତିନି

ଜାନୁଆରୀ ମାସରେ ଜାଣନ୍ତୁ କେବେ କେବେ ଛୁଟି ରହିବ ବ୍ୟାଙ୍କ ?

ଜାନୁଆରୀ ୨୦୨୬ରେ କେତେ ଦିନ ବନ୍ଦ ରହିବ ଓ ବ୍ୟାଙ୍କ ଖୋଲିବ । ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଏନେଇ ଛୁଟି କ୍ୟାଲେଣ୍ଡର ଜାରି କରିଛି ।ଜାନୁଆରୀ ମାସରେ ମୋଟ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ । ସ୍ଥାନୀୟ ଓ ଜାତୀୟ ପର୍ବ ସହ ମାସର ଦ୍ଵିତୀୟ ଓ ଚତୁର୍ଥ ଶନିବାର ଏବଂ ରବିବାର ବ୍ୟାଙ୍କ ପୂର୍ବଭଳି

ଦେଶର ପ୍ରଥମ ବନ୍ଦେ ଭାରତ ସ୍ଲିପର୍ ଟ୍ରେନ୍ ଗୌହାଟି ରୁ କୋଲକାତା ରୁଟ୍‌ରେ ଚାଲିବ

ନୂତନ ବର୍ଷର ପ୍ରଥମ ଦିନ (ଜାନୁଆରୀ ୧) କେନ୍ଦ୍ରର ମୋଦି ସରକାର ଦେଶକୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ପ୍ରଦାନ କରିଛନ୍ତି। ଦେଶର ପ୍ରଥମ ବନ୍ଦେ ଭାରତ ସ୍ଲିପର୍ ଟ୍ରେନ୍ ଗୌହାଟି ରୁ କୋଲକାତା ରୁଟ୍‌ରେ ଚାଲିବ।ଟ୍ରେନ୍ର ଏକାଧିକ ଥର ସଫଳ ପରୀକ୍ଷଣ ପରେ ରେଳମନ୍ତ୍ରୀ ଏହି ଘୋଷଣା କରିଛନ୍ତି।

ଭୁବନେଶ୍ଵର ନିକୋ ପାର୍କର ହେବ ନବକଳେବର 

ଭୁବନେଶ୍ୱର ନିକୋ ପାର୍କରେ ହେବ ନବ କଳେବର । ଏନେଇ ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ପିଲାଙ୍କ ମନୋରଞ୍ଜନ ସହ ମାର୍କେଟ କମ୍ପେ୍ଲକ୍ସ ଓ ଫୁଡ୍ ପାର୍କ ନିର୍ମାଣ ହେବ ।ଏହି ନବକଳେବର ପାଇଁ ମୋଟ ୬୦୦କୋଟି ଟଙ୍କାର ଅର୍ଥ ମଞ୍ଜୁର କରାଯାଇଛି । ମୋଟ ୩ଟି ପର୍ଯ୍ୟାୟରେ

ଆସନ୍ତା ଫେବୃଆରୀ୧ରୁ ଦେଶରେ ସିଗାରେଟ ଏବଂ ତମାଖୁ ଉତ୍ପାଦର ଦର ବଢିବ

ଦେଶରେ ଫେବୃଆରୀରୁ ବଢିବ ସିଗାରେଟ ଓ ତମାଖୁ ଉତ୍ପାଦ ଦର । ଅର୍ଥ ମନ୍ତ୍ରଣାଳୟ ସିଗାରେଟ୍ ଏବଂ ତମାଖୁ ଉତ୍ପାଦ ଉତ୍ପାଦ ଶୁଳ୍କରେ ଏକ ବଡ଼ ସଂଶୋଧନ କରିଛନ୍ତି । ଏହି ସଂଶୋଧନ ଆସନ୍ତା ଫେବୃଆରୀ ଆରମ୍ଭରୁ ଲାଗୁ ହେବ । ସରକାରୀ ବିଜ୍ଞପ୍ତି ଅନୁଯାୟୀ, ଫେବୃଆରୀ ୧ରୁ, ପାନ ମସଲା, ସିଗାରେଟ, ତମାଖୁ

ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନ କିଣା- ଯୋଗଣ ମନ୍ତ୍ରୀ

ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଟିରେ ଚାଲିବ ଧାନ କିଣା । ଏନେଇ ଯୋଗଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରତିକ୍ରିୟା ଦେଇଛନ୍ତି । ଏପର୍ଯ୍ୟନ୍ତ ୧୦ଲକ୍ଷ ୫୦ହଜାର ମେଟ୍ରିକ ଟନ୍‌ ଧାନ କିଣା ହୋଇଥିବା ବେଳେ ୨ଲକ୍ଷ ୩୦ହଜାର ଚାଷୀ ଧାନ ବିକିଛନ୍ତି । ୧୮ଜିଲାରେ ଚାଲିଛି ଧାନ କିଣା, ୧୧ଲକ୍ଷ

ଧାମରା ଅଭିମୁଖେ ଯାଉଥିବା ଟ୍ରକ ହେଲା ବାଟବଣା ! ଗୁଗଲ୍ ମ୍ୟାପ ଦେଖିବା ପଡ଼ିଲା ମହଙ୍ଗା

ଧୋକା ଦେଲା ଗୁଗଲ ମ୍ୟାପ ,ଗାଁକୁ ମାଡ଼ି ଗଲା ଟ୍ରକ। ଦୁର୍ଘଟଣାରେ ଭାଙ୍ଗିଲା ଘର। ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲିରେ ।ସୌଭାଗ୍ୟବଶତଃ ଘର ବାହାରେ କେହି ନଥିବାରୁ ମୃତାହତ ହୋଇ ନାହାନ୍ତି । ସୂଚନା ଅନୁସାରେ, କଟକରୁ ଟ୍ରକ୍ ନେଇ ଧାମରା ଆଡ଼କୁ ଯାଉଥିଲେ ଡ୍ରାଇଭର୍ । ବାଟ ଜାଣି

ଶ୍ରୀଜୀଉଙ୍କ ଦର୍ଶନ କଲେ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କଲେ ବରିଷ୍ଠ ଆଇଏଏସ ଅଧିକାରୀ ଅନୁ ଗର୍ଗ । ଦାୟିତ୍ଵ ଗ୍ରହଣ କରିବା ପରେ ବରିଷ୍ଠ ଆଇଏଏସ୍ ଅଧିକାରୀ ଅନୁ ଗର୍ଗ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଶ୍ରୀମନ୍ଦିର ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ତାଙ୍କୁ ଶ୍ରୀମନ୍ଦିର ମୁଖ୍ୟ

ନୂଆବର୍ଷର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଆଜିଠାରୁ ଆରମ୍ଭ ହୋଇଛି ନବବର୍ଷ । ସାରା ଦେଶ ଓ ବିଶ୍ୱରେ ପାଳନ ହେଉଛି ନୂତନ ବର୍ଷ । ଏହି ଅବସରରେମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାବାସୀଙ୍କୁ ନୂଆବର୍ଷର ଅଭିନନ୍ଦନ ଜଣାଇଛନ୍ତି । ସୋସିଆଲ ମିଡିଆ ‘ଏକ୍ସ’ରେ ସେ ଟୁଇଟ୍‌ କରି ଲେଖିଛନ୍ତି, ଇଂରାଜୀ ନବବର୍ଷ ୨୦୨୬ ଉପଲକ୍ଷେ ଓଡ଼ିଶାର

ପେନ୍ କିଲର୍ ନିମେସୁଲାଇଡ୍‌କୁ ବ୍ୟାନ କଲେ ସରକାର

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଯନ୍ତ୍ରଣା ଓ ଜ୍ୱରର ସବୁ ମୌଖିକ ଔଷଧ ନିର୍ମାଣ, ବିକ୍ରି ଓ ବିତରଣ ଉପରେ ତତ୍କାଳ ପ୍ରଭାବ କଟକଣା ଲଗାଇବାକୁ ନିଷ୍ପତ୍ତି ନେଇଛି। ଏହି କ୍ରମରେ ୧୦୦ ମିଲଗ୍ରାମ (ଏମଜି)ରୁ ଅଧକ ମାତ୍ରାର ନିମୁସ୍ଲାଇଡ ଟାବଲେଟ ଓ ସିରପକୁ ଦେଶରେ ନିଷିଦ୍ଧ କରି ଦିଆଯାଇଛି।ଡ୍ରଗ୍ସ

ଆଜିଠାରୁ LPG ଗ୍ୟାସ୍ ଦରଠାରୁ ଆରମ୍ଭ କରି ପାନ୍, ଆଧାର ପର୍ଯ୍ୟନ୍ତ… ଅନେକ ନିୟମ ବଦଳୁଛି

ଆସିଛି ନୂଆ ବର୍ଷ ୨୦୨୬ । ନୂଆ ବର୍ଷର ଆରମ୍ଭ ସହିତ ଅନେକ ବଡ଼ ଆର୍ଥିକ ନିୟମ ମଧ୍ୟ ବଦଳୁଛି, ଯାହା ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପ୍ରଭାବ ପକାଇପାରେ । LPG ସିଲିଣ୍ଡର ମହଙ୍ଗା| ଦିଲ୍ଲୀରେ 19 କିଲୋଗ୍ରାମ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ 1580.50 ରୁ 111 ପର୍ଯ୍ୟନ୍ତ ବୃଦ୍ଧି

ବାଣିଜ୍ୟିକ ଗ୍ୟାସ ସିଲିଣ୍ଡର ମୂଲ୍ୟ ବୃଦ୍ଧି 

ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ବାଣିଜ୍ୟିକ ଗ୍ୟାସ ସିଲିଣ୍ଡର ମୂଲ୍ୟ ବୃଦ୍ଧି ପାଇଛି। ତଥ୍ୟ ଅନୁଯାୟୀ, ନଭେମ୍ୱର ୨୦୨୩ ପରଠାରୁ ଏହା ପ୍ରଥମ ଥର ପାଇଁ ୧୦୦ ରୁ ଅଧିକ ବୃଦ୍ଧି। ଅକ୍ଟୋବର ୨୦୨୩ ପରଠାରୁ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡର ମୂଲ୍ୟରେ ଏହା ସବୁଠାରୁ ବଡ଼ ବୃଦ୍ଧି।