Browsing Category
ଆଜିର ଖବର
ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ
ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଇଛନ୍ତି । ୪୭ ତମ ମୁଖ୍ୟ ଶାସନ ସଚିବ ଭାବେ ଆଜି ଦାୟିତ୍ଵ ନେଇଛନ୍ତି ଅନୁ ଗର୍ଗ । ଲୋକସେବା ଭବନରେ ସେ ବିଧିବଦ୍ଧ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି । ସେ ୧୯୯୧ ବ୍ୟାଚର!-->…
ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ତ୍ରୁଟି ପ୍ରସଙ୍ଗ । ବନ୍ଦ ରହିଲା କ୍ୟାଲେଣ୍ଡର ବିକ୍ରି
ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ତ୍ରୁଟି ପ୍ରସଙ୍ଗ । ବର୍ତ୍ତମାନ ସମୟରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କ୍ୟାଲେଣ୍ଡର ବିକ୍ରି ବନ୍ଦ ରହିଲା । ଶ୍ରୀମନ୍ଦିର ପ୍ରଶାସନ ସୂଚନା କେନ୍ଦ୍ରରେ ବିକ୍ରି ହେଉନି କ୍ୟାଲେଣ୍ଡର । ଦୁଇଟି ଯାକ କାଉଣ୍ଟରରେ ଆଉ ବିକ୍ରି ହେଉନାହିଁ କ୍ୟାଲେଣ୍ଡର । କ୍ୟାଲେଣ୍ଡରରେ!-->…
ଆଉ ନାହାନ୍ତି ସାନ୍ତାଳୀ ଲେଖିକା ମାଳତୀ ମୁର୍ମୁ
ଅଲଚିକି ଲିପି, ସାନ୍ତାଳୀ ଭାଷା ସାହିତ୍ୟର ବରିଷ୍ଠ ପ୍ରଚାରକ, ମିସନ ଅଲଚିକିର ଦୃଢ଼ ସଂଗଠକ ମାସିକ ସାନ୍ତାଳୀ ସମ୍ବାଦ ପତ୍ରିକା ଫାଗୁନର ପରିଚାଳିକା ଏବଂ ସମ୍ପାଦିକା ତଥା ଅଖିଳ ଭାରତୀୟ ସାନ୍ତାଳୀ ଲେଖକ ସଂଘ, ଆଦିବାସୀ ସାମାଜିକ ଶିକ୍ଷା ଓ ସାଂସ୍କୃତିକ ସଂଗଠନ (ଆସେକା)ର ଆଜୀବନ ସଦସ୍ୟା,!-->…
ଆହୁରି ମାସେ ପାଇଁ PUCC ଅବଧି ବୃଦ୍ଧି କଲେ ସରକାର
ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।ଲୋକଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା କୁହାଯାଉଛି । ଏହା ପରେ ଅର୍ଥାତ୍ ୧ ଏପ୍ରିଲରୁ ପିୟୁସି!-->…
ଲିଫ୍ଟ ଦେବା ବାହାନାରେ ଯୁବତୀଙ୍କୁ ଚଳନ୍ତା କାରରେ ଗଣଦୁଷ୍କର୍ମ
ହରିୟାଣାର ଫରିଦାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଲିଫ୍ଟ ଦେବା ବାହାନାରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ କରାଯାଇଥିଲା। ଅଭିଯୁକ୍ତମାନେ ତାଙ୍କୁ ଫରିଦାବାଦ-ଗୁରୁଗ୍ରାମ ରାସ୍ତାରେ ଦୁଇ ଘଣ୍ଟା ପର୍ଯ୍ୟନ୍ତ କାରରେ ବୁଲାଇଥିଲେ ।ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ!-->…
ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ତ୍ରୁଟି! ସ୍ପଷ୍ଟୀକରଣ ରଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ
ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ । ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ଅସନ୍ତୋଷ ଦେଖାଦେଇଛି । ଟେବୁଲ କ୍ୟାଲେଣ୍ଡର, ଫଟୋ କ୍ୟାଲେଣ୍ଡରରେ ରହିଛି ସମାନ ଚିତ୍ର । ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ କ୍ୟାଲେଣ୍ଡର ଛପା ଯାଇଛି ।ଶ୍ରୀମନ୍ଦିର!-->…
ଭାରତ-ପାକିସ୍ତାନ ଯୁଦ୍ଧବିରତିର ମଧ୍ୟସ୍ଥତା ଦାବି ତୀବ୍ର, ପ୍ରତ୍ୟାଖ୍ୟାନ କଲା ଭାରତ
ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା ଯୁଦ୍ଧବିରତିରେ ମଧ୍ୟସ୍ଥତା କରିଥିବା ଦାବି କରିଛନ୍ତି।କିନ୍ତୁ ଉଭୟ ଦାବିକୁ ପ୍ରତ୍ୟାଖ୍ୟାନ କରିଛି ଭାରତ । ଯୁଦ୍ଧବିରତିରେ ୩ୟ!-->…
ଗୁଡ଼ି ସୂତାରେ କଟିଲା ବେକ । ମକର ସଂକ୍ରାନ୍ତି ପୂର୍ବରୁ କଟକରେ ଘଟିଛି ଅଘଟଣ
କଟକ ବୟାଳିସ ମୌଜା ଅଞ୍ଚଳରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ଯିବା ସମୟରେ ବେକରେ ସୂତା ଲାଗି ଯିବାରୁ ଜଣେ ମହିଳା ଓ ପୁରୁଷ ଗୁରୁତର ଆହତ ହୋଇଛନ୍ତି । ପ୍ରଥମେ ଉଭୟଙ୍କୁ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ମହିଳାଙ୍କୁୁ!-->…
ଆଜି ଅବସର ନେବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା
ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଜି ଅବସର ନେବେ। ତାଙ୍କ ପାଇଁ ବିଦାୟକାଳୀନ ସମ୍ବର୍ଦ୍ଧନା ଜଣାଯାଇଛି। ସମସ୍ତ ପ୍ରଶାସନିକ ଅଧିକାରୀମାନଙ୍କୁ ସେମାନଙ୍କର ଆଗାମୀ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ମନୋଜ ଆହୁଜା ଅବସର ନେବା ପରେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ଭାବେ ଅନୁ ଗର୍ଗ ଦାୟିତ୍ବ!-->…
ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ
ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ସ୍ଥାନରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।ସେହିପରି ରଥଯାତ୍ରାର ଫଟୋ ମଧ୍ୟ କ୍ୟାଲେଣ୍ଡର ରେ ରହିଥିବା ବେଳେ ସେଥିରେ ମଧ୍ୟ ତ୍ରୁଟି ଦେଖିବାକୁ ମିଳିଛି । ପ୍ରଥମେ!-->…
ନୂଆବର୍ଷ ପାଇଁ ପୁରୀରେ ହାଇଆଲର୍ଟ
ଆଜି ୨୦୨୫ର ଶେଷ ଦିନ । ଆସୁଛି ଇଂରାଜୀ ନୂଆବର୍ଷ ୨୦୨୬ । ନୂଆବର୍ଷ ପାଇଁ ପୁରୀରେ ହାଇଆଲର୍ଟ । ନୂଆବର୍ଷ ଉପଲକ୍ଷେ ପୁରୀରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଭିତରେ ସୁରକ୍ଷା ବ୍ୟବସ୍ଥା ପ୍ରତି ଗୁରୁତ୍ବ ଦେଇଛି ପୁଲିସ । ଏଥର ସୁରକ୍ଷା ବ୍ୟବସ୍ଥାକୁ ୫ ଭାଗରେ ବିଭକ୍ତ କରାଯାଇଛି । ଦିବ୍ୟାଙ୍ଗ,!-->…
ନୂଆବର୍ଷରେ ପ୍ରବଳ ଶୀତ: ଏହି ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ
ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ ନୂଆବର୍ଷରେ ୧୨ଟି ଜିଲାକୁ ଶୀତ ଲହରି ଓ ଘନ କୁହୁଡି ପାଇଁ ୟେଲୋ ୱାର୍ନିିଂ ଜାରି କରିଛି ପାଣିପାଗ ବିଭାଗ।ରାଜ୍ୟର ସର୍ବନିମ୍ନ ତାପମାତ୍ରା ୪.୩ ଡିଗ୍ରୀ ସହ!-->…