Browsing Category
ଆଜିର ଖବର
୧୨ ଦିନର ଛୁଆ ପାଟିରେ ଫେବିକ୍ବିକ୍ ମାରିଲେ; ପଥର ତଳେ ପୋତିଦେଲେ ନୃଶଂସ
ରାଜସ୍ଥାନ ଭିଲୱାଡ଼ା ଜିଲ୍ଲାରେ ମାନବିକତାକୁ ଉଲଂଘନ କରିଗଲେ ମଣିଷ । ଏଠିକାର ବିଜୌଲିୟା ଉପଖଣ୍ଡର ଖେଡ଼ା ରୋଡ଼ ସ୍ଥିତ ସୀତାକୁଣ୍ଡ ଜଙ୍ଗଲରେ ଘଟିଥିବା ଘଟଣାକୁ ନେଇ ଏବେ ଜାତୀୟ ସ୍ତରରେ ଚର୍ଚ୍ଚା । ୧୦-୧୨ ଦିନର କଅଁଳା ଶିଶୁର ମୁହଁରେ ଫେବିକ୍ଵିକ୍ ମାରି ପଥର ତଳେ ପୋତି ଦେଇଛନ୍ତି କିଛି ନୃଶଂସ!-->…
ମହାନଦୀରେ ବନ୍ୟା ଆଶଙ୍କା
ମହାନଦୀରେ ବନ୍ୟା । ୨୭ ତାରିଖ ସକାଳୁ ମୁଣ୍ଡଳିରେ ପହଞ୍ଚିବ ୭ ଲକ୍ଷ କ୍ୟୁସେକ ବନ୍ୟାଜଳ,ଫୁଳିବ ଶାଖାନଦୀ ।ମୁଣ୍ଡଳିରେ ଯଦି ବର୍ଷା ହୁଏ ପାଣି ଅଧିକ ଆସିବ । ଏବେ ୧ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେଉଛି । ଏହାର ପ୍ରଭାବରେ ଶାଖାନଦୀ କୁଆଖାଇ, ବିରୂପା, କାଠଯୋଡ଼ି, ଦେବୀ ନଦୀରେ ଜଳସ୍ତର ବୃଦ୍ଧି!-->…
ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
ବଙ୍ଗୋପସାଗର ଏବଂ ଓଡ଼ିଶା ନିକଟବର୍ତ୍ତୀ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ । ପୁଣି ଆସନ୍ତାକାଲି ବଙ୍ଗୋପସାଗର ଉପରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ସଂଲଗ୍ନବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରର ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ର ଉପକୂଳରେ ଅବପାତରେ ପରିଣତ ହେବ। ୨୭ରେ!-->…
ମହାକାଳପଡ଼ା ତହସିଲଦାରଙ୍କ ୭ଟି ପ୍ଲଟ୍ ସହ ଲକ୍ଷାଧିକ ଟଙ୍କା ଠାବ
୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ତହସିଲଦାର । ଏକ ସରକାରୀ ଜମିରୁ ଜବରଦଖଲ ଉଚ୍ଛେଦ ଅର୍ଡର କରିବା ପାଇଁ ତହସିଲଦାର ଶିବପ୍ରସାଦ ମଲ୍ଲିକ ଏହି ଟଙ୍କା ନେଉଥିଲେ l ଏହି ସମୟରେ ଭିଜିଲାନ୍ସ ଟିମ୍ ଅତର୍କିତ ଚଢାଉ!-->…
୧୭ ଯୁବତୀଙ୍କୁ ବଳାତ୍କାର କରି ସ୍ବାମୀ ଚୈତନ୍ୟାନନ୍ଦ ସରସ୍ବତୀ ଫେରାର
ସ୍ବାମୀ ଚୈତନ୍ୟାନନ୍ଦ ସରସ୍ବତୀ ନାମରେ ୧୭ ଜଣ ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ତେବେ ଅଭିଯୋଗ ପରେ ଚୈତନ୍ୟାନନ୍ଦ ଫେରାର୍ ଅଛନ୍ତି। ସେ ବସନ୍ତ କୁଞ୍ଜରେ ଏକ ଆଶ୍ରମ ଚଳାଉଛନ୍ତି।ଦିଲ୍ଲୀ ପୁଲିସ ବୁଧବାର ଆତ୍ମଘୋଷିତ ବାବା ସାଧୁ ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ ଓରଫ ପାର୍ଥ!-->…
୩୦ ହଜାର ରାସନ କାର୍ଡ କଟିଲାଣି: ଯୋଗାଣ ମନ୍ତ୍ରୀ
ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ରଖିଛନ୍ତି । କହିଛନ୍ତି, ରାଜ୍ୟରେ ୩୦ ହଜାର ୧୨୫ ଜଣଙ୍କ ରାସନ କାର୍ଡ କଟିଲାଣି । ଇକେୱାଇସିରେ ବାଦ ପଡିଲେଣି ୧ ଲକ୍ଷ ୯ ହଜାର ୮୫୩ ଜଣ । ୬ ଲକ୍ଷ ୩୮ ହଜାର ୯୯୬ ମୃତକ ପାଇଥିଲେ ରାସନ କାର୍ଡ ।!-->…
MKCGରେ ଗଞ୍ଜାମ ଜିଲ୍ଲା ବଡ଼ଗଡ଼ ରୋଗୀଙ୍କ ଟ୍ୟୁମର ଅସ୍ତ୍ରୋପଚାର ସଫଳ
ବ୍ରହ୍ମପୁର MKCG ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର ସଫଳ ହୋଇଛି । ମହିଳାଙ୍କ ମସ୍ତିଷ୍କରୁ ବାହାରିଲା ୨୦୦ ଗ୍ରାମ ଓଜନର ଟ୍ୟୁମର । ଦୀର୍ଘ ୮ ଘଣ୍ଟା ଧରି ଚାଲିଥିବା ଅସ୍ତ୍ରୋପଚାର ସଫଳତାର ସହ ଶେଷ ହୋଇଛି । ସୁଚନାମୁତାବକ ଗଞ୍ଜାମ ଜିଲ୍ଲା ବଡ଼ଗଡ଼ ଅଞ୍ଚଳର ୫୦ ବର୍ଷୀୟା ମହିଳା ଶାନ୍ତି!-->…
ବିଜେଡିରୁ ନିଲମ୍ବିତ ପରେ ପୁଣି ବର୍ଷିଲେ ଶ୍ରୀମୟୀ
ବିଜେଡିରୁ ନିଲମ୍ବିତ ହେବାପରେ ପୁଣି ବିଜେଡିକୁ ଟାର୍ଗେଟ୍ କଲେ ଶ୍ରୀମୟୀ ମିଶ୍ର । ଫେସ୍ବୁକ୍ରେ ପୋଷ୍ଟ କରି କହିଲେ,"ଯେତେବେଳେ ଆମେ ଏକ ଗଣତାନ୍ତ୍ରିକ ଦେଶରେ ଭୋଟ୍ ଦେଉ, ଆମେ ଏକ ଭୋଟର ଆଇଡି ଏବଂ ଏକ ଏପିକ୍ ନମ୍ବର ଆବଶ୍ୟକ କରୁ । ସେହିପରି, ଦଳର ସଭାପତିଙ୍କ ପାଇଁ ଭୋଟ୍ ଦେବାକୁ ହେଲେ!-->…
ଶୀତଳ ଭଣ୍ଡାର ନିର୍ମାଣ ପାଇଁ ୨୫୨ କୋଟି: ଉପମୁଖ୍ୟମନ୍ତ୍ରୀ
୫ ବର୍ଷ ଯାଏଁ ଶୀତଳ ଭଣ୍ଡାର ନିର୍ମାଣ ପାଇଁ ୨୫୨ କୋଟି ବଜେଟ ପ୍ରାବଧାନ । ଗୃହରେ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ ଉତ୍ତର ରଖିଛନ୍ତି । କହିଛନ୍ତି, ୫୮ଟି ଉପଖଣ୍ଡରେ ଶୀତଲ ଭଣ୍ଡାର ପିପିପି ମୋଡରେ ହେବ । ଏନେଇ ଗୋ ସୁଗମ ଆପରେ ୧୩ଟି ଆବେଦନ ଆସିଛି । ୩ ଆବେଦନ କାର୍ଯ୍ୟକୁ ଆଗେଇବାକୁ ଗୋ ଆହେଡ!-->…
ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା
ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।ଦୁର୍ଗାପୂଜା ପାଇଁ ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ!-->…
ହଷ୍ଟେଲରେ ନିଯୁକ୍ତ ହେବେ ସ୍ୱାସ୍ଥ୍ୟକର୍ମୀ
ହଷ୍ଟେଲରେ ରହୁଥିବା ସ୍କୁଲ ପିଲାଙ୍କ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର ଆପଣାଇଛନ୍ତି ନୂଆ ପଦକ୍ଷେପ। ଏବେ ରାଜ୍ୟର ସମସ୍ତ ସରକାରୀ ହଷ୍ଟେଲରେ ଅକ୍ସିଲିଆରି ନର୍ସ ଆଣ୍ଡ୍ ମିଡ୍ୱାଇଫ୍ (ଏଏନ୍ଏମ୍) କିମ୍ବା ମହିଳା ବହୁମୁଖୀ ହେଲ୍ଥ ୱାର୍କର ନିୟୋଜିତ ହେବେ । ହଷ୍ଟେଲ!-->…
ଭାରତ ବିଶ୍ୱବ୍ୟାପୀ ଚାଲିଥିବା ଯୁଦ୍ଧକୁ ବନ୍ଦ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିପାରିବ-ମେଲୋନି
ଇଟାଲୀର ପ୍ରଧାନମନ୍ତ୍ରୀ ଜିଓର୍ଜିୟା ମେଲୋନି ପୁଣି ଥରେ ଭାରତକୁ ପ୍ରଶଂସା କରିଛନ୍ତି। ସେ ବିଶ୍ୱାସ କରନ୍ତି ଯେ ଭାରତ ବିଶ୍ୱବ୍ୟାପୀ ଚାଲିଥିବା ଯୁଦ୍ଧକୁ ବନ୍ଦ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିପାରିବ। ଜାତିସଂଘ ସାଧାରଣ ପରିଷଦ ଅଧିବେଶନ ସମୟରେ ଜିଓର୍ଜିୟା ମେଲୋନି!-->…