Browsing Category
ଆଜିର ଖବର
ନୂଆଁ ବର୍ଷକୁ ସ୍ବାଗତ ଜଣାଇ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ କଲେ ବଜାର କମିଟି ସଦସ୍ୟ
ଗଣିଆ - ୨୦୨୫ ମସିହା ସରିବାକୁ ଯାଉଥିବା ବେଳେ ନୂତନ ବର୍ଷକୁ ସ୍ବାଗତ କରାଯାଉଛି ।ଏଇ ପରିପ୍ରେକ୍ଷୀରେ ଗଣିଆର ସର୍ବପୁରାତନ ମହାବୀର ବଣିକ ସଂଘ ତତଫରୁ ଏକ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବଜାର କମିଟିର ସଭପତି ଦାଶରଥି ସାହୁଙ୍କ ନେତୃତ୍ଵରେ!-->…
ପିକନିକ୍ ସ୍ପଟ୍ର ପ୍ରବେଶ ଓ ପ୍ରସ୍ଥାନ ଯାଞ୍ଚ ନିର୍ଦ୍ଦେଶ
ପିକନିକ୍ ପାଇଁ ବାଣିଜ୍ୟ ପରିବହନ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ପିକନିକ୍ ଋତୁରେ ହେଉଥିବା ଦୁର୍ଘଟଣା ହ୍ରାସ କରିବା ପାଇଁ ମାର୍ଗଦର୍ଶିକାର କଠୋର ପାଳନ କରାଯିବ। ସମସ୍ତ ଆରଟିଓ ଏବଂ ଏଆରଟଓିଙ୍କୁ!-->…
ନୂଆବର୍ଷ ୨୦୨୬ ପାଇଁ ଉପହାର କିମ୍ବା ପୁଷ୍ପଗୁଚ୍ଛ ଧରି ନ ଆସିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ
ନୂଆବର୍ଷ ୨୦୨୬ ପାଇଁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ । “ନୂଆବର୍ଷର ପ୍ରଥମ ଦିନ ସରକାରୀ କାର୍ଯ୍ୟ ଦିବସ ରହୁଥିବାରୁ, ଏହି ଦିନ ମୋର କାର୍ଯ୍ୟାଳୟ ଗୋଟିଏ ସାଧାରଣ କାର୍ଯ୍ୟଦିବସ ଭଳି ଚାଲିବ । ନିୟମିତ ଭାବେ ସରକାରୀ କାର୍ଯ୍ୟ ହେବ । ତେବେ ମୁଖ୍ୟମନ୍ତ୍ରୀଙ୍କୁ କିମ୍ବା!-->…
୩୦ ଡିସେମ୍ବରରୁ ୪ ଜାନୁଆରି ପର୍ଯ୍ୟନ୍ତ ପୁରୀର ସମସ୍ତ ଅଫିସର୍ଙ୍କ ଛୁଟି ବାତିଲ
ନୂଆବର୍ଷରେ ଶ୍ରୀମନ୍ଦିର ଭିତର ଓ ବାହାର ପଟ ସିସିଟିଭି ନଜରରେ ରହିବ । ଏନେଇ ସୂଚନା ଦେଇଛନ୍ତି ପୁରୀ ଏସ୍ପି ପ୍ରତୀକ ସିଂ । ଶ୍ରୀମନ୍ଦିର ଭିତରେ ୧୫୨ଟି ଓ ବାହାରେ ୧୯୨ଟି ସିସିଟିଭି ଲାଗିଛି । ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ । ସିଂହଦ୍ୱାର ଦେଇ!-->…
ବଣଭୋଜି କରୁଥିଲେ ସାବଧାନ । ପ୍ରଦୂଷଣ କଲେ ହେବ ଆକ୍ସନ
ବଣଭୋଜି କରୁଥିଲେ ସାବଧାନ । ପ୍ରଦୂଷଣ କଲେ ହେବ ଆକ୍ସନ । ବଣଭୋଜି ଉପରେ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ ନଜର ରଖୁଥିବା ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ।ଭୁବନେଶ୍ବରରେ ପ୍ରଦୂଷଣର ମାତ୍ରା ଅଧିକ ରହୁଥିବା ବେଳେ ସମସ୍ତେ ଏନେଇ ସତର୍କ ରହିବା ଆବଶ୍ୟକ ।!-->…
‘୨୦୨୬ରେ ପଶ୍ଚିମବଙ୍ଗରେ ବିପୁଳ ବହୁମତ ସହିତ ସରକାର ଗଢିବ ଭାଜପା’-ଅମିତ ଶାହ
ପଶ୍ଚିମବଙ୍ଗରେ ଶାନ୍ତି ଫେରିବ । ଦୁର୍ନୀତି ହଟିବ । ଖୋଜି ଖୋଜି ବାଂଲାଦେଶୀଙ୍କୁ ଏଠାରୁ ବିଦା କରାଯିବ । କିଛି ଏପରି ଢଙ୍ଗରେ କୋଲକାତାରୁ ମମତା ବାନାର୍ଜୀଙ୍କୁ ଟାର୍ଗେଟ୍ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଅମିତ ଶାହା ଆହୁରି କହିଛନ୍ତି ଯେ ଏପ୍ରିଲରେ ପଶ୍ଚିମବଙ୍ଗରେ!-->…
ହ୍ରାସ ପାଇଲା ଚିଲିକା ହ୍ରଦକୁ ବିଦେଶୀ ପକ୍ଷୀଙ୍କ ଆଗମନ ସଂଖ୍ୟା ! ନୂଆ ଠିକଣା ଋଷିକୁଲ୍ୟା, ଭିତରକନିକା
ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଚିଲିକା ହ୍ରଦକୁ ଏକାଧିକ ବିଦେଶୀ ପକ୍ଷୀ ଆଗମନ କରୁଛନ୍ତି କିନ୍ତୁ ବିଦେଶାଗତ ପକ୍ଷୀଙ୍କ ଆଗମନ ସଂଖ୍ୟା ହ୍ରାସ ପାଇଛି। ଯେଉଁଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି କହିଛନ୍ତି ଓଡ଼ିଶାର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ!-->…
ନୂଆ ଯୋଜନା ‘ସ୍ଵୀକୃତି’; ସ୍ଵାବଲମ୍ବୀ ହେବେ କିନ୍ନର, ମିଳିବ ସାମାଜିକ ନ୍ୟାୟ
ମାସିକ ୧୫ଶହ ପାଇବେ ତୃତୀୟଲିଙ୍ଗୀ ଶିଶୁଙ୍କ ଅଭିଭାବକ। ‘ସ୍ବୀକୃତି’ଯୋଜନାର ଜାରି ହେଲା ନିର୍ଦ୍ଦେଶାବଳୀ। ତୃତୀୟଲିଙ୍ଗୀଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା, ସେମାନଙ୍କ ଅଧିକାରର ସୁରକ୍ଷା ପ୍ରଦାନ କରିବା ପାଇଁ ରାଜ୍ୟ ସରକାର ‘ସ୍ବୀକୃତି’ ଯୋଜନା ଆରମ୍ଭ କରିଛନ୍ତି । ୧୮ ବର୍ଷ!-->…
ଗୌଡ଼ନୂଆଗାଁ ନିକଟ ଆମ୍ବ ତୋଟା ରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଖୋର୍ଦ୍ଧା- ଗୌଡ଼ନୂଆଗାଁ ନିକଟ ଆମ୍ବ ତୋଟା ରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଯୁବକ ଜଣକ ଗେଡ଼ିଆପଲ୍ଲୀ ଶାମୁକା ପାଟଣା ଗ୍ରାମ ର ଶିବ ପ୍ରସାଦ ବେହେରା ।
ପାରିବାରିକ କଳହ ରୁ ମାନସିକ ଚାପ ରେ ରହି ଗଛ ରସି ଲଗାଇ ଝୁଲିପଡିଥିବା ସୂଚନା। ଧଳାପଥର ଫାଣ୍ଡି ପୋଲିସ ପହଂଚି କରୁଛି!-->!-->!-->!-->!-->…
ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
ବାଂଲାଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପରଲୋକ । ୮୦ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ । ବୟସ ଜନିତ ରୋଗରେ ପୀଡ଼ିତ ଥିଲେ । ସେ ଦୀର୍ଘ ଦିନ ଧରି ଲିଭର ସିରୋସିସ୍, ହୃଦରୋଗ, କିଡନୀ ସମସ୍ୟା ଏବଂ ମଧୁମେହ ଭଳି ଅନେକ ଜଟିଳ ରୋଗରେ!-->…
ଅସ୍ଥାୟୀ ମଦ ଲାଇସେନ୍ସ ଆବେଦନକୁ ଅବକାରୀ ବିଭାଗର ଖାରଜ
ଜିରୋ ନାଇଟ୍ ସେଲିବ୍ରେସନ୍ । କଠୋର ହୋଇଛି ଅବକାରୀ ବିଭାଗ ।ଜିରୋ ନାଇଟ୍ ପାଇଁ ଅସ୍ଥାୟୀ ମଦ ଲାଇସେନ୍ସ ଆବେଦନକୁ ଖାରଜ କରି ଦେଇଛି ଅବକାରୀ ବିଭାଗ ।ଜିରୋ ନାଇଟ୍ ପାଇଁ ଗତ କିଛି ଦିନ ଧରି ଭୁବନେଶ୍ୱର ଅବକାରୀ ଅଧିକ୍ଷକଙ୍କ ନିକଟରେ ଅସ୍ଥାୟୀ ଲାଇସେନ୍ସ ( ଦିନିକିଆ ଲାଇସେନ୍ସ) ପାଇଁ ୩୦ଟି!-->…
କୋଣାର୍କରେ ଆଜି ମାଗଣା ପ୍ରବେଶ
ଶାମ୍ବ ଦଶମୀ ଅବସରରେ ଆଜି କୋଣାର୍କ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ ରହିଛି । ବିନା ଟିକେଟରେ ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିରର ନିଖୁଣ କାରୁକାର୍ଯ୍ୟକୁ ବୁଲି ଦେଖୁଛନ୍ତି କୋଣାର୍କକୁ ବୁଲି ଆସୁଥିବା ଦେଶ ବିଦେଶର ପର୍ଯ୍ୟଟକ । ପୌଷ ଶୁକ୍ଲ ଦଶମୀ ତିଥି ଶାମ୍ବ ଦଶମୀର!-->…