Browsing Category
ଆଜିର ଖବର
କୋଣାର୍କରେ ଆଜି ମାଗଣା ପ୍ରବେଶ
ଶାମ୍ବ ଦଶମୀ ଅବସରରେ ଆଜି କୋଣାର୍କ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ ରହିଛି । ବିନା ଟିକେଟରେ ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିରର ନିଖୁଣ କାରୁକାର୍ଯ୍ୟକୁ ବୁଲି ଦେଖୁଛନ୍ତି କୋଣାର୍କକୁ ବୁଲି ଆସୁଥିବା ଦେଶ ବିଦେଶର ପର୍ଯ୍ୟଟକ । ପୌଷ ଶୁକ୍ଲ ଦଶମୀ ତିଥି ଶାମ୍ବ ଦଶମୀର!-->…
ରାଗିଗଲେ ଟ୍ରମ୍ପ୍ : କହିଲେ -‘ପୁଟିନଙ୍କ ଘର ଉପରେ ଡ୍ରୋନ୍ ଆଟାକ୍ ଠିକ୍ ନୁହେଁ’
ରାଗିଗଲେ ଡୋନାଲ୍ଡ ଟ୍ରମ୍ପ୍ । ଋଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ନିକଟରେ ଡ୍ରୋନ ମାଡ ଘଟଣାକୁ ନେଇ ଜୋରଦାର କ୍ରୋଧ ପ୍ରକାଶ କରିଛନ୍ତି ୟୁଏସ ପ୍ରେସିଡେଣ୍ଟ୍ । ଏହା ଭଲ ନୁହେଁ ବୋଲି ସେ ପ୍ରକାଶ କରିଛନ୍ତି । ଶାନ୍ତି ଆଲୋଚନା ମଝିରେ ପୁଟିନଙ୍କର ଏହା ଏକ ବଡ଼ ଚାଲ ବୋଲି!-->…
ଭିଜିଲାନ୍ସ ଜାଲରେ କଟକ ବାରଙ୍ଗ ଅତିରିକ୍ତ ତହସିଲଦାର
ଭିଜିଲାନ୍ସ ପଞ୍ଝାରେ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ରେଡ୍। ମଙ୍ଗଳବାର ସକାଳୁ ଏକକାଳୀନ ୪ଟି ସ୍ଥାନରେ ରେଡ୍ ମାରିଛି ଭିଜିଲାନ୍ସ ଟିମ୍।ଖବର ଅନୁସାରେ, ବାରଙ୍ଗ ତହସିଲ କାର୍ଯ୍ୟାଳୟ ସମେତ ଖୋର୍ଦ୍ଧା ଏବଂ!-->…
୨୦୨୬ ରଥଯାତ୍ରା ଲାଗି ଆରମ୍ଭ ହେଲା ପ୍ରାରମ୍ଭିକ ପ୍ରସ୍ତୁତି
ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଆସନ୍ତା ସରସ୍ବତୀ ପୂଜାରେ ଅନୁକୂଳ ହେବ ରଥକାଠ । ରଥକାଠ ଚିହ୍ନଟ ପାଇଁ ଆଜି(ସୋମବାର) ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରୁ ରଥ ତତ୍ତ୍ବାବଧାରକ ଚିତ୍ତରଞ୍ଜନ ମହାପାତ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ନୟାଗଡର ଦଶପଲ୍ଲା!-->…
ଜାନୁଆରୀ ୫ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
ଜାନୁଆରୀ ୫ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଦିଆଯାଇଛି ସୂଚନା। ଅନଲାଇନ୍ ପଞ୍ଜୀକରଣ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟାରୁ ଆରମ୍ଭ ହେବ। ସର୍ବାଧିକ ୧ ହଜାର ପର୍ଯ୍ୟନ୍ତ ଅଭିଯୋଗ ପଞ୍ଜୀକରଣ ଜାରି ରହିବ। ଆଗ୍ରହୀ!-->…
ଦିଲ୍ଲୀ ପରେଡ୍ରେ ଚାଲିବ ଓଡିଶା ପ୍ରଜ୍ଞାପନ ମେଢ
ସାଧାରଣତନ୍ତ୍ର ଦିବସ ପରେଡ୍ରେ ପ୍ରଦର୍ଶିତ ହେବ ଓଡିଶାର ପ୍ରଜ୍ଞାପନ ମେଢ। ୧୭ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ତାଲିକାରେ ସ୍ଥାନ ପାଇଲା ଓଡିଶା। ଓଡିଶାର କଳାକୃତିକୁ ଆଧାର କରି ପ୍ରସ୍ତାବିତ ପ୍ରଜ୍ଞାପନ ମେଢକୁ ମଞ୍ଜୁରୀ ମିଳିଛି। ଏନେଇ ମଞ୍ଜୁରୀ ଦେଲା କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରାଳୟ।!-->…
ବିଜୟ ମାଲ୍ୟାଙ୍କ ସହ ଭିଡିଓ ଭାଇରାଲ ପରେ ବିବାଦ : ଏବେ ସରକାରଙ୍କୁ କ୍ଷମା ମାଗିଲେ ଲଳିତ ମୋଦି
ଆଇପିଏଲ ସଂସ୍ଥାପକ ଓ ଦୁର୍ନୀତି ଅଭିଯୁକ୍ତ ଲଳିତ ମୋଦି ଭାରତ ସରକାରଙ୍କୁ କ୍ଷମା ମାଗିଛନ୍ତି। ନିକଟରେ ସେ ଲଣ୍ଡନର ଏକ ପାର୍ଟିର ଭିଡିଓ ସେୟାର କରିଥିଲେ। ଏଥିରେ ସେ କିଙ୍ଗଫିସର ଏୟାରଲାଇନ୍ସ ଋଣ ଠକେଇ ଓ ମନିଲଣ୍ଡରିଂ ମାମଲାରେ ପଳାତକ ବିଜୟ ମାଲ୍ୟାଙ୍କ ସହ ଦେଖିବାକୁ ମିଳିଥିଲେ। ଭିଡିଓରେ!-->…
ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ତଡ଼ାଯିବ,ଆଇନକୁ ହାତକୁ ନନେବାକୁ ଅପିଲ- ଆଇନ ମନ୍ତ୍ରୀ
ବାଂଲାଦେଶରେ ସଂଖ୍ୟାଲଘୁଙ୍କ ଆକ୍ରମଣ ପରେ ଭାରତରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦେଶର ବିଭିନ୍ନ ସ୍ଥାନରେ ବାଂଲାଦେଶୀଙ୍କ ଉପରେ ଆକ୍ରମଣ ହେଉଥିବା ବେଳେ ଓଡ଼ିଶାରେ ବି ସମାନ ସ୍ଥିତି।ବେଆଇନ ପ୍ରବେଶ ଭୁଲ କିନ୍ତୁ ଆଇନକୁ ହାତକୁ ନନେବାକୁ ଆଇନ ମନ୍ତ୍ରୀ ଅପିଲ କରିଛନ୍ତି।ଯେଉଁମାନେ ଆଇନ!-->…
୨୦୨୫ରେ କଟକ ସହରରେ ଥିବା ୨୧ଟି ଥାନାରେ ମୋଟ ୯ ହଜାର ୧୩୯ଟି ମାମଲା ରୁଜୁ
୨୦୨୫ରେ କଟକ ସହରରେ ଥିବା ୨୧ଟି ଥାନାରେ ମୋଟ ୯ ହଜାର ୧୩୯ଟି ମାମଲା ରୁଜୁ ହୋଇଛି । ଯାହାକି ୨୦୨୪ ମସିହା ତୁଳନାରେ ପ୍ରାୟ ୨ ହଜାର ଅଧିକ ଅଟେ । କେବଳ ସଦର ଥାନାରେ ଚଳିତ ବର୍ଷ ପ୍ରାୟ ରେକର୍ଡ ସଂଖ୍ୟକ ୧ ହଜାର ମାମଲା ରୁଜୁ ହୋଇଛି । ଯାହାକି ଥାନା ପାଇଁ ଚିନ୍ତାକର ବିଷୟ ପାଲଟିଛି!-->…
ଜିରୋ ନାଇଟ୍ ପାଇଁ ପୋଲିସର କଟକଣା; ରାସ୍ତାକଡ଼ରେ ଉତ୍ସବ ମନା
ନୂଆବର୍ଷ ପାଇଁ ପୋଲିସର ଗାଇଡଲାଇନ ଜାରି । ରାତି ୧୨ଟା ୩୦ ଯାଏ ଜିରୋ ନାଇଟ୍ ସେଲିବ୍ରେସନ। ସୁରକ୍ଷା ପାଇଁ ରାଜଧାନୀରେ ମୁତୟନ ହେବେ ୧୮ ପ୍ଲାଟୁନ ଫୋର୍ସ । ଭୁବନେଶ୍ବରର ୧୮ଟି ସ୍ଥାନରେ ବ୍ଲକିଂ, ଚେକିଂ ହେବ। ସୁରକ୍ଷା ତଦାରଖ କରିବେ ୨୯ଟି ୱାଚ ପାଟ୍ରୋଲିଂ ଟିମ୍ ।ନୂଆବର୍ଷ ସେଲିବ୍ରେସନ୍!-->…
୨୫ ବର୍ଷ ପରେ ନନ୍ଦନକାନନରେ ଖୋଲିଲା ଓଧ ଖୁଆଡ଼
ଆଜି ନନ୍ଦନକାନନ ପାଳୁଛି ୬୬ ତମ ପ୍ରତିଷ୍ଠା ଦିବସ । ପ୍ରତିବର୍ଷ ଡିସେମ୍ବର ୨୯ ତାରିଖରେ ନନ୍ଦନକାନନରେ ତାର ପ୍ରତିଷ୍ଠା ଦିବସ ପାଳନ କରି ଆସୁଛି । ଆଜି ପ୍ରତିଷ୍ଠା ଦିବସ ଅବସରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଯୋଗ ଦେଇ ବିଭିନ୍ନ ନୂତନ ଖୁଆଡର ଶୁଭ ଉଦଘାଟନ କରିଛନ୍ତି!-->…
ଡିସେମ୍ବର ୩୧ରେ ଦେଶରେ ଗିଗ୍ ୱାର୍କରଙ୍କ ବିରୋଧ ପ୍ରଦର୍ଶନ
ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶବ୍ୟାପୀ ଖାଦ୍ୟ ବିତରଣ କରୁଥିବା କର୍ମଚାରୀମାନେ ଏକ ବଡ ପ୍ରତିବାଦ ପ୍ରସ୍ତୁତି କରିଛନ୍ତି । ସ୍ୱିଗି, ଜୋମାଟୋ, ବ୍ଲିଙ୍କିଟ, ଆମାଜନ ଭଳି ଜଡିତ ଡେଲିଭରି ପାର୍ଟନର , କ୍ୟାବ ଡ୍ରାଇଭର ଏବଂ ହୋମ ସର୍ଭିସ କର୍ମଚାରୀମାନେ ଧର୍ମଘଟରେ ଯିବେ । ଯାହା ଫଳରେ ଖାଦ୍ୟ!-->…